ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 28th, 12:15 pm
ଉଦଘାଟନ ହୋଇଗଲା ? ଉଦଘାଟନ ହୋଇଗଲା ? ନା, ଏବେ ଅଧା କାମ ହୋଇଛି। ମୁଁ କେବଳ ସେହି ପରଦା ହଟାଇଛି, କିନ୍ତୁ ଆଜି ମୁଁ ଚାହୁଁଛି ଯେ ଏହି ବିମାନବନ୍ଦରର ଉଦଘାଟନ ଅବସରରେ ଏଠାରେ ଯିଏ କେହି ଉପସ୍ଥିତ ଅଛନ୍ତି , ଆପଣମାନେ ସମସ୍ତେ ଏହା କରନ୍ତୁ , ଏବଂ ସେଥିପାଇଁ ଆପଣ ଆପଣଙ୍କର ମୋବାଇଲ୍ ଫୋନ୍ ବାହାର କରନ୍ତୁ ଏବଂ ମୋବାଇଲ୍ ଫୋନ୍ର ଫ୍ଲାସ୍ ଲାଇଟ୍କୁ ଅନ୍ କରନ୍ତୁ ଏବଂ ଭାବନ୍ତୁ ଆପଣ ଏହାର ଉଦ୍ଘାଟନ କରୁଛନ୍ତି । ଆପଣ ଦୀପ ଜାଳି ଏଠାରେ ଉପସ୍ଥିତ ଥିବା ପ୍ରତ୍ୟେକ ବ୍ୟକ୍ତି , ଆଜି ଏହି ବିମାନବନ୍ଦରର ଉଦଘାଟନ କରୁଛନ୍ତି। ଏହା ଆପଣଙ୍କର ସମ୍ପତ୍ତି, ଏହା ଆପଣଙ୍କର ଭବିଷ୍ୟତ, ଏହା ଆପଣଙ୍କର କଠିନ ପରିଶ୍ରମ ଏବଂ ସେଥିପାଇଁ ଏହାର ଉଦଘାଟନ ମଧ୍ୟ ଆପଣମାନଙ୍କ ହାତରେ କରାଯାଉଛି , ଆପଣ ଆପଣଙ୍କର ଭାରତ ମାତାର ଜୟ କହି, ହାତ ଉଠାଇ, ସମ୍ପୂର୍ଣ୍ଣ ଟର୍ଚ୍ଚଲାଇଟ୍ ଦେଖାନ୍ତୁ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଅନେକ - ଅନେକ ଧନ୍ୟବାଦ। ଏବେ ଉଦଘାଟନ ହୋଇଗଲା ।୧୧,୨୦୦ କୋଟି ଟଙ୍କା ନିବେଶରେ ନିର୍ମିତ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 28th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଜିଓ୍ବାରଠାରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଗର୍ବ ଓ ଆନନ୍ଦ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ବିକଶିତ ଉତ୍ତରପ୍ରଦେଶ ଓ ବିକଶିତ ଭାରତ ଅଭିଯାନ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡ଼ାଯାଇଛି। ଭାରତର ବୃହତ୍ତମ ରାଜ୍ୟ ଏବେ ସର୍ବାଧିକ ସଂଖ୍ୟକ ଅନ୍ତର୍ଜାତୀୟ ବିମାନବନ୍ଦର ଥିବା ରାଜ୍ୟମାନଙ୍କ ମଧ୍ୟରେ ଅନ୍ୟତମ ପାଲଟିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ସେ ଦୁଇଗୁଣ ଆନନ୍ଦ ଅନୁଭବ କରୁଛନ୍ତି, ପ୍ରଥମତଃ ସେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଓ ଏବେ ଉଦ୍ଘାଟନ ମଧ୍ୟ କରିଛନ୍ତି ଓ ଦ୍ବିତୀୟତଃ ଏହି ବିମାନବନ୍ଦରର ନାମ ଉତ୍ତରପ୍ରଦେଶ ସହିତ ସଂପର୍କିତ ରହିଛି। “ଏହି ରାଜ୍ୟ ମୋତେ ନିଜର ପ୍ରତିନିଧି ଭାବେ ସଂସଦକୁ ପଠାଇଥିଲା ଓ ଏହାର ନାମ ଏବେ ଏହି ଭବ୍ୟ ବିମାନବନ୍ଦର ସହ ଯୋଡ଼ି ହୋଇଛି।ଦିଲ୍ଲୀରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 08th, 03:54 pm
ଆଜି, ଆମେ ସମସ୍ତେ ଦିଲ୍ଲୀରେ ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ର ହୋଇଛୁ। କିଛି ସମୟ ପୂର୍ବରୁ ଏଠାଂରେ ୩୩,୫୦୦ କୋଟି ଟଙ୍କର ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ ହୋଇଛି । ମେଟ୍ରୋର ସମ୍ପ୍ରସାରଣରୁ ଆରମ୍ଭ କରି ହଜାର ହଜାର ସରକାରୀ କର୍ମଚାରୀଙ୍କ ବାସଗୃହ ପର୍ଯ୍ୟନ୍ତ, ଦେଶର ରାଜଧାନୀରେ ସୁବିଧାଗୁଡିକର ନିରନ୍ତର ବିସ୍ତାର ହେଉଛି, ଏକ ନୂଆ ଶକ୍ତି ପ୍ରଦାନ କରାଯାଉଛି । ଆପଣମାନେ ଦିଲ୍ଲୀବାସୀ ଗୋଟିଏ ବର୍ଷ ପୂର୍ବରୁ ଯେଉଁ ନୂତନ ଆଶା ଏବଂ ସଂକଳ୍ପ ସହତ ଏଠାରେ ବିଜେପିର ଡବଲ ଇଞ୍ଜିନ ସରକାର ଗଠନ କରିଥିଲେ, ତାହାର ପରିଣାମ ଆଜି ଏଠାରେ ହୋଇଥିବା ବିକାଶମୂଳକ କାର୍ଯ୍ୟରେ ଦୃଶ୍ୟମାନ ହେଉଛି । ମୁଁ ଦିଲ୍ଲୀର ସମସ୍ତ ନାଗରିକମାନଙ୍କୁ ଏହି ବିକାଶର ଏହି ନିରନ୍ତର ଧାରା ପାଇଁ ଅଭିନନ୍ଦନ ଜଣାଉଛି ।