ପ୍ରଧାନମନ୍ତ୍ରୀଙ୍କୁ ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ଟେଲିଫୋନ କଲ୍
January 07th, 03:03 pm
ସେମାନେ ଆଗାମୀ ବର୍ଷରେ ଭାରତ-ଇସ୍ରାଏଲ ରଣନୈତିକ ସହଭାଗୀତାକୁ ଆହୁରି ସୁଦୃଢ଼ କରିବା ପାଇଁ ମିଳିତ ପ୍ରାଥମିକତା ଚିହ୍ନଟ କରିଥିଲେ, ଯାହା ସାଧାରଣ ଗଣତାନ୍ତ୍ରିକ ମୂଲ୍ୟବୋଧ, ଗଭୀର ପାରସ୍ପରିକ ବିଶ୍ୱାସ ଏବଂ ଏକ ଦୂରଦୃଷ୍ଟିସମ୍ପନ୍ନ ଦୃଷ୍ଟିକୋଣ ଦ୍ୱାରା ପରିଚାଳିତ।ଦୃଢ଼ ସଂକଳ୍ପ ଏବଂ ଇଚ୍ଛା ଶକ୍ତି ଉପରେ ଗୁରୁତ୍ୱାରୋପ କରୁଥିବା ଏକ ସୁଭାଷିତମ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ
January 02nd, 09:43 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂତନ ବର୍ଷ ପାଇଁ ତାଙ୍କର ଆନ୍ତରିକ ଶୁଭେଚ୍ଛା ଜଣାଇବା ସହ ଆଶା ବ୍ୟକ୍ତ କରିଛନ୍ତି ଯେ ପ୍ରତ୍ୟେକ ବ୍ୟକ୍ତି ଆଗାମୀ ସମୟରେ ନିଜ ପ୍ରୟାସରେ ସଫଳତା ପାଇବେ।Prime Minister shares a Subhashitam highlighting how goal of life is to be equipped with virtues
January 01st, 11:24 am
On the advent of the New Year 2026, PM Modi conveyed his heartfelt greetings to the nation and shared a Sanskrit verse highlighting that the goal of life is to be equipped with virtues.Prime Minister Extends New Year Greetings
January 01st, 11:22 am
Prime Minister Shri Narendra Modi conveyed his wishes to everyone on the occasion of the New Year 2026.ଆଇଏନ୍ଏସଭି କୌଣ୍ଡିନ୍ୟର ନାବିକମାନଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
December 31st, 11:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ତ୍ତମାନ ଗଭୀର ସମୁଦ୍ରରେ ଯାତ୍ରା କରୁଥିବା ଆଇଏନ୍ଏସଭି କୌଣ୍ଡିନ୍ୟ ଦଳ ନିକଟରୁ ଏକ ଫଟୋ ପାଇ ଖୁସି ବ୍ୟକ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ନାବିକ ଦଳର ଉତ୍ସାହକୁ ପ୍ରଶଂସା କରିଥିଲେ ଏବଂ ୨୦୨୬ ବର୍ଷକୁ ସ୍ୱାଗତ କରିବା ପାଇଁ ଦେଶ ପ୍ରସ୍ତୁତ ହେଉଥିବା ବେଳେ ସେମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ।'ବିକଶିତ ଭାରତ'ର ସଂକଳ୍ପ ନିଶ୍ଚିତ ଭାବରେ ପୂରଣ ହେବ: ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ
December 28th, 11:30 am
