ଭାରତର ମୁଖ୍ୟ ବିଚାରପତି ଭାବରେ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
November 24th, 11:37 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ମୁଖ୍ୟ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲେ ।ବିହାରର ନୂତନ ଶପଥ ନେଇଥିବା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
November 20th, 01:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ନୀତିଶ କୁମାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି ଯେ, ଶ୍ରୀ ନୀତିଶ କୁମାର ଜଣେ ଅଭିଜ୍ଞ ପ୍ରଶାସକ ଯାହାଙ୍କର ବହୁ ବର୍ଷ ଧରି ସୁଶାସନର ପ୍ରମାଣିତ ରେକର୍ଡ ରହିଛି । ତାଙ୍କର ଆଗାମୀ କାର୍ଯ୍ୟକାଳ ପାଇଁ ତାଙ୍କୁ ଶୁଭକାମନା ।ଦେଶର ଉପରାଷ୍ଟ୍ରପତି ରୂପେ ଥିରୁ ସିପି ରାଧାକୃଷ୍ଣନଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
September 12th, 12:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶର ପଞ୍ଚଦଶ ଉପରାଷ୍ଟ୍ରପତି ରୂପେ ଥିରୁ ସିପି ରାଧାକୃଷ୍ଣନଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇଛନ୍ତି। ଶ୍ରୀ ମୋଦୀ ଜନସାଧାରଣଙ୍କ ସେବା ପ୍ରତି ସମର୍ପିତ ଏକ ସଫଳ ଉପରାଷ୍ଟ୍ରପତି କାର୍ଯ୍ୟକାଳ ପାଇଁ ଶ୍ରୀ ରାଧାକୃଷ୍ଣନଙ୍କୁ ଶୁଭକାମନା ଜଣାଇଛନ୍ତି।PM Modi attends the swearing in ceremony of Justice Bhushan Ramkrishna Gavai as the Chief Justice of the Supreme Court
May 14th, 02:32 pm
PM Modi attended the swearing-in ceremony of Justice Bhushan Ramkrishna Gavai as the Chief Justice of the Supreme Court of India today.ଦିଲ୍ଲୀ ସରକାରରେ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ପରବେଶ ସାହିବ ସିଂହ, ଶ୍ରୀ ଆଶିଷ ସୁଦ, ସର୍ଦ୍ଦାର ମନଜିନ୍ଦର ସିଂ ସିର୍ସା, ଶ୍ରୀ ରବିନ୍ଦର ଇନ୍ଦ୍ରାଜ ସିଂହ, ଶ୍ରୀ କପିଲ ମିଶ୍ର ଏବଂ ଶ୍ରୀ ପଙ୍କଜ କୁମାର ସିଂହଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
February 20th, 01:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀ ସରକାରରେ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ପରବେଶ ସାହିବ ସିଂହ, ଶ୍ରୀ ଆଶିଷ ସୁଦ, ସର୍ଦ୍ଦାର ମନଜିନ୍ଦର ସିଂ ସିର୍ସା, ଶ୍ରୀ ରବିନ୍ଦର ଇନ୍ଦ୍ରାଜ ସିଂହ, ଶ୍ରୀ କପିଲ ମିଶ୍ର ଏବଂ ଶ୍ରୀ ପଙ୍କଜ କୁମାର ସିଂହଙ୍କୁ ଅଭିନନ୍ଦନ ଜଣାଇବା ସହ ଶୁଭେଚ୍ଛା ଜ୍ଞାପନ କରିଛନ୍ତି ।ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀମତୀ ରେଖା ଗୁପ୍ତାଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
February 20th, 01:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେଶପଥ ଗ୍ରହଣ କରିଥିବାରୁ ଶ୍ରୀମତୀ ରେଖା ଗୁପ୍ତାଙ୍କୁ ଅଭିନନ୍ଦନଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ସେ ତୃଣମୂଳ ସ୍ତରରୁଉଠିଛନ୍ତି, କ୍ୟାମ୍ପସ ରାଜନୀତି, ରାଜ୍ୟ ସଙ୍ଗଠନ, ପୌରପାଳିକା ପ୍ରଶାସନ, ବିଧାୟକ ଭାବେ ସକ୍ରିୟ ରହିବାପରେ ଏବେ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ।ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
December 05th, 08:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଏକନାଥ ସିନ୍ଦେ ଏବଂ ଶ୍ରୀ ଅଜିତ ପାୱାରଙ୍କୁ ମଧ୍ୟ ସେ ଅଭିନନ୍ଦନ ଜଣାଇଛନ୍ତି । ମହାରାଷ୍ଟ୍ରର ବିକାଶ ପାଇଁ କେନ୍ଦ୍ର ପକ୍ଷରୁ ସବୁ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ଶ୍ରୀ ମୋଦୀ ପ୍ରତିଶ୍ରୁତି ଦେଇଛନ୍ତି ।ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବାରୁ ହେମନ୍ତ ସୋରେନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
November 28th, 07:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବାରୁ ଶ୍ରୀ ହେମନ୍ତ ସୋରେନ୍ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।PM Modi conveys best wishes to Justice Sanjiv Khanna on taking oath as Chief Justice of Supreme Court of India
November 11th, 01:34 pm
The Prime Minister, Shri Narendra Modi has conveyed his best wishes to Justice Sanjiv Khanna on taking oath as Chief Justice of Supreme Court of India.ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବାରୁ ନାୟବ ସିଂହ ସୈନିଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
October 17th, 03:48 pm
ହରିୟାଣାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ନାୟବ ସିଂ ସୈନିଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ଜମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଓମର ଅବଦୁଲ୍ଲାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା
October 16th, 01:58 pm
ଜମ୍ମୁ-କାଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିଥିବାରୁ ଓମର ଅବଦୁଲ୍ଲାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।୧୮ତମ ଲୋକସଭା ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
June 24th, 11:44 am
ସଂସଦୀୟ ଗଣତନ୍ତ୍ର ପାଇଁ ଆଜିର ଦିନ ଏକ ଗୌରବର ଦିନ, ବୈରବର ଦିନ । ସ୍ୱାଧୀନତା ପରେ ପ୍ରଥମ ଥର ପାଇଁ ଆମ ନୂଆ ସଂସଦରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେଉଛି । ବର୍ତ୍ତମାନ ପର୍ଯ୍ୟନ୍ତ ପୁରୁଣା ଗୃହରେ ଏହି ପ୍ରକ୍ରିୟା ଚାଲିଥିଲା। ଏହି ଗୁରୁତ୍ୱପୂର୍ଣ୍ଣ ଦିନରେ ମୁଁ ସମସ୍ତ ନବନିର୍ବାଚିତ ସାଂସଦଙ୍କୁ ସ୍ୱାଗତ କରୁଛି, ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା ଜଣାଉଛି।୧୮ତମ ଲୋକସଭାର ପ୍ରଥମ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
June 24th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି ।ସଂସଦରେ ଅଷ୍ଟାଦଶ ଲୋକସଭାର ସଦସ୍ୟ ଭାବେ ଶପଥ ନେଲେ ପ୍ରଧାନମନ୍ତ୍ରୀ
June 24th, 11:20 am
ଅଷ୍ଟାଦଶ ଲୋକସଭା ପାଇଁ ସଂସଦର ସଦସ୍ୟ ଭାବେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶପଥ ଗ୍ରହଣ କରିଛନ୍ତି ।ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବାରୁ ପେମା ଖାଣ୍ଡୁଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
June 13th, 01:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ପେମା ଖାଣ୍ଡୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଓଡ଼ିଶାରେ ଶପଥ ଗ୍ରହଣ ସମାରୋହର କିଛି ଦୃଶ୍ୟକୁ ନେଇ ଭିଡିଓ ଶେୟାର କଲେ ପ୍ରଧାନମନ୍ତ୍ରୀ
June 12th, 11:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାରେ ଐତିହାସିକ ଶପଥ ଗ୍ରହଣ ସମାରୋହର କିଛି ଦୃଶ୍ୟକୁ ନେଇ ଏକ ଭିଡିଓ ଶେୟାର କରିଛନ୍ତି ।ନୂଆ ଓଡ଼ିଶା ସରକାରଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
June 12th, 09:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଶ୍ରୀ ମୋହନ ଚରଣ ମାଝୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ଶୁଭକାମନା ଜ୍ଞାପନ କରିଛନ୍ତି ।ଆନ୍ଧ୍ରପ୍ରଦେଶର ନୂତନ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
June 12th, 02:17 pm
ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଏନ୍ ଚନ୍ଦ୍ରବାବୁ ନାଇଡୁଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ସିକିମ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ପ୍ରେମ ସିଂ ତମାଙ୍ଗଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
June 10th, 10:06 pm
ସିକିମ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ପ୍ରେମ ସିଂ ତମାଙ୍ଗଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ଶ୍ରୀ ନରେନ୍ଦ୍ର ମୋଦୀ
June 09th, 11:55 pm
ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ କ୍ରମାଗତ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀଙ୍କୁ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସହଯୋଗୀମାନଙ୍କୁ ଶପଥ ପାଠ କରାଇଥିଲେ ।