“ପରୀକ୍ଷା ପେ ଚର୍ଚ୍ଚା ୨୦୨୬” କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
February 06th, 10:21 am
ମୁଁ, ସାନଭୀ ଆଚାର୍ଯ୍ୟ। ମୁଁ ଆପଣଙ୍କ ରାଜ୍ୟ, ଅର୍ଥାତ୍ ଗୁଜରାଟରୁ ଆସିଛି। ମୋର ପ୍ରଥମ ପ୍ରଶ୍ନ ହେଉଛି ଯେ, ଆମର ପିତାମାତା ଆମ ବିଷୟରେ ଚିନ୍ତା କରନ୍ତି, ଆମର ଶିକ୍ଷକମାନେ ମଧ୍ୟ ଆମକୁ ସହଯୋଗ କରନ୍ତି। କିନ୍ତୁ ମୁଖ୍ୟ ସମସ୍ୟା ସେତେବେଳେ ଉପୁଜେ, ଯେତେବେଳେ ଆମର ଶିକ୍ଷକମାନେ ପାଠପଢ଼ାର ଏକ ଭିନ୍ନ ଢାଞ୍ଚା ଗ୍ରହଣ କରିବାକୁ ପରାମର୍ଶ ଦିଅନ୍ତି। ପିତାମାତା ଆଉ ଗୋଟିଏ ଅଲଗା ପ୍ରକାର ଢାଞ୍ଚା ଅନୁସରଣ କରିବାକୁ କହନ୍ତି ଏବଂ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ତ ଆଉ ଗୋଟିଏ ଅଲଗା ଟ୍ରେଣ୍ଡ ଚାଲୁଥାଏ। ଏମିତି ସମୟରେ ଆମେ ଭ୍ରମିତ ହୋଇଯାଉଛୁ ଯେ, ପ୍ରକୃତରେ କେଉଁ ଢାଞ୍ଚା ଗ୍ରହଣ କରିବୁପରୀକ୍ଷା ପେ ଚର୍ଚ୍ଚା 2026ରେ ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 06th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପରୀକ୍ଷା ପେ ଚର୍ଚ୍ଚା (ପିପିସି)ର ନବମ ସଂସ୍କରଣରେ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ଦିଲ୍ଲୀସ୍ଥିତ ତାଙ୍କ ବାସଭବନରେ ଏକଜାମ୍ ୱାରିୟର୍ସମାନଙ୍କ ସହ ଏକ ଅନୌପଚାରିକ ଆଲୋଚନା କରିଥିଲେ।PM hails the passage of Online Gaming Bill, 2025
August 22nd, 09:36 am
The Prime Minister, Shri Narendra Modi has welcomed the passage of The Promotion and Regulation of Online Gaming Bill, 2025 by both Houses of Parliament.