ଦିଲ୍ଲୀରେ ପ୍ରାୟ ₹୩୩,୫୦୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 08th, 10:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀଠାରେ ପ୍ରାୟ ୩୩,୫୦୦ କୋଟି ଟଙ୍କା ମୂଲ୍ୟର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ, ଆଜି, ଆମେ ସମସ୍ତେ ଦିଲ୍ଲୀର ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ରିତ ହୋଇଛୁ।୮ ମାର୍ଚ୍ଚରେ ଦିଲ୍ଲୀରେ ପ୍ରାୟ ୩୩,୫୦୦ କୋଟିର ବିଭିନ୍ନ ବିକାଶ ପ୍ରକଳ୍ପ ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
March 06th, 05:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୮ ମାର୍ଚ୍ଚ ଦିନ ୧୨ଟା ସମୟରେ ଦିଲ୍ଲୀରେ ପ୍ରାୟ ୩୩,୫୦୦ କୋଟି ଟଙ୍କାର ବିଭିନ୍ନ ବିକାଶ ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ । ଏହି ଅବସରରେ ଉପସ୍ଥିତ ସମାବେଶକୁ ମଧ୍ୟ ସେ ସମ୍ବୋଧିତ କରିବେ । କାର୍ଯ୍ୟକ୍ରମ ପୂର୍ବରୁ, ପ୍ରଧାନମନ୍ତ୍ରୀ ସରୋଜିନୀ ନଗର ସ୍ଥିତ ଜିପିଆର୍ଏ ଟାଇପ୍-୫ କ୍ୱାର୍ଟର୍ସ ପରିଦର୍ଶନ କରି ମହିଳା ଆବଣ୍ଟିତମାନଙ୍କୁ ଚାବି ପ୍ରଦାନ କରିବେ ।The inauguration of Micron’s semiconductor facility marks a milestone in India’s journey towards technology leadership: PM Modi in Sanand, Gujarat
February 28th, 02:45 pm
During the inauguration of the Micron ATMP facility in Sanand, Gujarat, PM Modi said that India is now rapidly strengthening its identity in the hardware sector. He highlighted the project’s rapid progress and emphasized that the facility is a testament to the robust India-US partnership. He expressed confidence that the Micron facility would anchor a new semiconductor ecosystem in the country and asserted that India is ready, reliable and delivers.ମାଇକ୍ରୋନ ଟେକ୍ନୋଲୋଜିର ସେମିକଣ୍ଡକ୍ଟର ଆସେମ୍ବଲି, ଟେଷ୍ଟ ଆଣ୍ଡ ପ୍ୟାକେଜିଂ ସୁବିଧାର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 28th, 02:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ସାନନ୍ଦଠାରେ ମାଇକ୍ରୋନ ଏଟିଏମପି (ଆସେମ୍ବଲି, ଟେଷ୍ଟ, ମାର୍କିଂ ଏବଂ ପ୍ୟାକେଜିଂ) ସୁବିଧାର ଉଦଘାଟନ କରିଛନ୍ତି। ବାଣିଜ୍ୟିକ ଉତ୍ପାଦନର ପ୍ରାରମ୍ଭକୁ ଚିହ୍ନିତ କରୁଥିବା ଏହି ଗୁରୁତ୍ୱପୂର୍ଣ୍ଣ ଘଟଣା ବିଶ୍ୱ ବୈଷୟିକ ନେତୃତ୍ୱ ଦିଗରେ ଭାରତର ଯାତ୍ରାରେ ଏକ ଐତିହାସିକ ମାଇଲଖୁଣ୍ଟକୁ ସୂଚିତ କରେ।Cabinet approves extension corridor from Noida Sector 142 to Botanical Garden (Noida) for a length of 11.56 Km with 8 stations
February 14th, 01:08 pm
