ନୂଆଦିଲ୍ଲୀରେ ଆଇନଗତ ସହାୟତା ପ୍ରଦାନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଜାତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 08th, 05:33 pm

ଭାରତର ପ୍ରଧାନ ବିଚାରପତି ଶ୍ରୀ ବି. ଆର. ଗାଭାଇ ଜୀ, ବିଚାରପତି ସୂର୍ଯ୍ୟକାନ୍ତ ଜୀ, ବିଚାରପତି ବିକ୍ରମ ନାଥ ଜୀ, କେନ୍ଦ୍ରରେ ମୋର ସହକର୍ମୀ ଅର୍ଜୁନ ରାମ ମେଘୱାଲ ଜୀ, ସର୍ବୋଚ୍ଚ ନ୍ୟାୟାଳୟର ଅନ୍ୟ ମାନ୍ୟଗଣ୍ୟ ବିଚାରପତିଗଣ, ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତିଗଣ, ମହିଳା ଓ ଭଦ୍ରବ୍ୟକ୍ତିମାନେ,

“ଆଇନଗତ ସହାୟତା ପ୍ରଦାନ ବ୍ୟବସ୍ଥାର ସୁଦୃଢ଼ୀକରଣ” ଶୀର୍ଷକ ଜାତୀୟ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 08th, 05:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ସୁପ୍ରିମକୋର୍ଟରେ ଆଇନଗତ ସହାୟତା ପ୍ରଦାନ ବ୍ୟବସ୍ଥାର ସୁଦୃଢ଼ୀକରଣ ଶୀର୍ଷକ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ, ଏହି ଗୁରୁତ୍ୱପୂର୍ଣ୍ଣ ଅବସରରେ ଏଠାରେ ସମସ୍ତ ଉପସ୍ଥିତ ଲୋକଙ୍କ ମଧ୍ୟରେ ରହିବା ପ୍ରକୃତରେ ବହୁତ ସ୍ୱତନ୍ତ୍ର । ସେ କହିଥିଲେ ଯେ, ଆଇନଗତ ସହାୟତା ପ୍ରଦାନ ବ୍ୟବସ୍ଥା ଏବଂ ଆଇନଗତ ସେବା ଦିବସ ସହିତ ଜଡିତ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବା ଦ୍ଵାରା ଭାରତର ନ୍ୟାୟିକ ବ୍ୟବସ୍ଥାକୁ ନୂତନ ଶକ୍ତି ମିଳିବ। ପ୍ରଧାନମନ୍ତ୍ରୀ ୨୦ତମ ଜାତୀୟ ସମ୍ମିଳନୀ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ ଉପସ୍ଥିତ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ, ନ୍ୟାୟପାଳିକାର ସଦସ୍ୟ ଏବଂ ଆଇନଗତ ସେବା କର୍ତ୍ତୃପକ୍ଷଙ୍କ ପ୍ରତିନିଧିମାନଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଥିଲେ।

ଉଦୀୟମାନ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ ନବସୃଜନ ସମ୍ମିଳନୀ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 03rd, 11:00 am

ଆମ ମଧ୍ୟରେ ଉପସ୍ଥିତ ଦେଶର ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂହ, ଭାରତ ସରକାରଙ୍କ ପ୍ରମୁଖ ବୈଜ୍ଞାନିକ ପରାମର୍ଶଦାତା ଅଜୟ କୁମାର ସୁଦ, ନୋବେଲ ପୁରସ୍କାର ବିଜେତା ସାର ଆଣ୍ଡ୍ରେ ଗାଇମ, ସମସ୍ତ ବୈଜ୍ଞାନିକ, ଉଦ୍ଭାବକ, ଶିକ୍ଷାବିତ୍, ଭାରତ ଏବଂ ବିଦେଶର ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ସଜ୍ଜନଗଣ!

ଉଦୀୟମାନ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଓ ନବସୃଜନ ସମ୍ମିଳନୀ ୨୦୨୫କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 03rd, 10:30 am

ଏକବିଂଶ ଶତାବ୍ଦୀକୁ ଅଭୂତପୂର୍ବ ପରିବର୍ତ୍ତନର ସମୟ ଭାବରେ ବର୍ଣ୍ଣନା କରି ଶ୍ରୀ ମୋଦୀ କହିଛନ୍ତି ଯେ ବିଶ୍ୱ ବ୍ୟବସ୍ଥା ଏକ ପରିବର୍ତ୍ତନର ସମ୍ମୁଖୀନ ହେଉଛି, କିନ୍ତୁ ଏହି ପରିବର୍ତ୍ତନର ଗତି ସାଧାରଣ ନୁହେଁ, ବରଂ ଅସାଧାରଣ। ଏହି ପରିପ୍ରେକ୍ଷୀରେ, ଭାରତ ଆଗକୁ ବଢ଼ୁଛି ଏବଂ ଉଦୀୟମାନ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ ନବସୃଜନ ସହିତ ଜଡିତ ବିଭିନ୍ନ ଦିଗ ଉପରେ ନିରନ୍ତର ଧ୍ୟାନ ଦେଉଛି। ଉଦାହରଣ ସ୍ୱରୂପ, ସେ ଗବେଷଣା ପାଣ୍ଠି କ୍ଷେତ୍ର ଉପରେ ଆଲୋକପାତ କରିଥିଲେ। ପ୍ରଧାନମନ୍ତ୍ରୀ ଜୟ ଜବାନ, ଜୟ କିଷାନର ପ୍ରସିଦ୍ଧ ଜାତୀୟ ଚିନ୍ତାଧାରାକୁ ମନେ ପକାଇ କହିଥିଲେ ଏବଂ କହିଥିଲେ ଯେ ଗବେଷଣା ଉପରେ ନୂତନ ଗୁରୁତ୍ୱ ଦେଇ, ଏହି ଚିନ୍ତାଧାରାରେ ଜୟ ବିଜ୍ଞାନ ଏବଂ ଜୟ ଅନୁସନ୍ଧାନ ଯୋଗ କରାଯାଇଛି । ସେ ସୂଚନା ଦେଇଥିଲେ ଯେ ଭାରତୀୟ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହିତ କରିବା ପାଇଁ ଜାତୀୟ ଗବେଷଣା ଫାଉଣ୍ଡେସନ ଫର ରିସର୍ଚ୍ଚ ପ୍ରତିଷ୍ଠା କରାଯାଇଛି। ଏହା ବ୍ୟତୀତ, ପ୍ରଧାନମନ୍ତ୍ରୀ ୧ ଲକ୍ଷ କୋଟି ଟଙ୍କାର ଆବଣ୍ଟନ ସହିତ ଗବେଷଣା, ବିକାଶ ଏବଂ ନବସୃଜନ ଯୋଜନା ଆରମ୍ଭ କରିବାର ଘୋଷଣା କରିଥିଲେ। ସେ କହିଥିଲେ ଯେ ଘରୋଇ କ୍ଷେତ୍ରରେ ଗବେଷଣା ଏବଂ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ମଧ୍ୟ ପ୍ରୟାସ କରାଯାଉଛି। ପ୍ରଥମ ଥର ପାଇଁ, ଅଧିକ ବିପଦ ଥିବା ଓ ଉଚ୍ଚ-ପ୍ରଭାବ ସଂପନ୍ନ ପ୍ରକଳ୍ପ ପାଇଁ ପାଣ୍ଠି ଯୋଗାଇଦିଆଯାଉଛି, ଶ୍ରୀ ମୋଦୀ କହିଥିଲେ।

ଆନ୍ଧ୍ର ପ୍ରଦେଶ କୁର୍ଣ୍ଣୁଲରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 16th, 03:00 pm

