ପଶ୍ଚିମବଙ୍ଗ ଦୁର୍ଗାପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ସମୟରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 18th, 02:35 pm
ଷ୍ଟିଲ ସିଟି ଭାବରେ ବିଶେଷ ଭାବେ ପରିଚିତ ପଶ୍ଚିମବଙ୍ଗର ଦୁର୍ଗାପୁର ସାରା ଦେଶର ଆକର୍ଷଣ । ତେଣୁ ସେହି ଧାରାରେ ଏହାର ଉନ୍ନତି ବି ଆମ ସରକାରଙ୍କ ଲକ୍ଷ୍ୟ । କିଛି ସମୟ ପୂର୍ବରୁ ଏହାର ବିକାଶ ପାଇଁ ମଞ୍ଜୁର କରାଯାଇଥିବା ୫୪ ଶହ କୋଟି ଟଙ୍କାର ଅର୍ଥ ବରାଦ କଥା ଚିନ୍ତା କରାଯାଇ ପାରେ । ବିଭିନ୍ନ ପ୍ରକଳ୍ପ ଦ୍ୱାରା ଯୋଗାଯୋଗ, ଗ୍ୟାସ ଆଧାରିତ ପରିବହନ ବ୍ୟବସ୍ଥାରେ ଉନ୍ନତି ଆସିବ । ମେକ ଇନ ଇଣ୍ଡିଆ ମେକ ଫର ବାର୍ଲଡ ଭାବଧାରାରେ ଏହି ସହର ଆଗାମୀ ଦିନରେ ସମୃଦ୍ଧି ପଥରେ ଯାତ୍ରା କରିବ । ଫଳରେ ଏହି ଜାଗାର ଯୁବବର୍ଗ ଚାକିରି ପାଇ ପାରିବେ ।ପଶ୍ଚିମବଙ୍ଗରେ ପ୍ରଧାନମନ୍ତ୍ରୀ : ଭେଟି ଦେଲେ 5,400 କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପ
July 18th, 02:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ଦୁର୍ଗାପୁରରେ 5,400 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପ ଗୁଡ଼ିକର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି, ଇସ୍ପାତ ସହର ଭାବରେ ଜଣାଶୁଣା ଦୁର୍ଗାପୁର ଭାରତର ଶ୍ରମଶକ୍ତିର ଏକ ପ୍ରମୁଖ କେନ୍ଦ୍ର ବୋଲି ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଥିଲେ। ସେ ଭାରତର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଅବଦାନକୁ ସ୍ୱୀକାର କରି କହିଥିଲେ ଯେ, ଆଜି ସେହି ଭୂମିକାକୁ ଆହୁରି ମଜବୁତ କରିବାର ସୁଯୋଗ ଆସିଛି। ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଥିଲେ ଯେ, ଆଜି ଆରମ୍ଭ ହୋଇଥିବା ପ୍ରକଳ୍ପଗୁଡ଼ିକ ଏହି ଅଞ୍ଚଳରେ ସଂଯୋଗୀକରଣକୁ ବୃଦ୍ଧି କରିବ ଏବଂ ଗ୍ୟାସ- ଆଧାରିତ ପରିବହନ ଏବଂ ଗ୍ୟାସ - ଆଧାରିତ ଅର୍ଥନୀତିକୁ ପ୍ରୋତ୍ସାହିତ କରିବ ଏବଂ ଏକ ଇସ୍ପାତ ସହର ଭାବରେ ଦୁର୍ଗାପୁରର ପରିଚୟକୁ ସୁଦୃଢ଼ କରିବ । ପ୍ରଧାନମନ୍ତ୍ରୀ ତାଙ୍କ ବକ୍ତବ୍ୟରେ ଆହୁରି ମଧ୍ୟ କହିଥିଲେ ଯେ, ଏହି ପ୍ରକଳ୍ପଗୁଡ଼ିକ ମେକ୍ ଇନ୍ ଇଣ୍ଡିଆ, ମେକ୍ ଫର୍ ଦି ୱାର୍ଲ୍ଡ ର ଦୃଷ୍ଟିକୋଣ ସହିତ ସମନ୍ୱିତ ଏବଂ ପଶ୍ଚିମବଙ୍ଗକୁ ଆଗକୁ ବଢାଇବାରେ ସାହାଯ୍ୟ କରିବ। ସେ ଦୃଢ଼ୋକ୍ତି ପ୍ରକାଶ କରିଥିଲେ ଯେ, ଏହି ଅଞ୍ଚଳର ଯୁବକମାନଙ୍କ ପାଇଁ ଅନେକ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏହି ବିକାଶ ପ୍ରକଳ୍ପଗୁଡ଼ିକ ପାଇଁ ସେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଥିଲେ।Viksit Haryana for Viksit Bharat, this is our resolve: PM Modi in Yamuna Nagar, Haryana
