ନ୍ୟୁଜ୍ ୧୮ ରାଇଜିଂ ଭାରତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 27th, 08:30 pm
ନେଟୱାର୍କ ୧୮ର ସମସ୍ତ ସାମ୍ବାଦିକ, ଏହି ବ୍ୟବସ୍ଥାର ତଦାରଖ କରୁଥିବା ସମସ୍ତ ସହକର୍ମୀ, ଏଠାରେ ଉପସ୍ଥିତ ସମସ୍ତ ସମ୍ମାନିତ ଅତିଥିମାନେ, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !ନେଟ୍ଓ୍ବର୍କ ୧୮ ରାଇଜିଂ ଭାରତ ସମିଟ୍ରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 27th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଇଜିଂ ଭାରତ ସମିଟ୍ରେ ଉଦବୋଧନ ଦେଇଥିଲେ, ଯାହାର ଶୀର୍ଷକ ଥିଲା ‘ଅନ୍ତର୍ନିହିତ ସାମର୍ଥ୍ୟ’। ଗତ ୧୧ ବର୍ଷରେ ଭାରତର ଯାତ୍ରାକୁ ଉଲ୍ଲେଖ କରି ଶ୍ରୀ ମୋଦୀ ଦେଶର ସାମର୍ଥ୍ୟକୁ ପୁଣି ହାସଲ କରିବା, ଆର୍ଥିକ ଆତ୍ମନିର୍ଭରଶୀଳତା ଓ ୨୦୪୭ ସୁଦ୍ଧା ଏକ ବିକଶିତ ଭାରତର ରୋଡମ୍ୟାପ୍ ସମ୍ପର୍କରେ ଆଲୋଚନା କରିଥିଲେ।