"କୃଷି ଏବଂ ଗ୍ରାମୀଣ ପରିବର୍ତ୍ତନ" ଶୀର୍ଷକ ଉପରେ ଆୟୋଜିତ ବଜେଟ୍ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 06th, 01:14 pm
ବଜେଟ୍ ୱେବିନାର୍ ସିରିଜ୍ର ତୃତୀୟ ୱେବିନାର୍ କୁ, ମୁଁ ଆପଣ ସମସ୍ତଙ୍କୁ ସ୍ୱାଗତ କରୁଛି। ଏହା ପୂର୍ବରୁ, ପ୍ରଯୁକ୍ତିବିଦ୍ୟା, ସଂସ୍କାର ଏବଂ ଆର୍ଥିକ ଅଭିବୃଦ୍ଧି ଭଳି ପ୍ରମୁଖ ବିଷୟ ଉପରେ ଦୁଇଟି ୱେବିନାର୍ ଅନୁଷ୍ଠିତ ହୋଇଯାଇଛି । ଆଜି, ଆମେ ଗ୍ରାମୀଣ ଅର୍ଥନୀତି ଏବଂ କୃଷି ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରଗୁଡ଼ିକ ଉପରେ ଆଲୋଚନା ହେଉଛି । ଆପଣମାନେ ସମସ୍ତେ ଆପଣଙ୍କର ମୂଲ୍ୟବାନ ପରାମର୍ଶ ସହିତ ବଜେଟ୍ ଗଠନରେ ଅନେକ ଅବଦାନ ଦେଇଛନ୍ତି, ଏବଂ ଆପଣ ଆପଣଙ୍କର ପରାମର୍ଶଗୁଡ଼ିକୁ ବଜେଟ୍ ରେ ପ୍ରତିଫଳିତ ହୋଇଥିବା ଦେଖିପାରୁଥିବେ, ଯାହା ବହୁତ ସହାୟକ ପ୍ରମାଣିତ ହୋଇଛି। କିନ୍ତୁ ଏବେ ବଜେଟ୍ ଆସିଯାଇଛି, ବର୍ତ୍ତମାନ ବଜେଟ୍ ପରେ ତାହାର ସଂପୂର୍ଣ୍ଣ ସମ୍ଭାବନାର ଲାଭ ଦେଶକୁ ମିଳୁ, ଏହି ଦିଗରେ ମଧ୍ୟ ଏହାକୁ ସାକାର କରିବା ପାଇଁ ଆପଣଙ୍କର ଅଭିଜ୍ଞତା, ପରାମର୍ଶ ଏବଂ ଏକ ସରଳ ପଦ୍ଧତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆମେ କିପରି ନିଶ୍ଚିତ କରିବା ଯେ ବଜେଟର ପ୍ରତ୍ୟେକ ଟଙ୍କା ଏହାର ଉଦ୍ଦେଶ୍ୟକୁ ହାସଲ କରୁଛି ? କିପରି ଆମେ ଏହାକୁ ଶୀଘ୍ର ସମ୍ଭବ କରି ପାରିବା ? ଏହି ୱେବିନାର୍ ପାଇଁ ଆପଣଙ୍କ ପରାମର୍ଶ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ରହିଛି ।କୃଷି ଓ ଗ୍ରାମୀଣ ରୂପାନ୍ତରଣ ଉପରେ ଆୟୋଜିତ ବଜେଟ୍ ପରବର୍ତ୍ତୀ ଓ୍ବେବିନାର୍ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
March 06th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ ବିଷୟ ଉପରେ ପର୍ଯ୍ୟବେଶିତ ତୃତୀୟ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଥିଲେ। ପ୍ରଯୁକ୍ତିବିଦ୍ୟା ଏବଂ ଅର୍ଥନୈତିକ ବିକାଶ ଉପରେ ପର୍ଯ୍ୟବେଶିତ ପୂର୍ବ ଅଧିବେଶନଗୁଡ଼ିକୁ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ବଜେଟ୍ ଗଠନ ସମୟରେ ଅଂଶୀଦାରମାନେ ମୂଲ୍ୟବାନ ମତାମତ ପ୍ରଦାନ କରିଥିଲେ। ଏବେ, ବଜେଟ୍ ପରେ, ଦେଶ ଏହାର ପୂର୍ଣ୍ଣ ସମ୍ଭାବନାକୁ ବ୍ୟବହାର କରିବା ବି ସମାନ ଭାବରେ ଗୁରୁତ୍ୱପୂର୍ଣ୍ଣ, ଏବଂ ସେଥିପାଇଁ ଆପଣମାନଙ୍କ ପରାମର୍ଶ ବେଶ ଗୁରୁତ୍ବପୂର୍ଣ୍ଣ ଏବଂ ସେହି କାରଣରୁ ଏହି ୱେବିନାରଟି ମଧ୍ୟ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଥିଲେ ।ନାମିବିଆର ଜାତୀୟ ବିଧାନସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 09th, 08:14 pm
