ଭାରତ-ଥାଇଲାଣ୍ଡ ରଣନୈତିକ ଭାଗିଦାରୀ ପ୍ରତିଷ୍ଠା ଉପରେ ମିଳିତ ଘୋଷଣାନାମା
April 04th, 07:29 pm
ଭାରତ ଗଣତନ୍ତ୍ରର ପ୍ରଧାନମନ୍ତ୍ରୀ ମାନନୀୟ ଶ୍ରୀ ନରେନ୍ଦ୍ର ମୋଦୀ ୩ ଏପ୍ରିଲ ୨୦୨୫ରେ ସରକାରୀ ଗସ୍ତରେ ଯାଇଥିଲେ ଏବଂ ଥାଇଲାଣ୍ଡର ମାନନୀୟ ପ୍ରଧାନମନ୍ତ୍ରୀ ସୁଶ୍ରୀ ପେଟୋଙ୍ଗଟାର୍ଣ୍ଣ ସିନାୱାତ୍ରାଙ୍କ ନିମନ୍ତ୍ରଣକ୍ରମେ ବ୍ୟାଙ୍କକରେ ଅନୁଷ୍ଠିତ ଷଷ୍ଠ ବିମଷ୍ଟେକ୍ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ । ବ୍ୟାଙ୍କକ୍ ସ୍ଥିତ ସରକାରୀ ଭବନରେ ପ୍ରଧାନମନ୍ତ୍ରୀ ସିନାୱାତ୍ରା ଆନୁଷ୍ଠାନିକ ଭାବେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଔପଚାରିକ ସ୍ୱାଗତ କରିଥିଲେ।Prime Minister’s visit to Wat Pho
April 04th, 03:36 pm
PM Modi with Thai PM Paetongtarn Shinawatra, visited Wat Pho, paying homage to the Reclining Buddha. He offered ‘Sanghadana’ to senior monks and presented a replica of the Ashokan Lion Capital. He emphasized the deep-rooted civilizational ties between India and Thailand, strengthening cultural bonds.Prime Minister meets with the Prime Minister of Thailand
April 03rd, 08:42 pm
Prime Minister Shri Narendra Modi met the Prime Minister of Thailand, H.E. Paetongtarn Shinawatra today in Bangkok on his Official Visit to Thailand. On arrival at the Government House, Prime Minister was received by Prime Minister Shinawatra and accorded a ceremonial welcome. This was their second meeting. Earlier, the two leaders had met on the sidelines of ASEAN related Summit in Vientiane in October 2024.ଥାଇଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମିଳିତ ପ୍ରେସ୍ ବିବୃତି
April 03rd, 03:01 pm
ମାର୍ଚ୍ଚ ୨୮ରେ ଘଟିତ ଭୂମିକମ୍ପରେ ପ୍ରାଣ ହରାଇଥିବା ବ୍ୟକ୍ତିବିଶେଷଙ୍କ ପରିବାରବର୍ଗଙ୍କୁ ମୁଁ ଭାରତବାସୀଙ୍କ ତରଫରୁ ଗଭୀର ସମବେଦନା ଜଣାଉଛି । ଆମେ ସମସ୍ତେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛୁ।ଥାଇଲାଣ୍ଡର ବ୍ୟାଙ୍କକରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
April 03rd, 11:01 am
ଥାଇଲାଣ୍ଡର ବ୍ୟାଙ୍କକରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ ବିମଷ୍ଟେକ୍ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀ ପେଟଙ୍ଗଟାର୍ଣ୍ଣ ସିନାୱାତ୍ରାଙ୍କ ସହ ମଧ୍ୟ ଆଲୋଚନା କରିବେ ।ଥାଇଲ୍ୟାଣ୍ଡ ଓ ଶ୍ରୀଲଙ୍କା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନ ବିବୃତି
April 03rd, 06:00 am
ପ୍ରଧାନମନ୍ତ୍ରୀ ପାଟୋଙ୍ଗଟାର୍ଣ୍ଣ ସିନାୱାତ୍ରାଙ୍କ ନିମନ୍ତ୍ରଣ କ୍ରମେ, ମୁଁ ଆଜି ଷଷ୍ଠ ବିମ୍ଷ୍ଟେକ୍ ସମ୍ମିଳନୀରେ ଯୋଗଦେବା ପାଇଁ ଥାଇଲ୍ୟାଣ୍ଡକୁ ସରକାରୀ ଗସ୍ତରେ ଯାଉଛି ।ଏପ୍ରିଲ 3-6, 2025 ପ୍ରଧାନମନ୍ତ୍ରୀଙ୍କ ଥାଇଲାଣ୍ଡ ଓ ଶ୍ରୀଲଙ୍କା ଗସ୍ତ
April 02nd, 02:00 pm
ବ୍ୟାଙ୍କକରେ ଆୟୋଜିତ ଷଷ୍ଠ ବିମଷ୍ଟେକ୍ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ (ଏପ୍ରିଲ 3-4, 2025) ରେ ଥାଇଲାଣ୍ଡ ଗସ୍ତରେ ଯିବେ। ଏହାପରେ ସେ ରାଷ୍ଟ୍ରପତି ଅନୁରା କୁମାର ଦିସାନାୟକଙ୍କ ନିମନ୍ତ୍ରଣକ୍ରମେ (ଏପ୍ରିଲ 4-6, 2025)ରେ ଶ୍ରୀଲଙ୍କା ଗସ୍ତରେ ଯିବେ।PM thanks Prime Minister of Thailand for greetings on India’s 76th Republic Day
January 26th, 10:20 pm
The Prime Minister Shri Narendra Modi today thanked the Prime Minister of Thailand, Ms. Paetongtarn Shinawatra for greetings on India’s 76th Republic Day.ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ପେଟୋଙ୍ଗଟାର୍ନ ସିନାୱାତ୍ରାଙ୍କ ମନୋଭାବରେ ଖୁସି ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
October 30th, 09:39 pm
ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ପେଟୋଙ୍ଗଟାର୍ନ ସିନାୱାତ୍ରାଙ୍କ ମନୋଭାବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଖୁସି ପ୍ରକାଶ କରିଛନ୍ତି । ମହାମାନ୍ୟ ପେଟୋଙ୍ଗଟାର୍ନ ସିନାୱାତ୍ରା ଥାଇଲାଣ୍ଡ ବ୍ୟାଙ୍ଗକକ୍ ଲିଟିଲ ଇଣ୍ଡିଆ ପାହୁରାତରେ ମନୋମୁଗ୍ଧକର ଥାଇଲାଣ୍ଡ ଦୀପାବଳି ଉତ୍ସବ ୨୦୨୪କୁ ଉଦଘାଟନ କରିଛନ୍ତି । ଏହି ଆକର୍ଷଣୀୟ ଥାଇଲାଣ୍ଡ ଦୀପାବଳି ଉତ୍ସବ ପାଇଁ ମଧ୍ୟ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ଏହା ଭାରତ ଓ ଥାଇଲାଣ୍ଡ ମଧ୍ୟରେ ସାଂସ୍କୃତିକ ସମ୍ପର୍କକୁ ସୁଦୃଢ଼ କରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।ଥାଇଲାଣ୍ଡ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
October 11th, 12:41 pm
ଭିଏଣ୍ଟିଆନେରେ ୧୧ ଅକ୍ଟୋବର ୨୦୨୪ରେ ପୂର୍ବ ଏସିଆ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଥାଇଲାଣ୍ଡର ପ୍ରଧାନମନ୍ତ୍ରୀ ପାଏଟୋଙ୍ଗଟାର୍ନ ଶିନାୱାତ୍ରାଙ୍କୁ ଭେଟିଛନ୍ତି । ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତକାର ।ଥାଇଲାଣ୍ଡର ପ୍ରଧାନମନ୍ତ୍ରୀ ଭାବେ ନିବାଚିତ ହୋଇଥିବାରୁ ପାଏଟୋଙ୍ଗଟାର୍ନ ଜିନାୱାତ୍ରାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିନନ୍ଦନ
August 18th, 11:53 am
ଥାଇଲାଣ୍ଡର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବା ପାଏଟୋଙ୍ଗଟାର୍ନ ଜିନାୱାତ୍ରାଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ଥାଇଲାଣ୍ଡ ଓ ଭାରତର ଜନସାଧାରଣଙ୍କ ମଧ୍ୟରେ ଥିବା ସଭ୍ୟତାଗତ, ସାସ୍କୃତିକ ଏବଂ ଭାବଗତ ଦ୍ୱିପାକ୍ଷିକ ସମ୍ପର୍କକୁ ଅଧିକ ଦୃଢ଼ କରିବା ଦିଗରେ କାମ କରିବାକୁ ଶ୍ରୀ ମୋଦୀ ଆଶା ପ୍ରକାଶ କରିଛନ୍ତି ।