ପ୍ରଧାନମନ୍ତ୍ରୀ ରାଜସ୍ଥାନର ଝଲୱାର ସ୍କୁଲ ଦୁର୍ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି
July 25th, 11:17 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ଝଲୱାର ସ୍କୁଲ ଦୁର୍ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । “ଏଭଳି ଦୁଃଖର ଘଡ଼ସନ୍ଧି ମୁହୂର୍ତ୍ତରେ ପୀଡ଼ିତ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାର ସହ ମୋର ସମବେଦନା” ଶ୍ରୀ ମୋଦୀ କହିଛନ୍ତି ।