India-Myanmar Joint Statement during the Official Visit of the President of Myanmar to India

June 01st, 07:16 pm

During his visit to India, Myanmar President U Min Aung Hlaing held discussions with PM Modi, during which they reviewed bilateral, regional and global issues of mutual interest and charted the way forward for the relationship. PM Modi reiterated that Myanmar lies at the confluence of India’s Neighbourhood First, Act East and MAHASAGAR policies. The Myanmar President expressed his appreciation to PM Modi for the warm welcome.

ମରିସସ୍‌ର ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତର ଫଳାଫଳ

September 11th, 02:10 pm

ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସହଯୋଗ ପାଇଁ ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଓ ମରିସସ୍‌ର ଟର୍ସିଆରି ଶିକ୍ଷା, ବିଜ୍ଞାନ ଓ ଗବେଷଣା ମନ୍ତ୍ରାଳୟ ମଧ୍ୟରେ ବୁଝାମଣାପତ୍ର

ଅକ୍ଷୟ ଶକ୍ତି କ୍ଷମତା ସ୍ଥାପନ ଲାଗି ଏନଟିପିସି ଲିମିଟେଡ୍‌କୁ ଅଧିକ କ୍ଷମତା ପ୍ରଦାନ କଲା କେନ୍ଦ୍ର କ୍ୟାବିନେଟ୍

July 16th, 02:46 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍‌ କମିଟି ବୈଠକରେ ଅକ୍ଷୟ ଶକ୍ତି କ୍ଷେତ୍ରରେ ନିବେଶ ପାଇଁ ଏନଟିପିସି ଲିମିଟେଡକୁ ଅଧିକ କ୍ଷମତା ପ୍ରଦାନ କରାଯାଇଛି । ମହାରତ୍ନ କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗକୁ କ୍ଷମତା ପ୍ରଦାନ ଲାଗି ପ୍ରଚଳିତ ମାର୍ଗଦର୍ଶିକା ଅନୁଯାୟୀ, ଏହି କ୍ଷମତା ପ୍ରଦାନ କରାଯାଇଛି। ଏନଟିପିସି ଲିମିଟେଡ୍‌ ଏହି କ୍ଷମତା ବଳରେ ନିଜର ସହାୟକ କମ୍ପାନୀ ଏନଟିପିସି ସବୁଜ ଶକ୍ତି ଲିମିଟେଡ୍‌ (ଏନଜିଇଏଲ)ରେ ନିବେଶ କରିପାରିବ। ଏହା ପରେ ଏନଜିଇଏଲ ଦ୍ୱାରା ଏନଟିପିସି ଅକ୍ଷୟ ଶକ୍ତି ଲିମିଟେଡ୍‌ (ଏନଆରଇଏଲ) ଓ ଏହାର ଯୌଥ/ସହାୟକ ଉଦ୍ୟୋଗରେ ନିବେଶ କରାଯାଇ ପାରିବ। ଏହି ନିବେଶ କ୍ଷମତା ୭,୫୦୦ କୋଟି ଟଙ୍କାରୁ ୨୦,୦୦୦ କୋଟି ଟଙ୍କା ପର୍ଯ୍ୟନ୍ତ ପୂର୍ବ ଅନୁମୋଦିତ ସୀମା ଠାରୁ ଅଧିକ ହେବ। ଫଳରେ ୨୦୩୨ ସୁଦ୍ଧା ୬୦ ଗିଗାୱାଟ୍‌ ଅକ୍ଷୟ ଶକ୍ତି କ୍ଷମତା ହାସଲ ଲାଗି ଅଧିକ ଅକ୍ଷୟ ଶକ୍ତି ଉତ୍ପାଦନ କରିବା ସମ୍ଭବ ହେବ।

Peace, security, education and development will reach every village without any hindrance: PM Modi in Karakat, Bihar

May 30th, 11:29 am

PM Modi laid the foundation and dedicated projects worth ₹48,520 crore in Karakat, Bihar, calling it a step towards fast-tracking the state’s development. He paid tribute to Bihar’s cultural roots, honoured the strength of Indian women, and reaffirmed India’s resolve by highlighting swift justice after the Pahalgam attack.

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର କରାକଟରେ 48,520 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି

May 30th, 10:53 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର କରାକଟରେ 48,520 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ ଉଲ୍ଲେଖ କରିଥିଲେ ଯେ, ଏହି ପବିତ୍ର ଭୂମିରେ ବିହାରର ବିକାଶକୁ ତ୍ୱରାନ୍ୱିତ କରିବାର ସୌଭାଗ୍ୟ ତାଙ୍କୁ ମିଳିଛି ଏବଂ ସେ 48,000 କୋଟି ଟଙ୍କାରୁ ଅଧିକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ଉପରେ ଆଲୋକପାତ କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କୁ ଆଶୀର୍ବାଦ ଦେବାକୁ ଆସିଥିବା ବିଶାଳ ସମାବେଶକୁ ସ୍ୱୀକାର କରିଥିଲେ ଏବଂ ବିହାର ପ୍ରତି ସେମାନଙ୍କର ସ୍ନେହ ଏବଂ ପ୍ରେମ ପାଇଁ ଗଭୀର କୃତଜ୍ଞତା ପ୍ରକାଶ କରିଥିଲେ ଏବଂ ସେ ସର୍ବଦା ସେମାନଙ୍କର ସମର୍ଥନକୁ ସର୍ବୋଚ୍ଚ ସମ୍ମାନରେ ରଖିବେ ବୋଲି ଗୁରୁତ୍ୱ ଦେଇଥିଲେ। ସେ ବିହାରର ମାଆ ଏବଂ ଭଉଣୀମାନଙ୍କୁ ତାଙ୍କର ଆନ୍ତରିକ କୃତଜ୍ଞତା ଜଣାଇଥିଲେ।

ପ୍ରଧାନମନ୍ତ୍ରୀ ୮ ଓ ୯ ତାରିଖରେ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଗସ୍ତ କରିବେ

January 06th, 06:29 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୮ରୁ ୯ ଜାନୁଆରି ୨୦୨୫ ପର୍ଯ୍ୟନ୍ତ ଦୁଇଦିନିଆ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଗସ୍ତ କରିବେ। ନିରନ୍ତର ବିକାଶ, ଶିଳ୍ପ ଅଭିବୃଦ୍ଧି ଓ ଭିତ୍ତିଭୂମି ସଂପ୍ରସାରଣ ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ପ୍ରଧାନମନ୍ତ୍ରୀ ଆସନ୍ତା ୮ ଜାନୁଆରି ଅପରାହ୍ଣ ୫ଟା ୩୦ ମିନିଟ ସମୟରେ ବିଶାଖାପାଟଣାଠାରେ ପ୍ରାୟ ୨ ଲକ୍ଷ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଓ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । ସେ ମଧ୍ୟ ୯ ଜାନୁଆରି ପୂର୍ବାହ୍ଣ ୧୦ଟା ସମୟରେ ଭୁବନେଶ୍ବରେ ଆୟୋଜିତ ୧୮ତମ ପ୍ରବାସୀ ଭାରତୀୟ ଦିବସ( ପିବିଡି) ସମାରୋହର ଉଦଘାଟନ କରିବେ ।

Congress has always been an anti-middle-class party: PM Modi in Hyderabad

May 10th, 04:00 pm

Addressing his second public meeting, PM Modi highlighted the significance of Hyderabad and the determination of the people of Telangana to choose BJP over other political parties. Hyderabad is special indeed. This venue is even more special, said PM Modi, reminiscing about the pivotal role the city played in igniting hope and change a decade ago.

PM Modi addresses public meetings in Mahabubnagar & Hyderabad, Telangana

May 10th, 03:30 pm

Prime Minister Narendra Modi addressed public meetings in Mahabubnagar & Hyderabad, Telangana, emphasizing the significance of the upcoming elections for the future of the country. Speaking passionately, PM Modi highlighted the contrast between the false promises made by Congress and the concrete guarantees offered by the BJP-led government.

ତେଲେଙ୍ଗାନାର ଆଦିଲାବାଦଠାରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 04th, 11:31 am

ତେଲେଙ୍ଗାନାର ରାଜ୍ୟପାଳ ତାମିଲିସାଇ ସୌନ୍ଦର୍ଯ୍ୟରାଜନ ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀମାନ ରେବନ୍ତ ରେଡ୍ଡୀ ଜୀ, ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଜି କିଶନ ରେଡ୍ଡୀ ଜୀ, ସୋୟମ ବାପୁ ରାଓ ଜୀ, ପି. ଶଙ୍କର ଜୀ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରଲୋକମାନେ!

ତେଲେଙ୍ଗାନାର ଆଦିଲାବାଦ ଠାରେ ୫୬,୦୦୦ କୋଟିରୁ ଅଧିକ ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍‌ଘାଟନ, ଶିଳାନ୍ୟାସ ତଥା ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ

March 04th, 11:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତେଲେଙ୍ଗାନାର ଆଦିଲାବାଦ ଠାରେ ୫୬,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଦ୍ୟୁତ, ରେଳ ଏବଂ ସଡ଼କ କ୍ଷେତ୍ର ସହିତ ଜଡ଼ିତ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ , ଉଦଘାଟନ କରିଛନ୍ତି ତଥା ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।

ବିକଶିତ ଭାରତ ବିକଶିତ ଛତିଶଗଡ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ

February 24th, 12:31 pm

ଛତିଶଗଡର ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାୟ ଜୀ, ଛତିଶଗଡର ମନ୍ତ୍ରୀଗଣ, ଅନ୍ୟ ଜନପ୍ରତିନିଧୀ ଏବଂ ଛତିଶଗଡର କୋଣ ଅନୁକୋଣରେ, ମୋତେ କୁହାଯାଇଛି ଯେ ୯୦ରୁ ଅଧିକ ସ୍ଥାନରେ ହଜାର ହଜାର ଲୋକ ସେଠାରେ ଯୋଡି ହୋଇଛନ୍ତି । କୋଣ ଅନୁକୋଣରୁ ଯୋଡି ହୋଇଥିବା ମୋର ପରିବାରବର୍ଗ ! ସର୍ବପ୍ରଥମେ ତ ମୁଁ ଛତିଶଗଡର ସମସ୍ତ ବିଧାନସଭା ଆସନ ସହିତ ଜଡିତ ଲକ୍ଷ ଲକ୍ଷ ପରିବାରବର୍ଗଙ୍କୁ ଅଭିନନ୍ଦନ ଜଣାଉଛି । ବିଧାନସଭା ନିର୍ବାଚନରେ ଆପଣମାନେ ଆମ ସମସ୍ତଙ୍କୁ ଅନେକ ଆଶୀର୍ବାଦ ଦେଇଛନ୍ତି । ଆଣପଙ୍କ ଏହି ଆଶୀର୍ବାଦର ଫଳ ଏହା ଯେ ଆଜି ଆମେ ବିକଶିତ ଛତିଶଗଡର ସଂକଳ୍ପ ସହିତ ଆପଣଙ୍କ ମଧ୍ୟରେ ଅଛୁ । ବିଜେପି ହିଁ ତିଆରି କରିଛି, ବିଜେପି ହିଁ ସମ୍ଭାଳିବ, ଏକଥା ଆଜି ଏହି ଆୟୋଜନ ଦ୍ୱାରା ଆହୁରି ସ୍ପଷ୍ଟ ହେଉଛି ।

'ବିକଶିତ ଭାରତ ବିକଶିତ ଛତିଶଗଡ଼' କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

February 24th, 12:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ 'ବିକଶିତ ଭାରତ ବିକଶିତ ଛତିଶଗଡ଼' କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ୩୪,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ ଏବଂ ଶିଳାନ୍ୟାସ କରିଥିଲେ । ଏହି ପ୍ରକଳ୍ପଗୁଡ଼ିକ ସଡ଼କ, ରେଳବାଇ, କୋଇଲା, ଶକ୍ତି ଏବଂ ସୌର ଶକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ ସେବା ପ୍ରଦାନ କରିଥାଏ ।

ଫେବୃୟାରୀ ୨୪ ରେ ପ୍ରଧାନମନ୍ତ୍ରୀ 'ବିକଶିତ ଭାରତ ବିକଶିତ ଛତିଶଗଡ଼' କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ

February 22nd, 05:05 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ ୨୪ ତାରିଖ ଦିନ ଅପରାହ୍ନ ୧୨:୩୦ ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ 'ବିକଶିତ ଭାରତ ବିକଶିତ ଛତିଶଗଡ଼' କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ୩୪,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏହି ପ୍ରକଳ୍ପଗୁଡିକ ମଧ୍ୟରେ ସଡ଼କ, ରେଳବାଇ, କୋଇଲା, ଶକ୍ତି ଏବଂ ସୌର ଶକ୍ତି ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ଅନ୍ତଭୁକ୍ତ ।

ଫେବୃଆରୀ ୩-୪ରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଓ ଆସାମ ଗସ୍ତ

February 02nd, 11:07 am

ଫେବ୍ରୁଆରୀ ୩ ତାରିଖ ଅପରାହ୍ନ ପ୍ରାୟ ୨ଟା ୧୫ ମିନିଟରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ସମ୍ବଲପୁରରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ୬୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଏବଂ ଶିଳାନ୍ୟାସ କରିବେ। ଏହାପରେ ପ୍ରଧାନମନ୍ତ୍ରୀ ଆସାମ ଗସ୍ତ କରିବେ। ଫେବ୍ରୁଆରୀ ୪ ତାରିଖ ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ପ୍ରଧାନମନ୍ତ୍ରୀ ଗୌହାଟୀରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ୧୧,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପଦକ୍ଷେପର ଉଦଘାଟନ ଓ ଶିଳାନ୍ୟାସ କରିବେ ।

ନଭେମ୍ବର ୧ ରେ ଭାରତ ଓ ବାଂଲାଦେଶର ପ୍ରଧାନମନ୍ତ୍ରୀ ମିଳିତ ଭାବେ ୩ ଟି ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିବେ

October 31st, 05:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ବାଂଲାଦେଶର ପ୍ରଧାନମନ୍ତ୍ରୀମହାମହିମ ଶେଖ ହସିନା ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧ ନଭେମ୍ବର ୨୦୨୩ପୂର୍ବାହ୍ନ ପ୍ରାୟ ୧୧ଟା ରେ ମିଳିତ ଭାବେ ତିନୋଟି ଭାରତ ଦ୍ବାରା ସହାୟତା କରାଯାଇଥିବା ବିକାଶ ପ୍ରକଳ୍ପର ଉଦଘାଟନ କରିବେ । ଏହି ତିନୋଟି ପ୍ରକଳ୍ପ ହେଉଛିଆଖାଉରା - ଅଗରତାଲା ସୀମାପାର ରେଳ ସଂଯୋଗ; ଖୁଲନା - ମୋଙ୍ଗଲା ବନ୍ଦରରେଳ ଲାଇନ; ଏବଂ ମୈତ୍ରୀ ସୁପର ଥର୍ମାଲ ପାୱାର ପ୍ଲାଣ୍ଟର ୟୁନିଟ୍ - ୨ ।

3 ଅକ୍ଟୋବରରେ ଛତିଶଗଡ ଏବଂ ତେଲେଙ୍ଗାନା ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ

October 02nd, 10:12 am

ପ୍ରାୟ 11 ଟା ସମୟରେ, ବସ୍ତରର ଜଗଦଲପୁରରେ ପହଞ୍ଚି ପ୍ରଧାନମନ୍ତ୍ରୀ ଛତିଶଗଡ଼ରେ 26,000 କୋଟି ଟଙ୍କାରୁ ଅଧିକର ଅନେକ ବିକାଶ ପ୍ରକଳ୍ପର ଶିଳାନ୍ୟାସ କରିବେ। ଏହି ପ୍ରକଳ୍ପରେ ନାଗାର୍ଣ୍ଣରରେ ଥିବା ଏନଏମଡିସି ଷ୍ଟିଲ ଲିମିଟେଡର ଇସ୍ପାତ କାରଖାନା ସମେତ ଏକାଧିକ ବିକାଶମୂଳକ ପ୍ରକଳ୍ପର ମୂଳଦୁଆ ସ୍ଥାପନ କରାଯିବ। ପ୍ରାୟ 3 ଟା ସମୟରେ ପ୍ରଧାନମନ୍ତ୍ରୀ ତେଲେଙ୍ଗାନାର ନିଜାମାବାଦରେ ପହଞ୍ଚିବେ, ଯେଉଁଠାରେ ସେ ଶକ୍ତି, ରେଳ ଏବଂ ସ୍ୱାସ୍ଥ୍ୟ ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ପ୍ରାୟ 8000 କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ମୂଳଦୁଆ ପକାଇବେ ଏବଂ ଦେଶକୁ ଉତ୍ସର୍ଗ କରିବେ।

In a historic initiative, PM to launch Power Sector’s Revamped Distribution Sector Scheme on 30th July

July 29th, 02:22 pm

Prime Minister Shri Narendra Modi will participate in the Grand Finale marking the culmination of ‘Ujjwal Bharat Ujjwal Bhavishya – Power @2047’ on 30th July at 12:30 PM via video conferencing. During the programme, Prime Minister will launch the Revamped Distribution Sector Scheme. He will dedicate and lay the foundation stone of various green energy projects of NTPC. He will also launch the National Solar rooftop portal.

‘Statue of Unity’ is a tribute to the great Sardar Patel, who devoted his energy for India's unity: PM Modi

October 17th, 06:00 pm

Prime Minister Narendra Modi interacted with Bhartiya Janta Party Booth Karyakartas from five Lok Sabha seats, Hoshangabad, Chatra, Pali, Ghazipur and Mumbai (North). He appreciated the hardworking and devoted Karyakartas of the BJP for the party's reach and presence across the country.

Prime Minister Modi interacts with BJP Karyakartas from Five Lok Sabha Seats

October 17th, 06:00 pm

Prime Minister Narendra Modi interacted with Bhartiya Janta Party Booth Karyakartas from five Lok Sabha seats, Hoshangabad, Chatra, Pali, Ghazipur and Mumbai (North). He appreciated the hardworking and devoted Karyakartas of the BJP for the party's reach and presence across the country.

ଝାରସୁଗୁଡ଼ା ବିମାନବନ୍ଦର ଏବଂ ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ରାଷ୍ଟ୍ରକୁ ସମର୍ପିତ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର

September 22nd, 01:26 pm

ଓଡ଼ିଶାର ରାଜ୍ୟପାଳ ଶ୍ରୀମାନ ପ୍ରଫେସର ଗଣେଶୀ ଲାଲ ଜୀ, ରାଜ୍ୟର ମୁଖ୍ୟମନ୍ତ୍ରୀ ଶ୍ରୀମାନ ନବୀନ ବାବୁ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସାଥୀ ଜୁଏଲ ଓରାମ ଜୀ, ଧର୍ମେନ୍ଦ୍ର ପ୍ରଧାନ ଜୀ ଏବଂ ଏଠାରେ ଉପସ୍ଥିତ ସମସ୍ତ ମହାନୁଭବ ।