ସିକ୍କିମ, ଅରୁଣାଚଳ ପ୍ରଦେଶ ଓ ତ୍ରିପୁରାରେ ସମନ୍ଵିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ରର ଆଧାରଶିଳା ରଖୁଛନ୍ତି ପ୍ରଧାନମନ୍ତ୍ରୀ

March 07th, 04:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରୁ ଭିଡିଓ କନଫେରେନ୍ସ ମାଧ୍ୟମରେ ଉତ୍ତର ପୂର୍ବାଞ୍ଚଳର 5ଟି ସ୍ମାର୍ଟ ସିଟିରେ ସମନ୍ଵିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।