ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନ୍ୟୁଜିଲ୍ୟାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି

December 22nd, 11:26 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀ କ୍ରିଷ୍ଟୋଫର ଲକ୍ସନଙ୍କ ସହ ଫୋନ ଯୋଗେ ଆଲୋଚନା କରିଛନ୍ତି । ଉଭୟ ପ୍ରଧାନମନ୍ତ୍ରୀ ମିଳିତ ଭାବେ ଐତିହାସିକ, ମହତ୍ୱାକାଂକ୍ଷୀ ଏବଂ ପାରସ୍ପରିକ ରୂପରେ ଲାଭଦାୟକ ଭାରତ-ନ୍ୟୁଜିଲ୍ୟାଣ୍ଡ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫଟିଏ)ର ସଫଳତା ସମ୍ପର୍କରେ ଘୋଷଣା କରିଛନ୍ତି ।

The World This Week On India

March 26th, 12:06 pm

India is making waves across different sectors, from defence and technology to global trade and diplomacy. This week, the country is strengthening its naval power, embracing futuristic transport, and building economic ties with global partners.

ରାଇସିନା ଡାଇଲଗ ୨୦୨୫ରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

March 17th, 10:29 pm

ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଇସିନା ଡାଇଲଗ ୨୦୨୫ରେ ଯୋଗ ଦେଇଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ନୁ୍ୟଜିଲାଣ୍ଡ ପ୍ରଧାନମନ୍ତ୍ରୀ ଖ୍ରୀଷ୍ଟୋଫର ଲକ୍ସନଙ୍କ ଗୁରୁଦ୍ୱାରା ରକବ ଗଞ୍ଜ ସାହିବ ପରିଦର୍ଶନ

March 17th, 10:26 pm

ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ନୁ୍ୟଜିଲାଣ୍ଡ ପ୍ରଧାନମନ୍ତ୍ରୀ ଖ୍ରୀଷ୍ଟୋଫର ଲକ୍ସନଙ୍କ ଗୁରୁଦ୍ୱାରା ରକବ ଗଞ୍ଜ ସାହିବ ପରିଦର୍ଶନ କରିଛନ୍ତି । ଏହି ଗସ୍ତର କିଛି ଝଲକ ସେୟାର କରି ଶ୍ରୀ ମୋଦୀ କହିଛନ୍ତି,ବିଶ୍ୱବ୍ୟାପୀ ସେବା ଓ ମାନବତା ଦିଗରେ ଶିଖ୍ ସମ୍ପ୍ରଦାୟର ଅତୁଟ ପ୍ରତିବଦ୍ଧତା ବାସ୍ତବରେ ପ୍ରଶଂସନୀୟ ।

ଭାରତ-ନ୍ୟୁଜିଲାଣ୍ଡ ମିଳିତ ବିବୃତି

March 17th, 02:39 pm

ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଲକ୍ସନଙ୍କୁ ଉଷ୍ମ ଏବଂ ପାରମ୍ପରିକ ସ୍ୱାଗତ କରାଯାଇଥିଲା। ଏହାପରେ ଭାରତର ପ୍ରଧାନମନ୍ତ୍ରୀ ମୋଦୀ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଲକ୍ସନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଥିଲେ । ମାର୍ଚ୍ଚ ୧୭, ୨୦୨୫ରେ ପ୍ରଧାନମନ୍ତ୍ରୀ ମୋଦୀ ନୂଆଦିଲ୍ଲୀରେ ରାଇସିନା ଡାଏଲଗର ଦଶମ ସଂସ୍କରଣକୁ ଉଦଘାଟନ କରିବେ ଏବଂ ପ୍ରଧାନମନ୍ତ୍ରୀ ଲକ୍ସନ୍ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ପ୍ରଧାନମନ୍ତ୍ରୀ ଲକ୍ସନ ରାଜଘାଟସ୍ଥିତ ମହାତ୍ମା ଗାନ୍ଧୀ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ରାଷ୍ଟ୍ରପତି ଦ୍ରୁପଦୀ ମୁର୍ମୁଙ୍କୁ ମଧ୍ୟ ସାକ୍ଷାତ କରିଥିଲେ।

ଫଳାଫଳ ତାଲିକା : ନ୍ୟୁଜିଲ୍ୟାଣ୍ଡ୍‌ର ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର ଲକ୍ସନଙ୍କ ଭାରତ ଗସ୍ତ

March 17th, 02:27 pm

ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଏକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍‌ଟିଏ) ଉପରେ ଆଲୋଚନା ଆରମ୍ଭ

In Rugby terms, India and New Zealand are ready to 'Front up' and step up together for a strong and successful partnership: PM Modi

March 17th, 01:05 pm

PM Modi welcomed New Zealand's PM Christopher Luxon to India, emphasizing strong bilateral ties. They discussed defense, trade, renewable energy, and education. Both sides agreed to enhance security cooperation, boost mobility for skilled workers, and strengthen counterterrorism efforts. New Zealand joined the Indo-Pacific Ocean Initiative and CDRI. PM Modi called for a match-winning partnership for both nations.

ଆସିଆନ -ଭାରତ ଶିଖର ସମ୍ମିଳନୀ ଅବସରରେ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

October 10th, 07:18 pm

ଭିଏତନାମର ଲାଓ-ପିଡିଆର ଠାରେ ଆସିଆନ-ଭାରତ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନ୍ୟୁଜିଲାଣ୍ଡର ପ୍ରଧାନମନ୍ତ୍ରୀ ଖ୍ରୀଷ୍ଟାଫର ଲକ୍ସନଙ୍କୁ ଭେଟିଛନ୍ତି । ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ ।

ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

July 20th, 02:37 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ମହାମହିମ କ୍ରିଷ୍ଟୋଫର ଲକ୍ସନଙ୍କ ଠାରୁ ଟେଲିଫୋନ୍ କଲ୍‌ ପାଇ କଥା ହୋଇଛନ୍ତି ।

ଆଇସିସି କ୍ରିକେଟ ବିଶ୍ୱକପ ୨୦୨୩ ଫାଇନାଲରେ ପ୍ରବେଶ କରିଥିବାରୁ ଭାରତୀୟ କ୍ରିକେଟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

November 15th, 11:51 pm

ଆଇସିସି କ୍ରିକେଟ ବିଶ୍ୱକପ ୨୦୨୩ ସେମି ଫାଇନାଲରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଉଲ୍ଲେଖନୀୟ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ କ୍ରିକେଟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ।

ପୁରୁଷ ଦିନିକିଆ କ୍ରିକେଟ୍ ବିଶ୍ୱକପ୍ ୨୦୨୩ରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ଭାରତୀୟ କ୍ରିକେଟ୍ ଦଳକୁ ଅଭିନନ୍ଦନ ଜଣାଇଛନ୍ତି

October 22nd, 11:23 pm

ପୁରୁଷ ଦିନିକିଆ କ୍ରିକେଟ୍ ବିଶ୍ୱକପ୍ ୨୦୨୩ରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଚମତ୍କାର ବିଜୟ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ କ୍ରିକେଟ୍ ଦଳକୁ ଅଭିନନ୍ଦନ ଜଣାଇଛନ୍ତି।

ନ୍ୟୁଜିଲାଣ୍ଡର ସାଧାରଣ ନିର୍ବାଚନ ଜିତିଥିବା ଖ୍ରୀଷ୍ଟୋଫର ଲକ୍ସନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

October 16th, 09:05 am

ନ୍ୟୁଜିଲାଣ୍ଡର ସାଧାରଣ ନିର୍ବାଚନରେ ଖ୍ରୀଷ୍ଟୋଫର ଲକ୍ସନଙ୍କ ଦଳ ବିଜୟୀ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