April 14th, 12:00 pm
PM Modi inaugurated and laid the foundation stone of various development projects in Yamuna Nagar, Haryana. He underlined that Haryana is witnessing the double speed of development under the Union & State governments. The PM expressed pride in advancing the vision of Dr. Ambedkar. He announced that the Thermal Power Plant will benefit Haryana. The PM honored the memory of Jallianwala Bagh patriots.ହରିୟାଣାର ଯମୁନାନଗରରେ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ତଥା ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 14th, 11:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର ଯମୁନା ନଗରରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି। ହରିୟାଣାବାସୀଙ୍କୁ ଶୁଭେଚ୍ଛା ଜଣାଇ, ଏହାକୁ ମା' ସରସ୍ୱତୀଙ୍କ ଜନ୍ମସ୍ଥାନ, ମନ୍ତ୍ର ଦେବୀଙ୍କ ବାସସ୍ଥାନ, ପଞ୍ଚମୁଖୀ ହନୁମାନ ଜୀଙ୍କ ସ୍ଥାନ ଏବଂ କପାଳମୋଚନ ସାହିବଙ୍କ ଆଶୀର୍ବାଦପ୍ରାପ୍ତ ସ୍ଥାନ ଭାବରେ ସ୍ୱୀକାର କରି ହରିୟାଣାର ପବିତ୍ର ଭୂମିକୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ସେ ଏହାକୁ ‘ସଂସ୍କୃତି, ଭକ୍ତି ଏବଂ ସମର୍ପଣର ସଂଗମ’ ଭାବରେ ବର୍ଣ୍ଣନା କରିଥିଲେ। ସେ ବାବାସାହେବ ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ ଅବସରରେ ସମସ୍ତ ନାଗରିକଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ସେ ବାବାସାହେବଙ୍କ ଦୂରଦୃଷ୍ଟି ଏବଂ ପ୍ରେରଣାର ସ୍ମୃତିଚାରଣ କରିଥିଲେ, ଯାହା ଭାରତର ବିକାଶ ଯାତ୍ରାରେ ମାର୍ଗଦର୍ଶନ କରିଚାଲିଛି।ପିଏମଜିଆରବି ଆରମ୍ଭ କଲା ଏକୀକୃତ ମୂଲ୍ୟ କାର୍ଯ୍ୟକାରିତା - ପ୍ରାକୃତିକ ଗ୍ୟାସ କ୍ଷେତ୍ରରେ ବହୁ ପ୍ରତୀକ୍ଷିତ ସଂସ୍କାର
March 31st, 09:13 am
ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ନିୟାମକ ବୋର୍ଡ ଏକୀକୃତ ମୂଲ୍ୟ କାର୍ଯ୍ୟକାରିତା ଆରମ୍ଭ କରିଛି - ପ୍ରାକୃତିକ ଗ୍ୟାସ କ୍ଷେତ୍ରରେ ବହୁ ପ୍ରତୀକ୍ଷିତ ସଂସ୍କାର ।The 'Panch Pran' must be the guiding force for good governance: PM Modi
October 28th, 10:31 am
