RJD forced Congress to surrender its CM claim at gunpoint: PM Modi in Bhagalpur, Bihar
November 06th, 12:01 pm
In the Bhagalpur rally, PM Modi criticised RJD and Congress for never understanding the value of self-reliance or Swadeshi. He reminded the people that the Congress can never erase the stain of the Bhagalpur riots. Outlining NDA’s roadmap for progress, PM Modi said the government is working to make Bihar a hub for textiles, tourism and technology.No IIT, no IIM, no National Law University — a whole generation’s future was devoured by RJD’s leadership: PM Modi in Araria, Bihar
November 06th, 11:59 am
PM Modi addressed a large public gathering in Araria, Bihar, where people turned up in huge numbers to express their support for the NDA. Speaking with conviction, PM Modi said that the people of Bihar have already made up their minds – ‘Phir Ekbar, NDA Sarkar!’PM Modi stirs up massive rallies with his addresses in Araria & Bhagalpur, Bihar
November 06th, 11:35 am
PM Modi addressed large public gatherings in Araria & Bhagalpur, Bihar, where people turned up in huge numbers to express their support for the NDA. Speaking with conviction, PM Modi said that the people of Bihar have already made up their minds – ‘Phir Ekbar, NDA Sarkar!’ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ’ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 25th, 10:22 am
ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ, ଉତ୍ତର ପ୍ରଦେଶ ସରକାରଙ୍କ ମନ୍ତ୍ରୀଗଣ, ଉତ୍ତର ପ୍ରଦେଶ ବିଜେପି ସଭାପତି ଭୂପେନ୍ଦ୍ର ଚୌଧୁରୀ , ଶିଳ୍ପ ଜଗତର ସମସ୍ତ ବନ୍ଧୁ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ସଜ୍ଜନଗଣ।ଗ୍ରେଟର ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 25th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ -୨୦୨୫’କୁ ଉଦଘାଟନ ଏବଂ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀରେ ଯୋଗ ଦେଇଥିବା ସମସ୍ତ ବ୍ୟବସାୟୀ, ନିବେଶକ, ଉଦ୍ୟୋଗୀ ଏବଂ ଯୁବ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ୨,୨୦୦ ରୁ ଅଧିକ ପ୍ରଦର୍ଶକ ସେମାନଙ୍କର ଉତ୍ପାଦ ଏବଂ ସେବା ପ୍ରଦର୍ଶନ କରୁଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ଏହି ବାଣିଜ୍ୟ ପ୍ରଦର୍ଶନୀର ସଂସ୍କରଣ ପାଇଁ ଋଷ ଦେଶ ଅଂଶୀଦାର ବୋଲି ଆଲୋକପାତ କରିଛନ୍ତି, ଯାହା ଏକ ପରୀକ୍ଷିତ ସହଭାଗୀ ସୁଦୃଢ଼ତାର ଗୁରୁତ୍ୱ ବହନ କରୁଛି। ସେ ଏହି କାର୍ଯ୍ୟକ୍ରମ ଆୟୋଜନ ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ସରକାରୀ ସହକର୍ମୀ ଏବଂ ଅନ୍ୟାନ୍ୟ ଅଂଶୀଦାରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏହି ଅବସରଟି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମଜୟନ୍ତୀ ସହିତ ସମ୍ପୃକ୍ତ ଅଟେ, ଯିଏ ସମାଜର ସବୁଠୁ ପଛରେ ପଡ଼ିଥିବା ବ୍ୟକ୍ତିଙ୍କ ଉନ୍ନତି ପାଇଁ - ଅନ୍ତ୍ୟୋଦୟ ପଥ ଉପରେ ଦେଶକୁ ନେତୃତ୍ୱ ଦେଇଥିଲେ। ସେ ଜୋର ଦେଇ କହିଛନ୍ତି ଯେ, ଅନ୍ତ୍ୟୋଦୟ ଅର୍ଥ ହେଉଛି ବିକାଶକୁ ତ୍ରୁଣମୂଳସ୍ତର ପର୍ଯ୍ୟନ୍ତ ପହଞ୍ଚାଇବା, ସମସ୍ତ ପ୍ରକାରର ଭେଦଭାବକୁ ଦୂର କରିବା। ସେ ଆହୁରି ମଧ୍ୟ ମନ୍ତବ୍ୟ ଦେଇଛନ୍ତି ଯେ, ଭାରତ ବର୍ତ୍ତମାନ ଏହି ସମାବେଶୀମୂଳକ ଉନ୍ନତିର ମଡେଲ୍କୁ ବିଶ୍ୱ ସାମ୍ନାରେ ଏକ ଉଦାହରଣ ଭାବରେ ପ୍ରଦର୍ଶନ କରୁଛି।ଗାନ୍ଧୀନଗରରେ ଗୁଜରାଟର ସହରାଞ୍ଚଳ ବିକାଶର ୨୦ ବର୍ଷ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 27th, 11:30 am