The Union Cabinet, chaired by PM Modi, has approved the Extension Corridor from Noida Sector 142 to Botanical Garden (Noida) of the Noida Metro Rail Project, covering a length of 11.56 km with 8 elevated stations. The project will enhance connectivity, stimulate economic activity and ease urban mobility for both residents and commuters, while significantly reducing carbon emissions.ଦିଲ୍ଲୀର ଯଶୋଭୂମିରେ ‘ସେମିକନ୍ ଇଣ୍ଡିଆ -୨୦୨୫’ କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 02nd, 10:40 am
କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଜିତିନ ପ୍ରସାଦ, ସେମି’ର ଅଧ୍ୟକ୍ଷ ଅଜିତ ମନୋଚା, ଭାରତ ଏବଂ ବିଦେଶର ସେମିକଣ୍ଡକ୍ଟର ଶିଳ୍ପର ସିଇଓ ଏବଂ ସେମାନଙ୍କ ସହଯୋଗୀ, ବିଭିନ୍ନ ଦେଶରୁ ଏଠାରେ ଉପସ୍ଥିତ ଆମର ଅତିଥି, ଷ୍ଟାର୍ଟ-ଅପ୍ ସହିତ ସମ୍ପୃକ୍ତ ଉଦ୍ୟୋଗୀ, ବିଭିନ୍ନ ରାଜ୍ୟର ମୋର ଯୁବ ଛାତ୍ର ବନ୍ଧୁ, ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ନୂଆଦିଲ୍ଲୀରେ ସେମିକନ୍ ଇଣ୍ଡିଆ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 02nd, 10:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ଆଜି ନୂଆଦିଲ୍ଲୀର ଯଶୋଭୂମିଠାରେ ସେମିକନ୍ ଇଣ୍ଡିଆ - ୨୦୨୫ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି। ଭାରତର ସେମିକଣ୍ଡକ୍ଟର ଇକୋସିଷ୍ଟମକୁ ପ୍ରୋତ୍ସାହିତ କରିବା ପାଇଁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଭାରତ ଏବଂ ବିଦେଶର ସେମିକଣ୍ଡକ୍ଟର ଶିଳ୍ପର ସିଇଓ ଏବଂ ସେମାନଙ୍କ ସହଯୋଗୀଙ୍କ ଉପସ୍ଥିତିକୁ ସ୍ୱୀକାର କରିଛନ୍ତି। ସେ ବିଭିନ୍ନ ଦେଶରୁ ଆସିଥିବା ବିଶିଷ୍ଟ ଅତିଥି, ଷ୍ଟାର୍ଟ-ଅପ୍ ସହ ଜଡିତ ଉଦ୍ୟୋଗୀ ଏବଂ ଦେଶର ବିଭିନ୍ନ ରାଜ୍ୟରୁ ଆସିଥିବା ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ କରିଛନ୍ତି।Government has given new emphasis to women and youth empowerment: PM Modi in Varanasi
October 20th, 04:54 pm
Prime Minister Narendra Modi laid the foundation stone and inaugurated multiple development projects in Varanasi, Uttar Pradesh. The projects of today include multiple airport projects worth over Rs 6,100 crore and multiple development initiatives in Varanasi. Addressing the gathering, PM Modi emphasized that development projects pertaining to Education, Skill Development, Sports, Healthcare and Tourism among other sectors have been presented to Varanasi today which would not only boost services but also create employment opportunities for the youth.Prime Minister Shri Narendra Modi lays foundation stone and inaugurates multiple development projects in Varanasi, Uttar Pradesh
October 20th, 04:15 pm
