ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଜୋର୍ଡାନ ଗସ୍ତ ସମ୍ପର୍କରେ ମିଳିତ ବିବୃତ୍ତି

December 16th, 03:56 pm

ଜୋର୍ଡାନ ହାସେମାଇଟ୍ ରାଜ୍ୟର ମହାମହିମ ରାଜା ଅବଦୁଲ୍ଲା ଦ୍ୱିତୀୟ ଇବନ୍ ଅଲ୍ ହୁସେନଙ୍କ ନିମନ୍ତ୍ରଣ କ୍ରମେ, ଭାରତୀୟ ଗଣରାଜ୍ୟର ମାନ୍ୟବର ପ୍ରଧାନମନ୍ତ୍ରୀ, ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୧୫-୧୬, ୨୦୨୫ରେ ଜୋର୍ଡାନ ହାସେମାଇଟ୍ ରାଜ୍ୟ ଗସ୍ତ କରିଥିଲେ।

୨୦ ଓ ୨୧ ଜୁନରେ ବିହାର, ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

June 19th, 05:48 pm

19.06.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦ ଓ ୨୧ ଜୁନରେ ବିହାର, ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ। ସେ ୨୦ ଜୁନରେ ବିହାରର ସିୱାନ ଗସ୍ତ କରିବେ ଏବଂ ମଧ୍ୟାହ୍ନ ପ୍ରାୟ ୧୨ ଟାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ। ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ।

ଚଳିତ ସପ୍ତାହରେ ଭାରତ ଉପରେ ବିଶ୍ଵ

April 22nd, 12:27 pm

କୂଟନୈତିକ ଫୋନ୍ କଲ୍ ଠାରୁ ଆରମ୍ଭ କରି ବୈଜ୍ଞାନିକ ଆବିଷ୍କାର ପର୍ଯ୍ୟନ୍ତ, ଚଳିତ ସପ୍ତାହରେ ବିଶ୍ୱ ସ୍ତରରେ ଭାରତର ଉପସ୍ଥିତି ସହଯୋଗ, ଉଦ୍ଭାବନ ଏବଂ ସାଂସ୍କୃତିକ ଗୌରବ ଦ୍ୱାରା ପରିଚିତ ଥିଲା ।

Success of Humanity lies in our collective strength, not in the battlefield: PM Modi at UN Summit

September 23rd, 09:32 pm

Prime Minister Narendra Modi addressed the 'Summit of the Future' at the United Nations in New York, advocating for a human-centric approach to global peace, development, and prosperity. He highlighted India's success in lifting 250 million people out of poverty, expressed solidarity with the Global South, and called for balanced tech regulations. He also emphasized the need for UN Security Council reforms to meet global ambitions.

Prime Minister’s Address at the ‘Summit of the Future’

September 23rd, 09:12 pm

Prime Minister Narendra Modi addressed the 'Summit of the Future' at the United Nations in New York, advocating for a human-centric approach to global peace, development, and prosperity. He highlighted India's success in lifting 250 million people out of poverty, expressed solidarity with the Global South, and called for balanced tech regulations. He also emphasized the need for UN Security Council reforms to meet global ambitions.

PM Modi meets President of Palestine

September 23rd, 06:32 am

PM Modi met the President of Palestine, H.E. Mahmoud Abbas in New York. The PM reaffirmed India's commitment to supporting the early restoration of peace and stability in the region and discussed ways to further strengthen the friendship with the people of Palestine.

PM Modi meets Prime Minister of Nepal

September 23rd, 06:25 am

PM Modi met PM K.P. Sharma Oli of Nepal in New York. The two leaders reviewed the unique and close bilateral relationship between India and Nepal, and expressed satisfaction at the progress made in perse sectors including development partnership, hydropower cooperation, people-to-people ties, and enhancing connectivity – physical, digital and in the domain of energy.

PM Modi attends the CEOs Roundtable

September 23rd, 06:20 am

PM Modi interacted with technology industry leaders in New York. The PM highlighted the economic transformation happening in India, particularly in electronics and information technology manufacturing, semiconductors, biotech and green development. The CEOs expressed their strong interest in investing and collaborating with India.

