Cabinet approves two multitracking projects covering Four Districts across Odisha and Jharkhand, increasing the existing network of Indian Railways by about 145 Kms
July 15th, 04:35 pm
The Cabinet Committee on Economic Affairs, chaired by PM Modi, today approved two railway projects worth Rs. 3,907 crore, covering four districts across the states of Odisha and Jharkhand. The projects, in line with the PM's vision of a New India to make the people of the region Atmanirbhar, will provide seamless connectivity for the movement of people, goods and services. They will also improve rail connectivity to several prominent tourist destinations across the country.Prime Minister visits Pahadpur village in Odisha with President of India, Smt. Droupadi Murmu on her birthday
June 20th, 08:58 pm
The Prime Minister, Shri Narendra Modi, said that he was honoured to be in Pahadpur village in Odisha with President of India, Smt. Droupadi Murmu on her birthday.Prime Minister offers prayers at Gosani Peeth in Pahadpur village with President Droupadi Murmu
June 20th, 08:54 pm
The Prime Minister, Shri Narendra Modi, said that he and President of India, Smt. Droupadi Murmu offered prayers at Gosani Peeth in Pahadpur village.ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସହ ପାହାଡପୁର ଗାଁର ସାନ୍ତାଳୀ ଜାହେରା ଏବଂ ଜାହେରା ଠାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
June 20th, 08:51 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସହ ପାହାଡପୁର ଗାଁର ସାନ୍ତାଳୀ ଜାହେରା ଏବଂ ଜାହେରାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।Prime Minister visits Skilling Centre in Pahadpur village, lauds focus on skill development
June 20th, 08:49 pm
The Prime Minister, Shri Narendra Modi, visited a Skilling Centre in Pahadpur village.Prime Minister pays floral tributes at Samadhi Sthal of members of President Droupadi Murmu’s family in Pahadpur
June 20th, 08:47 pm
The Prime Minister, Shri Narendra Modi, paid floral tributes at the Samadhi Sthal of Late Shri Shyam Charan Murmu, Late Shri Lakhan Murmu and Late Shri Sipun Murmu at the school campus in Pahadpur.ପାହାଡପୁର ଗାଁର ବିଦ୍ୟାଳୟ ପରିଦର୍ଶନ ସହିତ ଶିକ୍ଷା ଭିତ୍ତିଭୂମିର ଉନ୍ନତି ପାଇଁ ପ୍ରୟାସ ଉପରେ ଆଲୋକପାତ କରିଛନ୍ତି ପ୍ରଧାନମନ୍ତ୍ରୀ
June 20th, 08:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ପାହାଡପୁର ଗାଁର ଏକ ବିଦ୍ୟାଳୟ ପରିଦର୍ଶନ କରି ସେ ଆନନ୍ଦିତ।ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 20th, 01:10 pm
ଆମ ଓଡ଼ିଶାରେ ଏବେ ଉତ୍ସବର ଆନନ୍ଦ ଚାଲିଛି। ଏଠାକାର ଗଣପର୍ବ ‘ରଜ’ ଗତ ସପ୍ତାହରେ ହିଁ ବେଶ୍ ଧୂମଧାମରେ ପାଳିତ ହୋଇଯାଇଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପ୍ରସ୍ତୁତି ମଧ୍ୟ ଜୋରସୋରରେ ଚାଲିଛି। ମୟୂରଭଞ୍ଜର ବାରିପଦା ମଧ୍ୟ ରଥଯାତ୍ରାକୁ ନେଇ ଉତ୍ସାହର ପରିବେଶ ଜମୁଛି। ଏବଂ, ଏସବୁ ଭିତରେ ଗଣତନ୍ତ୍ରର ବିକାଶର ଉତ୍ସବ ମଧ୍ୟ ଚାଲିଛି। ଓଡ଼ିଶାର ବିଜେପି ସରକାର ନିଜର ୨ ବର୍ଷ ମଧ୍ୟ ପୂର୍ଣ୍ଣ କରିଛନ୍ତି। ଏହି ଅବସରରେ ଆପଣମାନଙ୍କ ଗହଣକୁ ଆସିବା, ମୟୂରଭଞ୍ଜ ଆସିବାର ଏହି ସୌଭାଗ୍ୟ ଏବଂ ଏତେ ବଡ଼ ସଂଖ୍ୟାରେ ଆପଣମାନଙ୍କ ଉପସ୍ଥିତି, ମୋ ପାଇଁ ଅତ୍ୟନ୍ତ ସ୍ୱତନ୍ତ୍ର। ଆପଣମାନଙ୍କର ଏହି ଆପଣାପଣ ମୋତେ ବାରମ୍ବାର ଏଠାକୁ ଟାଣି ଆଣେ। ମୁଁ ଆପଣ ସମସ୍ତଙ୍କୁ ହୃଦୟରୁ ବହୁତ ବହୁତ ଅଭିନନ୍ଦନ ଜଣାଉଛି। ଏବଂ ଓଡ଼ିଶାର ଜନସାଧାରଣଙ୍କୁ ଡବଲ୍ ଇଞ୍ଜିନ ସରକାରରେ ବିକାଶ ଯାତ୍ରାର ମଧ୍ୟ ବଧେଇ ଜଣାଉଛି, ଶୁଭକାମନା ଜଣାଉଛି। ଏଥିସହିତ, ଏହି ଅବସରରେ ମୁଁ ପଣ୍ଡିତ ରଘୁନାଥ ମୁର୍ମୁ, ଡକ୍ଟର ଦମୟନ୍ତୀ ବେଶ୍ରା ଏବଂ ଶ୍ରୀ ଚରଣ ହେମ୍ବ୍ରମଙ୍କ ଭଳି ମହାନ ବ୍ୟକ୍ତିତ୍ୱମାନଙ୍କୁ ମଧ୍ୟ ପ୍ରଣାମ କରୁଛି। ଶ୍ରୀ ରଘୁନାଥ ମୁର୍ମୁ ସନ୍ଥାଳୀ ଭାଷା ପାଇଁ ‘ଅଲ୍ ଚିକି’ ଲିପିର ସୃଷ୍ଟି କରିଥିଲେ। ଆମ ସରକାର ସନ୍ଥାଳୀ ଭାଷାରେ ଭାରତର ସମ୍ବିଧାନକୁ ପ୍ରସ୍ତୁତ କରିଛନ୍ତି। ଓଡ଼ିଶାର ସନ୍ତାନମାନଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି। ବିଗତ ୨ ବର୍ଷ ମଧ୍ୟରେ ଓଡ଼ିଶା ସରକାର ମଧ୍ୟ ଏହି ସମସ୍ତ ମହାନୁଭବଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ଦିନରାତି ପରିଶ୍ରମ କରୁଛନ୍ତି।ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
June 20th, 01:00 pm
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୟୂରଭଞ୍ଜ ଜିଲ୍ଲାର ପାହାଡପୁର ଗ୍ରାମ ଗସ୍ତ କରିଛନ୍ତି। ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ପବିତ୍ର ସାନ୍ତାଳୀ ଜାହେର ଏବଂ ହୋ ଜାହେରରେ ପୂଜାର୍ଚ୍ଚନା କରିଛନ୍ତି । ସେମାନେ ମଧ୍ୟ ପାହାଡ଼ପୁରଠାରେ ଦକ୍ଷତା କେନ୍ଦ୍ର ଏବଂ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି । ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂରଣ ଅବସରରେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମର ବିଷୟବସ୍ତୁ ଥିଲା- ‘ବିକାଶ ର ଧାରା, ଓଡ଼ିଶା ସାରା’। ଏହି କାର୍ଯ୍ୟକ୍ରମରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
June 20th, 08:32 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି।ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ
June 19th, 11:53 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି, ୨୦ ଜୁନ୍ ୨୦୨୬ରେ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ଉପସ୍ଥିତ ରହିବେ ଯାହା ରାଜ୍ୟ ପାଇଁ ଏକ ବିରଳ ତଥା ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ ହେବ ।ରଜ ପର୍ବ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
June 15th, 03:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରଜ ପର୍ବ ଅବସରରେ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।Cabinet approves a highway construction project in Odisha worth Rs.8300.79 crore
June 03rd, 03:10 pm
Under PM Modi’s leadership, the Cabinet approved an ₹8,300 crore coastal highway project in Odisha connecting Rameshwar to Paradeep across 160 km. The project will boost connectivity, reduce travel time by nearly 2.5 hours, strengthen logistics under PM GatiShakti and promote regional economic growth while lowering fuel consumption and carbon emissions.ପ୍ରଧାନମନ୍ତ୍ରୀ ମୋଦୀ ଗ୍ରୀଷ୍ମ ଗରମକୁ ଦୂର କରିବା ପାଇଁ ଟିପ୍ସ ସେୟାର କରିଛନ୍ତି, ମନ କୀ ବାତରେ ନାଗରିକମାନଙ୍କୁ ହାଇଡ୍ରେଟ୍ ରହିବାକୁ ପରାମର୍ଶ ଦେଇଛନ୍ତି
May 31st, 11:30 am
‘ମନ୍ କି ବାତ୍’ରେ ପୁଣିଥରେ ଆପଣମାନଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ଦେଶର ଭିନ୍ନ ଭିନ୍ନ ଅଞ୍ଚଳରେ ଆମ ଦେଶର ଲୋକେ ଦେଶ ହିତ, ସମାଜର ହିତ ପାଇଁ ଏଭଳି ଚମତ୍କାର କରୁଛନ୍ତି ଯେ ସେମାନଙ୍କ ବିଷୟରେ ଶୁଣିଲେ ଆମକୁ ନୂତନ ପ୍ରେରଣା ମିଳୁଛି । ଆଜିର କାର୍ଯ୍ୟକ୍ରମର ଆରମ୍ଭ ମୁଁ ଆଥଲେଟିକ୍ସରେ ଦେଶର ଏଭଳି ଗୋଟିଏ ଉପଲବ୍ଧିରୁ କରୁଛି । କିଛିଦିନ ପୂର୍ବେ ଝାଡ଼ଖଣ୍ଡର ରାଞ୍ଚିରେ ଜାତୀୟ ସିନିୟର ଆଥଲେଟିକ୍ସ ଫେଡେରେସନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ସମଗ୍ର ଦେଶରୁ ଆସିଥିବା ପ୍ରାୟ ୮୦୦ ଖେଳାଳି ଅଂଶଗ୍ରହଣ କରିଥିଲେ । ଏଥିରେ ଚାରୋଟି ଭିନ୍ନ ଇଭେଣ୍ଟରେ ଚାରୋଟି ଜାତୀୟ ରେକର୍ଡ ଭଙ୍ଗ ହେଲା । ଗୁରିନ୍ଦରବୀର ସିଂ, ବିଶାଳ ଟିକେ, ତେଜସ୍ୱୀନ ଶଙ୍କର, ଦେବ୍ ମୀଣା ଏବଂ କୂଲଦୀପ କୁମାର । ଏହି ବନ୍ଧୁମାନେ ବିଭିନ୍ନ ଶ୍ରେଣୀରେ ନୂତନ ରେକର୍ଡ ସୃଷ୍ଟି କଲେ । ସର୍ବପ୍ରଥମେ ମୁଁ ଏମାନଙ୍କୁ ସମସ୍ତଙ୍କୁ ଅନେକ ଅନେକ ଅଭିନନ୍ଦନ ଜଣାଉଛି ।ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ
May 25th, 06:02 pm
ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।List of Outcomes: Prime Minister’s Visit to the UAE
May 15th, 03:46 pm
The state visit of PM Modi to the UAE resulted in the signing of several MoUs and agreements. These cover areas such as petroleum, oil, defence, ship repair, maritime cooperation and supercomputing. A major announcement included the Abu Dhabi Investment Authority (ADIA) and India’s NIIF exploring investments of up to US$ 1 billion in India’s infrastructure sector.TMC only abuses, threatens, spreads lies: PM Modi in Barrackpore, West Bengal
April 27th, 12:00 pm
Ahead of the second phase of the West Bengal Assembly elections, Prime Minister Narendra Modi today addressed a massive rally in Barrackpore, energising the crowd with a powerful and emotive speech. Drawing from history to the present, PM Modi invoked Barrackpore’s legacy as the cradle of India’s first war of independence in 1857, positioning it as a symbol of change once again. “Barrackpore paving way for change in Bengal”, he added.PM Modi’s high-octane address electrifies Barrackpore
April 27th, 11:30 am
Ahead of the second phase of the West Bengal Assembly elections, Prime Minister Narendra Modi today addressed a massive rally in Barrackpore, energising the crowd with a powerful and emotive speech. Drawing from history to the present, PM Modi invoked Barrackpore’s legacy as the cradle of India’s first war of independence in 1857, positioning it as a symbol of change once again. “Barrackpore paving way for change in Bengal”, he added.India-ROK Comprehensive Framework for Partnership in Shipbuilding, Shipping and Maritime Logistics
April 20th, 10:51 pm
PM Modi and President Lee Jae Myung of the Republic of Korea held productive and in-depth exchange of views on mutually beneficial cooperation in shipbuilding, shipping and maritime logistics. Both sides agreed that India’s maritime ambitions under Maritime Amrit Kaal 2047 Vision have created considerable opportunities for long-term collaboration with the ROK.ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
April 01st, 10:31 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍କଳ ଦିବସର ସ୍ୱତନ୍ତ୍ର ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି, ଓଡ଼ିଶା ଏପରି ଏକ ରାଜ୍ୟ ଯାହା ସାଂସ୍କୃତିକ ତଥା ଆଧ୍ୟାତ୍ମିକ ମହାନତାର କାଳଜୟୀ ପ୍ରତୀକ ଭାବେ ଉଭା ହୋଇଛି। ଓଡ଼ିଆ ସଙ୍ଗୀତ, କଳା ଏବଂ ସାହିତ୍ୟ ଭାରତକୁ ଅଗଣିତ ଉପାୟରେ ସମୃଦ୍ଧ କରିଛି। ଦୃଢ଼ ସଂକଳ୍ପ, ସରଳତା ଏବଂ ଉଷ୍ମତା ପାଇଁ ଜଣାଶୁଣା ଓଡ଼ିଶାର ଲୋକମାନେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଦେଇଛନ୍ତି। ଆଗାମୀ ସମୟରେ ଓଡ଼ିଶା ପ୍ରଗତିର ନୂତନ ଶିଖରରେ ପହଞ୍ଚୁ ବୋଲି ଶ୍ରୀ ମୋଦୀ କହିଛନ୍ତି।