Chief Minister of Haryana meets the Prime Minister
August 27th, 06:20 pm
Chief Minister of Haryana, Shri Nayab Saini met Prime Minister, Shri Narendra Modi today.Lieutenant Governor of Jammu & Kashmir meets Prime Minister
August 22nd, 06:11 pm
Lieutenant Governor of Jammu & Kashmir, Shri Manoj Sinha met Prime Minister, Shri Narendra Modi today in New Delhi.Lieutenant Governor of Ladakh meets Prime Minister
August 20th, 09:47 pm
Lieutenant Governor of Ladakh, Shri Vinai Kumar Saxena met Prime Minister, Shri Narendra Modi today in New Delhi.Chief Minister of Assam meets Prime Minister
August 20th, 09:42 pm
Chief Minister of Assam, Shri Himanta Biswa Sarma met Prime Minister, Shri Narendra Modi today in New Delhi.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ
August 17th, 01:29 pm
ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାଭିସ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।Prime Minister extends gratitude to World Leaders for their warm wishes on the 80th Independence Day of India
August 15th, 05:48 pm
Prime Minister Shri Narendra Modi extended his gratitude to world leaders for their warm wishes on the 80th Independence Day of India, expressing his profound appreciation for the congratulatory messages received from across the globe.୧୨ ଅଗଷ୍ଟରେ ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ
August 11th, 01:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨ ଅଗଷ୍ଟ ୨୦୨୬ ପୂର୍ବାହ୍ନ ୯:୩୦ ସମୟରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଭାରତର ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଟ୍ରାୟମ୍ଫ ଅଫ୍ ଦି ଇଣ୍ଡିଆନ୍ ରିପବ୍ଲିକ୍: ମାଇ ଲାଇଫ୍, ମାଇ ଷ୍ଟ୍ରଗଲ୍ସର ଉନ୍ମୋଚନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ଜନସାଧାରଣଙ୍କୁ ମଧ୍ୟ ସମ୍ବୋଧିତ କରିବେ।Rajya Sabha MP Shri Nitish Kumar ji meets the Prime Minister
August 04th, 06:44 pm
Rajya Sabha MP Shri Nitish Kumar ji met the Prime Minister, Shri Narendra Modi, today.Governor of Jharkhand meets Prime Minister
August 03rd, 01:10 pm
Governor of Jharkhand, Shri Santosh Gangwar met Prime Minister, Shri Narendra Modi today in New Delhi.Chief Minister of Chhattisgarh meets Prime Minister
July 31st, 01:06 pm
Chief Minister of Chhattisgarh, Shri Vishnu Deo Sai met Prime Minister, Shri Narendra Modi in New Delhi today.Prime Minister interacts with Pawan Chandana and Naga Bharath Daka of Skyroot Aerospace
July 27th, 10:22 pm
PM Modi interacted with Pawan Chandana and Naga Bharath Daka of Skyroot Aerospace about the success of Vikram-1 and many other interesting subjects. He said their energy, ambition and positivity reflect the vibrant spirit of India's private space ecosystem and conveyed his best wishes to the entire Skyroot team.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ
July 22nd, 03:24 pm
ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।Eminent industry leader Shri Ravi Kant meets the Prime Minister
July 18th, 10:25 pm
