Significant moment in the India-United Kingdom partnership: PM Modi as India-UK CETA comes into force
July 15th, 12:58 pm
Quoting a post by Union Minister, Shri Piyush Goyal on the India-United Kingdom Comprehensive Economic and Trade Agreement (CETA) and the agreement on Social Security, Prime Minister Narendra Modi described it as a significant milestone in the India-UK partnership. Shri Modi said that the two agreements would further deepen the economic linkages between India and the United Kingdom and translate the shared ambition of both countries into tangible opportunities for their people.India-New Zealand relationship built on enduring friendship, shared values, common commitment: PM Modi in Auckland
July 11th, 01:15 pm
PM Modi addressed a vibrant community event in Auckland, praising the Indian diaspora as a strong bridge between India and New Zealand. He highlighted the elevation of bilateral ties to a Strategic Partnership, celebrated 100 years of sporting ties between the two countries and underscored the shared heritage and deepening partnership between the two nations.Prime Minister Addresses the Indian Diaspora in New Zealand
July 11th, 12:35 pm
PM Modi addressed a vibrant community event in Auckland, praising the Indian diaspora as a strong bridge between India and New Zealand. He highlighted the elevation of bilateral ties to a Strategic Partnership, celebrated 100 years of sporting ties between the two countries and underscored the shared heritage and deepening partnership between the two nations.ଇଣ୍ଡୋନେସିଆ ସଂସଦରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 07th, 03:15 pm
ଆଜି ସକାଳେ, ମୁଁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ ପାଇବାର ସୌଭାଗ୍ୟ ମଧ୍ୟ ପାଇଲି। ମୁଁ ଲକ୍ଷ ଲକ୍ଷ ଭାରତୀୟଙ୍କ ପ୍ରତି ଇଣ୍ଡୋନେସିଆ ଲୋକଙ୍କ ସ୍ନେହକୁ ହୃଦୟର ସହିତ ଗ୍ରହଣ କରୁଛି। ଏହି ସମ୍ମାନ ଆମ ଉଭୟ ଦେଶର ଗଣତାନ୍ତ୍ରିକ ମୂଲ୍ୟବୋଧ, ଆମର ସହଭାଗୀ ଐତିହ୍ୟ ଏବଂ ଆମର ସୁଦୃଢ଼ ସମ୍ପର୍କର ପ୍ରମାଣ। ମୁଁ ଆପଣ ସମସ୍ତଙ୍କୁ, ରାଷ୍ଟ୍ରପତି ପ୍ରବୋଓଙ୍କୁ, ଇଣ୍ଡୋନେସିଆ ସରକାର ଏବଂ ଏହାର ଜନସାଧାରଣଙ୍କୁ ମୋର ହୃଦୟର କୃତଜ୍ଞତା ଜଣାଉଛି।Prime Minister addresses the Parliament of Indonesia
July 07th, 03:00 pm
Addressing the Parliament of Indonesia in Jakarta, PM Modi spoke about the deep civilisational and democratic ties between India and Indonesia. He also highlighted their maritime partnership, proposed the Ganga-Mahakam Vision and called for closer cooperation across development, security and the Global South, while reaffirming a free, open, inclusive and rules-based Indo-Pacific.ଡିଜିଟାଲ୍ ଇଣ୍ଡିଆର ୧୧ ବର୍ଷ ପୂର୍ତ୍ତିରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା; ‘ବିକଶିତ ଭାରତ’ ଗଠନରେ ଡିଜିଟାଲ୍ ବିପ୍ଳବର ଗୁରୁତ୍ୱ
July 01st, 12:04 pm
ଶ୍ରୀ ମୋଦୀ କହିଛନ୍ତି ଯେ, ଡିଜିଟାଲ ଇଣ୍ଡିଆ ଶାସନକୁ ଅଧିକ ସ୍ୱଚ୍ଛ, ଦକ୍ଷ ଏବଂ ନାଗରିକ-କୈନ୍ଦ୍ରିକ କରିବା ସହ ସମଗ୍ର ଦେଶରେ ସର୍ବାଙ୍ଗୀନ ବିକାଶକୁ ତ୍ୱରାନ୍ୱିତ କରିଛି । ସେ ଉଲ୍ଲେଖ କରିଛନ୍ତି ଯେ, ଏହି ପ୍ରୟାସ ଜୀବନର ପ୍ରତ୍ୟେକ ଦିଗକୁ ସ୍ପର୍ଶ କରିଛି, ସରଳ ଡିଜିଟାଲ ପେମେଣ୍ଟ ଏବଂ ସ୍ୱଚ୍ଛ ଡାଇରେକ୍ଟ ବେନିଫିଟ୍ ଟ୍ରାନ୍ସଫରରୁ ଆରମ୍ଭ କରି ଡିଜିଟାଲ ସାର୍ବଜନୀନ ଭିତ୍ତିଭୂମିର ବିସ୍ତାର ପର୍ଯ୍ୟନ୍ତ, ପ୍ରଯୁକ୍ତିବିଦ୍ୟାକୁ ‘ସହଜ ଜୀବନଯାପନ’ ନିମନ୍ତେ ଏକ ଶକ୍ତିଶାଳୀ ମାଧ୍ୟମ କରିଛି ।Mr. Andy Jassy meets the Prime Minister
June 25th, 02:30 pm
PM Modi met Amazon CEO Andy Jassy in Delhi. In a post on X, the PM described the meeting as great, adding that Amazon's record $48 billion investment in India shows the growing interest across the world in investing in India.ସହକାରୀ ସଚିବ ଭାବରେ ନିଯୁକ୍ତ ୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
June 23rd, 02:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀ ଠାରେ ସେବା ତୀର୍ଥରେ ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗରେ ସହକାରୀ ସଚିବ ଭାବରେ ନିଯୁକ୍ତ ହୋଇଥିବା ୨୦୨୪ ବ୍ୟାଚ୍ ର ୧୮୩ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କରିଛନ୍ତି।ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 20th, 01:10 pm
ଆମ ଓଡ଼ିଶାରେ ଏବେ ଉତ୍ସବର ଆନନ୍ଦ ଚାଲିଛି। ଏଠାକାର ଗଣପର୍ବ ‘ରଜ’ ଗତ ସପ୍ତାହରେ ହିଁ ବେଶ୍ ଧୂମଧାମରେ ପାଳିତ ହୋଇଯାଇଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପ୍ରସ୍ତୁତି ମଧ୍ୟ ଜୋରସୋରରେ ଚାଲିଛି। ମୟୂରଭଞ୍ଜର ବାରିପଦା ମଧ୍ୟ ରଥଯାତ୍ରାକୁ ନେଇ ଉତ୍ସାହର ପରିବେଶ ଜମୁଛି। ଏବଂ, ଏସବୁ ଭିତରେ ଗଣତନ୍ତ୍ରର ବିକାଶର ଉତ୍ସବ ମଧ୍ୟ ଚାଲିଛି। ଓଡ଼ିଶାର ବିଜେପି ସରକାର ନିଜର ୨ ବର୍ଷ ମଧ୍ୟ ପୂର୍ଣ୍ଣ କରିଛନ୍ତି। ଏହି ଅବସରରେ ଆପଣମାନଙ୍କ ଗହଣକୁ ଆସିବା, ମୟୂରଭଞ୍ଜ ଆସିବାର ଏହି ସୌଭାଗ୍ୟ ଏବଂ ଏତେ ବଡ଼ ସଂଖ୍ୟାରେ ଆପଣମାନଙ୍କ ଉପସ୍ଥିତି, ମୋ ପାଇଁ ଅତ୍ୟନ୍ତ ସ୍ୱତନ୍ତ୍ର। ଆପଣମାନଙ୍କର ଏହି ଆପଣାପଣ ମୋତେ ବାରମ୍ବାର ଏଠାକୁ ଟାଣି ଆଣେ। ମୁଁ ଆପଣ ସମସ୍ତଙ୍କୁ ହୃଦୟରୁ ବହୁତ ବହୁତ ଅଭିନନ୍ଦନ ଜଣାଉଛି। ଏବଂ ଓଡ଼ିଶାର ଜନସାଧାରଣଙ୍କୁ ଡବଲ୍ ଇଞ୍ଜିନ ସରକାରରେ ବିକାଶ ଯାତ୍ରାର ମଧ୍ୟ ବଧେଇ ଜଣାଉଛି, ଶୁଭକାମନା ଜଣାଉଛି। ଏଥିସହିତ, ଏହି ଅବସରରେ ମୁଁ ପଣ୍ଡିତ ରଘୁନାଥ ମୁର୍ମୁ, ଡକ୍ଟର ଦମୟନ୍ତୀ ବେଶ୍ରା ଏବଂ ଶ୍ରୀ ଚରଣ ହେମ୍ବ୍ରମଙ୍କ ଭଳି ମହାନ ବ୍ୟକ୍ତିତ୍ୱମାନଙ୍କୁ ମଧ୍ୟ ପ୍ରଣାମ କରୁଛି। ଶ୍ରୀ ରଘୁନାଥ ମୁର୍ମୁ ସନ୍ଥାଳୀ ଭାଷା ପାଇଁ ‘ଅଲ୍ ଚିକି’ ଲିପିର ସୃଷ୍ଟି କରିଥିଲେ। ଆମ ସରକାର ସନ୍ଥାଳୀ ଭାଷାରେ ଭାରତର ସମ୍ବିଧାନକୁ ପ୍ରସ୍ତୁତ କରିଛନ୍ତି। ଓଡ଼ିଶାର ସନ୍ତାନମାନଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି। ବିଗତ ୨ ବର୍ଷ ମଧ୍ୟରେ ଓଡ଼ିଶା ସରକାର ମଧ୍ୟ ଏହି ସମସ୍ତ ମହାନୁଭବଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ଦିନରାତି ପରିଶ୍ରମ କରୁଛନ୍ତି।ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
