ଗ୍ୟାଙ୍ଗଟକ୍ ଅର୍ଚିଡାରିୟମ୍ ଗସ୍ତ ସମୟରେ ସିକିମର ଅସାଧାରଣ ଜୈବ ବିବିଧତାକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ
April 28th, 03:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସିକିମର ଗାଙ୍ଗଟକଠାରେ ଥିବା ଅର୍ଚିଡାରିୟମ୍ ପରିଦର୍ଶନ କରିଥିଲେ ଏବଂ ଏହାର ସୌନ୍ଦର୍ଯ୍ୟ ତଥା ରାଜ୍ୟର ଅସାଧାରଣ ଜୈବ ବିବିଧତା ପ୍ରତି ଗଭୀର ପ୍ରଶଂସା ବ୍ୟକ୍ତ କରିଥିଲେ।PM to visit Sikkim on 27–28 April
April 26th, 03:47 pm
PM Modi will visit Sikkim on 27–28 April 2026. During the visit, he will visit the Orchidarium in Gangtok and also participate in the closing ceremony of Sikkim’s 50th Year of Statehood celebrations. On the occasion, he will launch multiple development projects worth over ₹4,000 crore, spanning a wide range of sectors. His visit reflects the government’s continued commitment to the development of the Northeast region.Congress delayed women’s reservation for decades: PM Modi in Dibrugarh, Assam
April 06th, 11:30 am
In his address at a public meeting in Dibrugarh, Assam, PM Modi sharply criticised Congress, accusing it of treating land as an “ATM” for vested interests. He highlighted how BJP-NDA is working to provide land rights to farmers, tribal communities and tea garden families. He also reiterated the government’s commitment to implementing 33% reservation for women through the Nari Shakti Vandan Act.The “Naamdaar” of the Congress royal family will complete a century of defeats: PM Modi in Barpeta, Assam
April 06th, 11:10 am
Prime Minister Narendra Modi addressed a massive public meeting in Barpeta, as election campaigning in Assam gathered strong momentum. Addressing an enthusiastic crowd, PM Modi highlighted the vision of a self-reliant and Viksit Assam, while underscoring the NDA government’s commitment to peace, prosperity and inclusive growth.PM Modi addresses massive public meetings in Barpeta, Hojai and Dibrugarh
April 06th, 11:00 am
PM Modi addressed massive public meetings in Barpeta, Hojai and Dibrugarh, as election campaigning in Assam gathered strong momentum. Addressing enthusiastic crowds, PM Modi highlighted the vision of a self-reliant and Viksit Assam. He launched a strong attack on Congress, accusing it of promoting family-first politics, corruption, and false promises. He also spoke about expanding welfare initiatives along with ensuring reservation for women through the Nari Shakti Vandan Act.Congress has always compromised the interests of Assam: PM Modi in Biswanath
April 01st, 11:45 am
