ପ୍ରଧାନମନ୍ତ୍ରୀ କିସ୍ତୱାରରେ ବାଦଲଫଟା ବର୍ଷା ଓ ବନ୍ୟା ଯୋଗୁ ଉପୁଜିଥିବା ପରିସ୍ଥିତି ସମ୍ପର୍କରେ ଜମ୍ମୁ-କାଶ୍ମୀର ଉପରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ
August 15th, 12:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁ-କାଶ୍ମୀରରଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଉମରଅବଦୁଲ୍ଲାଙ୍କ ସହ କିସ୍ତୱାରରେ ବାଦଲଫଟା ବର୍ଷା ଓ ବନ୍ୟା ଯୋଗୁଉପୁଜିଥିବା ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି ।PM appreciates the visit of Shri Omar Abdullah to the iconic Statue of Unity at Kevadia, Gujarat
July 31st, 11:05 pm
The Prime Minister, Shri Narendra Modi, today welcomed and appreciated the visit of Shri Omar Abdullah to the Sabarmati Riverfront and the iconic Statue of Unity at Kevadia, Gujarat.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଜମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ
May 03rd, 08:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ଜମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ଶ୍ରୀ ଓମାର ଅବଦୁଲ୍ଲା ଭେଟିଛନ୍ତି ।ମେଦବହୁଳତା ବିରୋଧରେ ସାମୁହିକ ପଦକ୍ଷେପ ନେବାକୁ ମନ୍ କୀ ବାତର ସଦ୍ୟତମ ଏପିସୋଡରେ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ
February 24th, 09:11 am
ମେଦବହୁଳତା ହାର ବୃଦ୍ଧି ପାଉଥିବାରୁ ଏହା ବିରୋଧରେ ପଦକ୍ଷେପ ନେବାର ଜରୁରୀ ଆବଶ୍ୟକତା ଉପରେ ଜୋର୍ ଦେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଖାଇବା ତେଲ ବ୍ୟବହାର ହ୍ରାସ କରିବା ଦିଗରେ ପ୍ରମୁଖ ବ୍ୟକ୍ତିମାନଙ୍କୁ ମନୋନୀତ କରିଛନ୍ତି । ଆନ୍ଦୋଳନ ବ୍ୟାପକ କରିବାକୁ ସେମାନଙ୍କୁ ୧୦ ଜଣ ଲେଖାଏ ବ୍ୟକ୍ତିଙ୍କୁ ମନୋନୀତ କରିବାକୁ ମଧ୍ୟ ପ୍ରଧାନମନ୍ତ୍ରୀ ଅନୁରୋଧ କରିଛନ୍ତି ।ଜମ୍ମୁ-କଶ୍ମୀରରେ ସୋନମାର୍ଗ ଟନେଲ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 13th, 12:30 pm
ଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା ଜୀ, ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଶ୍ରୀ ଓମାର ଅବଦୁଲ୍ଲା ଜୀ, ମୋ କ୍ୟାବିନେଟ୍ର ସହଯୋଗୀ ଶ୍ରୀ ନୀତିନ ଗଡକରୀ ଜୀ, ଶ୍ରୀ ଜିତେନ୍ଦ୍ର ସିଂ ଜୀ, ଅଜୟ ଟମ୍ଟା ଜୀ, ଡେପୁଟି ସିଏମ ସୁରେନ୍ଦ୍ର କୁମାର ଚୌଧୁରୀ ଜୀ, ବିରୋଧୀ ଦଳ ନେତା ସୁନୀଲ ଶର୍ମା ଜୀ, ସମସ୍ତ ସାଂସଦ, ବିଧାୟକ ଏବଂ ଜମ୍ମୁ ଓ କଶ୍ମୀରର ମୋର ପ୍ରିୟ ଭାଇ ଭଉଣୀ ।ଜମ୍ମୁ ଓ କଶ୍ମୀରରେ ସୋନମାର୍ଗ ଟନେଲର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 13th, 12:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁ ଓ କଶ୍ମୀରରେ ସୋନମାର୍ଗ ଟନେଲକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଶ୍ରମିକମାନଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ, ଯେଉଁମାନେ ଜମ୍ମୁ-କଶ୍ମୀର ଓ ଭାରତର ବିକାଶ ପାଇଁ କଠିନ ପରିଶ୍ରମ କରିଛନ୍ତି ଏବଂ ନିଜ ଜୀବନକୁ ବାଜି ଲଗାଇ ଦେଇଛନ୍ତି। ଶ୍ରୀ ମୋଦୀ କହିଥିଲେ, ଆହ୍ୱାନ ସତ୍ତ୍ୱେ ଆମର ସଂକଳ୍ପ ଥମିବାର ନାଁ ଧରୁନାହିଁ। ଶ୍ରମିକମାନଙ୍କ ଦୃଢ଼ ସଂକଳ୍ପ ଓ ପ୍ରତିବଦ୍ଧତା ଏବଂ ସମସ୍ତ ବାଧାବିଘ୍ନକୁ ଅତିକ୍ରମ କରି କାର୍ଯ୍ୟ ସମ୍ପନ୍ନ କରିଥିବାରୁ ସେ ତାଙ୍କୁ ପ୍ରଶଂସା କରିଥିଲେ। ୭ ଜଣ ଶ୍ରମିକଙ୍କ ମୃତ୍ୟୁରେ ସେ ଶୋକ ପ୍ରକାଶ କରିଥିଲେ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଜମ୍ମୁ ଏବଂ କାଶ୍ମୀରର ମୁଖ୍ୟମନ୍ତ୍ରୀ
October 24th, 06:45 pm
ଜମ୍ମୁ ଏବଂ କାଶ୍ମୀରର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ଜମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଓମର ଅବଦୁଲ୍ଲାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା
October 16th, 01:58 pm
ଜମ୍ମୁ-କାଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିଥିବାରୁ ଓମର ଅବଦୁଲ୍ଲାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।Delegation of leaders from J&K Opposition Parties meets PM
August 22nd, 09:45 am
Delegation of leaders from opposition parties of Jammu and Kashmir met Prime Minister Narendra Modi today. PM Modi conveyed that Central Government and the nation stand with Jammu & Kashmir and suggested that all political parties should reach out to the people and convey the same. The PM emphasized that there has to be dialogue and there was a need to find a permanent and lasting solution to the problem within the framework of the Constitution.