ଦୟାକରି ମୋତେ ସର୍ବ ପ୍ରଥମେ ଆପଣ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବାକୁ ଅନୁମତି ଦିଅନ୍ତୁ । ଲୋକମାନେ ଆପଣଙ୍କୁ ଏହି ମହାନ ରାଷ୍ଟ୍ରର ସେବା କରିବା ପାଇଁ ଜନାଦେଶ ଦେଇଛନ୍ତି। ଆପଣ ସମସ୍ତେ ଜାଣନ୍ତି, ରାଜନୀତିରେ,ଏହା ଉଭୟ ଏକ ସମ୍ମାନ ଏବଂ ଏକ ବଡ଼ ଦାୟିତ୍ୱ। ମୁଁ ଲୋକମାନଙ୍କ ଆକାଂକ୍ଷାକୁ ପୂରଣ କରିବାରେ ଆପଣଙ୍କ ସଫଳତା କାମନା କରୁଛି।Prime Minister addresses the Namibian Parliament
July 09th, 08:00 pm
PM Modi addressed the Parliament of Namibia and expressed gratitude to the people of Namibia for conferring upon him their highest national honour. Recalling the historic ties and shared struggle for freedom between the two nations, he paid tribute to Dr. Sam Nujoma, the founding father of Namibia. He also called for enhanced people-to-people exchanges between the two countries.୧୭ଶ ବ୍ରିକ୍ସ ସମ୍ମିଳନୀର ପରିବେଶ ଅଧିବେଶନ, ସିଓପି-୩୦ ଓ ବିଶ୍ୱ ସ୍ୱାସ୍ଥ୍ୟ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ବୋଧନ
July 07th, 11:38 pm
ପରିବେଶ, ସିଓପି-୩୦ ଓ ବିଶ୍ୱ ସ୍ୱାସ୍ଥ୍ୟ ସଂପର୍କିତ ଏକ ଅଧିବେଶନକୁ ଆଜି ପ୍ରଧାନମନ୍ତ୍ରୀ ସମ୍ବୋଧନ କରିଛନ୍ତି। ଏହି ଅଧିବେଶନରେ ଯୋଗ ଦେଇଥିଲେ ବିକ୍ସ ସଦସ୍ୟ, ସହଯୋଗୀ ରାଷ୍ଟ୍ର ଓ ନିମନ୍ତ୍ରିତ ଦେଶ। ବିଶ୍ୱର ଭବିଷ୍ୟତ ପାଇଁ ଏତେ ବଡ଼ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକ ଅଧିବେଶନ ଆୟୋଜନ କରିଥିବାରୁ ବ୍ରାଜିଲକୁ ସେ ଧନ୍ୟବାଦ ଜ୍ଞାପନ କରିଥିଲେ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ଭାରତ ପାଇଁ ଜଳବାୟୁ ପରିବର୍ତ୍ତନ କେବଳ ଏକ ଶକ୍ତି ସମସ୍ୟାର ମୁକାବିଲା ନୁହେଁ, ବରଂ ଏହା ହେଉଛି ଜୀବସତ୍ତା ଓ ପରିବେଶ ମଧ୍ୟରେ ସନ୍ତୁଳନକୁ ପ୍ରଭାବିତ କରୁଥିବା ପ୍ରସଙ୍ଗ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ଭାରତ ପାଇଁ ପରିବେଶ ନ୍ୟାୟ ହେଉଛି ଏକ ନୈତିକ ଦାୟିତ୍ୱ, ଯାହାକୁ ସେ ନିଶ୍ଚିତ ଭାବେ ସଂପାଦନ କରିବ। ପରିବେଶର ସୁରକ୍ଷା ପାଇଁ ଭାରତର ଗଭୀର ପ୍ରତିବଦ୍ଧତା ଦୋହରାଇ ଅନ୍ତର୍ଜାତୀୟ ସୌର ସହଯୋଗ, ବିପର୍ଯ୍ୟୟରହିତ ଭିତ୍ତିଭୂମି ସହଯୋଗ, ବିଶ୍ୱ ଜୈବଇନ୍ଧନ ସହଯୋଗ, ଅନ୍ତର୍ଜାତୀୟ ବିଗ୍ କ୍ୟାଟ ସହଯୋଗ, ମିଶନ ଲାଇଫ୍, ମାଆ ନାଁରେ ଗଛଟିଏ ପରି ଭାରତର ଜନହିତ, ଗ୍ରହହିତ ଅଭିବୃଦ୍ଧି ଓ ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସେ ବିସ୍ତୃତ ଭାବେ ଉଲ୍ଲେଖ କରିଥିଲେପରିବେଶ, COP-30 ଏବଂ ବିଶ୍ୱ ସ୍ୱାସ୍ଥ୍ୟ ଉପରେ ବ୍ରିକ୍ସ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 07th, 11:13 pm
ମୁଁ ଖୁସି ଯେ ବ୍ରାଜିଲର ଅଧ୍ୟକ୍ଷତାରେ ବ୍ରିକ୍ସ ପରିବେଶ ଏବଂ ସ୍ୱାସ୍ଥ୍ୟ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡ଼ିକୁ ଉଚ୍ଚ ପ୍ରାଥମିକତା ଦେଇଛି। ଏହି ବିଷୟଗୁଡ଼ିକ କେବଳ ପରସ୍ପର ସହିତ ଜଡିତ ନୁହେଁ ବରଂ ମାନବତାର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।ଶ୍ରୀ ନାରାୟଣ ଗୁରୁ ଏବଂ ଗାନ୍ଧୀଜୀଙ୍କ ମଧ୍ୟରେ ବାର୍ତ୍ତାଳାପର ଶତବାର୍ଷିକୀ ସମାରୋହ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 24th, 11:30 am
ଆଜି ଏହି ପରିସରରେ ଦେଶର ଇତିହାସରେ ଏକ ଅଭୂତପୂର୍ବ ଘଟଣାର ସ୍ମରଣ କରିବାର ସାକ୍ଷୀ ହେଉଛି। ଏକ ଏମିତି ଐତିହାସିକ ଘଟଣା, ଯାହା କେବଳ ଆମର ସ୍ୱାଧୀନତା ଆନ୍ଦୋଳନକୁ ଏକ ନୂତନ ଦିଗ ପ୍ରଦାନ କରି ନ ଥିଲା ବରଂ ସ୍ୱାଧୀନତାର ଲକ୍ଷ୍ୟ ଏବଂ ଏକ ସ୍ୱାଧୀନ ଭାରତର ସ୍ୱପ୍ନକୁ ଦୃଢ଼ ଅର୍ଥ ମଧ୍ୟ ଦେଇଥିଲା। 100 ବର୍ଷ ପୂର୍ବେ ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ସେହି ସାକ୍ଷାତ ଆଜି ମଧ୍ୟ ସେତିକି ପ୍ରେରଣାଦାୟୀ ଏବଂ ପ୍ରାସଙ୍ଗିକ। 100 ବର୍ଷ ପୂର୍ବେ ଯେଉଁ ବୈଠକ ହୋଇଥିଲା, ତାହା ଆଜି ମଧ୍ୟ ସାମାଜିକ ସୌହାର୍ଦ୍ଦ୍ୟ ଏବଂ ବିକଶିତ ଭାରତର ସାମୂହିକ ଲକ୍ଷ୍ୟ ପାଇଁ ଶକ୍ତିର ଏକ ବଡ଼ ଉତ୍ସ ହୋଇ ରହିଛି। ଏହି ଐତିହାସିକ ଅବସରରେ ମୁଁ ଶ୍ରୀ ନାରାୟଣ ଗୁରୁଙ୍କ ପାଦତଳେ ପ୍ରଣାମ କରୁଛି। ମୁଁ ଗାନ୍ଧୀଜୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ଐତିହାସିକ ଆଲୋଚନାର ଶତବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
June 24th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଭାରତର ଦୁଇ ମହାନ ଆଧ୍ୟାତ୍ମିକ ଏବଂ ନୈତିକ ନେତା ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ହୋଇଥିବା ଐତିହାସିକ ଆଲୋଚନାର ଶତବାର୍ଷିକୀ ପାଳନ ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଥିଲେ। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସମ୍ମାନପୂର୍ବକ ଶୁଭେଚ୍ଛା ଜଣାଇଥିଲେ, କହିଥିଲେ ଯେ ଆଜି ଏହି ସ୍ଥାନ ଦେଶର ଇତିହାସରେ ଏକ ଅଭୂତପୂର୍ବ ମୁହୂର୍ତ୍ତର ସାକ୍ଷୀ ହେଉଛି। ସେ ଗୁରୁତ୍ୱାରୋପ କରିଥିଲେ ଯେ , ଏହା ଏକ ଐତିହାସିକ ଘଟଣା ଯାହା ଆମର ସ୍ୱାଧୀନତା ଆନ୍ଦୋଳନକୁ ନୂତନ ଦିଗଦର୍ଶନ ଦେଇଥିଲା, ସ୍ୱାଧୀନତାର ଉଦ୍ଦେଶ୍ୟ ଏବଂ ସ୍ୱାଧୀନ ଭାରତର ସ୍ୱପ୍ନକୁ ପ୍ରକୃତ ଅର୍ଥ ଦେଇଥିଲା। ୧୦୦ ବର୍ଷ ପୂର୍ବେ ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ହୋଇଥିବା ସାକ୍ଷାତ ଆଜି ମଧ୍ୟ ପ୍ରେରଣାଦାୟକ ଏବଂ ପ୍ରାସଙ୍ଗିକ ଅଟେ, ଏବଂ ସାମାଜିକ ସଦ୍ଭାବ ଏବଂ ଏକ ବିକଶିତ ଭାରତର ସାମୂହିକ ଲକ୍ଷ୍ୟ ପାଇଁ ଶକ୍ତିର ଏକ ଶକ୍ତିଶାଳୀ ଉତ୍ସ ଭାବରେ କାର୍ଯ୍ୟ କରେ, ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଏହି ଐତିହାସିକ ଅବସରରେ, ସେ ଶ୍ରୀ ନାରାୟଣ ଗୁରୁଙ୍କ ପାଦତଳେ ପ୍ରଣାମ କରିଥିଲେ ଏବଂ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।Let this Yoga Day mark the beginning of Yoga for Humanity 2.0, where Inner Peace becomes Global Policy: PM Modi
June 21st, 07:06 am
PM Modi addressed the 11th International Day of Yoga event in Visakhapatnam, Andhra Pradesh and took part in the Yoga session. The PM recalled the moment when India proposed the idea of International Yoga Day at the UN. He noted that more than two crore people have joined the Yogandhra Abhiyan, reflecting a vibrant spirit of public participation. He remarked that Yoga transitions inpiduals from Me to We.ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଏକାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
June 21st, 06:30 am
ଏକାଦଶ ଅନ୍ତର୍ଜାତୀୟ ଯୋଗ ଦିବସ (ଆଇଡିଓ୍ୱାଇ) ଅବସରରେ, ପ୍ରଧାନମନ୍ତ୍ରୀ ବିଶାଖାପାଟଣାରୁ ଜାତୀୟ ସମାରୋହର ନେତୃତ୍ୱ ନେଇଥିଲେ । ସେ ପ୍ରାୟ ୫ ଲକ୍ଷ ଅଂଶଗ୍ରହଣକାରୀଙ୍କ ସହିତ ବିଶାଖାପାଟଣାର ବେଳାଭୂମିରେ ସାଧାରଣ ଯୋଗ ପ୍ରୋଟୋକଲ (ସିଓ୍ୱାଇପି) ଅଧିବେଶନରେ ଅଂଶଗ୍ରହଣ କରିଥିଲେ। ଏହା ସହିତ ଦେଶକୁ ଏକ ସୁସଙ୍ଗତ ଯୋଗ ପ୍ରଦର୍ଶନରେ ନେତୃତ୍ୱ ଦେଇଥିଲେ । ସାରା ଭାରତରେ ୩.୫ ଲକ୍ଷରୁ ଅଧିକ ସ୍ଥାନରେ ଏକକାଳୀନ ଯୋଗ ସଙ୍ଗମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ବର୍ଷ, ମାଇଗଭ୍ ଏବଂ ମାଇ ଭାରତ ଭଳି ପ୍ଲାଟଫର୍ମରେ ଯୋଗ ଅନପ୍ଲଗଡ୍ ଅଧୀନରେ ପରିବାର ସହିତ ଯୋଗ ଏବଂ ଯୁବ-କୈନ୍ଦ୍ରିକ ପଦକ୍ଷେପ ଭଳି ବିଶେଷ ପ୍ରତିଯୋଗିତା ଆରମ୍ଭ କରାଯାଇଛି, ଯାହା ଜନସାଧାରଣଙ୍କ ଅଂଶଗ୍ରହଣକୁ ଉତ୍ସାହିତ କରୁଛି ।୨୦ ଓ ୨୧ ଜୁନରେ ବିହାର, ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
June 19th, 05:48 pm
19.06.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦ ଓ ୨୧ ଜୁନରେ ବିହାର, ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ। ସେ ୨୦ ଜୁନରେ ବିହାରର ସିୱାନ ଗସ୍ତ କରିବେ ଏବଂ ମଧ୍ୟାହ୍ନ ପ୍ରାୟ ୧୨ ଟାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ। ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ।While building a healthy planet, let us ensure that no one is left behind: PM Modi at World Health Assembly
May 20th, 04:42 pm
PM Modi addressed the 78th World Health Assembly, aligning India’s vision with One World for Health. He showcased India’s scalable health models like Ayushman Bharat, tech-driven solutions, and affordable access initiatives. Encouraging inclusion, collaboration and holistic well-being, he called for united global action to ensure no one is left behind.ଜେନେଭାରେ ଅନୁଷ୍ଠିତ ବିଶ୍ୱ ସ୍ୱାସ୍ଥ୍ୟ ସମାବେଶର ୭୮ ତମ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 20th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜେନେଭାରେ ଅନୁଷ୍ଠିତ ବିଶ୍ୱ ସ୍ୱାସ୍ଥ୍ୟ ସମାବେଶର ୭୮ତମ ଅଧିବେଶନକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି, ସେ ସମସ୍ତ ଉପସ୍ଥିତ ଲୋକଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ, ଏହି ବର୍ଷର ବିଷୟବସ୍ତୁ 'ସ୍ୱାସ୍ଥ୍ୟ ପାଇଁ ଗୋଟିଏ ବିଶ୍ୱ' ଉପରେ ଆଲୋକପାତ କରିଥିଲେ ଏବଂ ଏହା ବିଶ୍ୱ ସ୍ୱାସ୍ଥ୍ୟ ପାଇଁ ଭାରତର ଦୃଷ୍ଟିକୋଣ ସହିତ ସମନ୍ୱିତ ବୋଲି ଗୁରୁତ୍ୱାରୋପ କରିଥିଲେ। ସେ ୨୦୨୩ ବିଶ୍ୱ ସ୍ୱାସ୍ଥ୍ୟ ସମାବେଶରେ ତାଙ୍କର ଅଭିଭାଷଣକୁ ମନେ ପକାଇଥିଲେ, ଯେଉଁଠାରେ ସେ 'ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ' ବିଷୟରେ ଉଲ୍ଲେଖ କରିଥିଲେ। ସେ ମତ ଦେଇଥିଲେ ଯେ , ଏକ ସୁସ୍ଥ ବିଶ୍ୱର ଭବିଷ୍ୟତ ଅନ୍ତର୍ଭୁକ୍ତିକରଣ, ଏକ ସମନ୍ୱିତ ଦୃଷ୍ଟିକୋଣ ଏବଂ ସହଯୋଗ ଉପରେ ନିର୍ଭର କରେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
