ଭାରତୀୟ ରିଜର୍ଭ ବ୍ୟାଙ୍କର ଦୁଇଟି ଅଭିନବ ଗ୍ରାହକ କେନ୍ଦ୍ରିକ ଯୋଜନାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 12th, 11:01 am
ନମସ୍କାର ଆଜ୍ଞା, ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ମହାଶୟା, ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶ୍ରୀ ଶକ୍ତିକାନ୍ତ ଦାସ ମହାଶୟ, କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ମହାନୁଭବ, ଭଦ୍ର ମହିଳା ଏବଂ ଭଦ୍ର ବ୍ୟକ୍ତିଗଣ, କରୋନାର ଏହି ଆହ୍ୱାନପୂର୍ଣ୍ଣ ସମୟରେ ଦେଶର ଅର୍ଥ ମନ୍ତ୍ରଣାଳୟ, ଆରବିଆଇ ଏବଂ ଅନ୍ୟ ଆର୍ଥିକ ସଂସ୍ଥା ଗୁଡିକ ବହୁତ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି । ଅମୃତ ମହୋତ୍ସବର ଏହି କାଳଖଣ୍ଡରେ, ଏକବିଂଶ ଶତାବ୍ଦୀର ଏହି ଗୁରୁତ୍ୱପୂର୍ଣ୍ଣ ଦଶକ ଦେଶର ବିକାଶ ପ।ଇଁ ବହୁତ ଗୁରୁତ୍ୱ ରଖୁଛି । ଏଭଳି ସମୟରେ ଆରବିଆଇର ଭୂମିକା ମଧ୍ୟ ହେଉଛି ବହୁତ ବଡ଼ ଗୁରୁତ୍ବପୂର୍ଣ୍ଣ । ମୋର ସମ୍ପୂର୍ଣ୍ଣ ବିଶ୍ୱାସ ଯେ ଟିମ୍ ଆରବିଆଇ, ଦେଶର ଆଶା ଆକାଂକ୍ଷା ଆଗରେ ସଠିକ୍ ପ୍ରମାଣିତ ହେବ।ଆରବିଆଇର ଦୁଇଟି ଅଭିନବ ଗ୍ରାହକ କୈନ୍ଦ୍ରିକ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
November 12th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଦୁଇଟି ଅଭିନବ ଗ୍ରାହକ କୈନ୍ଦ୍ରିକ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଦୁଇଟି ଯୋଜନା ହେଲା- ରିଟେଲ୍ ଡାଇରେକ୍ଟ ଯୋଜନା ଏବଂ ରିଜର୍ଭ ବ୍ୟାଙ୍କ – ସମନ୍ୱିତ ଲୋକପାଳ ଯୋଜନା। ପ୍ରଧାନମନ୍ତ୍ରୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଜନା ଦୁଇଟିର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଏବଂ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶ୍ରୀ ଶକ୍ତିକାନ୍ତ ଦାସ ଉପସ୍ଥିତ ଥିଲେ।ଆର୍ଥିକ ସେବା ଯେତ୍ରରେ ବଜେଟର କାର୍ଯ୍ୟକାରୀତା ନେଇ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 26th, 12:38 pm
ପ୍ରଧାନମନ୍ତ୍ରୀ ଶ୍ରୀନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆର୍ଥିକ ସେବା ସମ୍ପର୍କିତ ବଜେଟ ବ୍ୟବସ୍ଥାଗୁଡିକୁ ପ୍ରଭାବଶାଳୀ ଢଙ୍ଗରେ ଲାଗୁ କରିବାକୁ ୱେବିନାରରେ ଉଦବୋଧନ ଦେଇଛନ୍ତି।ଆର୍ଥିକ ସେବାକୁ ନେଇ ବଜେଟରେ ହୋଇଥିବା ବ୍ୟବସ୍ଥା ଗୁଡିକୁ ପ୍ରଭାବଶାଳୀ ଢଙ୍ଗରେ ଲାଗୁ ସମ୍ପର୍କରେ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 26th, 12:37 pm
ପ୍ରଧାନମନ୍ତ୍ରୀ ଶ୍ରୀନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆର୍ଥିକ ସେବା ସମ୍ପର୍କିତ ବଜେଟ ବ୍ୟବସ୍ଥାଗୁଡିକୁ ପ୍ରଭାବଶାଳୀ ଢଙ୍ଗରେ ଲାଗୁ କରିବାକୁ ୱେବିନାରରେ ଉଦବୋଧନ ଦେଇଛନ୍ତି।2% Interest Subvention approved on prompt repayment of Shishu Loans under Pradhan Mantri MUDRA Yojana for a period of 12 months
June 24th, 04:02 pm
Union Cabinet chaired by PM Narendra Modi approved a scheme for interest subvention of 2% for a period of 12 months, to all Shishu loan accounts under Pradhan Mantri Mudra Yojana (PMMY) to eligible borrowers. The scheme will help small businesses brace the disruption caused due to COVID-19.Congress always puts one family first and the nation’s welfare secondary: PM Modi
November 18th, 11:58 am
Prime Minister Narendra Modi today addressed a public meeting in Mahasamund, Chhattisgarh . The public meeting saw a large presence of supporters waiting to hear from the PM. Prime Minister Modi began his address by hitting out at the Congress saying, “For ten years, the Centre was ruled by a ‘remote-control’ government which never paid attention to Chhattisgarh.PM Modi addresses huge public meeting in Mahasamund, Chhattisgarh
November 18th, 11:57 am
Prime Minister Narendra Modi today addressed a public meeting in Mahasamund, Chhattisgarh . The public meeting saw a large presence of supporters waiting to hear from the PM. Prime Minister Modi began his address by hitting out at the Congress saying, “For ten years, the Centre was ruled by a ‘remote-control’ government which never paid attention to Chhattisgarh.ଏନଡିଏ ସରକାର ଦେଶରେ କାର୍ଯ୍ୟ କରିବାର ସଂସ୍କୃତିକୁ ପରିବର୍ତ୍ତନ କରିଛନ୍ତି : ଲୋକସଭାରେ ପ୍ରଧାନମନ୍ତ୍ରୀ ମୋଦୀ
February 07th, 01:41 pm
ଆଜି ଲୋକସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଲେ ,'' ଏନଡିଏ ସରକାର ଦେଶରେ କାର୍ଯ୍ୟ ସଂସ୍କୃତିକୁ ପରିବର୍ତ୍ତନ କରିଛନ୍ତି । ପ୍ରକଳ୍ପକୁ କେବଳ ଭଲ ଭାବେ ବିଚାର କରାଯାଉନାହିଁ ବରଂ ସମୟରେ ମଧ୍ୟ କାର୍ଯ୍ୟାନ୍ୱୟନ କରାଯାଉଛି ।ରାଷ୍ଟ୍ରପତିଙ୍କ ଅଭିଭାଷଣ ସଂକ୍ରାନ୍ତ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ଶେଷରେ ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର
February 07th, 01:40 pm
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକସଭାରେ କହିଲେ ,'' ଏନଡିଏ ସରକାର ଦେଶରେ କାର୍ଯ୍ୟ ସଂସ୍କୃତିକୁ ପରିବର୍ତ୍ତନ କରିଛନ୍ତି । ପ୍ରକଳ୍ପକୁ କେବଳ ଭଲ ଭାବେ ବିଚାର କରାଯାଉନାହିଁ ବରଂ ସମୟରେ ମଧ୍ୟ କାର୍ଯ୍ୟାନ୍ୱୟନ କରାଯାଉଛି ।''