Prime Minister Narendra Modi laid the foundation stone and inaugurated multiple development projects in Varanasi, Uttar Pradesh. The projects of today include multiple airport projects worth over Rs 6,100 crore and multiple development initiatives in Varanasi. Addressing the gathering, PM Modi emphasized that development projects pertaining to Education, Skill Development, Sports, Healthcare and Tourism among other sectors have been presented to Varanasi today which would not only boost services but also create employment opportunities for the youth.ସିଙ୍ଗାପୁର ଏଇଏମ୍ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
September 05th, 12:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଲରେନ୍ସ ଓଙ୍ଗଙ୍କ ସହ ସେମିକଣ୍ଡକ୍ଟର ଏବଂ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରରେ ସିଙ୍ଗାପୁରର ଅଗ୍ରଣୀ କମ୍ପାନୀ ଏଇଏମ ପରିଦର୍ଶନ କରିଥିଲେ । ଗ୍ଲୋବାଲ ସେମିକଣ୍ଡକ୍ଟର ମୂଲ୍ୟ ଶୃଙ୍ଖଳାରେ ଏଇଏମର ଭୂମିକା, ଏହାର ପରିଚାଳନା ଏବଂ ଭାରତ ପାଇଁ ଯୋଜନା ବିଷୟରେ ସେମାନଙ୍କୁ ଅବଗତ କରାଯାଇଥିଲା। ସିଙ୍ଗାପୁର ସେମିକଣ୍ଡକ୍ଟର ଇଣ୍ଡଷ୍ଟ୍ରି ଆସୋସିଏସନ ସିଙ୍ଗାପୁରରେ ସେମିକଣ୍ଡକ୍ଟର ଇକୋସିଷ୍ଟମର ବିକାଶ ଏବଂ ଭାରତ ସହ ସହଯୋଗର ସୁଯୋଗ ବିଷୟରେ ସୂଚନା ଦେଇଛି । ଏହି କ୍ଷେତ୍ରର ଅନ୍ୟ କେତେକ ସିଙ୍ଗାପୁର କମ୍ପାନୀର ପ୍ରତିନିଧି ମଧ୍ୟ ଉପସ୍ଥିତ ଥିଲେ। ସେପ୍ଟେମ୍ବର ୧୧-୧୩, ୨୦୨୪ରେ ଗ୍ରେଟର ନୋଏଡାରେ ଆୟୋଜିତ ହେବାକୁ ଥିବା ସେମିକନ୍ ଇଣ୍ଡିଆ ପ୍ରଦର୍ଶନୀରେ ଅଂଶଗ୍ରହଣ କରିବା ପାଇଁ ପ୍ରଧାନମନ୍ତ୍ରୀ ସିଙ୍ଗାପୁରର ସେମିକଣ୍ଡକ୍ଟର କମ୍ପାନୀଗୁଡିକୁ ଆମନ୍ତ୍ରଣ କରିଥିଲେ ।ଉତ୍ତରପ୍ରଦେଶର ବୁଲନ୍ଦସହରରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 25th, 02:00 pm
ଉତ୍ତରପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ଏଠିକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ଉପମୁଖ୍ୟମନ୍ତ୍ରୀ ବ୍ରିଜେଶ ପାଠକ ଜୀ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଭିକେ ସିଂଜୀ, ଉତ୍ତର ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧକ୍ଷ ସଭାପତି ଶ୍ରୀ ଭୂପେନ୍ଦ୍ର ଚୌଧୁରୀ ଜୀ, ଅନ୍ୟ ପ୍ରତିନିଧିମାନେ ଏବଂ ବୁଲନ୍ଦସହରର ମୋର ପ୍ରିୟ ଭାଇ ଭଉଣୀମାନେ।ଉତ୍ତରପ୍ରଦେଶର ବୁଲନ୍ଦସହରରେ ୧୯,୧୦୦ କୋଟିରୁ ଅଧିକ ଟଙ୍କାର ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
January 25th, 01:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ବୁଲନ୍ଦସହରରେ ୧୯,୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଏଥିରେ ରେଳ, ସଡ଼କ, ତୈଳ ଏବଂ ଗ୍ୟାସ୍, ସହରୀ ବିକାଶ ଏବଂ ଆବାସ ସମ୍ବନ୍ଧିତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ରହିଛି ।ଅନ୍ତରାଷ୍ଟ୍ରୀୟ ଦୁଗ୍ଧ ମହାସଂଘ ବିଶ୍ୱ ଡାଏରୀ ଶିଖର ସମ୍ମିଳନୀ ୨୦୨୨ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 12th, 11:01 am