March 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜିର ଏହି ପବିତ୍ର ଦିନରେ ମୋତେ ଆପଣମାନଙ୍କ ସହ ମନର କଥା ହେବାକୁ ସୁଯୋଗ ମିଳିଛି । ଆଜି ହେଉଛି ଚୈତ୍ର ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି । ଆଜିଠାରୁ ଚୈତ୍ର ନବରାତ୍ର ଆରମ୍ଭ ହେଉଛି । ଆଜିଠାରୁ ଭାରତୀୟ ନବବର୍ଷ ମଧ୍ୟ ଆରମ୍ଭ ହେଉଛି । ଏଥର ବିକ୍ରମ ସମ୍ବତ୍ସର ୨୦୮୨ ଆରମ୍ଭ ହେଉଛି । ବର୍ତ୍ତମାନ ମୋ ଆଗରେ ଆପଣମାନଙ୍କର ଅନେକ ଚିଠି ରହିଛି । କିଛି ବିହାରରୁ ଆସିଛି, କିଛି ପଶ୍ଚିମବଙ୍ଗରୁ, କିଛି ତାମିଲନାଡ଼ୁରୁ ଆସିଛି ତ ଆଉ କିଛି ଗୁଜରାଟରୁ । ଏସବୁରେ ଖୁବ ଆକର୍ଷକ ଢଙ୍ଗରେ ଲୋକେ ନିଜର ମନର କଥା ଲେଖି ପଠାଇଛନ୍ତି । ଅନେକ ଚିଠିରେ ଶୁଭେଚ୍ଛା ଓ ଅଭିନନ୍ଦନ ବାର୍ତ୍ତା ମଧ୍ୟ ରହିଛି । କିଛି ବାର୍ତ୍ତା ଆପଣମାନଙ୍କୁ ଶୁଣାଇବାକୁ ମୋର ଇଚ୍ଛା ହେଉଛି ।ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଏବଂ ଆଇଏନଏସ ବାଘଶୀର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 15th, 11:08 am
ଜାନୁଆରୀ ୧୫ ତାରିଖକୁ ସେନା ଦିବସ ଭାବେ ମଧ୍ୟ ପାଳନ କରାଯାଏ । ଦେଶର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ନମସ୍କାର କରୁଛି, ଆଜିର ଦିନରେ ମାତାଙ୍କ ସୁରକ୍ଷାରେ ନିୟୋଜିତ ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ଅଭିନନ୍ଦନ ଜଣାଉଛି ।ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି, ଆଇଏନଏସ ବାଘଶୀରକୁ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ ମୋଦୀ
January 15th, 10:30 am
ବୁଧବାର ଦିନ ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଓ ଆଇଏନଏସ ବାଘଶୀର ଯୁଦ୍ଧପୋତକୁ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୁମ୍ବାଇର ନାଭାଲ ଡକୟାର୍ଡରେ ଏହି ଯୁଦ୍ଧପୋତ ସବୁ କାର୍ଯ୍ୟ।ରମ୍ଭ କରିଛନ୍ତି । ସମବେତ ଜନତାକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ୧୫ ଜାନୁୟାରୀକୁ ସାରା ଦେଶ ସେନା ଦିବସ ଭାବେ ପାଳନ କରୁଛି । ଦେଶ ପାଇଁ ପ୍ରାଣବଳି ଦେଇଥିବା ସମସ୍ତ ବୀର ସୈନିକଙ୍କୁ ସେ ଏହି ଅବସରରେ ସାଲ୍ୟୁଟ କରିଛନ୍ତି ।The bond between India & Guyana is of soil, of sweat, of hard work: PM Modi