June 20th, 01:00 pm
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୟୂରଭଞ୍ଜ ଜିଲ୍ଲାର ପାହାଡପୁର ଗ୍ରାମ ଗସ୍ତ କରିଛନ୍ତି। ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ପବିତ୍ର ସାନ୍ତାଳୀ ଜାହେର ଏବଂ ହୋ ଜାହେରରେ ପୂଜାର୍ଚ୍ଚନା କରିଛନ୍ତି । ସେମାନେ ମଧ୍ୟ ପାହାଡ଼ପୁରଠାରେ ଦକ୍ଷତା କେନ୍ଦ୍ର ଏବଂ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି । ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂରଣ ଅବସରରେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମର ବିଷୟବସ୍ତୁ ଥିଲା- ‘ବିକାଶ ର ଧାରା, ଓଡ଼ିଶା ସାରା’। ଏହି କାର୍ଯ୍ୟକ୍ରମରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।The aspirations, skills and potential of our youth shape the path to a Viksit Bharat: PM Modi at VBRY programme
June 19th, 05:15 pm
Addressing beneficiaries, industry representatives and stakeholders of the PM Viksit Bharat Rozgar Yojana, PM Modi disbursed incentives worth around ₹2,400 crore and highlighted the government's commitment to empowering India's youth and boosting employment generation. He described PM-VBRY as a bridge between youth and industry, noting that the scheme has supported the creation of 15 lakh jobs and brought nearly 70 lakh first-time employees under social security.ପିଏମ୍ ବିକଶିତ ଭାରତ ରୋଜଗାର ଯୋଜନା ଅଧୀନରେ ପ୍ରାୟ ୨,୪୦୦ କୋଟି ଟଙ୍କାର ପ୍ରୋତ୍ସାହନକୁ ପ୍ରଧାନମନ୍ତ୍ରୀଙ୍କ ମଞ୍ଜୁରୀ
June 19th, 05:00 pm
୧୯/୦୬/୨୦୨୬ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପିଏମ୍ ବିକଶିତ ଭାରତ ରୋଜଗାର ଯୋଜନା ସହିତ ଜଡିତ ହିତାଧିକାରୀ, ଶିଳ୍ପ ପ୍ରତିନିଧି ଏବଂ ଅଂଶୀଦାରମାନଙ୍କୁ ସମ୍ବୋଧିତ କରି ଭାରତର ଯୁବପିଢ଼ିଙ୍କୁ ସଶକ୍ତ କରିବା ଏବଂ ନିଯୁକ୍ତି ସୃଷ୍ଟିକୁ ତ୍ୱରାନ୍ୱିତ କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି। ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନା (ପିଏମ୍-ଭିବିଆରୱାଇ) ଅଧୀନରେ ପ୍ରାୟ ଟ.୨,୪୦୦ କୋଟି ମୂଲ୍ୟର ପ୍ରୋତ୍ସାହନ ବଣ୍ଟନ କରିଛନ୍ତି, ଯାହା ଭାରତ ସରକାରଙ୍କ ପ୍ରମୁଖ ନିଯୁକ୍ତି-ସଂଲଗ୍ନ ପ୍ରୋତ୍ସାହନ ଯୋଜନା ପିଏମ୍-ଭିବିଆରୱାଇ କାର୍ଯ୍ୟକାରୀ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଏବଂ ବିଭିନ୍ନ କ୍ଷେତ୍ରରେ ସାମାଜିକ ସୁରକ୍ଷା କଭରେଜକୁ ବିସ୍ତାର କରିଛି। ଏହି ପ୍ରୋତ୍ସାହନ ଦେଶବ୍ୟାପୀ ୧୫ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାରେ ସହାୟକ ହୋଇଛି।India and Slovakia are moving forward in close coordination on the global stage: PM Modi at the India-Slovakia Joint Press Meet