ମଞ୍ଚ ଉପରେ ଉପସ୍ଥିତ ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ସ୍ଥାନୀୟ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଜୀ, କେନ୍ଦ୍ରରେ ମନ୍ତ୍ରୀମଣ୍ଡଳ ସହଯୋଗୀ ମନୋହର ଲାଲ ଜୀ, ସି. ଆର. ପାଟିଲ ଜୀ, ଗୁଜରାଟ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ ଏବଂ ଗୁଜରାଟର କୋଣ-ଅନୁକୋଣରୁ ଏଠାକୁ ଆସି ଉପସ୍ଥିତ ଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ।ଗୁଜରାଟ ସହରାଞ୍ଚଳ ବିକାଶ କାହାଣୀର 20 ବର୍ଷ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
May 27th, 11:09 am
୧୯୪୭ ମସିହାରେ ଭାରତକୁ ତିନୋଟି ଭାଗରେ ବିଭାଜିତ କରାଯିବା ପରେ ଭାରତ ଉପରେ ହୋଇଥିବା ପ୍ରଥମ ଆତଙ୍କବାଦୀ ଆକ୍ରମଣକୁ ମନେ ପକାଇ ଶ୍ରୀ ମୋଦୀ କହିଥିଲେ ଯେ, ପାକିସ୍ତାନ ଆତଙ୍କବାଦୀମାନଙ୍କୁ ଆଶ୍ରୟ ଦେଇ ଗୋଟିଏ ଅଂଶ ହଡ଼ପ କରିଥିଲା। ସେ ସର୍ଦ୍ଦାର ପଟେଲଙ୍କ ଦୃଷ୍ଟିକୋଣକୁ ମନେ ପକାଇଥିଲେ ଏବଂ କହିଥିଲେ ଯେ ପାକିସ୍ତାନ ଅଧିକୃତ କାଶ୍ମୀର ( ପିଓକେ ) ପୁନରୁଦ୍ଧାର ନହେବା ପର୍ଯ୍ୟନ୍ତ ଭାରତୀୟ ସେନା ଅଟକିବା ଉଚିତ୍ ନୁହେଁ। ତଥାପି, ପଟେଲଙ୍କ ପରାମର୍ଶ ପାଳନ କରାଯାଇ ନଥିଲା ବୋଲି ସେ କହିଥିଲେ। ଶ୍ରୀ ମୋଦୀ ଗୁରୁତ୍ୱାରୋପ କରି କହିଥିଲେ ଯେ, ଆତଙ୍କବାଦର ଏହି ଐତିହ୍ୟ ଗତ 75 ବର୍ଷ ଧରି ଜାରି ରହିଛି ଏବଂ ପହଲଗାଓଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଏହାର ଆଉ ଏକ ଭୟଙ୍କର ରୂପ ଥିଲା। ସେ ଦୃଢ଼ତାର ସହିତ କହିଥିଲେ ଯେ କୂଟନୈତିକ ଖେଳ ଖେଳିବା ସତ୍ତ୍ୱେ, ପାକିସ୍ତାନ ବାରମ୍ବାର ଯୁଦ୍ଧରେ ଭାରତର ସାମରିକ ଶକ୍ତିର ସମ୍ମୁଖୀନ ହୋଇଛି। ସେ ଉଲ୍ଲେଖ କରିଥିଲେ ଯେ , ତିନି ଥର ଭାରତର ସଶସ୍ତ୍ର ବାହିନୀ ପାକିସ୍ତାନକୁ ନିର୍ଣ୍ଣାୟକ ଭାବରେ ପରାସ୍ତ କରିଥିଲା, ଯାହା ସ୍ପଷ୍ଟ କରେ ଯେ, ପାକିସ୍ତାନ ସିଧାସଳଖ ସାମରିକ ସଂଘର୍ଷରେ ବିଜୟୀ ହୋଇପାରିବ ନାହିଁ। ପାକିସ୍ତାନ ତାର ସୀମା ସମ୍ପର୍କରେ ଜାଣିଛି ବୋଲି ସ୍ୱୀକାର କରି ଶ୍ରୀ ମୋଦୀ କହିଥିଲେ ଯେ , ପଡ଼ୋଶୀ ଦେଶ ଛାୟା ଯୁଦ୍ଧ ଆରମ୍ଭ କରିଛି। ସେ ବ୍ୟାଖ୍ୟା କରିଥିଲେ ଯେ, ପ୍ରଶିକ୍ଷିତ ଆତଙ୍କବାଦୀମାନଙ୍କୁ ରୀତିମତ ସାମରିକ ତାଲିମ ମାଧ୍ୟମରେ ଭାରତରେ ଅନୁପ୍ରବେଶ କରାଯାଉଥିଲା , ଯାହାର ଲକ୍ଷ୍ୟ ଥିଲା ଶାନ୍ତିପୂର୍ଣ୍ଣ ତୀର୍ଥଯାତ୍ରା କରୁଥିବା ଲୋକଙ୍କ ସମେତ ନିରୀହ ଏବଂ ନିରସ୍ତ୍ର ସାଧାରଣ ଲୋକଙ୍କୁ ଟାର୍ଗେଟ କରିବା।Uttar Pradesh is no longer just a land of possibilities but of competence and accomplishments: PM Modi in Varanasi
April 11th, 11:00 am
PM Modi laid the foundation stone and inaugurated various development projects worth over Rs 3,880 crore in Varanasi. The PM exclaimed that in the last 10 years, the development of Banaras has gained a new momentum. He emphasized the strengthening of connectivity through infrastructure projects, the campaign to provide tap water to every household, and the expansion of education, health, and sports facilities.PM Modi lays foundation stone, inaugurates development works worth over Rs 3,880 crore in Varanasi,Uttar Pradesh
April 11th, 10:49 am
PM Modi laid the foundation stone and inaugurated various development projects worth over Rs 3,880 crore in Varanasi. The PM exclaimed that in the last 10 years, the development of Banaras has gained a new momentum. He emphasized the strengthening of connectivity through infrastructure projects, the campaign to provide tap water to every household, and the expansion of education, health, and sports facilities.