Cabinet approves major expansion of Civil Enclave at Srinagar International Airport

February 24th, 04:21 pm

The Cabinet Committee on Economic Affairs, chaired by PM Modi, has approved the development of the Civil Enclave at Srinagar International Airport at an estimated cost of Rs. 1,677 crore. The state-of-the-art new terminal will reflect a harmonious blend of modern design and the rich cultural heritage of Kashmir. The project is expected to significantly boost tourism and economic growth in the region.

୨୦ ଅକ୍ଟୋବରରେ ବାରଣାସୀ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

October 19th, 05:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୨୦ରେ ବାରଣାସୀ ଗସ୍ତ କରିବେ । ଦିନ ୨ ଟା ସମୟରେ ସେ ଆର୍ ଜେ ଶଙ୍କର ଚକ୍ଷୁ ଚିକିତ୍ସାଳୟ ଉଦ୍‌ଘାଟନ କରିବେ । ଏହା ପରେ, ପ୍ରାୟ ୪:୧୫ ସମୟରେ, ସେ ବାରଣାସୀରେ ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବେ ।

୧୪୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ବିହାରର ଭିଟାଠାରେ ନ୍ୟୁ ସିଭିଲ ଏନକ୍ଲେଭ ର ବିକାଶ କୁ କ୍ୟାବିନେଟ ମଞ୍ଜୁରୀ

August 16th, 09:27 pm

16.08.2024 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ୧୪୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ବିହାରର ପାଟନାସ୍ଥିତ ଭିଟା ଠାରେ ଏକ ନୂତନ ସିଭିଲ ଏନକ୍ଲେଭ ର ବିକାଶ ପାଇଁ ଭାରତୀୟ ବିମାନବନ୍ଦର ପ୍ରାଧିକରଣ (ଏଏଆଇ)ର ପ୍ରସ୍ତାବକୁ ମଞ୍ଜୁର କରିଛି ।

୧୫୪୯ କୋଟି ଟଙ୍କା ବ୍ୟୟ ଅଟକଳରେ ପଶ୍ଚିମବଙ୍ଗର ବାଗଡୋଗ୍ରା ବିମାନବନ୍ଦରରେ ନୂତନ ସିଭିଲ ଏନକ୍ଲେଭର ବିକାଶ କୁ କ୍ୟାବିନେଟ ମଞ୍ଜୁରୀ

August 16th, 09:22 pm

16.08.2024 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ପଶ୍ଚିମବଙ୍ଗର ସିଲିଗୁଡିସ୍ଥିତ ବାଗଡୋଗ୍ରାମ ବିମାନବନ୍ଦରରେ ୧୫୪୯ କୋଟି ଟଙ୍କା ବ୍ୟୟ ଅଟକଳରେ ନ୍ୟୁ ସିଭିଲ ଏନକ୍ଲେଭ୍ ର ବିକାଶ ପାଇଁ ଭାରତୀୟ ବିମାନବନ୍ଦର ପ୍ରାଧିକରଣ (ଏଏଆଇ)ର ପ୍ରସ୍ତାବକୁ ମଞ୍ଜୁର କରିଛି ।