ନାମିବିଆର ଜାତୀୟ ବିଧାନସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 09th, 08:14 pm
ଦୟାକରି ମୋତେ ସର୍ବ ପ୍ରଥମେ ଆପଣ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବାକୁ ଅନୁମତି ଦିଅନ୍ତୁ । ଲୋକମାନେ ଆପଣଙ୍କୁ ଏହି ମହାନ ରାଷ୍ଟ୍ରର ସେବା କରିବା ପାଇଁ ଜନାଦେଶ ଦେଇଛନ୍ତି। ଆପଣ ସମସ୍ତେ ଜାଣନ୍ତି, ରାଜନୀତିରେ,ଏହା ଉଭୟ ଏକ ସମ୍ମାନ ଏବଂ ଏକ ବଡ଼ ଦାୟିତ୍ୱ। ମୁଁ ଲୋକମାନଙ୍କ ଆକାଂକ୍ଷାକୁ ପୂରଣ କରିବାରେ ଆପଣଙ୍କ ସଫଳତା କାମନା କରୁଛି।Prime Minister addresses the Namibian Parliament
July 09th, 08:00 pm
PM Modi addressed the Parliament of Namibia and expressed gratitude to the people of Namibia for conferring upon him their highest national honour. Recalling the historic ties and shared struggle for freedom between the two nations, he paid tribute to Dr. Sam Nujoma, the founding father of Namibia. He also called for enhanced people-to-people exchanges between the two countries.ନାମିବ୍ୟାର ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
July 09th, 07:55 pm
ନାମିବ୍ୟାକୁ ତାଙ୍କର ସରକାରୀ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୱିଣ୍ଡହୋକସ୍ଥିତ ଷ୍ଟେଟ୍ ହାଉସରେ ନାମିବ୍ୟାର ରାଷ୍ଟ୍ରପତି ମହାମହିମ ଡ. ନେତୁମ୍ବୋ ନନ୍ଦୀ-ନଦୈତୱାଙ୍କୁ ଭେଟିଛନ୍ତି। ରାଜ୍ୟ ଭବନରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ରାଷ୍ଟ୍ରପତି ନନ୍ଦୀ-ନଦୈତୱା ଭବ୍ୟ ସ୍ୱାଗତ କରିଥିଲେ ଏବଂ ଏକ ଆନୁଷ୍ଠାନିକ ସ୍ୱାଗତ କରିଥିଲେ। ପ୍ରଧାନମନ୍ତ୍ରୀ ସ୍ତରରେ ଭାରତରୁ ନାବିବ୍ୟାକୁଏହି ଗସ୍ତ ୨୭ବର୍ଷ ପରେ ହୋଇଥିଲା। ଚଳିତ ବର୍ଷ ମାର୍ଚ୍ଚରେ ଦାୟିତ୍ୱ ଗ୍ରହଣ କରିବା ପରେ ରାଷ୍ଟ୍ରପତି ନନ୍ଦୀ-ନଦାୟତୱାଙ୍କ ଦ୍ୱାରା ଆୟୋଜିତ ଏହା ପ୍ରଥମ ଦ୍ୱିପାକ୍ଷିକ ସରକାରୀ ଗସ୍ତ ଥିଲା।ନାମିବିୟାର ସର୍ବୋଚ୍ଚ ରାଷ୍ଟ୍ରୀୟ ପୁରସ୍କାର-ଅର୍ଡର ଅଫ୍ ଦି ମୋଷ୍ଟ ଏନସିୟେଣ୍ଟ ବେଲବିଚିୟା ମିରାବିଲିସ ପ୍ରଦାନ ସମାରୋହରେ ସମ୍ମାନ ଗ୍ରହଣ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
July 09th, 07:46 pm
ମୁଁ ରାଷ୍ଟ୍ରପତି ଜୀ ଙ୍କ, ନାମିବିୟା ସରକାର ଓ ନାମିବିୟାର ଲୋକଙ୍କୁ ହୃଦୟରୁ କୃତଜ୍ଞତା ଜ୍ଞାପନ କରୁଛି। ବିନମ୍ରତାର ସହିତ ୧୪୦କୋଟି ଭାରତୀୟଙ୍କ ତରଫରୁ ମୁଁ ଏହି ସମ୍ମାନ ଗ୍ରହଣ କରୁଛି।ନାମିବିଆର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ
July 09th, 07:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନାମିବିଆକୁ ସରକାରୀ ଗସ୍ତରେ ଅଛନ୍ତି। ଏହି ଅବସରରେ ନାମିବିଆର ରାଷ୍ଟ୍ରପତି ମହାମହିମ ନେତୁମ୍ବୋ ନନ୍ଦୀ-ନଦାଇତୱା ପ୍ରଧାନମନ୍ତ୍ରୀଙ୍କୁ ନାମିବିଆର ସର୍ବୋଚ୍ଚ ନାଗରିକ ସମ୍ମାନ-‘‘ଅର୍ଡର ଅଫ୍ ଦ ମୋଷ୍ଟ ଆନସିଏଣ୍ଟ ୱେଲୱିଟସିଆ ମିରାବିଲିସ୍ ପ୍ରଦାନ କରିଥିଲେ। ଏହି ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ ନେତା।PM Modi arrives in Windhoek, Namibia
July 09th, 12:15 pm
Prime Minister Narendra Modi arrived in Namibia a short while ago. In Namibia, PM Modi will hold discussions with President Netumbo Nandi-Ndaitwah and also address the Joint Session of Namibian Parliament.ଘାନା, ତ୍ରିନିଦାଦ ଓ ଟୋବାଗୋ, ଆର୍ଜେଣ୍ଟିନା, ବ୍ରାଜିଲ ଏବଂ ନାମିବିୟା ଗସ୍ତରେ ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନ ପୂର୍ବ ବିବୃତ୍ତି
July 02nd, 07:34 am
ରାଷ୍ଟ୍ରପତି ଜନ୍ ଡ୍ରାମାନି ମହାମାଙ୍କ ନିମନ୍ତ୍ରଣରେ, ୨-୩ ଜୁଲାଇରେ ମୁଁ ଘାନା ଗସ୍ତ କରିବି । ଗ୍ଲୋବାଲ୍ ସାଉଥରେ ଘାନା ଏକ ପ୍ରମୁଖ ଅଂଶୀଦାର ଏବଂ ଆଫ୍ରିକୀୟ ସଂଘ ତଥା ପଶ୍ଚିମ ଆଫ୍ରିକୀୟ ଦେଶଗୁଡିକର ଅର୍ଥନୈତିକ ସମ୍ପ୍ରଦାୟରେ ମଧ୍ୟ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଘାନା ସହିତ ଆମର ଐତିହାସିକ ସମ୍ପର୍କକୁ ଆହୁରି ଗଭୀର କରିବା ଏବଂ ନିବେଶ, ଶକ୍ତି, ସ୍ୱାସ୍ଥ୍ୟ, ସୁରକ୍ଷା, କ୍ଷମତା ନିର୍ମାଣ ତଥା ବିକାଶ ସହଭାଗିତା କ୍ଷେତ୍ର ସମେତ ସହଯୋଗର ନୂତନ ସୁଯୋଗ ସୃଷ୍ଟି କରିବା ଉଦ୍ଦେଶ୍ୟରେ ମୋର ମତ ଆଦାନପ୍ରଦାନ ପାଇଁ ମୁଁ ଅପେକ୍ଷା କରିଛି । ସହଯୋଗୀ ଗଣତାନ୍ତ୍ରିକ ଦେଶ ଭାବରେ, ଘାନାର ସଂସଦରେ ଭାଷଣ ଦେବା ଏକ ସମ୍ମାନର ବିଷୟ ହେବ ।ପ୍ରଧାନମନ୍ତ୍ରୀଙ୍କ ଘାନା, ତ୍ରିନିଦାଦ ଏବଂ ଟୋବାଗୋ, ଆର୍ଜେଣ୍ଟିନା, ବ୍ରାଜିଲ ଏବଂ ନାମିବିୟା ଗସ୍ତ (ଜୁଲାଇ ୦୨-୦୯)
June 27th, 10:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୦୨- ୦୩, ୨୦୨୫ରେ ଘାନା ଗସ୍ତରେ ଯିବେ । ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଦ୍ୱିପକ୍ଷୀୟ ଘାନା ଗସ୍ତ । ତିନି ଦଶନ୍ଧି ପରେ ଭାରତର କୌଣସି ପ୍ରଧାନମନ୍ତ୍ରୀ ଘାନା ଗସ୍ତରେ ଯାଉଛନ୍ତି । ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଘାନାର ରାଷ୍ଟ୍ରପତିଙ୍କ ସହ ଆଲୋଚନା କରିବେ । ଦୃଢ଼ ଦ୍ୱିପାକ୍ଷିକ ସହଯୋଗର ସେ ସମୀକ୍ଷା କରିବା ସହ ଆର୍ଥିକ, ଶକ୍ତି, ପ୍ରତିରକ୍ଷା କ୍ଷେତ୍ରରେ ସମ୍ପର୍କ ଏବଂ ସହଭାଗିତା ସହଯୋଗ ବୃଦ୍ଧିର ସୁଯୋଗ ବାବଦରେ ଆଲୋଚନା କରିବେ । ଏହି ଗସ୍ତ ଦ୍ୱିପାକ୍ଷିକ ସମ୍ପର୍କକୁ ବୃଦ୍ଧି କରିବା ଦିଗରେ ଦୁଇ ଦେଶର ପ୍ରତିବଦ୍ଧତାକୁ ନିଶ୍ଚିତ କରିବା ସହ ଇକୋୱାସ (ଇକୋନୋମିକ କମୁ୍ୟନିଟି ଅଫ ୱେଷ୍ଟ ଆଫ୍ରିକା ଷ୍ଟେଟସ ) ଏବଂ ଆଫ୍ରିକାନ ୟୁନିଅନରେ ଭାରତର ସହଭାଗିତାକୁ ଦୃଢ଼ କରିବ ।