ଆମେରିକାର ନ୍ୟୁୟର୍କରେ ଭାରତୀୟ ସମୁଦାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 22nd, 10:00 pm

ନମସ୍କାର ଆମେରିକା ! ବର୍ତ୍ତମାନ ମୋର ‘ନମସ୍ତେ’ ମଧ୍ୟ ବିଶ୍ୱସ୍ତରୀୟ ହୋଇଯାଇଛି, ସ୍ଥାନୀୟ ଠାରୁ ଆରମ୍ଭ କରି ବିଶ୍ୱସ୍ତରରେ ପରିଣତ ହୋଇଯାଇଛି, ଏବଂ ଏସବୁ ଆପଣମାନେ କରିଛନ୍ତି । ଭାରତକୁ ନିଜ ହୃଦୟରେ ସ୍ଥାନ ଦେଇଥିବା ପ୍ରତ୍ୟେକ ଭାରତୀୟ ଏହା କରିଛନ୍ତି।

ନ୍ୟୁୟର୍କରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ

September 22nd, 09:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନ୍ୟୁୟର୍କର ଲଙ୍ଗ ଆଇଲ୍ୟାଣ୍ଡରେ ଆୟୋଜିତ କାର୍ଯ୍ୟକ୍ରମରେ ଏକ ବିଶାଳ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ୧୫ ହଜାରରୁ ଅଧିକ ଲୋକ ଯୋଗ ଦେଇଥିଲେ।

ନ୍ୟୁୟର୍କରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ

September 22nd, 11:19 am

ଡେଲାୱେରରେ ଏକ ଫଳପ୍ରଦ କ୍ୱାଡ୍ ଲିଡର୍ସ ଶିଖର ସମ୍ମିଳନୀ ଶେଷ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କିଛି ସମୟ ପୂର୍ବରୁ ନ୍ୟୁୟର୍କରେ ପହଞ୍ଚିଥିଲେ। ସେ ସହରର ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ଯେଉଁଥିରେ ଏକ ଗୋଷ୍ଠୀ କାର୍ଯ୍ୟକ୍ରମ ଏବଂ 'ଭବିଷ୍ୟତର ଶିଖର ସମ୍ମିଳନୀ' ଅନ୍ତର୍ଭୁକ୍ତ ।

ଆମେରିକା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି

September 21st, 04:15 am

ରାଷ୍ଟ୍ରପତି ବାଇଡେନ୍‌ଙ୍କ ଦ୍ୱାରା ତାଙ୍କ ନିଜ ସହର ୱିଲମିଙ୍ଗଟନ୍‌ରେ ଆୟୋଜିତ ହେବାକୁ ଯାଉଥିବା କ୍ୱାଡ୍ ସମ୍ମିଳନୀରେ ଅଂଶଗ୍ରହଣ କରିବା ଏବଂ ନ୍ୟୁୟର୍କରେ ମିଳିତ ଜାତିସଂଘ ସାଧାରଣ ସଭାରେ ଭବିଷ୍ୟତ ସମ୍ମିଳନୀକୁ ସମ୍ବୋଧିତ କରିବା ପାଇଁ ଆଜି ମୁଁ ଏକ ତିନି ଦିନିଆ ଗସ୍ତରେ ଯୁକ୍ତରାଷ୍ଟ୍ର ଆମେରିକା ଯାଉଛି ।

ସେପ୍ଟେମ୍ବର 21 ରୁ 23 ପର୍ଯ୍ୟନ୍ତ ଆମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

September 19th, 03:07 pm

ସେପ୍ଟେମ୍ବର 21 ରୁ 23 ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀ ଆମେରିକା ଗସ୍ତରେ ଯିବେ । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଡେଲାୱେରର ୱିଲ୍ମିଙ୍ଗଟନରେ ଚତୁର୍ଥ କ୍ୱାଡ୍ ଲିଡର୍ସ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ । ସେପ୍ଟେମ୍ବର 23 ରେ ପ୍ରଧାନମନ୍ତ୍ରୀ ନ୍ୟୁୟର୍କରେ ଜାତିସଂଘ ସାଧାରଣ ସଭାରେ 'ସମିଟ୍ ଅଫ୍ ଦି ଫ୍ୟୁଚର' କୁ ସମ୍ବୋଧିତ କରିବେ ।

ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

June 30th, 11:00 am

ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।

କପ୍‌-୨୮ରେ ଶିଳ୍ପ ଅବସ୍ଥାନ୍ତର ଗୋଷ୍ଠୀ ନେତୃତ୍ୱ ଦ୍ୱିତୀୟ ପର୍ଯ୍ୟାୟ ଭାରତ ଓ ସ୍ୱିଡେନ ଦ୍ୱାରା ମିଳିତ ଭାବେ ଉଦ୍‌ଘାଟିତ

December 01st, 08:29 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ସ୍ୱିଡେନ ପ୍ରଧାନମନ୍ତ୍ରୀ ମହାମହିମ ଓଲଫ କ୍ରିଷ୍ଟରସନ ମିଳିତଭାବେ ଶିଳ୍ପ ଅବସ୍ଥାନ୍ତର ଗୋଷ୍ଠୀ ନେତୃତ୍ୱ ଦ୍ୱିତୀୟ ପର୍ଯ୍ୟାୟ (ଲିଂଡ ଆଇଟି-୨.୦) ୨୦୨୪-୨୬କୁ ଦୁବାଇଠାରେ ଚାଲିିଥିବା କପ୍‌-୨୮ରେ ଉଦ୍‌ଘାଟନ କରିଛନ୍ତି ।