Eminent industry leader Shri Ravi Kant met Prime Minister, Shri Narendra Modi earlier today and presented a copy of his book 'Leading from the Back - To Achieve the Impossible'.India-Japan Joint Statement on cooperation in the field of Artificial Intelligence (AI)
July 02nd, 10:14 pm
PM Modi and Japanese Prime Minister Sanae Takaichi agreed to deepen India-Japan cooperation in Artificial Intelligence with a shared vision for a safe, trusted and human-centric AI ecosystem. The partnership will drive collaboration in AI governance, digital infrastructure, research, innovation and talent development, while supporting resilient AI growth across the Indo-Pacific and the Global South.Cabinet approves a Road Tunnel Construction project in Delhi worth Rs. 6969.67 crore
July 01st, 03:06 pm
The Cabinet Committee on Economic Affairs, chaired by PM Modi, has approved the construction of a Road Tunnel Construction project in Delhi worth Rs. 6,969.67 crore. The total project length is 8.1 km, including 3.14 km of tunnel, 0.98 km of tunnel approach ramp, 0.554 km of approach with RE Wall, 2.556 km of elevated portion and 0.87 km of at-grade road. It will provide faster connectivity and employment opportunities.ଶ୍ରୀ ଆଣ୍ଡି ଜାସି ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି
June 25th, 02:30 pm
ଆମାଜନର ସିଇଓ ଶ୍ରୀ ଆଣ୍ଡି ଜାସି ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଭାରତରେ ଆମାଜନର ରେକର୍ଡ ୪୮ ବିଲିୟନ ବିଲିୟନ ନିବେଶ ଭାରତରେ ନିବେଶ କରିବା ଲାଗି ସାରା ବିଶ୍ୱରେ ବୃଦ୍ଧି ପାଉଥିବା ଆଗ୍ରହକୁ ଦର୍ଶାଉଛି।ସହକାରୀ ସଚିବ ଭାବରେ ନିଯୁକ୍ତ ୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
June 23rd, 02:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀ ଠାରେ ସେବା ତୀର୍ଥରେ ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗରେ ସହକାରୀ ସଚିବ ଭାବରେ ନିଯୁକ୍ତ ହୋଇଥିବା ୨୦୨୪ ବ୍ୟାଚ୍ ର ୧୮୩ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କରିଛନ୍ତି।ନୂଆଦିଲ୍ଲୀରେ ରିପବ୍ଲିକ ସମିଟ୍ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 22nd, 10:24 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ‘ରିପବ୍ଲିକ୍ ସମିଟ୍ ୨୦୨୬’ ସମ୍ବୋଧନ କରିଛନ୍ତି। ସମଗ୍ର ବିଶ୍ବ ଦ୍ରୁତ ଓ ଗୁରୁତ୍ବପୂର୍ଣ୍ଣ ପରିବର୍ତ୍ତନ ଦେଖୁଥିବାବେଳେ ‘ମହାନ ଶକ୍ତି ଭାରତ: ରାଷ୍ଟ୍ର ପ୍ରଥମ’ ଶୀର୍ଷକରେ ଏହି ସମ୍ମିଳନୀ ଆୟୋଜନ କରିଥିବାରୁ ଆୟୋଜକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ।‘ରିପବ୍ଲିକ୍ ସମିଟ୍ ୨୦୨୬’କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 22nd, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ‘ରିପବ୍ଲିକ୍ ସମିଟ୍ ୨୦୨୬’ ସମ୍ବୋଧନ କରିଛନ୍ତି। ସମଗ୍ର ବିଶ୍ବ ଦ୍ରୁତ ଓ ଗୁରୁତ୍ବପୂର୍ଣ୍ଣ ପରିବର୍ତ୍ତନ ଦେଖୁଥିବାବେଳେ ‘ମହାନ ଶକ୍ତି ଭାରତ: ରାଷ୍ଟ୍ର ପ୍ରଥମ’ ଶୀର୍ଷକରେ ଏହି ସମ୍ମିଳନୀ ଆୟୋଜନ କରିଥିବାରୁ ଆୟୋଜକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ।ଜୁନ୍ ୧୯ ତାରିଖରେ 'ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନା' ଅଧୀନରେ ପ୍ରାୟ ୨,୪୦୦ କୋଟି ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ
June 17th, 03:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୧୯ ତାରିଖ ସନ୍ଧ୍ୟା ୫ ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଅନୁଷ୍ଠିତ ହେବାକୁ ଥିବା ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ 'ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନା' (ପିଏମ – ଭିବିଆରୱାଇ) ଅଧୀନରେ ପ୍ରାୟ ୨,୪୦୦ କୋଟି ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରିବେ।