Cabinet approves Nutrient Based Subsidy (NBS) rates for Kharif Season, 2026 (from 01.04.2026 to 30.09.2026) on Phosphatic and Potassic (P&K) fertilizers
April 08th, 04:18 pm
The Union Cabinet chaired by PM Modi has approved proposal of the Department of Fertilizers for fixing the Nutrient Based Subsidy (NBS) rates for KHARIF Season, 2026 on Phosphatic and Potassic (P&K) fertilizers. The tentative budgetary requirement for Kharif season 2026 would be around Rs.41,533.81 crore. This will ensure availability of fertilizers to farmers at subsidized, affordable and reasonable prices.2025-26 ଆର୍ଥିକ ବର୍ଷ ଲାଗି ଫସଫେଟ ଓ ପଟାସ ସାର ଉପରେ ପୋଷକ ତତ୍ତ୍ୱ ଆଧାରିତ ସବସିଡିକୁ କ୍ୟାବିନେଟ୍ ମଞ୍ଜୁରି
October 28th, 03:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ଫସଫେଟ ଏବଂ ପଟାସ (ପିଆଣ୍ଡକେ) ସାର ଉପରେ ପୋଷକ ତତ୍ତ୍ୱ ଆଧାରିତ ସବସିଡି (ଏନବିଏସ) ଦର ସ୍ଥିର କରିବା ଲାଗି ସାର ବିଭାଗର ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ରବି ଋତୁ 2025-26 (01.10.2025 ରୁ 31.03.2026) ପାଇଁ ଏହି ସବସିଡି ଲାଗୁ ହେବ। ରବି ଋତୁ 2025-26 ପାଇଁ ଅସ୍ଥାୟୀ ବଜେଟ୍ ଆବଶ୍ୟକତା ପାଖାପାଖି 37,952.29 କୋଟି ଟଙ୍କା ହେବ। । ଏହା ଖରିଫ ଋତୁ 2025 ପାଇଁ ବଜେଟ ଆବଶ୍ୟକତା ଠାରୁ 736 କୋଟି ଟଙ୍କା ଅଧିକ।ଫସଫେଟିକ ଏବଂ ପୋଟାସିକ (ପିଏଣ୍ଡକେ) ସାର ଉପରେ ପୋଷକ ତତ୍ତ୍ୱ ଆଧାରିତ ସବସିଡି (ଏନବିଏସ) ଦରକୁ କ୍ୟାବିନେଟ ମଞ୍ଜୁରି
March 28th, 04:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଖରିଫ ଋତୁ, ୨୦୨୫ (୦୧.୦୪.୨୦୨୫ରୁ ୩୦.୦୯.୨୦୨୫) ପାଇଁ ଫସଫେଟିକ୍ ଏବଂ ପୋଟାସିକ୍ (ପିଏଣ୍ଡକେ) ସାର ଉପରେ ପୁଷ୍ଟିକର ଆଧାରିତ ସବସିଡି (ଏନବିଏସ) ହାର ସ୍ଥିର କରିବା ପାଇଁ ସାର ବିଭାଗର ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।ଫସଫେଟିକ୍ ଏବଂ ପୋଟାସିକ୍ (ପିଆଣ୍ଡକେ) ସାର ଉପରେ ରବି ଋତୁ, ୨୦୨୪ (୦୧.୧୦.୨୦୨୪ରୁ ୩୧.୦୩.୨୦୨୫ ପର୍ଯ୍ୟନ୍ତ) ପାଇଁ ପୋଷକ ତତ୍ତ୍ୱ ଭିତ୍ତିକ ସବସିଡି (ଏନବିଏସ) ଦରକୁ କ୍ୟାବିନେଟ୍ ଅନୁମୋଦନ କରିଛି
September 18th, 03:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଫସଫେଟିକ୍ ଏବଂ ପୋଟାସିକ୍ (ପିଆଣ୍ଡକେ ) ସାର ଉପରେ ରବି ଋତୁ, ୨୦୨୪ (୦୧.୧୦.୨୦୨୪ରୁ ୩୧.୦୩.୨୦୨୫) ପାଇଁ ପୋଷକ ତତ୍ତ୍ୱ ଭିତ୍ତିକ ସବସିଡି (ଏନବିଏସ) ହାର ନିର୍ଦ୍ଧାରଣ କରିବା ପାଇଁ ରାସାୟନିକ ଏବଂ ସାର ମନ୍ତ୍ରଣାଳୟର ପ୍ରସ୍ତାବକୁ ଅନୁମୋଦନ ମିଳିଛି ।ରବି ଋତୁ, ୨୦୨୩-୨୪ (୦୧.୧୦.୨୦୨୩ରୁ ୩୧.୦୩.୨୦୨୪ ପର୍ଯ୍ୟନ୍ତ) ପାଇଁ ଫସଫେଟ ଏବଂ ପଟାସ (ପିଆଣ୍ଡକେ) ସାର ଉପରେ ପୋଷକ ତତ୍ତ୍ୱ ଭିତ୍ତିକ ସବସିଡି (ଏନବିଏସ) ହାରକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍
October 25th, 03:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଫସଫେଟ ଏବଂ ପଟାସ (ପିଆଣ୍ଡକେ) ସାର ଉପରେ ରବି ଋତୁ ୨୦୨୩-୨୪ (୦୧.୧୦.୨୦୨୩ରୁ ୩୧.୦୩.୨୦୨୪) ପାଇଁ ପୋଷକ ତତ୍ତ୍ୱ ଭିତ୍ତିକ ସବସିଡି (ଏନବିଏସ) ହାର ନିର୍ଦ୍ଧାରଣ କରିବା ପାଇଁ ସାର ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିଛି ।