ଏଆଇ ସଫଳତା ଠାରୁ ଆରମ୍ଭ କରି ଟି-20 ବିଶ୍ୱକପ୍ ପର୍ଯ୍ୟନ୍ତ, ପ୍ରଧାନମନ୍ତ୍ରୀ ମୋଦୀ ମନ କି ବାତରେ ଭାରତର ଉତ୍ଥାନକୁ ଦର୍ଶାଇଛନ୍ତି

February 22nd, 11:30 am

ଚଳିତ ମାସର 'ମନ୍ କି ବାତ୍'ରେ ପ୍ରଧାନମନ୍ତ୍ରୀ ମୋଦୀ ଦିଲ୍ଲୀରେ ଆୟୋଜିତ ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ନିଜର ଅନୁଭୂତି ବିଷୟରେ କହିଥିଲେ। ସେ ଭାରତୀୟ ବଂଶୋଦ୍ଭବ କ୍ରିକେଟର, ଅଙ୍ଗଦାନ, ନଦୀ ମହୋତ୍ସବ, ଡିଜିଟାଲ ସୁରକ୍ଷା, ପରୀକ୍ଷା ପେ ଚର୍ଚ୍ଚା ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋକପାତ କରିଥିଲେ । ସେ ଦର୍ଶାଇଛନ୍ତି ଯେ 23 ଫେବୃଆରୀରେ ରାଷ୍ଟ୍ରପତି ଭବନରେ 'ରାଜାଜୀ ଉତ୍ସବ' ପାଳନ କରାଯିବ । ପ୍ରଧାନମନ୍ତ୍ରୀ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତା ଜୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ନାରୀ ଶକ୍ତି ସହ ତାଙ୍କର ଗଭୀର ସମ୍ପର୍କ ବିଷୟରେ ଉଲ୍ଲେଖ କରିଛନ୍ତି ।

The greatest pride of my life is that I am a karyakarta of the Bharatiya Janata Party: PM Modi at BJP HQ

January 20th, 11:16 am

Prime Minister Narendra Modi today addressed party leaders and karyakartas during the felicitation ceremony of the newly elected BJP President, Nitin Nabin, at the party headquarters in New Delhi. Congratulating Nitin Nabin, the Prime Minister said, “The organisational election process reflects the BJP’s commitment to internal democracy, discipline and a karyakarta-centric culture. I congratulate karyakartas across the country for strengthening this democratic exercise.”

PM Modi addresses BJP karyakartas at felicitation of New Party President

January 20th, 11:15 am

Prime Minister Narendra Modi today addressed party leaders and karyakartas during the felicitation ceremony of the newly elected BJP President, Nitin Nabin, at the party headquarters in New Delhi. Congratulating Nitin Nabin, the Prime Minister said, “The organisational election process reflects the BJP’s commitment to internal democracy, discipline and a karyakarta-centric culture. I congratulate karyakartas across the country for strengthening this democratic exercise.”

The jungle raj of the RJD pushed Bihar back for decades: PM Modi in Muzaffarpur

May 13th, 10:51 am

In his second rally of the day in Muzaffarpur, PM Modi remarked, “This is a country's election, a choice to elect the country's leadership. The country does not want a weak, cowardly, and unstable government like the Congress. You can imagine... these are such frightened people, even in their dreams, they see Pakistan's nuclear bombs coming. Congress leaders, and leaders of the 'INDI Alliance,' what kind of statements are they making? Saying that Pakistan hasn't worn bangles. Someone is giving Pakistan a clean chit in the Mumbai attacks. Someone is questioning surgical and air strikes... Leftists even want to eliminate India's nuclear weapons altogether. Can such selfish people make tough decisions for national security? Can such parties build a strong India?”

PM Modi energizes crowds in Hajipur, Muzaffarpur and Saran, Bihar, with his powerful words

May 13th, 10:30 am

Hajipur, Muzaffarpur and Saran welcomed Prime Minister Narendra Modi with great enthusiasm, today. Addressing the massive gathering in Bihar, PM Modi emphasized BJP’s unwavering dedication to building a Viksit Bharat and Viksit Bihar. He assured equal participation in decision-making for all.

ମନ୍ କୀ ବାତ୍: 'ମେରା ପେହଲା ଭୋଟ୍ - ଦେଶ କେ ଲିଏ'... ପ୍ରଥମ ଥର ମତଦାତାଙ୍କୁ ନିଜର ମତାଧିକାର ସାବ୍ୟସ୍ତ କରିବାକୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦୀ

February 25th, 11:00 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ର ୧୧୦ତମ ଅଧ୍ୟାୟକୁ ଆପଣମାନଙ୍କୁ ସ୍ୱାଗତ । ପ୍ରତିଥର ପରି ଏଥର ମଧ୍ୟ ଆମକୁ ଆପଣଙ୍କ ବହୁତଗୁଡ଼ିଏ ପ୍ରସ୍ତାବ, ପରାମର୍ଶ ଏବଂ ମତାମତ ମିଳିଛି ଆଉ ପ୍ରତିଥର ପରି ଏହି ଅଧ୍ୟାୟରେ ମଧ୍ୟ ସେଗୁଡ଼ିକରୁ କେଉଁ କେଉଁ ବିଷୟକୁ ସାମିଲ୍ କରାଯିବ ତାହା ଆହ୍ୱାନ ସୃଷ୍ଟି କରିଛି । ମୋତେ ସକାରାତ୍ମକତାରେ ଭରପୂର ଏକରୁ ବଳି ଅନେକ ଇନପୁଟ୍ ମିଳିଛି । ଏସବୁରେ ଏଭଳି ଅନେକ ଦେଶବାସୀଙ୍କ ବିଷୟରେ ଉଲ୍ଲେଖ ରହିଛି, ଯେଉଁମାନେ ଅନ୍ୟମାନଙ୍କ ପାଇଁ ଆଶାର କିରଣ ସଦୃଶ ସେମାନଙ୍କ ଜୀବନକୁ ଉନ୍ନତ କରିବାରେ ଲାଗିଛନ୍ତି ।

21st century is about fulfilling every Indian's aspirations: PM Modi in Lok Sabha

August 10th, 04:30 pm

PM Modi replied to the Motion of No Confidence in Lok Sabha. PM Modi said that it would have been better if the opposition had participated with due seriousness since the beginning of the session. He mentioned that important legislations were passed in the past few days and they should have been discussed by the opposition who gave preference to politics over these key legislations.

ଲୋକସଭାରେ ଅନାସ୍ଥା ପ୍ରସ୍ତାବର ଉତ୍ତର ଦେଲେ ପ୍ରଧାନମନ୍ତ୍ରୀ

August 10th, 04:00 pm

ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ବାରମ୍ବାର ସରକାରଙ୍କ ଉପରେ ଆସ୍ଥା ପ୍ରକଟ କରିଥିବାରୁ ସେ ଭାରତର ପ୍ରତ୍ୟେକ ନାଗରିକଙ୍କ ପ୍ରତି ଅତ୍ୟନ୍ତ କୃତଜ୍ଞତା ଜ୍ଞାପନ କରିବାକୁ ଆସିଛନ୍ତି । ପୂର୍ବ ଥରର ଅନାସ୍ଥା ପ୍ରସ୍ତାବ ବିଷୟରେ ସ୍ମରଣ କରାଇ ସେ କହିଥିଲେ, ଏହା ସରକାରଙ୍କ ପାଇଁ ଫ୍ଲୋର ଟେଷ୍ଟ ନୁହେଁ ବରଂ ୨୦୧୮ରେ ଅନାସ୍ଥା ପ୍ରସ୍ତାବ ଆଣିଥିବା ବିରୋଧୀଙ୍କ ପାଇଁ ଏକ ଫ୍ଲୋର ଟେଷ୍ଟ । ଉଭୟ ଏନଡିଏ ଓ ବିଜେପି ଅଧିକ ଆସନରେ ବିଜୟୀ ହୋଇଛନ୍ତି ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ, ଯେତେବେଳେ ଆମେ ୨୦୧୯ରେ ନିର୍ବାଚନ ଲଢ଼ିଥିଲୁ, ଲୋକମାନେ ସେମାନଙ୍କ ଉପରେ ଅଧିକ ଦୃଢ଼ତାର ସହିତ ଆସ୍ଥା ପ୍ରକଟ କରିଥିଲେ। ଏକ ପ୍ରକାରରେ ବିରୋଧୀ ଆଣିଥିବା ଅନାସ୍ଥା ପ୍ରସ୍ତାବ ସରକାରଙ୍କ ପାଇଁ ଶୁଭ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ଲୋକଙ୍କ ଆଶୀର୍ବାଦ ରେ ଏନଡିଏ ଓ ବିଜେପି ୨୦୨୪ରେ ସମସ୍ତ ରେକର୍ଡ ଭାଙ୍ଗି ବିଜୟୀ ହେବେ ବୋଲି ସେ ବିଶ୍ୱାସ ବ୍ୟକ୍ତ କରିଥିଲେ ।

ରଥଯାତ୍ରା ଅବସରରେ ସଭିଁଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

June 20th, 08:58 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍‌'

June 18th, 11:30 am

ନମସ୍କାର । ‘ମନ୍ କି ବାତ୍‌’ ରେ ପୁଣି ଥରେ ଆପଣମାନଙ୍କୁ ସ୍ୱାଗତ । ‘ମନ୍ କି ବାତ୍‌’ ପ୍ରାୟତଃ ପ୍ରତି ମାସର ଶେଷ ରବିବାର ଦିନ ହୋଇଥାଏ, କିନ୍ତୁ ଏଥର ଗୋଟିଏ ସପ୍ତାହ ପୂର୍ବରୁ ହେଉଛି । ଆପଣମାନେ ତ ଜାଣିଛନ୍ତି, ଆସନ୍ତା ସପ୍ତାହରେ ମୁଁ ଆମେରିକାରେ ଥିବି ଆଉ ସେଠାରେ ଅନେକ କାର୍ଯ୍ୟବ୍ୟସ୍ତତା ମଧ୍ୟ ରହିବ । ତେଣୁ, ମୁଁ ଭାବିଲି ଯେ ସେଠାକୁ ଯିବା ଆଗରୁ ହିଁ ଆପଣମାନଙ୍କ ସହିତ କଥା ହେବି, ତା’ଠୁ ଭଲ ଆଉ କ’ଣ ହୋଇପାରେ? ଜନତା ଜନାର୍ଦ୍ଦନଙ୍କ ଆଶୀର୍ବାଦ, ଆପଣଙ୍କ ପ୍ରେରଣା ଯୋଗୁଁ ମୋ’ର ଶକ୍ତି ମଧ୍ୟ ବୃଦ୍ଧି ପାଇଚାଲିବ।

ସୀମାବର୍ତ୍ତୀ ଗ୍ରାମ ପରିଦର୍ଶନ କରିବାକୁ ଯୁବପିଢ଼ିଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

April 11th, 02:41 pm

ଶ୍ରୀ ମୋଦୀ କହିଛନ୍ତି ଯେ ଏହା ଆମ ଯୁବପିଢ଼ିଙ୍କୁ ବିଭିନ୍ନ ସଂସ୍କୃତି ସହ ପରିଚିତ କରାଇବ ଏବଂ ସେମାନଙ୍କୁ ସୀମାବର୍ତ୍ତୀ କ୍ଷେତ୍ରରେ ରହୁଥିବା ଲୋକମାନଙ୍କ ଆତିଥେୟକୁ ଅନୁଭବ କରିବାର ସୁଯୋଗ ମିଳିବ।

ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

April 01st, 09:16 am

“ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର । ଓଡ଼ିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି ।”

Connectivity has the power to eradicate any form of regional discrimination: PM Modi

September 22nd, 02:25 pm

Prime Minister Shri Narendra Modi today addressed a public meeting in Jharsuguda in Odisha. At the event, PM Modi said, “I was blessed to get the opportunity to launch the Jharsuguda Airport and dedicate the Garjanbahal coal mines to the nation.”

ପ୍ରଧାନମନ୍ତ୍ରୀ ମୋଦୀ ଓଡ଼ିଶାର ଝାରସୁଗୁଡ଼ାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି

September 22nd, 02:25 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଝାରସୁଗୁଡ଼ାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ,''ମତେ ଝାରସୁଗୁଡ଼ା ବିମାନବନ୍ଦରର ଉଦ୍ଘାଟନ ଏବଂ ଗର୍ଜନବାହାଲ କୋଇଲା ଖଣିକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବାର ସୁଯୋଗ ମିଳିଛି ।''

ଝାରସୁଗୁଡ଼ା ବିମାନବନ୍ଦର ଏବଂ ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ରାଷ୍ଟ୍ରକୁ ସମର୍ପିତ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର

September 22nd, 01:26 pm

ଓଡ଼ିଶାର ରାଜ୍ୟପାଳ ଶ୍ରୀମାନ ପ୍ରଫେସର ଗଣେଶୀ ଲାଲ ଜୀ, ରାଜ୍ୟର ମୁଖ୍ୟମନ୍ତ୍ରୀ ଶ୍ରୀମାନ ନବୀନ ବାବୁ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସାଥୀ ଜୁଏଲ ଓରାମ ଜୀ, ଧର୍ମେନ୍ଦ୍ର ପ୍ରଧାନ ଜୀ ଏବଂ ଏଠାରେ ଉପସ୍ଥିତ ସମସ୍ତ ମହାନୁଭବ ।

ଓଡିଶାରେ ପ୍ରଧାନମନ୍ତ୍ରୀ: ତାଳଚେର ସାର କାରଖାନାର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ, ଝାରସୁଗୁଡା ବିମାନବନ୍ଦର ଉଦଘାଟିତ

September 22nd, 01:12 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡିଶା ଗସ୍ତ କରିଥିଲେ । ତାଳଚେରଠାରେ ସେ ଫଳକ ଉନ୍ମୋଚନ ପୂର୍ବକ ତାଳଚେର ସାର କାରଖାନାର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ ।

Our government is making sure that whatever money is allotted, all of it reaches the people: PM Modi

September 22nd, 11:18 am

Addressing a public rally in Talcher, Odisha, Prime Minister Narendra Modi today said that you have broken all records of previous rallies. This huge crowd portrays the sentiments of the people of Odisha.

PM Modi addresses a public meeting in Talcher, Odisha

September 22nd, 11:18 am

Addressing a public rally in Talcher, Odisha, Prime Minister Narendra Modi today said that you have broken all records of previous rallies. This huge crowd portrays the sentiments of the people of Odisha.

ଭୁବନେଶ୍ୱର,ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭବ୍ୟ ସ୍ୱାଗତ

April 15th, 10:16 pm

ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀର ଦୁଇ ଦିବସୀୟ ବୈଠକରେ ଯୋଗଦେବା ପାଇଁ ଭୁବନେଶ୍ୱର ପହଞ୍ଚିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଉତ୍ସାହର ସହିତ ଜନତା ସ୍ୱାଗତ କରିଛନ୍ତି ।ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗୋଟିଏ ଝଲକ ପାଇବା ପାଇଁ ଲୋକଙ୍କ ମଧ୍ୟରେ ଭାରି ଉତ୍ସାହ ଦେଖାଯାଇଥିଲା ।

Narendra Modi addresses rally in Odisha, assures of the empowerment of the poor under BJP

April 11th, 04:04 pm

Narendra Modi addresses rally in Odisha, assures of the empowerment of the poor under BJP