୨୭ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳର ୫୦୮ଟି ରେଳ ଷ୍ଟେସନର ପୁନର୍ବିକାଶର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 06th, 11:30 am

ନମସ୍କାର, ଦେଶର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମହାଶୟ, କାର୍ଯ୍ୟକ୍ରମରେ ଦେଶର କୋଣ ଅନୁକୋଣରୁ ଯୋଡ଼ି ହୋଇଥିବା କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟାନ୍ୟ ସଦସ୍ୟଗଣ, ବିଭିନ୍ନ ରାଜ୍ୟମାନଙ୍କର ରାଜ୍ୟପାଳଗଣ, ମୁଖ୍ୟମନ୍ତ୍ରୀଗଣ, ରାଜ୍ୟ ମନ୍ତ୍ରିମଣ୍ଡଳର ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଅନ୍ୟ ସମସ୍ତ ମହାନୁଭବ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ !

ସମଗ୍ର ଦେଶର ୫୦୮ ରେଳ ଷ୍ଟେସନର ପୁନଃବିକାଶ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ

August 06th, 11:05 am

ଏକ ଐତିହାସିକ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାରା ଦେଶରେ ୫୦୮ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ୨୪,୪୭୦ କୋଟିରୁ ଅଧିକ ଟଙ୍କା ମୂଲ୍ୟରେ ପୁନଃ ବିକାଶ ହେବାକୁ ଥିବା ଏହି ୫୦୮ ଷ୍ଟେସନ ୨୭ ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ରହିଛି, ସେଥିମଧ୍ୟରେ ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ୫୫ଟି କରି, ବିହାରରେ ୪୯, ମହାରାଷ୍ଟ୍ରରେ ୪୪, ପଶ୍ଚିମବଙ୍ଗରେ ୩୭, ମଧ୍ୟପ୍ରଦେଶରେ ୩୪, ଅ।ସାମରେ ୩୨, ଓଡିଶାରେ ୨୫, ପଞ୍ଜାବରେ ୨୨, ଗୁଜୁରାଟ ଏବଂ ତେଲେଙ୍ଗାନାରେ ୨୧ଟି କରି, ଝାଡଡଖଣ୍ଡରେ ୨୦, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ୧୮ଟି କରି, ହରିୟାଣାରେ ୧୫, କର୍ଣ୍ଣାଟକରେ ୧୩ ଟି ରହିଛି ।

'ମନ୍ କୀ ବାତ୍' ପାଇଁ ଲୋକମାନେ ଯେଉଁ ସ୍ନେହ ଦେଖାଇଛନ୍ତି ତାହା ଅଭୂତପୂର୍ବ: ପ୍ରଧାନମନ୍ତ୍ରୀ ମୋଦୀ

May 28th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍‌’ରେ ପୁଣି ଥରେ ଆପଣ ସମସ୍ତଙ୍କୁ ବହୁତ ବହୁତ ସ୍ୱାଗତ । ଏଥର ‘ମନ୍ କି ବାତ୍‌’ର ଏହି ଅଧ୍ୟାୟ, ଦ୍ୱିତୀୟ ଶତକର ଶୁଭାରମ୍ଭ । ଗତ ମାସରେ ଆମେ ସମସ୍ତେ ଏହାର ସ୍ୱତନ୍ତ୍ର ଶତକକୁ ଆନନ୍ଦରେ ପାଳନ କଲୁ । ଆପଣମାନଙ୍କ ଅଂଶଗ୍ରହଣ ହିଁ ଏହି କାର୍ଯ୍ୟକ୍ରମର ସବୁଠାରୁ ବଡ଼ ଶକ୍ତି । ୧୦୦ତମ ଅଧ୍ୟାୟର ପ୍ରସାରଣ ସମୟରେ ସାରା ଦେଶ ଏକ ପ୍ରକାର ଗୋଟିଏ ସୂତ୍ରରେ ବାନ୍ଧି ହୋଇଯାଇଥିଲା । ସଫେଇ କାର୍ଯ୍ୟରେ ଲିପ୍ତ ଆମ ଭାଇଭଉଣୀ ହୁଅନ୍ତୁ କିମ୍ବା ଭିନ୍ନ ଭିନ୍ନ କ୍ଷେତ୍ରରେ କାର୍ଯ୍ୟରତ ମହାରଥିମାନେ, ‘ମନ୍ କି ବାତ୍‌’ ସମସ୍ତଙ୍କୁ ଏକାଠି କରିପାରିଛି । ଆପଣମାନେ ସମସ୍ତେ ‘ମନ୍ କି ବାତ୍‌’ ପ୍ରତି ଯେଉଁ ଆତ୍ମୀୟତା ଏବଂ ସ୍ନେହଭାବ ପ୍ରଦର୍ଶିତ କରିଛନ୍ତି, ତାହା ଅଭୁତପୂର୍ବ ଏବଂ ଭାବବିହ୍ୱଳକାରୀ । ଯେତେବେଳେ ‘ମନ୍ କି ବାତ୍‌’ର ପ୍ରସାରଣ ହେଲା, ସେତେବେଳେ ବିଶ୍ୱର ଭିନ୍ନ ଭିନ୍ନ ଦେଶରେ ଅଲଗା ଅଲଗା ଟାଇମ୍ ଜୋନ୍ ଥିଲା, କେଉଁଠି ସଞ୍ଜ ନଇଁ ଆସୁଥିଲା, ତ କେଉଁଠି ଥିଲା ରାତ୍ରିର ବିଳମ୍ବିତ ପ୍ରହର । ଏହାସତ୍ୱେ ଲୋକେ ୧୦୦ତମ ଅଧ୍ୟାୟଟି ଶୁଣିବାକୁ ସମୟ ବାହାର କଲେ । ମୁଁ ହଜାର ହଜାର ମାଇଲ ଦୂରରେ ଥିବା ନ୍ୟୁଜିଲାଣ୍ଡର ସେହି ଭିଡିଓଟି ଦେଖିଲି, ଯେଉଁଥିରେ ଜଣେ ଶତାୟୂ ମାତା ତାଙ୍କ ଆଶୀର୍ବାଦ ପ୍ରଦାନ କରୁଥାନ୍ତି । ‘ମନ୍ କି ବାତ୍‌’କୁ ନେଇ ଦେଶବିଦେଶର ଲୋକେ ସେମାନଙ୍କ ମତ ଉପସ୍ଥାପିତ କରିଛନ୍ତି । ଅନେକ ଲୋକେ ଏହାର ଗଠନମୂଳକ ବିଶ୍ଲେଷଣ ମଧ୍ୟ କରିଛନ୍ତି । ‘ମନ୍ କି ବାତ୍‌’ରେ ଦେଶ ଏବଂ ଦେଶବାସୀଙ୍କ ଉପଲବ୍ଧି ବିଷୟରେ ହେଉଥିବା ଆଲୋଚନାକୁ ଲୋକେ ପସନ୍ଦ କରିଛନ୍ତି । ଆପଣମାନଙ୍କର ଏହି ଆଶୀର୍ବାଦ ପାଇଁ ମୁଁ ପୁଣିଥରେ ଆପଣମାନଙ୍କୁ ସାଦର ଧନ୍ୟବାଦ ଅର୍ପଣ କରୁଛି ।

ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

May 22nd, 02:51 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ମେ ୨୨ରେ ଭାରତ-ପ୍ରଶାନ୍ତ ମହାସାଗରୀୟ ଦ୍ୱୀପ ସହଯୋଗ ଫୋରମ(ଏଫଆଇପିଆଇସି)ର ତୃତୀୟ ସମ୍ମିଳନୀ ଅବସରରେ ପୋର୍ଟ ମୋରେସବୀଠାରେ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଶ୍ରୀ କ୍ରିସ୍ ହିପକିନ୍ସଙ୍କୁ ଭେଟିଛନ୍ତି । ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଏହା ପ୍ରଥମ ଆଲୋଚନା ଥିଲା ।

Our policy-making is based on the pulse of the people: PM Modi

July 08th, 06:31 pm

PM Modi addressed the first ‘Arun Jaitley Memorial Lecture’ in New Delhi. In his remarks, PM Modi said, We adopted the way of growth through inclusivity and tried for everyone’s inclusion. The PM listed measures like providing gas connections to more than 9 crore women, more than 10 crore toilets for the poor, more than 45 crore Jan Dhan accounts, 3 crore pucca houses to the poor.

PM Modi addresses the first "Arun Jaitley Memorial Lecture" in New Delhi

July 08th, 06:30 pm

PM Modi addressed the first ‘Arun Jaitley Memorial Lecture’ in New Delhi. In his remarks, PM Modi said, We adopted the way of growth through inclusivity and tried for everyone’s inclusion. The PM listed measures like providing gas connections to more than 9 crore women, more than 10 crore toilets for the poor, more than 45 crore Jan Dhan accounts, 3 crore pucca houses to the poor.

ସମୃଦ୍ଧି ପାଇଁ ଭାରତ - ପ୍ରଶାନ୍ତ ମହାସାଗରୀୟ ଅର୍ଥନୈତିକ ସଂରଚନା (ଆଇପିଇଏଫ୍‌) କାର୍ଯ୍ୟକ୍ରମର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ

May 23rd, 02:19 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଟୋକିଓ ଠାରେ ସମୃଦ୍ଧି ପାଇଁ ଭାରତ - ପ୍ରଶାନ୍ତ ମହାସାଗରୀୟ ଅର୍ଥନୈତିକ ସଂରଚନା (ଆଇପିଇଏଫ୍‌)ର ଶୁଭାରମ୍ଭ ନିମନ୍ତେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଆମେରିକାର ରାଷ୍ଟ୍ରପତି ମହାମହିମ ଶ୍ରୀ ଜୋଶେଫ୍ ଆର୍ ବାଇଡେନ୍ ଏବଂ ଜାପାନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଫୁମିଓ କିଶିଦା ମଧ୍ୟ ସାମିଲ୍ ହୋଇଥିଲେ । ଏହା ସହିତ ଅନ୍ୟ ଅଂଶୀଦାର ଦେଶ ଗୁଡିକ, ଯଥା- ଅଷ୍ଟ୍ରେଲିଆ, ବ୍ରୁନେଇ, ଇଣ୍ଡୋନେସିଆ, କୋରିଆ ସାଧାରଣତନ୍ତ୍ର, ମାଲେସିଆ, ନ୍ୟୁଜିଲ୍ୟାଣ୍ଡ, ଫିଲିପାଇନ୍ସ, ସିଙ୍ଗାପୁର, ଥାଇଲ୍ୟାଣ୍ଡ ଏବଂ ଭିଏତ୍‌ନାମର ନେତା ମାନେ ଆଭାସୀ (ଭର୍ଚୁଆଲ୍‌) ରୂପରେ ଉପସ୍ଥିତ ଥିଲେ ।

Influence of Guru Nanak Dev Ji is distinctly visible all over the world: PM Modi during Mann Ki Baat

November 29th, 11:00 am

During Mann Ki Baat, PM Modi spoke on a wide range of subjects. He mentioned how in the last few years, India has successfully brought back many stolen idols and artifacts from several nations. PM Modi remembered Guru Nanak Dev Ji and said His influence is distinctly visible across the globe. He paid rich tributes to Sri Aurobindo and spoke at length about his Swadeshi philosophy. PM Modi highlighted the recent agricultural reforms and added how they have helped open new doors of possibilities for farmers.