PM Modi addressed a massive public rally in Biswanath, Assam. In his speech, the PM launched a sharp attack on Congress, accusing it of being ‘anti-development’ and the ‘root of corruption in independent India.’ Highlighting the BJP-NDA government’s actions, PM Modi said thousands of bighas of land have been freed from illegal encroachment, restoring Assam’s heritage and ecology. Reaffirming BJP’s commitment to Sabka Saath, Sabka Vikas, he urged voters to ensure a record turnout.PM Modi sets the tone for Assam polls with high-energy rallies in Gogamukh and Biswanath
April 01st, 11:00 am
Campaigning for the upcoming Assembly elections, Prime Minister Narendra Modi addressed massive public gatherings in Gogamukh and Biswanath, marking his first rallies in Assam after the announcement of polls. The events witnessed an overwhelming turnout, with enthusiastic participation from youth, women and local communities, signaling strong momentum for the BJP-led NDA.ଗୁଜରାଟର ପୋରବନ୍ଦର ଠାରେ ଅନୁଷ୍ଠିତ ମାଧବପୁର ମେଳା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
March 29th, 10:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ପୋରବନ୍ଦରରେ ଚାଲିଥିବା ମାଧବପୁର ମେଳା ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ ଏହି ଭବ୍ୟ ଉତ୍ସବ ଆମର ଗୌରବମୟ ସଂସ୍କୃତିକୁ ଦର୍ଶାଉଛି ଏବଂ ଏହା ଗୁଜରାଟ ଏବଂ ଉତ୍ତର-ପୂର୍ବ ମଧ୍ୟରେ ଥିବା ଚିରନ୍ତନ ସାଂସ୍କୃତିକ ବନ୍ଧନକୁ ସୁଦୃଢ଼ କରୁଛି। ଏହି ପର୍ବ ବିବିଧ ପରମ୍ପରାକୁ ଏକତ୍ର କରିଥାଏ, ଯାହା 'ଏକ ଭାରତ, ଶ୍ରେଷ୍ଠ ଭାରତ ର ପ୍ରକୃତ ଭାବନାକୁ ପ୍ରତିଫଳିତ କରିଥାଏ। ମୁଁ ଲୋକମାନଙ୍କୁ ଏହି ମେଳା ପରିଦର୍ଶନ କରିବାକୁ ଆହ୍ୱାନ କରୁଛି! , ଶ୍ରୀ ମୋଦୀ କହିଥିଲେ।Barak Valley will become a major logistics and trade hub for the North East: PM Modi in Silchar, Assam
March 14th, 11:10 am
Launching multiple development projects worth ₹23,550 crore in Silchar, Assam, PM Modi said the projects will further empower Barak Valley as a logistics hub for the entire North East. He laid the foundation stone for the Shillong–Silchar High-Speed Corridor, noting it will boost local industry, agriculture and tourism. He cautioned that the hard-won era of peace and progress must be protected from regressive forces.ସିଲଚରରେ ₹୨୩,୫୫୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 14th, 10:45 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସିଲଚରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଥିଲେ ଯେ ସଂସ୍କୃତି ଓ ପ୍ରାଣବନ୍ତ ପରମ୍ପରାରେ ସମୃଦ୍ଧ ବରାକ ଉପତ୍ୟକା ପରିଦର୍ଶନ ସଦା ତାଙ୍କ ପାଇଁ ଏକ ବିଶେଷ ଅଭିଜ୍ଞତା। ସେ ଉଲ୍ଲେଖ କରିଥିଲେ ଯେ ସିଲଚର ଏହି ଉପତ୍ୟକାର ପ୍ରବେଶଦ୍ୱାର ଭାବେ ପରିଚିତ, ଯେଉଁଠାରେ ଇତିହାସ ଓ ଭାଷା ମିଶି ଏକ ବିଶିଷ୍ଟ ଆଞ୍ଚଳିକ ପରିଚୟ ଗଢ଼ିଉଠିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ଅଞ୍ଚଳର ଶକ୍ତି ଏହାର ବିବିଧତାରେ ନିହିତ, ଯେଉଁଠାରେ ବଙ୍ଗଳା, ଆସାମିଆ ଓ ଆଦିବାସୀ ପରମ୍ପରାର ସମନ୍ୱୟ ଏକତ୍ର ପ୍ରତିଫଳିତ ହୁଏ। “ବରାକ ଉପତ୍ୟକାର ବିବିଧତା ଏହାର ସର୍ବଶ୍ରେଷ୍ଠ ସମ୍ପଦ, ଯାହା ଏଠାର ଲୋକମାନଙ୍କ ମଧ୍ୟରେ ଭାଇଚାରାର ଭାବନାକୁ ଶକ୍ତିଶାଳୀ କରେ,” ବୋଲି ସେ କହିଥିଲେ।Assam’s progress is giving new momentum to entire Northeast: PM Modi in Guwahati
March 13th, 05:30 pm
PM Modi inaugurated and laid foundation stones for development projects worth around ₹19,480 crore in Guwahati, Assam. He transferred more than ₹18,000 crore under the PM Kisan Samman Nidhi scheme to Annadatas across the nation and distributed land pattas to tea plantation workers in Assam. He noted that the progress of Assam is giving new momentum to the entire North East and is emerging as a model state for the nation.PM Modi launches various development works in Guwahati, Assam
March 13th, 05:00 pm
PM Modi inaugurated and laid foundation stones for development projects worth around ₹19,480 crore in Guwahati, Assam. He transferred more than ₹18,000 crore under the PM Kisan Samman Nidhi scheme to Annadatas across the nation and distributed land pattas to tea plantation workers in Assam. He noted that the progress of Assam is giving new momentum to the entire North East and is emerging as a model state for the nation.୧୩-୧୪ ମାର୍ଚ୍ଚରେ ଆସାମ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 12th, 05:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୩-୧୪ ମାର୍ଚ୍ଚ ୨୦୨୬ରେ ଆସାମ ଗସ୍ତ କରିବେ । ଏହି ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ କୋକରାଝାର, ଗୌହାଟୀ ଏବଂ ସିଲଚରରେ ୪୭,୬୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ, ଶିଳାନ୍ୟାସ, ଭୂମି ପୂଜନ ଏବଂ ଶୁଭାରମ୍ଭ କରିବେ ।ଦିଲ୍ଲୀରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 08th, 03:54 pm
ଆଜି, ଆମେ ସମସ୍ତେ ଦିଲ୍ଲୀରେ ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ର ହୋଇଛୁ। କିଛି ସମୟ ପୂର୍ବରୁ ଏଠାଂରେ ୩୩,୫୦୦ କୋଟି ଟଙ୍କର ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ ହୋଇଛି । ମେଟ୍ରୋର ସମ୍ପ୍ରସାରଣରୁ ଆରମ୍ଭ କରି ହଜାର ହଜାର ସରକାରୀ କର୍ମଚାରୀଙ୍କ ବାସଗୃହ ପର୍ଯ୍ୟନ୍ତ, ଦେଶର ରାଜଧାନୀରେ ସୁବିଧାଗୁଡିକର ନିରନ୍ତର ବିସ୍ତାର ହେଉଛି, ଏକ ନୂଆ ଶକ୍ତି ପ୍ରଦାନ କରାଯାଉଛି । ଆପଣମାନେ ଦିଲ୍ଲୀବାସୀ ଗୋଟିଏ ବର୍ଷ ପୂର୍ବରୁ ଯେଉଁ ନୂତନ ଆଶା ଏବଂ ସଂକଳ୍ପ ସହତ ଏଠାରେ ବିଜେପିର ଡବଲ ଇଞ୍ଜିନ ସରକାର ଗଠନ କରିଥିଲେ, ତାହାର ପରିଣାମ ଆଜି ଏଠାରେ ହୋଇଥିବା ବିକାଶମୂଳକ କାର୍ଯ୍ୟରେ ଦୃଶ୍ୟମାନ ହେଉଛି । ମୁଁ ଦିଲ୍ଲୀର ସମସ୍ତ ନାଗରିକମାନଙ୍କୁ ଏହି ବିକାଶର ଏହି ନିରନ୍ତର ଧାରା ପାଇଁ ଅଭିନନ୍ଦନ ଜଣାଉଛି ।ଦିଲ୍ଲୀରେ ପ୍ରାୟ ₹୩୩,୫୦୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 08th, 10:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀଠାରେ ପ୍ରାୟ ୩୩,୫୦୦ କୋଟି ଟଙ୍କା ମୂଲ୍ୟର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ, ଆଜି, ଆମେ ସମସ୍ତେ ଦିଲ୍ଲୀର ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ରିତ ହୋଇଛୁ।"କୃଷି ଏବଂ ଗ୍ରାମୀଣ ପରିବର୍ତ୍ତନ" ଶୀର୍ଷକ ଉପରେ ଆୟୋଜିତ ବଜେଟ୍ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 06th, 01:14 pm