ଉତ୍ତର ପ୍ରଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହୋଦୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ପୁରୁଷୋତ୍ତମ ରୂପାଲା ମହାଶୟ, ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ଅନ୍ତରାଷ୍ଟ୍ରୀୟ ଦୁଗ୍ଧ ମହାସଂଘର ଅଧ୍ୟକ୍ଷ ପି.ବ୍ରଜାଲେ ମହାଶୟ, ଆଇଡିଏଫର ମହାନିର୍ଦ୍ଦେଶିକା କ୍ୟାରୋଲନି ଏମଣ୍ଡ ମହାଶୟା, ଏଠାରେ ଉପସ୍ଥିତ ଅନ୍ୟ ମହାନୁଭବ, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ!PM inaugurates International Dairy Federation World Dairy Summit 2022 in Greater Noida
September 12th, 11:00 am
PM Modi inaugurated International Dairy Federation World Dairy Summit. “The potential of the dairy sector not only gives impetus to the rural economy, but is also a major source of livelihood for crores of people across the world”, he said.ଏହି ନିର୍ବାଚନ ହିଷ୍ଟ୍ରୀ-ସିଟରମାନଙ୍କୁ ବାହାର କରିବା ଏବଂ ଏକ ନୂତନ ଇତିହାସ ସୃଷ୍ଟି କରିବା ବିଷୟରେ : ପ୍ରଧାନମନ୍ତ୍ରୀ ମୋଦୀ
February 04th, 12:01 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମିରଟ, ଗାଜିଆବାଦ, ଆଲିଗଡ, ହାପୁର, ନୋଏଡାର ଭର୍ଚୁଆଲ ଜନ ଚୌପାଲରେ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଏହି ନିର୍ବାଚନ ହିଷ୍ଟ୍ରୀ-ସିଟରମାନଙ୍କୁ ବାହାର କରିବା ଏବଂ ଏକ ନୂତନ ଇତିହାସ ସୃଷ୍ଟି କରିବା ବିଷୟରେ । ମୁଁ ଆନନ୍ଦିତ ଯେ ୟୁପିର ଲୋକମାନେ ସେମାନଙ୍କର ମନ ସ୍ଥିର କରିଛନ୍ତି ଯେ ସେମାନେ ଦଙ୍ଗାକାରୀ ଏବଂ ମାଫିଆମାନଙ୍କୁ ପରଦା ପଛରୁ ୟୁପିକୁ ନିୟନ୍ତ୍ରଣ କରିବାକୁ ଅନୁମତି ଦେବେ ନାହିଁ।ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମ ଉତ୍ତରପ୍ରଦେଶର ଏକ ଭର୍ଚୁଆଲ୍ ଜନ ଚୌପାଲଙ୍କୁ ସମ୍ବୋଧିତ କରିଛନ୍ତି
February 04th, 12:00 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମିରଟ, ଗାଜିଆବାଦ, ଆଲିଗଡ, ହାପୁର, ନୋଏଡାର ଭର୍ଚୁଆଲ ଜନ ଚୌପାଲରେ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଏହି ନିର୍ବାଚନ ହିଷ୍ଟ୍ରୀ-ସିଟରମାନଙ୍କୁ ବାହାର କରିବା ଏବଂ ଏକ ନୂତନ ଇତିହାସ ସୃଷ୍ଟି କରିବା ବିଷୟରେ । ମୁଁ ଆନନ୍ଦିତ ଯେ ୟୁପିର ଲୋକମାନେ ସେମାନଙ୍କର ମନ ସ୍ଥିର କରିଛନ୍ତି ଯେ ସେମାନେ ଦଙ୍ଗାକାରୀ ଏବଂ ମାଫିଆମାନଙ୍କୁ ପରଦା ପଛରୁ ୟୁପିକୁ ନିୟନ୍ତ୍ରଣ କରିବାକୁ ଅନୁମତି ଦେବେ ନାହିଁ।Double engine government is working with double speed for Uttar Pradesh’s development: PM
January 31st, 01:31 pm
Ahead of the upcoming Assembly elections, Prime Minister Narendra Modi today addressed his first virtual rally in five districts of Uttar Pradesh. These districts are Saharanpur, Shamli, Muzaffarnagar, Baghpat and GautamBuddha Nagar. Addressing the first virtual rally 'Jan Chaupal', PM Modi said, “The illegal occupation of the homes, land and shops of the poor, Dalits, backwards and the downtrodden was a sign of socialism five years ago.”