ଆମେରିକାର ଥିଙ୍କ ଟ୍ୟାଙ୍କ ବିଶେଷଜ୍ଞଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

June 21st, 08:58 am

ପ୍ରଧାନମନ୍ତ୍ରୀ ଏବଂ ବିଶେଷଜ୍ଞମାନେ ବିଭିନ୍ନ ବିକାଶମୂଳକ ଏବଂ ଭୂ-ରାଜନୈତିକ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ ।

ପ୍ରଧାନମନ୍ତ୍ରୀଙ୍କ ସହିତ ଶିକ୍ଷାବିତ୍‍ ତଥା ବୁଦ୍ଧିଜୀବୀ ପ୍ରଫେସର ନିକୋଲାସ ତାଲେବଙ୍କ ବୈଠକ

June 21st, 08:24 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ନ୍ୟୁୟର୍କରେ ବିଶିଷ୍ଟ ଆମେରିକୀୟ ଗଣିତ ପରିସଂଖ୍ୟାନବିତ୍‍, ଶିକ୍ଷାବିତ୍‍, ବୁଦ୍ଧିଜୀବୀ ତଥା ଲେଖକ ପ୍ରଫେସର ନିକୋଲାସ୍ ତାଲେବଙ୍କୁ ଭେଟିଥିଲେ ।

ଆମେରିକା ଏବଂ ଇଜିପ୍ଟ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି

June 20th, 07:00 am

ରାଷ୍ଟ୍ରପତି ଜୋସେଫ ବାଇଡେନ ଏବଂ ପ୍ରଥମ ଲେଡି ଡକ୍ଟର ଜିଲ ବାଇଡେନଙ୍କ ନିମନ୍ତ୍ରଣ କ୍ରମେ ମୁଁ ଆମେରିକା ଯାତ୍ରା କରୁଛି। ଏହି ବିଶେଷ ନିମନ୍ତ୍ରଣ ହେଉଛି ଆମର ଗଣତାନ୍ତ୍ରିକ ରାଷ୍ଟ୍ର ମଧ୍ୟରେ ଭାଗିଦାରୀର ଶକ୍ତି ଏବଂ ସହଯୋଗର ପ୍ରତିଫଳନ।

ସେପ୍ଟେମ୍ବର ୨୫ରେ ‘ଗ୍ଲୋବାଲ ସିଟିଜେନ୍ ଲାଇଭ’କୁ ଭିଡ଼ିଓ ଯୋଗେ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

September 24th, 05:31 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୫ ତାରିଖ ସନ୍ଧ୍ୟାରେ ଗ୍ଲୋବାଲ ସିଟିଜେନ ଲାଇଭ୍ କାର୍ଯ୍ୟକ୍ରମକୁ ଭିଡିଓ ଯୋଗେ ଉଦ୍‌ବୋଧନ ଦେବେ । ଗ୍ଲୋବାଲ ସିଟିଜେନ ଏକ ବୈଶ୍ୱିକ ମାନବୀୟ ଅଧିକାର ସଂଗଠନ, ଯାହା ବିଶ୍ୱରୁ ଉତ୍କଟ ଦାରିଦ୍ର‌୍ୟ ଦୂରୀକରଣ ଦିଗରେ କାର୍ଯ୍ୟ କରି ଆସୁଛି । ଏହା ଏକ ୨୪ ଘଣ୍ଟିଆ କାର୍ଯ୍ୟକ୍ରମ । ଯାହା ସେପ୍ଟମ୍ବର ୨୫ ଓ ୨୬ ତାରିଖ ରାତିରେ ଆୟୋଜିତ ହୋଇଛି । ମୁମ୍ବାଇ, ନ୍ୟୁୟର୍କ, ପ୍ୟାରିସ୍‌, ରିଓ-ଡି-ଜେନିରୋ, ସିଡନୀ, ଲସ୍‌ଆଞ୍ଜେଲ୍ସ, ଲାଗୋସ ଓ ସିଓଲ ଭଳି ପ୍ରମୁଖ ନଗରୀରେ ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯିବ । ବିଭିନ୍ନ ସାମାଜିକ ଗଣମାଧ୍ୟମ ଚାନେଲରେ ବିଶ୍ୱର ୧୨୦ଟି ଦେଶରେ ଏହାର ପ୍ରସାରଣ ହେବ ।

Prime Minister to address High-Level Segment of ECOSOC on 17 July, 2020

July 16th, 11:36 am

PM Modi will deliver a keynote address virtually at this year’s High-Level Segment of the UN Economic and Social Council session on 17th July. This will be first opportunity for PM to address the broader UN membership since India’s overwhelming election as a non-permanent member of the Security Council on 17th June.