Today, Uttar Pradesh and the entire country are witnessing a new era of world-class infrastructure: PM Modi in Meerut
February 22nd, 01:30 pm
PM Modi inaugurated the Namo Bharat Rapid Rail and the Meerut Metro in Meerut, calling them a new surge of energy for a ‘Viksit Uttar Pradesh’ and a ‘Viksit Bharat’. He highlighted that the government conferred the Bharat Ratna upon Chaudhary Charan Singh ji and inspired by his vision, the double-engine government is working to increase farmers' income. He noted that a transformed Uttar Pradesh has triggered a major economic surge and manufacturing boom.PM Modi inaugurates India’s first Namo Bharat RRTS and dedicates Delhi–Meerut Namo Bharat Corridor to the Nation
February 22nd, 01:12 pm
PM Modi inaugurated the Namo Bharat Rapid Rail and the Meerut Metro in Meerut, calling them a new surge of energy for a ‘Viksit Uttar Pradesh’ and a ‘Viksit Bharat’. He highlighted that the government conferred the Bharat Ratna upon Chaudhary Charan Singh ji and inspired by his vision, the double-engine government is working to increase farmers' income. He noted that a transformed Uttar Pradesh has triggered a major economic surge and manufacturing boom.ସାହିବାବାଦ ଆରଆରଟିଏସ ଷ୍ଟେସନରୁ ନ୍ୟୁ ଅଶୋକ ନଗର ଆରଆରଟିଏସ ଷ୍ଟେସନ ପର୍ଯ୍ୟନ୍ତ ନମୋ ଭାରତ ଟ୍ରେନରେ ଯାତ୍ରା ସମୟରେ ଛାତ୍ରଛାତ୍ରୀ ଏବଂ ଟ୍ରେନ୍ ଲୋକୋ ପାଇଲଟମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
January 05th, 08:50 pm
ହମ୍ ତୋଡ ରହେ ହେଁ ଜୀ ଜୀଉରେଁ , ହମ ବଦଲ ରହେ ହେଁ, ତକଦିରେଁନମୋ ଭାରତ ଟ୍ରେନରେ ଛାତ୍ରଛାତ୍ରୀ ଏବଂ ଲୋକୋ ପାଇଲଟ୍ଙ୍କ ସହ ଭାବ ବିନିମୟ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
January 05th, 08:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସାହିବାବାଦ ଆରଆରଟିଏସ୍ ଷ୍ଟେସନ୍ରୁ ନ୍ୟୁ ଅଶୋକ ନଗର ଆରଆରଟିଏସ୍ ଷ୍ଟେସନ ପର୍ଯ୍ୟନ୍ତ ନମୋ ଭାରତ ଟ୍ରେନରେ ଯାତ୍ରା କରିଥିଲେ । ତାଙ୍କର ଏହି ଯାତ୍ରା ସମୟରେ ସେ ଯୁବ ବନ୍ଧୁମାନଙ୍କ ସହିତ ଭାବ ବିନିମୟ କରିଥିଲେ, ଯେଉଁମାନେ ତାଙ୍କୁ ଅନେକ ପେଣ୍ଟିଂ ଏବଂ କଳାକୃତି ଉପହାର ଦେଇଥିଲେ ।ଦିଲ୍ଲୀରେ ୧୨,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 05th, 12:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀରେ ୧୨,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ସାହିବାବାଦ ଆରଆରଟିଏସ ଷ୍ଟେସନରୁ ନ୍ୟୁ ଅଶୋକ ନଗର ଆରଆରଟିଏସ ଷ୍ଟେସନ ପର୍ଯ୍ୟନ୍ତ ନମୋ ଭାରତ ଟ୍ରେନରେ ଯାତ୍ରା କରିଥିଲେ ପ୍ରଧାନମନ୍ତ୍ରୀ । ଆଞ୍ଚଳିକ ଯୋଗାଯୋଗ ବୃଦ୍ଧି ଏବଂ ଯାତ୍ରାକୁ ସହଜ କରିବା ଏହି ପ୍ରକଳ୍ପଗୁଡ଼ିକର ମୁଖ୍ୟ ଲକ୍ଷ୍ୟ ରହିଛି ।ନୂଆଦିଲ୍ଲୀରେ ଜାନୁଆରୀ ୫ ତାରିଖରେ ୧୨ ହଜାର ୨୦୦ କୋଟିର ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
January 04th, 05:00 pm
ନୂଆଦିଲ୍ଲୀରେ ଜାନୁଆରୀ ୫ ତାରିଖରେ ୧୨ ହଜାର ୨୦୦ କୋଟି ଟଙ୍କାର ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରିବେ । ପୂର୍ବାହ୍ନ ୧୧ଟା ୧୫ ମିନିଟ ବେଳକୁ ନମୋ ଭାରତ ଟ୍ରେନରେ ପ୍ରଧାନମନ୍ତ୍ରୀ ମୋଦୀ ସାହିବାବାଦ ଆରଆରଟିଏସ ଷ୍ଟେସନଠାରୁ ନ୍ୟୁ ଅଶୋକନଗର ଆରଆରଟିଏସ ଷ୍ଟେସନ ପର୍ଯ୍ୟନ୍ତ ଯାତ୍ରା କରିବେ । ପ୍ରାୟ ୪ ହଜାର ୬ ଶହ କୋଟି ଟଙ୍କାର ୧୩ କିଲୋମିଟର ବ୍ୟାପୀ ଦିଲ୍ଲୀ-ଗାଜିଆବାଦ-ମିରଟ ନମୋ ଭାରତ କରିଡରକୁ ପ୍ରଧାନମନ୍ତ୍ରୀ ମୋଦୀ ଉଦଘାଟନ କରିବେ ।