ଏନ୍. ଟି. ରାମା ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
May 28th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ଏନ୍. ଟି. ରାମା ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ସମାଜ ସେବା ଏବଂ ଗରିବ ତଥା ଦଳିତମାନଙ୍କୁ ସଶକ୍ତ କରିବା ପାଇଁ ତାଙ୍କର ପ୍ରୟାସ ଯୋଗୁଁ ସେ ବ୍ୟାପକ ଭାବରେ ଉଚ୍ଚ ପ୍ରଶଂସିତ।