June 15th, 03:00 pm
At the joint press meet in Bratislava, PM Modi and Slovak Prime Minister Robert Fico announced the elevation of India-Slovakia ties to a Comprehensive Partnership. PM Modi highlighted growing cooperation in trade, technology, defence, space, digital innovation and mobility, saying the upgraded partnership reflects shared priorities, shared trust and a shared vision for the future.Bharat Innovates is becoming a bridge between Indian talent and European capital: PM Modi in Nice, France
June 14th, 04:36 pm
PM Modi and French President Emmanuel Macron jointly inaugurated Bharat Innovates 2026 in Nice, France. Addressing a gathering, PM Modi highlighted India’s deep-tech revolution and the transformative potential of AI, satellite technology, advanced manufacturing and clean energy. He called for trusted, inclusive and human-centric innovation, while reaffirming India’s vision of becoming a global innovation hub.ଭାରତ ଇନୋଭେଟ୍ସ ୨୦୨୬’ରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
June 14th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି ନାଇସ୍ ସହରସ୍ଥିତ ପାଲାଇସ୍ ଡେସ୍ ଏକ୍ସପୋଜିସନ୍ସରେ ମିଳିତ ଭାବରେ ଭାରତ ଇନୋଭେଟ୍ସ ୨୦୨୬ର ଉଦଘାଟନ କରିଛନ୍ତି। ଏହି ତିନି ଦିନିଆ କାର୍ଯ୍ୟକ୍ରମ ଭାରତର ଡିପ୍-ଟେକ୍ ଷ୍ଟାର୍ଟ-ଅପ୍ସ, ନବସୃଜନକାରୀ, ଗବେଷକ ଏବଂ ନିବେଶକମାନଙ୍କୁ ବିଶ୍ୱ ନବସୃଜନ ପାଣ୍ଠି ଏବଂ ଅନ୍ତର୍ଜାତୀୟ ସଂସ୍ଥାମାନଙ୍କ ସହ ଯୋଡ଼ିବାକୁ ଲକ୍ଷ୍ୟ ରଖିଛି। ଏହା ବିଶ୍ୱ ସ୍ତରରେ ଭାରତର ଅଗ୍ରଣୀ ଡିପ୍-ଟେକ୍ର ପ୍ରଦର୍ଶନ କରିଥାଏ ତଥା ୧୩ ଗୁରୁତ୍ବପୂର୍ଣ୍ଣ ପ୍ରଯୁକ୍ତି କ୍ଷେତ୍ରରେ ୧୨୦ ଉନ୍ନତ ଷ୍ଟାର୍ଟଅପ୍, ୨୦ରୁ ଅଧିକ ଉତ୍କର୍ଷ ପ୍ରତିଷ୍ଠାନର ଉପସ୍ଥାପିତ କରିଥାଏ। ବିଶ୍ୱର ୩୫୦ରୁ ଅଧିକ ଶ୍ରେଷ୍ଠ ନିବେଶକ ଏବଂ ଭେଞ୍ଚର କ୍ୟାପିଟାଲିଷ୍ଟ ମଧ୍ୟ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରୁଛନ୍ତି।The trust of 140 crore Indians is our greatest strength and responsibility: PM Modi at the NDA Leaders’ Conclave
June 10th, 06:33 pm
PM Modi addressed the NDA Leaders' Conclave in New Delhi, highlighting the government's commitment to fulfilling the aspirations of 140 crore Indians and accelerating India's journey towards a Viksit Bharat. Speaking at the NDA Conclave at Bharat Mandapam after becoming the longest continuously serving elected Prime Minister of India, he said, To have the opportunity to serve Maa Bharti for such a long time is possible only through God's blessings. For me, 'Janta Janardan' is God.PM Modi addresses NDA Leaders' Conclave, reaffirms commitment to Viksit Bharat
