Prime Minister congratulates Praggnanandhaa on his remarkable feat
June 06th, 02:16 pm
Prime Minister Shri Narendra Modi today congratulated Praggnanandhaa for his remarkable feat. The Prime Minister noted that this is indeed an incredible milestone that highlights his continued excellence. Shri Modi also extended his best wishes to him for his future endeavours.ନରୱେ ଚେସ୍ ୨୦୨୫ରେ ମ୍ୟାଗନସ୍ କାର୍ଲସେନ୍ଙ୍କ ବିପକ୍ଷରେ ପ୍ରଥମ ବିଜୟ ପାଇଁ ଗୁକେଶଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
June 02nd, 08:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନରୱେ ଚେସ୍ ୨୦୨୫ର ଷଷ୍ଠ ରାଉଣ୍ଡରେ ମ୍ୟାଗନସ୍ କାର୍ଲସେନ୍ଙ୍କ ବିପକ୍ଷରେ ପ୍ରଥମ ବିଜୟ ପାଇଁ ଗୁକେଶଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ବିଶ୍ୱର ନମ୍ବର ୧ ଖେଳାଳୀଙ୍କୁ ପରାସ୍ତ କରିବା ପାଇଁ ତାଙ୍କୁ ଅଭିନନ୍ଦନ । ନରୱେ ଚେସ୍ ୨୦୨୫ର ଷଷ୍ଠ ରାଉଣ୍ଡରେ ମ୍ୟାଗନସ୍ କାର୍ଲସେନ୍ଙ୍କ ବିପକ୍ଷରେ ପ୍ରଥମ ବିଜୟ ତାଙ୍କର ପ୍ରତିଭା ଏବଂ ସମର୍ପଣକୁ ଦର୍ଶାଉଛି ।”