ଆନ୍ଧ୍ର ପ୍ରଦେଶର ମହାମହିମ ରାଜ୍ୟପାଳ ଏସ. ଅବଦୁଲ ନଜିରଜୀ, ଲୋକପ୍ରିୟ ଓ କର୍ମଠ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ, କେନ୍ଦ୍ରମନ୍ତ୍ରୀ କେ. ରାମମୋହନ ନାଇଡୁଜୀ, ଚନ୍ଦ୍ରଶେଖର ପ୍ରେମାସାନିଜୀ, ଭୂପତିରାଜୁ ଶ୍ରୀନିବାସ ବର୍ମାଜୀ, ଉପମୁଖ୍ୟମନ୍ତ୍ରୀ ପବନ କଲ୍ୟାଣଜୀ, ରାଜ୍ୟ ମନ୍ତ୍ରିମଣ୍ଡଳର ମନ୍ତ୍ରୀ ନାରା ଲୋକେଶଜୀ, ସମସ୍ତ ମନ୍ତ୍ରୀ, ରାଜ୍ୟ ବିଜେପି ସଭାପତି ପି.ଭି.ଏନ ମାଧବଜୀ, ସମସ୍ତ ସାଂସଦ, ବିଧାୟକଗଣ ଓ ଏଠାରେ ଆମକୁ ଆଶୀର୍ବାଦ କରିବାକୁ ଆସିଥିବା ମୋର ସମସ୍ତ ପ୍ରିୟ ଭାଇ ଓ ଉଭଣୀମାନେ ।

ଆନ୍ଧ୍ରପ୍ରଦେଶର କର୍ଣ୍ଣୁଲରେ 13,430 କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 16th, 02:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର କର୍ଣ୍ଣୁଲଠାରେ ପ୍ରାୟ 13,430 କୋଟି ଟଙ୍କାର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଅହୋବିଲମର ଭଗବାନ ନରସିଂହ ସ୍ୱାମୀ ଏବଂ ମହାନନ୍ଦିର ଶ୍ରୀ ମହାନନ୍ଦିଶ୍ୱର ସ୍ୱାମୀଙ୍କୁ ପ୍ରଣାମ କରିଥିଲେ। ସେ ସମସ୍ତଙ୍କ ମଙ୍ଗଳ ପାଇଁ ମନ୍ତ୍ରାଳୟମର ଗୁରୁ ଶ୍ରୀ ରାଘବେନ୍ଦ୍ର ସ୍ୱାମୀଙ୍କଠାରୁ ଆଶୀର୍ବାଦ ମଧ୍ୟ ଲୋଡ଼ିଥିଲେ।

୮ ଅକ୍ଟୋବରରେ :ଇଣ୍ଡିଆ ମୋବାଇଲ କଂଗ୍ରେସ’ର ୯ମ ସଂସ୍କରଣକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

October 07th, 10:27 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ୮ ଅକ୍ଟୋବର ୨୦୨୫ ସକାଳ ପ୍ରାୟ ୯ଟା ୪୫ ମିନିଟ୍ ସମୟରେ ନୂଆଦିଲ୍ଲୀ ଯଶୋଭୂମିଠାରେ ଏସିଆର ସର୍ବବୃହତ ଟେଲିକମ୍, ମିଡିଆ ଏବଂ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ‘ଇଣ୍ଡିଆ ମୋବାଇଲ୍ କଂଗ୍ରେସ (ଆଇଏମସି) ୨୦୨୫’ର ୯ମ ସଂସ୍କରଣକୁ ଉଦଘାଟନ କରିବେ।

ଆସାମର ଦରାଙ୍ଗରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

September 14th, 11:30 am

ଅହୋମର ବିକାଶ ଯାତ୍ରାର ଏଇ ଐତିହାସିକ ଦିନଟୁତ ଦରଙ୍ଗବାସିର ଲାଁଗତେ, ହମାଁଗ୍ର ଅଁହୋମବାସିକ ମୟ ଆନ୍ତରିକ ଓଲୋଗ ଆରୁ ଅଭିନୋନ୍ଦୋନ ଜୋନାଇଶୁ।

ଆସାମର ଦରାଙ୍ଗରେ ପ୍ରାୟ ୬୫୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 14th, 11:00 am

ଆଜି, ସମଗ୍ର ଦେଶ ଏକ ବିକଶିତ ଭାରତ ନିର୍ମାଣ ପାଇଁ ଏକତ୍ରିତ ଭାବରେ ଆଗକୁ ବଢ଼ୁଛି; ବିଶେଷକରି ଆମର ଯୁବ ନାଗରିକମାନଙ୍କ ପାଇଁ, ଏକ ବିକଶିତ ଭାରତ ଏକ ସ୍ୱପ୍ନ ଏବଂ ଏକ ସଂକଳ୍ପ, ଏହି ସଂକଳ୍ପ ପୂରଣ କରିବାରେ ଉତ୍ତର-ପୂର୍ବର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି: ପ୍ରଧାନମନ୍ତ୍ରୀ

ଉଦୀୟମାନ ଉତ୍ତର-ପୂର୍ବ ନିବେଶକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

May 23rd, 11:00 am

କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତା ମଜୂମଦାର ଜୀ, ମଣିପୁରର ରାଜ୍ୟପାଳ ଅଜୟ ଭଲ୍ଲା ଜୀ, ଆସାମର ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ଜୀ, ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ସିକିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ଜୀ, ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ନେଫିଉ ରିଓ ଜୀ, ମିଜୋରାମର ମୁଖ୍ୟମନ୍ତ୍ରୀ ଲାଲଦୁହୋମା ଜୀ, ସମସ୍ତ ଶିଳ୍ପପତି, ନିବେଶକ, ଭଦ୍ର ମହିଳା ଏବଂ ଭଦ୍ରଲୋକ!

ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 23rd, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀ ୨୦୨୫କୁ ଉଦଘାଟନ କରିଛନ୍ତି। କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ସ୍ୱାଗତ ଜଣାଇ ପ୍ରଧାନମନ୍ତ୍ରୀ ଉତ୍ତର-ପୂର୍ବାଞ୍ଚଳର ଭବିଷ୍ୟତ ପ୍ରତି ଗର୍ବ, ଉତ୍ସାହ ଏବଂ ଅପାର ବିଶ୍ୱାସ ପ୍ରକାଶ କରିଥିଲେ। ଭାରତ ମଣ୍ଡପମରେ ଅନୁଷ୍ଠିତ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ମନେ ପକାଇ ସେ ଉଲ୍ଲେଖ କରିଥିଲେ ଯେ ଆଜିର କାର୍ଯ୍ୟକ୍ରମ ଉତ୍ତର-ପୂର୍ବରେ ନିବେଶର ଉତ୍ସବ। ପ୍ରଧାନମନ୍ତ୍ରୀ ସମ୍ମିଳନୀରେ ଶିଳ୍ପ ନେତାମାନଙ୍କର ଗୁରୁତ୍ୱପୂର୍ଣ୍ଣ ଉପସ୍ଥିତିକୁ ଉଲ୍ଲେଖ କରିଥିଲେ ଏବଂ ଏହି କ୍ଷେତ୍ରରେ ସୁଯୋଗ ବିଷୟରେ ସେମାନଙ୍କର ଉତ୍ସାହ ବିଷୟରେ ଆଲୋଚନା କରିଥିଲେ। ସମସ୍ତ ମନ୍ତ୍ରଣାଳୟ ଏବଂ ରାଜ୍ୟ ସରକାରଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ଏକ ଅନୁକୂଳ ନିବେଶ ପରିବେଶ ସୃଷ୍ଟି କରିବାରେ ସେମାନଙ୍କ ପ୍ରୟାସକୁ ପ୍ରଶଂସା କରିଥିଲେ। ନିଜର ଶୁଭକାମନା ଜଣାଇ ପ୍ରଧାନମନ୍ତ୍ରୀ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀକୁ ପ୍ରଶଂସା କରିଥିଲେ ଏବଂ ଏହି ଅଞ୍ଚଳର ନିରନ୍ତର ଅଭିବୃଦ୍ଧି ଏବଂ ସମୃଦ୍ଧି ପ୍ରତି ତାଙ୍କର ପ୍ରତିବଦ୍ଧତାକୁ ଦୋହରାଇଥିଲେ।