ବଜେଟ୍ ୱେବିନାର୍ ସିରିଜ୍ର ତୃତୀୟ ୱେବିନାର୍ କୁ, ମୁଁ ଆପଣ ସମସ୍ତଙ୍କୁ ସ୍ୱାଗତ କରୁଛି। ଏହା ପୂର୍ବରୁ, ପ୍ରଯୁକ୍ତିବିଦ୍ୟା, ସଂସ୍କାର ଏବଂ ଆର୍ଥିକ ଅଭିବୃଦ୍ଧି ଭଳି ପ୍ରମୁଖ ବିଷୟ ଉପରେ ଦୁଇଟି ୱେବିନାର୍ ଅନୁଷ୍ଠିତ ହୋଇଯାଇଛି । ଆଜି, ଆମେ ଗ୍ରାମୀଣ ଅର୍ଥନୀତି ଏବଂ କୃଷି ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରଗୁଡ଼ିକ ଉପରେ ଆଲୋଚନା ହେଉଛି । ଆପଣମାନେ ସମସ୍ତେ ଆପଣଙ୍କର ମୂଲ୍ୟବାନ ପରାମର୍ଶ ସହିତ ବଜେଟ୍ ଗଠନରେ ଅନେକ ଅବଦାନ ଦେଇଛନ୍ତି, ଏବଂ ଆପଣ ଆପଣଙ୍କର ପରାମର୍ଶଗୁଡ଼ିକୁ ବଜେଟ୍ ରେ ପ୍ରତିଫଳିତ ହୋଇଥିବା ଦେଖିପାରୁଥିବେ, ଯାହା ବହୁତ ସହାୟକ ପ୍ରମାଣିତ ହୋଇଛି। କିନ୍ତୁ ଏବେ ବଜେଟ୍ ଆସିଯାଇଛି, ବର୍ତ୍ତମାନ ବଜେଟ୍ ପରେ ତାହାର ସଂପୂର୍ଣ୍ଣ ସମ୍ଭାବନାର ଲାଭ ଦେଶକୁ ମିଳୁ, ଏହି ଦିଗରେ ମଧ୍ୟ ଏହାକୁ ସାକାର କରିବା ପାଇଁ ଆପଣଙ୍କର ଅଭିଜ୍ଞତା, ପରାମର୍ଶ ଏବଂ ଏକ ସରଳ ପଦ୍ଧତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆମେ କିପରି ନିଶ୍ଚିତ କରିବା ଯେ ବଜେଟର ପ୍ରତ୍ୟେକ ଟଙ୍କା ଏହାର ଉଦ୍ଦେଶ୍ୟକୁ ହାସଲ କରୁଛି ? କିପରି ଆମେ ଏହାକୁ ଶୀଘ୍ର ସମ୍ଭବ କରି ପାରିବା ? ଏହି ୱେବିନାର୍ ପାଇଁ ଆପଣଙ୍କ ପରାମର୍ଶ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ରହିଛି ।କୃଷି ଓ ଗ୍ରାମୀଣ ରୂପାନ୍ତରଣ ଉପରେ ଆୟୋଜିତ ବଜେଟ୍ ପରବର୍ତ୍ତୀ ଓ୍ବେବିନାର୍ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
March 06th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ ବିଷୟ ଉପରେ ପର୍ଯ୍ୟବେଶିତ ତୃତୀୟ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଥିଲେ। ପ୍ରଯୁକ୍ତିବିଦ୍ୟା ଏବଂ ଅର୍ଥନୈତିକ ବିକାଶ ଉପରେ ପର୍ଯ୍ୟବେଶିତ ପୂର୍ବ ଅଧିବେଶନଗୁଡ଼ିକୁ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ବଜେଟ୍ ଗଠନ ସମୟରେ ଅଂଶୀଦାରମାନେ ମୂଲ୍ୟବାନ ମତାମତ ପ୍ରଦାନ କରିଥିଲେ। ଏବେ, ବଜେଟ୍ ପରେ, ଦେଶ ଏହାର ପୂର୍ଣ୍ଣ ସମ୍ଭାବନାକୁ ବ୍ୟବହାର କରିବା ବି ସମାନ ଭାବରେ ଗୁରୁତ୍ୱପୂର୍ଣ୍ଣ, ଏବଂ ସେଥିପାଇଁ ଆପଣମାନଙ୍କ ପରାମର୍ଶ ବେଶ ଗୁରୁତ୍ବପୂର୍ଣ୍ଣ ଏବଂ ସେହି କାରଣରୁ ଏହି ୱେବିନାରଟି ମଧ୍ୟ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଥିଲେ ।ନେସେଟରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 25th, 08:20 pm
ଏହି ବିଶିଷ୍ଟ ସଦନରେ ଉପସ୍ଥିତ ହେବା ମୋ ପାଇଁ ଏକ ସୌଭାଗ୍ୟ ଏବଂ ଗୌରବର ବିଷୟ। ମୁଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଏବଂ ଏକ ପ୍ରାଚୀନ ସଭ୍ୟତାର ପ୍ରତିନିଧି ଭାବରେ ଆଉ ଗୋଟିଏ ପ୍ରାଚୀନ ସଭ୍ୟତାକୁ ସମ୍ବୋଧିତ କରୁଛି। ମୁଁ ମୋ ସହିତ ୧୪୦ କୋଟି ଭାରତୀୟଙ୍କ ଶୁଭେଚ୍ଛା ଏବଂ ବନ୍ଧୁତା, ସମ୍ମାନ ଓ ସହଭାଗୀତାର ବାର୍ତ୍ତା ନେଇ ଆସିଛି।ଇସ୍ରାଏଲୀ ସଂସଦ ନେସେଟ୍କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
February 25th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜେରୁସାଲେମରେ ନେସେଟ (ଇସ୍ରାଏଲ୍ର ସଂସଦ)ର ଏକ ସ୍ୱତନ୍ତ୍ର ଅଧିବେଶନକୁ ସମ୍ବୋଧିତ କରିଥିଲେ । ଇସ୍ରାଏଲୀ ସଂସଦକୁ ସମ୍ବୋଧିତ କରିବାରେ ସେ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀଆସାମ ଦିବ୍ରୁଗଡ଼ରେ ଉତ୍ତର-ପୂର୍ବର ପ୍ରଥମ ଜରୁରୀ ଅବତରଣ ସୁବିଧା (ଇଏଲ୍ଏଫ୍) ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀଙ୍କ
February 14th, 07:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସାମର ଦିବ୍ରୁଗଡ଼ରେ ଉତ୍ତର-ପୂର୍ବର ପ୍ରଥମ ଜରୁରୀ ଅବତରଣ ସୁବିଧା (ଇ. ଏଲ୍. ଏଫ୍.) କୁ ଉଦଘାଟନ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଏହା ଅତ୍ୟନ୍ତ ଗର୍ବର ବିଷୟ ଯେ ଉତ୍ତର-ପୂର୍ବାଞ୍ଚଳକୁ ଏକ ଜରୁରୀ ଅବତରଣ ସୁବିଧା ମିଳିଛି ଏବଂ ରଣନୈତିକ ଦୃଷ୍ଟିକୋଣରୁ ଏବଂ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।