June 10th, 06:30 pm
PM Modi addressed the NDA Leaders' Conclave in New Delhi, highlighting the government's commitment to fulfilling the aspirations of 140 crore Indians and accelerating India's journey towards a Viksit Bharat. Speaking at the NDA Conclave at Bharat Mandapam after becoming the longest continuously serving elected Prime Minister of India, he said, To have the opportunity to serve Maa Bharti for such a long time is possible only through God's blessings. For me, 'Janta Janardan' is God.Prime Minister highlights strong growth momentum of Indian economy
June 05th, 08:07 pm
Prime Minister Shri Narendra Modi today highlighted that India’s growth momentum remains strong. The Prime Minister noted that the GDP growth rate of 7.7% in FY 2025-26 and 7.8% in Q4 of FY 2025-26 reflects the inherent strength of the economy, the success of reforms, and the hard work of 140 crore Indians.Prime Minister highlights remarkable momentum in India's digital infrastructure journey
June 05th, 05:10 pm
PM Modi highlighted India’s rapidly growing digital infrastructure ecosystem as AirTrunk announced an investment proposal of ₹3 lakh crore to develop 5 GW data centre capacity in the country. The investment is expected to strengthen India’s position as a global hub for cloud computing and AI while boosting employment, innovation and local supply chains, further accelerating the vision of a digitally empowered Viksit Bharat.ପ୍ରଧାନମନ୍ତ୍ରୀଙ୍କ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ (ମେ' 15 - 20, 2026)
May 11th, 09:00 pm
ପ୍ରଧାନମନ୍ତ୍ରୀ ମୋଦୀ 15 ମେ' ରୁ 20 ମେ' , 2026 ପର୍ଯ୍ୟନ୍ତ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ କରିବେ। ଏହି ଗସ୍ତ ସମୟରେ, ସେ ୟୁଏଇ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ମତ ବିନିମୟ କରିବେ। ନେଦରଲ୍ୟାଣ୍ଡରେ, ପ୍ରଧାନମନ୍ତ୍ରୀ ରାଜା ୱିଲେମ-ଆଲେକଜାଣ୍ଡାରଙ୍କୁ ଭେଟି ପ୍ରଧାନମନ୍ତ୍ରୀ ରବ ଜେଟେନଙ୍କ ସହ ଆଲୋଚନା କରିବେ। ସ୍ୱିଡେନରେ, ସେ ପ୍ରଧାନମନ୍ତ୍ରୀ କ୍ରିଷ୍ଟରସନଙ୍କ ସହ ଆଲୋଚନା କରିବେ। ନରୱେରେ, ସେ ରାଜା ହାରାଲ୍ଡ ପଞ୍ଚମଙ୍କୁ ସାକ୍ଷାତ କରିବେ ଏବଂ ପ୍ରଧାନମନ୍ତ୍ରୀ ଜୋନାସ ଗାହର ଷ୍ଟୋରଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ। ପରେ, ସେ ପ୍ରଧାନମନ୍ତ୍ରୀ ଜୋର୍ଜିଆ ମେଲୋନିଙ୍କ ସହ ଆଲୋଚନା କରିବା ପାଇଁ ଇଟାଲୀ ଗସ୍ତ କରିବେ।