ବର୍ଷର ଶେଷ ମନ କୀ ବାତ ଏପିସୋଡରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ 2025ରେ ଭାରତ ଜାତୀୟ ସୁରକ୍ଷା, କ୍ରୀଡା, ବିଜ୍ଞାନ ପ୍ରୟୋଗଶାଳା ଏବଂ ବିଶ୍ୱସ୍ତରୀୟ ପ୍ଲାଟଫର୍ମରେ ନିଜର ଛାପ ସୃଷ୍ଟି କରିଥିଲା। ସେ ଆଶା ପ୍ରକାଶ କରିଥିଲେ ଯେ ଦେଶ 2026 ରେ ନୂତନ ସଂକଳ୍ପ ସହିତ ଆଗକୁ ବଢ଼ିବାକୁ ପ୍ରସ୍ତୁତ। ପ୍ରଧାନମନ୍ତ୍ରୀ ମଧ୍ୟ ଯୁବ-କୈନ୍ଦ୍ରିକ ପଦକ୍ଷେପ ଯେପରିକି ବିକଶିତ ଭାରତ ଯୁବ ନେତା ସଂଳାପ, କୁଇଜ୍ ପ୍ରତିଯୋଗିତା, ସ୍ମାର୍ଟ ଇଣ୍ଡିଆ ହାକାଥନ୍ 2025 ଏବଂ ଫିଟ୍ ଇଣ୍ଡିଆ ଆନ୍ଦୋଳନ ଉପରେ ଆଲୋକପାତ କରିଥିଲେ।ପ୍ରଧାନମନ୍ତ୍ରୀ ନବରୋଜରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ
August 16th, 01:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପାର୍ସୀ ନବ ବର୍ଷ, ନବରୋଜ ଅବସରରେ ଆଜି ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।PM extends warm wishes on occasion of Poila Boishakh
April 15th, 08:49 am
The Prime Minister Shri Narendra Modi today extended warm wishes on occasion of Poila Boishakh.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
March 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜିର ଏହି ପବିତ୍ର ଦିନରେ ମୋତେ ଆପଣମାନଙ୍କ ସହ ମନର କଥା ହେବାକୁ ସୁଯୋଗ ମିଳିଛି । ଆଜି ହେଉଛି ଚୈତ୍ର ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି । ଆଜିଠାରୁ ଚୈତ୍ର ନବରାତ୍ର ଆରମ୍ଭ ହେଉଛି । ଆଜିଠାରୁ ଭାରତୀୟ ନବବର୍ଷ ମଧ୍ୟ ଆରମ୍ଭ ହେଉଛି । ଏଥର ବିକ୍ରମ ସମ୍ବତ୍ସର ୨୦୮୨ ଆରମ୍ଭ ହେଉଛି । ବର୍ତ୍ତମାନ ମୋ ଆଗରେ ଆପଣମାନଙ୍କର ଅନେକ ଚିଠି ରହିଛି । କିଛି ବିହାରରୁ ଆସିଛି, କିଛି ପଶ୍ଚିମବଙ୍ଗରୁ, କିଛି ତାମିଲନାଡ଼ୁରୁ ଆସିଛି ତ ଆଉ କିଛି ଗୁଜରାଟରୁ । ଏସବୁରେ ଖୁବ ଆକର୍ଷକ ଢଙ୍ଗରେ ଲୋକେ ନିଜର ମନର କଥା ଲେଖି ପଠାଇଛନ୍ତି । ଅନେକ ଚିଠିରେ ଶୁଭେଚ୍ଛା ଓ ଅଭିନନ୍ଦନ ବାର୍ତ୍ତା ମଧ୍ୟ ରହିଛି । କିଛି ବାର୍ତ୍ତା ଆପଣମାନଙ୍କୁ ଶୁଣାଇବାକୁ ମୋର ଇଚ୍ଛା ହେଉଛି ।ସମସ୍ତଙ୍କୁ ୨୦୨୫ର ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ
January 01st, 10:42 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସମସ୍ତଙ୍କୁ ୨୦୨୫ର ଶୁଭକାମନା ଜଣାଇଛନ୍ତି ।ନଭରୋଜରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 15th, 04:10 pm
ପାର୍ସ ନବବର୍ଷ ନଭରାଜ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ନୂତନ ବର୍ଷ ୨୦୨୪ ପାଇଁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭକାମନା
January 01st, 08:06 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ୨୦୨୪ର ଶୁଭେଚ୍ଛା ଜଣାଇଛନ୍ତି।ଗତ ସନ୍ଧ୍ୟାରେ ସ୍ମରଣୀୟ ତାମିଲ ନବ ବର୍ଷ ଉତ୍ସବ କାର୍ଯ୍ୟକ୍ରମକୁ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ
April 14th, 09:32 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତ ସନ୍ଧ୍ୟାରେ ନୂଆଦିଲ୍ଲୀ ଠାରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଏଲ ମୁରୁଗାନଙ୍କ ବାସଭବନରେ ଆୟୋଜି ସ୍ମରଣୀୟ ତାମିଲ ନବ ବର୍ଷ ଉତ୍ସବ କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣକୁ ସେୟାର କରିଛନ୍ତି । ଶ୍ରୀ ମୋଦୀ ମଧ୍ୟ ତାମିଲ ନୂଆ ବର୍ଷ ଉତ୍ସବ କାର୍ଯ୍ୟକ୍ରମର ଏକ ଭିଡିଓ କ୍ଲିପ୍କୁ ସେୟାର କରିଛନ୍ତି ।ନବ ସମ୍ବତ୍ସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
March 22nd, 11:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନବ ସମ୍ବତ୍ସର ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ଇଜିପ୍ଟ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ କାଳରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତ୍ତି
January 25th, 05:22 pm
ପ୍ରଥମେ ମୁଁ ରାଷ୍ଟ୍ରପତି ଶିଶୀ ଓ ତାଙ୍କ ପ୍ରତିନିଧିଦଳଙ୍କ ଭାରତ ଆଗମନ ପାଇଁ ହାର୍ଦ୍ଦିକ ସ୍ୱାଗତ ଜଣାଉଛି । ରାଷ୍ଟ୍ରପତି ଶିଶୀ ଆମର ସାଧାରଣତନ୍ତ୍ର ଦିବସ ସମାରୋହରେ ଆସନ୍ତାକାଲି ମୁଖ୍ୟ ଅତିଥିଭାବେ ଯୋଗଦେବେ । ଏହା ସମଗ୍ର ଭାରତ ବର୍ଷ ନିମନ୍ତେ ଗର୍ବ ଓ ଆନନ୍ଦର ବିଷୟ । ମୁଁ ଖୁସି ଯେ ଇଜିପ୍ଟର ଏକ ସାମରିକ ବାହିନୀ ଆମ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ଅଂଶଗ୍ରହଣ କରି ଏହାର ଶୋଭାବର୍ଦ୍ଧନ କରିବେ ।ନୂଆବର୍ଷ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
January 01st, 10:56 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆବର୍ଷ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ନେପାଳ ପ୍ରଧାନମନ୍ତ୍ରୀଙ୍କ ସହ ଯୁଗ୍ମ ପ୍ରେସ ମିଟ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତବ୍ୟର ମର୍ମାନୁବାଦ
April 02nd, 01:39 pm
ପ୍ରଧାନମନ୍ତ୍ରୀ ଦେଓବା ଜୀଙ୍କୁ ଭାରତ ସ୍ୱାଗତ ଜଣାଇ ମୁଁ ଖୁବ୍ ଖୁସୀ ଅନୁଭବ କରୁଛି । ଭାରତୀୟ ନବବର୍ଷ ଓ ନବରାତ୍ରୀର ପବିତ୍ର ଅବସରରେ ଆଜି ଦେଓବା ଜୀ ପହଞ୍ôଚଛନ୍ତି । ମୁଁ ଭାରତ ଓ ନେପାଳର ସମସ୍ତ ନାଗରିକଙ୍କୁ ଶୁଭ ନବରାତ୍ରୀ ଜଣାଉଛି ।ପ୍ରଧାନମନ୍ତ୍ରୀ ନୂଆ ବର୍ଷରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି
January 01st, 12:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି ।ଗୁଜରାଟର ରାଜକୋଟଠାରେ ଏମ୍ସର ଭିତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
December 31st, 11:34 am
କେମିତି ଅଛନ୍ତି, ଗୁଜରାଟରେ ଥଣ୍ଡା–ଫଣ୍ଡା ହେଉଛି କି ନାହିଁ, ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ମହାଶୟ, ମୁଖ୍ୟମନ୍ତ୍ରୀ ଶ୍ରୀମାନ ବିଜୟ ରୂପାଣୀ ମହାଶୟ, ବିଧାନସଭା ବାଚସ୍ପତି ଶ୍ରୀ ରାଜେନ୍ଦ୍ର ତ୍ରିବେଦୀ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ ମହାଶୟ, ଉପ–ମୁଖ୍ୟମନ୍ତ୍ରୀ ଭାଇ ନୀତିନ ପଟେଲ ମହାଶୟ, ମନ୍ତ୍ରୀମଣ୍ଡଳରେ ମୋର ସାଥୀ ଶ୍ରୀମାନ ଅଶ୍ୱିନୀ ଚୌବେ ମହାଶୟ, ମନସୁଖ ଭାଇ ମାଣ୍ଡଭିୟା ମହାଶୟ, ପୁରୁଷୋତମ ରୂପାଲା ମହାଶୟ, ଗୁଜରାଟ ସରକାରରେ ମନ୍ତ୍ରୀ ଶ୍ରୀ ଭୁପେନ୍ଦ୍ର ସିଂହ ଚୁଡାସମା ମହାଶୟ, ଶ୍ରୀ କିଶୋର କନାନୀ ମହାଶୟ, ଅନ୍ୟ ସମସ୍ତ ମନ୍ତ୍ରୀଗଣ, ସାଂସଦଗଣ, ଧାରାସଭ୍ୟଗଣ, ଅନ୍ୟ ସମସ୍ତ ମହାନୁଭବ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ରାଜକୋଟ ଏମ୍ସର ଭିତ୍ତିପ୍ରସ୍ତର ସ୍ଥାପ
December 31st, 11:33 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଗୁଜରାଟର ରାଜକୋଟଠାରେ ନିର୍ମିତ ହେବାକୁ ଥିବା ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ ବା ଏମ୍ସର ଶିଳାନ୍ୟାସ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ, ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାଣି ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କରୋନା ବିରୋଧୀ ସଂଗ୍ରାମରେ ସାମିଲ ହୋଇଥିବା ନିୟୁତ ନିୟୁତ ଚିକିତ୍ସକ, ସ୍ୱାସ୍ଥ୍ୟକର୍ମୀ, ସଫେଇ କର୍ମଚାରୀ ଏବଂ ଅନ୍ୟାନ୍ୟ ସମ୍ମୁଖ ଧାଡିର କରୋନା ଯୋଦ୍ଧାଙ୍କୁ ମନେ ପକାଇଛନ୍ତି । ନିଜ ଜୀବନକୁ ବିପନ୍ନ କରି ମାନବ ସମାଜକୁ ସୁରକ୍ଷିତ ରଖିବା ପାଇଁ ନିରନ୍ତର କାର୍ଯ୍ୟ କରି ଆସୁଥିବା ଏହି ଯୋଦ୍ଧାମାନଙ୍କର ଅବଦାନକୁ ପ୍ରଧାନମନ୍ତ୍ରୀ ଉଚ୍ଚପ୍ରଶଂସା କରିଛନ୍ତି । ଏହାଛଡା କରୋନା ମହାମାରୀକାଳରେ ବୈଜ୍ଞାନିକଗଣ ଯେଉଁ ଅବଦାନ ରଖିଛନ୍ତି ଏବଂ ବିଶେଷକରି ଯେଉଁ ଲୋକମାନେ ଗରିବ ଲୋକଙ୍କ ଘରେ ପହଞ୍ଚି ସେମାନଙ୍କୁ ଖାଦ୍ୟ ଯୋଗାଇ ଦେଇଛନ୍ତି ସେମାନଙ୍କ ଭୂମିକାକୁ ମଧ୍ୟ ଭୂରିଭୂରି ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ।