ଇଣ୍ଡୋନେସିଆ ସଂସଦରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 07th, 03:15 pm
ଆଜି ସକାଳେ, ମୁଁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ ପାଇବାର ସୌଭାଗ୍ୟ ମଧ୍ୟ ପାଇଲି। ମୁଁ ଲକ୍ଷ ଲକ୍ଷ ଭାରତୀୟଙ୍କ ପ୍ରତି ଇଣ୍ଡୋନେସିଆ ଲୋକଙ୍କ ସ୍ନେହକୁ ହୃଦୟର ସହିତ ଗ୍ରହଣ କରୁଛି। ଏହି ସମ୍ମାନ ଆମ ଉଭୟ ଦେଶର ଗଣତାନ୍ତ୍ରିକ ମୂଲ୍ୟବୋଧ, ଆମର ସହଭାଗୀ ଐତିହ୍ୟ ଏବଂ ଆମର ସୁଦୃଢ଼ ସମ୍ପର୍କର ପ୍ରମାଣ। ମୁଁ ଆପଣ ସମସ୍ତଙ୍କୁ, ରାଷ୍ଟ୍ରପତି ପ୍ରବୋଓଙ୍କୁ, ଇଣ୍ଡୋନେସିଆ ସରକାର ଏବଂ ଏହାର ଜନସାଧାରଣଙ୍କୁ ମୋର ହୃଦୟର କୃତଜ୍ଞତା ଜଣାଉଛି।Prime Minister addresses the Parliament of Indonesia
July 07th, 03:00 pm
Addressing the Parliament of Indonesia in Jakarta, PM Modi spoke about the deep civilisational and democratic ties between India and Indonesia. He also highlighted their maritime partnership, proposed the Ganga-Mahakam Vision and called for closer cooperation across development, security and the Global South, while reaffirming a free, open, inclusive and rules-based Indo-Pacific.16th India-Japan Annual Summit Joint Statement
July 02nd, 10:22 pm
At the 16th India–Japan Annual Summit, PM Modi and Japanese Prime Minister Sanae Takaichi reaffirmed their commitment to advancing the India–Japan Special Strategic and Global Partnership through deeper cooperation in defence, economic security, clean energy, AI, technology, investment and people-to-people ties. The Joint Statement also sets the stage for celebrating the 75th anniversary of India–Japan diplomatic relations next year.India-Slovakia Joint Statement
June 15th, 05:32 pm
At the invitation of Slovak Republic PM Robert Fico, PM Modi visited Slovakia on 15 June 2026. Both leaders agreed to elevate the India-Slovakia relationship to a Comprehensive Partnership and to regularly review its implementation. They also agreed that the visit represents a significant step forward in transforming India-Slovakia relations and committed to taking bilateral ties into a new phase of engagement.ସାଇପ୍ରସ ଗଣରାଜ୍ୟର ରାଷ୍ଟ୍ରପତିଙ୍କ ଗସ୍ତ ସମ୍ପର୍କରେ ମିଳିତ ବିବୃତ୍ତି
May 22nd, 09:31 pm
ସାଇପ୍ରସ୍ ଗଣରାଜ୍ୟର ରାଷ୍ଟ୍ରପତି ଶ୍ରୀ ନିକୋସ୍ କ୍ରିଷ୍ଟୋଡୋଲିଡେସ୍, ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ୨୦ - ୨୩ ମେ’ ୨୦୨୬ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଛନ୍ତି। ଏହା ସାଇପ୍ରସର ୟୁରୋପୀୟ ସଂଘ ପରିଷଦର ସଭାପତିତ୍ୱ ସମୟରେ ଅନୁଷ୍ଠିତ ହେଉଥିବାରୁ ଏହି ଗସ୍ତର ବିଶେଷ ଗୁରୁତ୍ୱ ରହିଛି।ଭାରତ-ଇଟାଲୀ ମିଳିତ ଘୋଷଣା
May 20th, 10:28 pm
ଉଭୟ ପ୍ରଧାନମନ୍ତ୍ରୀ ଉଚ୍ଚସ୍ତରୀୟ ଆଦାନପ୍ରଦାନର ଦୃଢ଼ ଗତିକୁ ସ୍ୱାଗତ କରିଥିଲେ ଏବଂ ବହୁପାକ୍ଷିକ କାର୍ଯ୍ୟକ୍ରମର ପାର୍ଶ୍ଵରେ ନେତାମାନଙ୍କ ବାର୍ଷିକ ବୈଠକ, ନିୟମିତ ମନ୍ତ୍ରୀସ୍ତରୀୟ ଏବଂ ପ୍ରତିଷ୍ଠାନସ୍ତରୀୟ ବୈଠକ ଆୟୋଜନ କରିବାକୁ ରାଜି ହୋଇଥିଲେ।ନରୱେ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ୍ ବିବୃତ୍ତି
May 18th, 04:44 pm
ଗତବର୍ଷ ମୋର ନରୱେ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଯୋଗୁଁ ଏହି ଯାତ୍ରା ସ୍ଥଗିତ ରଖିବାକୁ ପଡିଥିଲା। ସେହି କଠିନ ସମୟରେ, ନରୱେ ଆତଙ୍କବାଦ ବିରୁଦ୍ଧରେ ଲଢ଼େଇରେ ଭାରତ ସହିତ ଦୃଢ଼ ଭାବରେ ଠିଆ ହୋଇ ପ୍ରକୃତ ବନ୍ଧୁତା ପ୍ରଦର୍ଶନ କରିଥିଲା। ଆଜି, ମୁଁ ନରୱେ ଗସ୍ତ କରୁଥିବା ସମୟରେ, ସେହି ସମର୍ଥନ ପାଇଁ ମୁଁ ମୋର ହୃଦୟରୁ କୃତଜ୍ଞତା ପ୍ରକାଶ କରୁଛି।ଅପରେସନ ସିନ୍ଦୁରର ଏକ ବର୍ଷ ପୂର୍ତ୍ତି ଅବସରରେ ସଶସ୍ତ୍ର ବାହିନୀକୁ ଅଭିବାଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
May 07th, 10:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରେସନ ସିନ୍ଦୁରର ଏକ ବର୍ଷ ପୂରଣ ଅବସରରେ ସଶସ୍ତ୍ର ବାହିନୀର ସାହସ, ନିର୍ଭୁଲତା ଏବଂ ସଂକଳ୍ପକୁ ଅଭିବାଦନ ଜଣାଇଛନ୍ତି।ଅପରେସନ୍ ସିନ୍ଦୁର ସମୟରେ ସଶସ୍ତ୍ର ବାହିନୀର ବୀରତ୍ୱ ଉପରେ ଆଲୋକପାତ କରି ସଂସ୍କୃତ ସୁଭାଶିତମ୍ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ
May 07th, 10:20 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଅପରେସନ ସିନ୍ଦୁରରେ ଭାରତର ଅସାଧାରଣ ବିଜୟ ଦେଶର ସାହସୀ ସୈନିକମାନଙ୍କ ଅସାଧାରଣ ବୀରତ୍ୱ ଏବଂ ଦେଶପ୍ରେମର ଏକ ପ୍ରେରଣାଦାୟୀ ଉଦାହରଣ। ସେ ଉଲ୍ଲେଖ କରିଥିଲେ ଯେ ପ୍ରତ୍ୟେକ ନାଗରିକ ସେମାନଙ୍କ ଅଦମ୍ୟ ସାହସ, ଦୃଢ଼ ସଂକଳ୍ପ ଏବଂ କର୍ତ୍ତବ୍ୟର ଅତୁଟ ଭାବନା ପାଇଁ ଗର୍ବିତ।ଭାରତ ଗସ୍ତରେ ଆସିଥିବା ଭିଏତନାମ ସମାଜବାଦୀ ଗଣରାଜ୍ୟର ରାଷ୍ଟ୍ରପତିଙ୍କ ସରକାରୀ ଗସ୍ତର ଫଳାଫଳ ତାଲିକା
May 06th, 03:44 pm
ଭାରତ ଗସ୍ତରେ ଆସିଥିବା ଭିଏତନାମ ସମାଜବାଦୀ ଗଣରାଜ୍ୟର ରାଷ୍ଟ୍ରପତିଙ୍କ ସରକାରୀ ଗସ୍ତର ଫଳାଫଳ ତାଲିକାଭିଏତନାମ କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ଏବଂ ଭିଏତନାମ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
May 06th, 01:00 pm
ରାଷ୍ଟ୍ରପତି ତୋ ଲାମଙ୍କ ଭାରତ ଗସ୍ତ ଅବସରରେ ମୁଁ ତାଙ୍କୁ ହାର୍ଦ୍ଦିକ ସ୍ୱାଗତ ଜଣାଇ ବହୁତ ଆନନ୍ଦିତ। ଭିଏତନାମର ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବାର ଏକ ମାସ ମଧ୍ୟରେ ସେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଏବଂ ଅନେକ ବ୍ୟବସାୟିକ ନେତାଙ୍କ ସହ ଭାରତ ଗସ୍ତରେ ଆସି ଭାରତ-ଭିଏତନାମ ସମ୍ପର୍କରେ ସେ ଯେଉଁ ପ୍ରାଥମିକତା ରଖିଛନ୍ତି ତାହା ସ୍ପଷ୍ଟ ଭାବରେ ପ୍ରତିଫଳିତ ହେଉଛି।ପହଲଗାମ ଆତଙ୍କବାଦୀ ଆକ୍ରମଣର ମୃତକଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
April 22nd, 11:07 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗତ ବର୍ଷ ଏହି ଦିନରେ ହୋଇଥିବା ଭୟଙ୍କର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ନିର୍ଦ୍ଦୋଷ ଜୀବନ ହରାଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପୀଡିତମାନଙ୍କୁ ସ୍ମରଣ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେମାନଙ୍କୁ କେବେ ଭୁଲିଯିବ ନାହିଁ ଏବଂ ଏହି ଦୁଃଖର ମୁହୂର୍ତ୍ତରେ ସେମାନଙ୍କ ପରିବାର ସହିତ ଠିଆ ହେବା ପାଇଁ ଦେଶର ସ୍ଥାୟୀ ପ୍ରତିବଦ୍ଧତାକୁ ପୁନଃସ୍ଥାପିତ କରିଛନ୍ତି।Joint Strategic Vision for India-ROK Special Strategic Partnership
April 20th, 10:53 pm
President of the Republic of Korea Lee Jae Myung is on a State Visit to India from 19 – 21 April, 2026. During his visit, he held bilateral talks with Prime Minister Narendra Modi. Joint Strategic Vision for implementing and adding further momentum to the India-ROK Special Strategic Partnership in the next five years (2026-2030) was also announced.2030 ପଥେ : ଏକ ମିଳିତ ଭାରତ-ୟୁରୋପୀୟ ସଂଘ ବିସ୍ତୃତ ରଣନୈତିକ ଏଜେଣ୍ଡା
January 27th, 06:48 pm
27 ଜାନୁୟାରୀ 2026 ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ଷୋଡଶ ଭାରତ-ୟୁରୋପୀୟ ସଂଘ ଶିଖର ସମ୍ମିଳନୀରେ ଅନୁମୋଦିତ ମିଳିତ ଭାରତ-ୟୁରୋପୀୟ ସଂଘ ବ୍ୟାପକ ରଣନୀତିକ ଏଜେଣ୍ଡାର ଉଦ୍ଦେଶ୍ୟ ହେଉଛି ଉଭୟ ଅଂଶୀଦାର ଏବଂ ବ୍ୟାପକ ବିଶ୍ୱ ପାଇଁ ପାରସ୍ପରିକ ଲାଭଦାୟକ, ଦୃଢ଼ ଏବଂ ପରିବର୍ତ୍ତନଶୀଳ ଫଳାଫଳ ପ୍ରଦାନ କରିବା ପାଇଁ ୟୁରୋପୀୟ ସଂଘ-ଭାରତ ସହଯୋଗକୁ ବିସ୍ତାର, ଗଭୀର ଏବଂ ଉନ୍ନତ ସମନ୍ୱୟ ମାଧ୍ୟମରେ ରଣନୀତିକ ଭାଗିଦାରୀକୁ ଆହୁରି ମଜବୁତ କରିବା ।ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଏବଂ ୟୁରୋପୀୟ ଆୟୋଗ ଅଧ୍ୟକ୍ଷଙ୍କ ଭାରତ ଗସ୍ତ ଏବଂ 16ତମ ଭାରତ-ୟୁରୋପୀୟ ସଂଘ ଶିଖର ସମ୍ମିଳନୀ ଉପରେ ଭାରତ-ୟୁରୋପୀୟ ସଂଘ ମିଳିତ ବିବୃତ୍ତି
January 27th, 06:15 pm
ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିମନ୍ତ୍ରଣ କ୍ରମେ ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଆଣ୍ଟୋନିଓ କୋଷ୍ଟା ଏବଂ ୟୁରୋପୀୟ ଆୟୋଗର ଅଧ୍ୟକ୍ଷା ଉର୍ସୁଲା ଭନ୍ ଡେର୍ ଲିଏନ୍ ଭାରତର 77ତମ ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବରେ ଭାରତ ଗସ୍ତରେ ଆସିଛନ୍ତି । ଏହି ଗସ୍ତ ସମୟରେ ନେତାମାନେ ଐତିହାସିକ ଭାରତ-ୟୁରୋପୀୟ ସଂଘ ଏଫଟିଏ ଉପରେ ଆଲୋଚନାର ସଫଳ ସମାପ୍ତିକୁ ପ୍ରଶଂସା କରିଥିଲେ ଏବଂ 2030 ପଥେ: ଭାରତ-ୟୁରୋପୀୟ ସଂଘ ମିଳିତ ବିସ୍ତୃତ ରଣନୀତିକ ଏଜେଣ୍ଡା ଗ୍ରହଣ କରିଥିଲେ ।ଇଥିଓପିଆ ସଂସଦର ମିଳିତ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 17th, 12:25 pm
ପ୍ରାଚୀନ ଜ୍ଞାନ ଓ ଆଧୁନିକ ଆକାଂକ୍ଷାର ସମନ୍ୱୟ ଥିବା ଏକ ଜାତିର ହୃଦୟସ୍ଥଳ ତଥା ଗଣତନ୍ତ୍ରର ଏହି ମନ୍ଦିରକୁ ଆସିଥିବାରୁ ମୁଁ ନିଜକୁ ଗୌରବାନ୍ୱିତ ମନେକରୁଛି। ଆପଣମାନଙ୍କ ସଂସଦ, ଆପଣମାନଙ୍କ ଜନତା ଏବଂ ଆପଣମାନଙ୍କ ଗଣତାନ୍ତ୍ରିକ ଯାତ୍ରା ପ୍ରତି ଗଭୀର ସମ୍ମାନର ସହିତ ମୁଁ ଏଠାକୁ ଆସିଛି।ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
December 17th, 12:12 pm
ପ୍ରଧାନମନ୍ତ୍ରୀ ଭାରତୀୟମାନଙ୍କ ପକ୍ଷରୁ ଇଥିଓପିଆ ସାଂସଦମାନଙ୍କୁ ବନ୍ଧୁତା ଏବଂ ସଦ୍ଭାବନାର ଶୁଭେଚ୍ଛା ଜଣାଇ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ସେ କହିଥିଲେ ଯେ, ସଂସଦକୁ ସମ୍ବୋଧିତ କରିବା ଏବଂ ଗଣତନ୍ତ୍ରର ଏହି ମନ୍ଦିର ମାଧ୍ୟମରେ, ଇଥିଓପିଆର ଭବିଷ୍ୟତ ଗଠନ କରୁଥିବା ସାଧାରଣ ଜନତା - କୃଷକ, ଉଦ୍ୟୋଗୀ, ଗର୍ବିତ ମହିଳା ଏବଂ ଯୁବକମାନଙ୍କ ସହ କଥା ହେବା ଏକ ସୌଭାଗ୍ୟର ବିଷୟ। ତାଙ୍କୁ ସର୍ବୋଚ୍ଚ ପୁରସ୍କାର - ‘ଗ୍ରେଟ୍ ଅନର ନିଶାନ ଅଫ ଇଥିଓପିଆ’ ପ୍ରଦାନ କରିବା ପାଇଁ ସେ ଇଥିଓପିଆର ଜନତା ଏବଂ ସରକାରଙ୍କୁ ଧନ୍ୟବାଦ ଜଣାଇଥିଲେ। ଦୁଇଦେଶର ଗୁରୁତ୍ବପୂର୍ଣ୍ଣ ସମ୍ପର୍କ କଥା ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଯେ, ଏହି ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ ରହିଆସିଥିବା ଦୀର୍ଘକାଳୀନ ସମ୍ପର୍କ ରଣନୈତିକ ସହଭାଗୀତା ସ୍ତରକୁ ଉନ୍ନୀତ ହୋଇଛି।Prime Minister holds bilateral talks with the Prime Minister of Ethiopia
December 17th, 12:02 am
During his visit to Ethiopia, PM Modi held discussions with Ethiopian PM Dr. Abiy Ahmed Ali in Addis Ababa. Both leaders reviewed the entire spectrum of the bilateral relationship and agreed to elevate the ties to the level of a Strategic Partnership. PM Modi thanked Ethiopia for its solidarity in the wake of the Pahalgam terror attack. Following the talks, the two leaders witnessed the exchange of MoUs.କର୍ଣ୍ଣାଟକ ଉଡୁପି ଶ୍ରୀକୃଷ୍ଣ ମଠରେ ‘ଲକ୍ଷ କଣ୍ଠ ଗୀତା ପାରାୟଣ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
November 28th, 11:45 am
ମୁଁ ମୋ ବକ୍ତବ୍ୟ ଆରମ୍ଭ କରିବା ପୂର୍ବରୁ, କିଛି ପିଲା ଏଠାରେ କିଛି ଫଟୋ ନେଇ ଆସିଛନ୍ତି। ଏସ୍ପିଜି ଓ ସ୍ଥାନୀୟ ପୁଲିସକର୍ମୀ ଦୟାକରି ସେଗୁଡ଼ିକୁ ସଂଗ୍ରହ କରିବାରେ ସାହାଯ୍ୟ କରନ୍ତୁ। ଯଦି ଆପଣ ଫଟୋ ପଛରେ ଆପଣଙ୍କର ଠିକଣା ଲେଖିଛନ୍ତି, ତେବେ ମୁଁ ନିଶ୍ଚିତ ଭାବରେ ଆପଣଙ୍କୁ ଏକ ଧନ୍ୟବାଦ ପତ୍ର ପଠାଇବି। ଯେଉଁମାନେ କିଛି ସାଙ୍ଗରେ ନେଇ ଆସିଛନ୍ତି, ଦୟାକରି ସେମାନଙ୍କୁ ଦେଇଦିଅନ୍ତୁ; ସେମାନେ ତାହା ସଂଗ୍ରହ କରିନେବେ। ଆପଣ ଏଠାରେ ଆରାମରେ ବସନ୍ତୁ। ଏହି ପିଲାମାନେ ଅନେକ ସମୟରେ ବହୁତ କଠିନ ପରିଶ୍ରମ କରିଥାଆନ୍ତି, କିନ୍ତୁ ବେଳେବେଳେ ସେମାନଙ୍କ ପ୍ରତି ମୋ ଦ୍ୱାରା ଅନ୍ୟାୟ ହୋଇଯାଏ, ଏଥିପାଇଁ ମୁଁ ବହୁତ ଦୁଃଖ ପାଏ।କର୍ଣ୍ଣାଟକର ଉଡ଼ୁପୀସ୍ଥିତ ଶ୍ରୀକୃଷ୍ଣ ମଠରେ ଲକ୍ଷ କଣ୍ଠ ଗୀତା ପାରାୟଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 28th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ଉଡ଼ୁପୀସ୍ଥିତ ଶ୍ରୀକୃଷ୍ଣ ମଠରେ ଲକ୍ଷ କଣ୍ଠ ଗୀତା ପାରାୟଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଭଗବାନ ଶ୍ରୀକୃଷ୍ଣଙ୍କ ଦିବ୍ୟ ଦର୍ଶନରୁ ମିଳିଥିବା ସନ୍ତୋଷ, ଶ୍ରୀମଦ୍ ଭଗବଦ୍ ଗୀତାର ମନ୍ତ୍ରୋଚାରଣରୁ ମିଳିଥିବା ଆଧ୍ୟାତ୍ମିକ ଅନୁଭୂତି ଏବଂ ଏତେ ସଂଖ୍ୟକ ପୂଜ୍ୟ ସନ୍ଥ ଓ ଗୁରୁମାନଙ୍କର ଉପସ୍ଥିତି ତାଙ୍କ ପାଇଁ ପରମ ସୌଭାଗ୍ୟ। ତାଙ୍କ ପାଇଁ ଏହା ଅଗଣିତ ଆଶୀର୍ବାଦ ପାଇବା ସହିତ ସମାନ ବୋଲି ସେ ଆଲୋକପାତ କରି କହିଥିଲେ।