November 21st, 08:00 pm
Prime Minister Shri Narendra Modi addressed the National Assembly of the Parliament of Guyana today. He is the first Indian Prime Minister to do so. A special session of the Parliament was convened by Hon’ble Speaker Mr. Manzoor Nadir for the address.ଗୁୟାନାର ସଂସଦକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
November 21st, 07:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନା ସଂସଦର ଜାତୀୟ ଆସେମ୍ବଲିକୁ ସମ୍ବୋଧିତ କରିଛନ୍ତି । ଏପରି କରିବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ। ଅଭିଭାଷଣ ପାଇଁ ମାନ୍ୟବର ବାଚସ୍ପତି ମଞ୍ଜୁର ନାଦିର ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ଡାକିଥିଲେ।ଆନ୍ତର୍ଜାତିକ କୃଷି ଅର୍ଥନୀତିଜ୍ଞ ସମ୍ମିଳନୀ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 03rd, 09:35 am
କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ, ଅନ୍ତର୍ଜାତୀୟ କୃଷି ଅର୍ଥନୀତି ସମ୍ମିଳନୀର ସଭାପତି ଡ. ମତିନ କାଇମ୍,ନୀତି ଆୟୋଗର ସଦସ୍ୟ ଶ୍ରୀ ରମେଶ ଜୀ,ଭାରତ ଏବଂ ଅନ୍ୟ ଦେଶର କୃଷି ବୈଜ୍ଞାନିକଗଣ, ଗବେଷଣା ସହ ଜଡ଼ିତ ବିଭିନ୍ନ ବିଶ୍ୱବିଦ୍ୟାଳୟର ଆମର ସହକର୍ମୀ,କୃଷି କ୍ଷେତ୍ର ସହ ଜଡ଼ିତ ବିଶେଷଜ୍ଞ ଏବଂ ଅଂଶୀଦାର, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ,କୃଷି ଅର୍ଥନୀତିଜ୍ଞ ମାନଙ୍କର ୩୨ତମ ଅନ୍ତର୍ଜାତୀୟ ସମ୍ମିଳନୀକୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
August 03rd, 09:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଜାତୀୟ କୃଷି ବିଜ୍ଞାନ କେନ୍ଦ୍ର (ଏନଏଏସସି) କମ୍ପ୍ଲେକ୍ସରେ କୃଷି ଅର୍ଥନୀତିଜ୍ଞ ମାନଙ୍କର ୩୨ତମ ଆନ୍ତର୍ଜାତିକ ସମ୍ମିଳନୀ (ଆଇସିଏଇ)କୁ ଉଦଘାଟନ କରିଛନ୍ତି । ଚଳିତ ବର୍ଷ ସମ୍ମିଳନୀର ବିଷୟବସ୍ତୁ ହେଉଛି, ସ୍ଥାୟୀ କୃଷି - ଖାଦ୍ୟ ପ୍ରଣାଳୀ ଦିଗରେ ପରିବର୍ତ୍ତନ’ । ଜଳବାୟୁ ପରିବର୍ତ୍ତନ, ପ୍ରାକୃତିକ ସମ୍ବଳ ଅବକ୍ଷୟ, ଉତ୍ପାଦନ ଖର୍ଚ୍ଚ ବୃଦ୍ଧି ଏବଂ ସଂଘର୍ଷ ଭଳି ବୈଶ୍ୱିକ ଆହ୍ୱାନର ସମ୍ମୁଖୀନ ହୋଇ ସ୍ଥାୟୀ କୃଷିର ଜରୁରୀ ଆବଶ୍ୟକତାକୁ ମୁକାବିଲା କରିବା ହେଉଛି ଏହାର ଲକ୍ଷ୍ୟ । ଏହି ସମ୍ମିଳନୀରେ ପ୍ରାୟ ୭୫ଟି ଦେଶର ପ୍ରାୟ ୧୦୦୦ ପ୍ରତିନିଧି ଅଂଶଗ୍ରହଣ କରିଥିଲେ ।