Delhi needs a government that works in coordination, not one that thrives on conflicts: PM Modi

January 31st, 03:35 pm

Addressing the huge rally in New Delhi’s Dwarka, PM Modi said, “Delhi needs a double-engine government at both the Centre and the state. You gave Congress years to govern, then the AAP-da took over Delhi. Now, give me the chance to serve Delhi with a double-engine government. I guarantee you that the BJP will leave no stone unturned in Delhi’s development. If this AAP-da continues, Delhi will keep falling behind in development. Delhi needs a government that believes in coordination, not confrontation.”

PM Modi electrifies New Delhi’s Dwarka Rally with a High-Octane speech

January 31st, 03:30 pm

Addressing the huge rally in New Delhi’s Dwarka, PM Modi said, “Delhi needs a double-engine government at both the Centre and the state. You gave Congress years to govern, then the AAP-da took over Delhi. Now, give me the chance to serve Delhi with a double-engine government. I guarantee you that the BJP will leave no stone unturned in Delhi’s development. If this AAP-da continues, Delhi will keep falling behind in development. Delhi needs a government that believes in coordination, not confrontation.”

ନିର୍ବାଚନ କମିଶନ ସମୟ-ସମୟରେ ମତଦାନ ପ୍ରକ୍ରିୟାକୁ ସୁଦୃଢ଼ କରିଛନ୍ତି : ମନ୍ କୀ ବାତ୍ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ

January 19th, 11:30 am

In the 118th episode of Mann Ki Baat, PM Modi reflected on key milestones, including the upcoming 75th Republic Day celebrations and the significance of India’s Constitution in shaping the nation’s democracy. He highlighted India’s achievements and advancements in space sector like satellite docking. He spoke about the Maha Kumbh in Prayagraj and paid tributes to Netaji Subhas Chandra Bose.

The relationship between India and Kuwait is one of civilizations, seas and commerce: PM Modi

December 21st, 06:34 pm

PM Modi addressed a large gathering of the Indian community in Kuwait. Indian nationals representing a cross-section of the community in Kuwait attended the event. The PM appreciated the hard work, achievement and contribution of the community to the development of Kuwait, which he said was widely recognised by the local government and society.

କୁଏତରେ ‘ହାଲା ମୋଦୀ’ କାର୍ଯ୍ୟକ୍ରମରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

December 21st, 06:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୁଏତର ଶେଖ ସାଦ ଅଲ ଅବଦୁଲ୍ଲା ଇଣ୍ଡୋର ସ୍ପୋର୍ଟସ କମ୍ପ୍ଲେକ୍ସରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ 'ହାଲା ମୋଦୀ'ରେ ଭାରତୀୟ ସମ୍ପ୍ରଦାୟର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କୁଏତରେ ସମ୍ପ୍ରଦାୟର ବିଭିନ୍ନ ବର୍ଗର ପ୍ରତିନିଧିତ୍ୱ କରୁଥିବା ଭାରତୀୟ ନାଗରିକମାନେ ଯୋଗ ଦେଇଥିଲେ।

Our Constitution is the foundation of India’s unity: PM Modi in Lok Sabha

December 14th, 05:50 pm

PM Modi addressed the Lok Sabha on the 75th anniversary of the Indian Constitution's adoption. He reflected on India's democratic journey and paid tribute to the framers of the Constitution.

ସମ୍ବିଧାନ ପ୍ରଣୟନର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକସଭାରେ ଏକ ସ୍ୱତନ୍ତ୍ର ବିତର୍କ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ

December 14th, 05:47 pm

ସମ୍ବିଧାନ ପ୍ରଣୟନର ୭୫ତମ ବାର୍ଷିକୀ ଉପଲକ୍ଷେ ଆଜି ଲୋକସଭାରେ ଆୟୋଜିତ ଏକ ସ୍ବତନ୍ତ୍ର ବିତର୍କ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଥିଲେ । ଗୃହକୁ ସମ୍ବୋଧନ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ଭାରତର ସମସ୍ତ ନାଗିରକ ଓ ଗଣତନ୍ତ୍ରକୁ ସମ୍ମାନ ଜଣାଉଥିବା ବିଶ୍ବର ସମସ୍ତ ଲୋକମାନଙ୍କ ପାଇଁ ଏକ ଗର୍ବ ଓ ସମ୍ମାନର ବିଷୟ ଯେ ଆମେ ଗଣତନ୍ତ୍ରର ଏହି ଉତ୍ସବକୁ ପାଳନ କରୁଛୁ । ଆମ ସମ୍ବିଧାନର ୭୫ ଉଲ୍ଲେଖନୀୟ ବର୍ଷର ଯାତ୍ରା ପାଇଁ ସେ ସମ୍ବିଧାନ ପ୍ରଣେତାମାନଙ୍କ ଦୂରଦୃଷ୍ଟି ଓ ଉଦ୍ୟମକୁ ସେ ପ୍ରସଂଶା କରିବା ସହ କହିଥିଲେ ଯେ ସଫଳତାର ୭୫ ବର୍ଷ ପୂରଣ ପରେ ଗଣତନ୍ତ୍ରର ଏହି ଉତ୍ସବ ପାଳନ ପାଇଁ ସମୟ ଉପନୀତ । ସଂସଦର ସଦସ୍ୟମାନେ ଏହି ସମାରୋହରେ ନିଜକୁ ସାମିଲ କରି ନିଜର ମତାମତ ପ୍ରଦାନ କରୁଥିବାରୁ ସେ ଆନନ୍ଦ ପ୍ରକାଶ କରିବା ସହ ସେ ଧନ୍ୟବାଦ ଓ ଅଭିନନ୍ଦନ ଜଣାଇଥିଲେ ।

ନୂଆଦିଲ୍ଲୀରେ ଅଷ୍ଟଲକ୍ଷ୍ମୀ ମହୋତ୍ସବର ଉଦ୍‌ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 06th, 02:10 pm

ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱା ଶର୍ମା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ସିକ୍କିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତ ମଜୁମଦାର ଜୀ, ଅରୁଣାଚଳ ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ, ମିଜୋରାମ ଏବଂ ନାଗାଲାଣ୍ଡ ସରକାରଙ୍କ ମନ୍ତ୍ରୀଗଣ, ଅନ୍ୟ ଜନପ୍ରତିନିଧି, ଉତ୍ତର ପୂର୍ବର ସମସ୍ତ ଭାଇ ଭଉଣୀମାନେ। ଭଦ୍ର ମହିଳା ଓ ପୁରୁଷ ମାନେ।

ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

December 06th, 02:08 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ବାବା ସାହେବ ଡ. ବି ଆର ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ। ବାବାସାହେବ ଆମ୍ବେଦକରଙ୍କ ଦ୍ୱାରା ପ୍ରସ୍ତୁତ ସମ୍ବିଧାନକୁ ୭୫ ବର୍ଷ ପୂରିଛି, ଏହା ସମସ୍ତ ନାଗରିକଙ୍କ ପାଇଁ ଏକ ବଡ଼ ପ୍ରେରଣା ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ଭାରତର ସମସ୍ତ ନାଗରିକଙ୍କ ତରଫରୁ ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।