ମେଦବହୁଳତା ବିରୋଧରେ ଲଢ଼ିବା ଏବଂ ତେଲ ବ୍ୟବହାର କମାଇବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକୁ ଡାକ୍ତର ଓ କ୍ରୀଡାବିତ୍ଙ୍କ ସମେତ ବିଭିନ୍ନ କ୍ଷେତ୍ରରୁ ସମର୍ଥନ
January 31st, 06:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିକଟରେ ମେଦବହୁଳତା ବିରୋଧରେ ଲଢ଼େଇ ଏବଂ ତେଲ ବ୍ୟବହାର କମାଇବା ପାଇଁ ଆହ୍ୱାନ ଦେଇଛନ୍ତି । ଏହାକୁ ଡାକ୍ତର, କ୍ରୀଡାବିତ୍ ତଥା ଜୀବନର ବିଭିନ୍ନ ବର୍ଗର ଲୋକମାନଙ୍କ ନିକଟରୁ ବ୍ୟାପକ ସମର୍ଥନ ମିଳିଛି ।