ନୂଆଁଖାଇ ପର୍ବର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
August 28th, 01:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଁଖାଇ ପର୍ବ ଉପଲକ୍ଷେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ଦେଶର ଭରଣପୋଷଣ ଏବଂ ପ୍ରଗତିର ଆଧାର ଚାଷୀମାନଙ୍କର କଠିନ ପରିଶ୍ରମକୁ ସ୍ୱୀକାର କରି ନୂଆଁଖାଇ ପର୍ବ ଉପଲକ୍ଷେ ପ୍ରଦର୍ଶନ କରାଯାଉଥିବା କୃତଜ୍ଞତା ଏବଂ ଏକତାର ଭାବନା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି ।ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
September 20th, 09:04 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକମାନଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି ।PM greets the people of Odisha on the festival of Nuakhai
September 18th, 09:20 am