ସିଡବ୍ଲ୍ୟୁଜି ୨୦୨୨ ରେ ୪୮ କିଲୋଗ୍ରାମ ମହିଳା ବକ୍ସିଂରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ନିତୁ ଘାଙ୍ଗସଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

August 07th, 06:01 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ ରେ ୪୮ କିଲୋଗ୍ରାମ ମହିଳା ବକ୍ସିଂରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ନିତୁ ଘାଙ୍ଗସଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।