PM Modi addressed the ‘Chintan Shivir’ of Home Ministers of States. The Prime Minister emphasized the link between the law and order system and the development of the states. “It is very important for the entire law and order system to be reliable. Its trust and perception among the public are very important”, he pointed out.PM addresses ‘Chintan Shivir’ of Home Ministers of States
October 28th, 10:30 am
PM Modi addressed the ‘Chintan Shivir’ of Home Ministers of States. The Prime Minister emphasized the link between the law and order system and the development of the states. “It is very important for the entire law and order system to be reliable. Its trust and perception among the public are very important”, he pointed out.ଲକ୍ଷ୍ନୌ ଠାରେ ୟୁପିର ନିବେଶକମାନଙ୍କ ଶିଖର ସମ୍ମିଳନୀରେ ଗ୍ରାଉଣ୍ଡ ବ୍ରେକିଂ ସମାରୋହ @୩.୦ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
June 03rd, 10:35 am
ଉତ୍ତର ପ୍ରଦେଶର ଯଶସ୍ୱୀ ମୁଖ୍ୟମନ୍ତ୍ରୀ ଶ୍ରୀମାନ ଯୋଗୀ ଆଦିତ୍ୟନାଥ ଜୀ, ଲକ୍ଷ୍ନୌର ସାଂସଦ ଏବଂ ଭାରତ ସରକାରଙ୍କ ଆମର ବରିଷ୍ଠ ସାଥୀ ଶ୍ରୀ ରାଜନାଥ ସିଂହ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ଅନ୍ୟ ସହଯୋଗୀଗଣ, ୟୁପିର ଉପ-ମୁଖ୍ୟମନ୍ତ୍ରୀ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ବିଧାନସଭା ଓ ବିଧାନ ପରିଷଦର ବାଚସ୍ପତି ମହୋଦୟ, ଏଠାରେ ଉପସ୍ଥିତ ଉଦ୍ୟୋଗ ଜଗତର ସମସ୍ତ ବନ୍ଧୁ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ର ଲୋକମାନେ!PM attends the Ground Breaking Ceremony @3.0 of the UP Investors Summit at Lucknow
June 03rd, 10:33 am
PM Modi attended Ground Breaking Ceremony @3.0 of UP Investors Summit at Lucknow. “Only our democratic India has the power to meet the parameters of a trustworthy partner that the world is looking for today. Today the world is looking at India's potential as well as appreciating India's performance”, he said.ପଶ୍ଚିମ ବଙ୍ଗର ହଳଦିଆ ଠାରେ କେତେକ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
February 07th, 05:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ହଳଦିଆ ଗସ୍ତରେ ଯାଇ ଏଲପିଜି ଇମ୍ପୋର୍ଟ ଟର୍ମିନାଲ, ପ୍ରଧାନମନ୍ତ୍ରୀ ଊର୍ଜା ଗଙ୍ଗା ପ୍ରକଳ୍ପର ଅଂଶବିଶେଷ ଭାବେ ୩୪୮ କିଲୋମିଟର ବ୍ୟାପୀ ଦୋଭି-ଦୁର୍ଗାପୁର ପ୍ରାକୃତିକ ଗ୍ୟାସ ପାଇପଲାଇନ ସେକ୍ସନକୁ ରାଷ୍ଟ୍ର ଉଦେ୍ଦଶ୍ୟରେ ଉତ୍ସର୍ଗ କରିଛନ୍ତି । ଏଥିସହ ହଳଦିଆ ରିଫାଇନରିର ଦ୍ୱିତୀୟ କାଟାଲିଟିକ-ଆଇସୋଡିୱାକ୍ସିଙ୍ଗ ୟୁନିଟର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ଜାତୀୟ ରାଜପଥ ୪୧ରେ ହଳଦିଆର ରାଣୀଛକଠାରେ ୪ ଲେନବିଶିଷ୍ଟ ଆରଓବି ତଥା ଫ୍ଲାଏଓଭରକୁ ମଧ୍ୟ ରାଷ୍ଟ୍ରକୁ ଉତ୍ସର୍ଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ପଶ୍ଚିମବଙ୍ଗ ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅନ୍ୟମାନେ ଯୋଗଦେଇଥିଲେ ।ପଶ୍ଚିମବଙ୍ଗରେ ପ୍ରଧାନମନ୍ତ୍ରୀ ପ୍ରମୁଖ ଭିତ୍ତିଭୂମି ପ୍ରକଳ୍ପ ରାଷ୍ଟ୍ରକୁ ଉତ୍ସର୍ଗ କରିବା ସହ କିଛି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ
February 07th, 05:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ହଳଦିଆ ଗସ୍ତରେ ଯାଇ ଏଲପିଜି ଇମ୍ପୋର୍ଟ ଟର୍ମିନାଲ, ପ୍ରଧାନମନ୍ତ୍ରୀ ଊର୍ଜା ଗଙ୍ଗା ପ୍ରକଳ୍ପର ଅଂଶବିଶେଷ ଭାବେ ୩୪୮ କିଲୋମିଟର ବ୍ୟାପୀ ଦୋଭି-ଦୁର୍ଗାପୁର ପ୍ରାକୃତିକ ଗ୍ୟାସ ପାଇପଲାଇନ ସେକ୍ସନକୁ ରାଷ୍ଟ୍ର ଉଦେ୍ଦଶ୍ୟରେ ଉତ୍ସର୍ଗ କରିଛନ୍ତି । ଏଥିସହ ହଳଦିଆ ରିଫାଇନରିର ଦ୍ୱିତୀୟ କାଟାଲିଟିକ-ଆଇସୋଡିୱାକ୍ସିଙ୍ଗ ୟୁନିଟର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ଜାତୀୟ ରାଜପଥ ୪୧ରେ ହଳଦିଆର ରାଣୀଛକଠାରେ ୪ ଲେନବିଶିଷ୍ଟ ଆରଓବି ତଥା ଫ୍ଲାଏଓଭରକୁ ମଧ୍ୟ ରାଷ୍ଟ୍ରକୁ ଉତ୍ସର୍ଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ପଶ୍ଚିମବଙ୍ଗ ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅନ୍ୟମାନେ ଯୋଗଦେଇଥିଲେ ।କୋଚି-ମାଙ୍ଗାଲୁରୁ ପ୍ରାକୃତିକ ଗ୍ୟାସ ପାଇପଲାଇନ ଉତ୍ସର୍ଗ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 05th, 11:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ କୋଚି-ମାଙ୍ଗାଲୁରୁ ପ୍ରାକୃତିକ ଗ୍ୟାସ୍ ପାଇପ ଲାଇନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି ଘଟଣା ‘ଏକ ରାଷ୍ଟ୍ର ଏକ ଗ୍ୟାସ୍ ଗ୍ରୀଡ’ ସ୍ଥାପନ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟଭାବେ ପରିଗଣିତ ହୋଇଛି । ଏହି କାର୍ଯ୍ୟକ୍ରମରେ କର୍ଣ୍ଣାଟକ ଏବଂ କେରଳର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଗଣ ଏବଂ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜିର ଦିନଟି ଉଭୟ କେରଳ ଓ କର୍ଣ୍ଣାଟକ ରାଜ୍ୟବାସୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିବସ । ଉଭୟ ରାଜ୍ୟ ଗୋଟିଏ ପ୍ରାକୃତିକ ଗ୍ୟାସ୍ ପାଇପ ଲାଇନ ଦ୍ୱାରା ସଂଯୁକ୍ତ ହୋଇଛନ୍ତି । ଏହି ପାଇପ ଲାଇନ ସଂପୃକ୍ତ ଦୁଇ ରାଜ୍ୟର ଅର୍ଥନୀତି ଅଭିବୃଦ୍ଧି ଉପରେ ଗଠନମୂଳକ ପ୍ରଭାବ ପକାଇବ । ସେ କହିଛନ୍ତି ଯେ ଗ୍ୟାସ୍ଭିତ୍ତିକ ଅର୍ଥନୀତିର ଦ୍ରୁତ ସଂପ୍ରସାରଣ ଆତ୍ମନିର୍ଭର ଭାରତ ଲକ୍ଷ୍ୟ ହାସଲ ପାଇଁ ଏକ ଅପରିହାର୍ଯ୍ୟ ଆବଶ୍ୟକତା । ସେଇଥିପାଇଁ ସରକାର ଏକ ରାଷ୍ଟ୍ର ଏକ ଗ୍ୟାସ୍ ଗ୍ରୀଡ କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରୁଛନ୍ତି ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କୋଚି-ମାଙ୍ଗାଲୁରୁ ପ୍ରାକୃତିକ ଗ୍ୟାସ୍ ପାଇପ ଲାଇନ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ
January 05th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ କୋଚି-ମାଙ୍ଗାଲୁରୁ ପ୍ରାକୃତିକ ଗ୍ୟାସ୍ ପାଇପ ଲାଇନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି ଘଟଣା ‘ଏକ ରାଷ୍ଟ୍ର ଏକ ଗ୍ୟାସ୍ ଗ୍ରୀଡ’ ସ୍ଥାପନ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟଭାବେ ପରିଗଣିତ ହୋଇଛି । ଏହି କାର୍ଯ୍ୟକ୍ରମରେ କର୍ଣ୍ଣାଟକ ଏବଂ କେରଳର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଗଣ ଏବଂ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜିର ଦିନଟି ଉଭୟ କେରଳ ଓ କର୍ଣ୍ଣାଟକ ରାଜ୍ୟବାସୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିବସ । ଉଭୟ ରାଜ୍ୟ ଗୋଟିଏ ପ୍ରାକୃତିକ ଗ୍ୟାସ୍ ପାଇପ ଲାଇନ ଦ୍ୱାରା ସଂଯୁକ୍ତ ହୋଇଛନ୍ତି । ଏହି ପାଇପ ଲାଇନ ସଂପୃକ୍ତ ଦୁଇ ରାଜ୍ୟର ଅର୍ଥନୀତି ଅଭିବୃଦ୍ଧି ଉପରେ ଗଠନମୂଳକ ପ୍ରଭାବ ପକାଇବ । ସେ କହିଛନ୍ତି ଯେ ଗ୍ୟାସ୍ଭିତ୍ତିକ ଅର୍ଥନୀତିର ଦ୍ରୁତ ସଂପ୍ରସାରଣ ଆତ୍ମନିର୍ଭର ଭାରତ ଲକ୍ଷ୍ୟ ହାସଲ ପାଇଁ ଏକ ଅପରିହାର୍ଯ୍ୟ ଆବଶ୍ୟକତା । ସେଇଥିପାଇଁ ସରକାର ଏକ ରାଷ୍ଟ୍ର ଏକ ଗ୍ୟାସ୍ ଗ୍ରୀଡ କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରୁଛନ୍ତି ।କୋଚି – ମାଙ୍ଗାଲୁରୁ ପ୍ରାକୃତିକ ବାଷ୍ପ ପାଇପଲାଇନକୁ ଜାନୁଆରୀ 5ରେ ରାଷ୍ଟ୍ରକୁ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ
January 03rd, 02:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜାନୁଆରୀ 5, 2021 ଦିନ 11 ଟା ସମୟରେ କୋଚି – ମାଙ୍ଗାଲୁରୁ ପ୍ରାକୃତିକ ବାଷ୍ପ ପାଇପଲାଇନକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । ଏହି କାର୍ଯ୍ୟକ୍ରମ ‘ୱାନ ନେସନ ୱାନ ଗ୍ୟାସ ଗ୍ରୀଡ’ ସୃଷ୍ଟି ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ । ଏହି ଅବସରରେ କର୍ଣ୍ଣାଟକ ଏବଂ କେରଳର ରାଜ୍ୟପାଳ ତଥା ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀ ମଧ୍ୟ ଯୋଗଦେବେ ।