ମହାରାଷ୍ଟ୍ରର ମୁମ୍ୱାଇରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
October 08th, 03:44 pm
ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀମାନ ଆଚାର୍ଯ୍ୟ ଦେବବ୍ରତ ଜୀ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଥିବା ମୋର ସହଯୋଗୀ ରାମଦାସ ଅଠାଓ୍ୱଲେ ଜୀ, କେଆର୍ ନାଇଡୁ ଜୀ, ମୁରଳୀଧର ମୋହୋଳ ଜୀ, ମହାରାଷ୍ଟ୍ର ସରକାରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାଓ୍ୱାର ଜୀ, ଅନ୍ୟ ମନ୍ତ୍ରୀଗଣ, ଭାରତରେ ଅବସ୍ଥାପିତ ଜାପାନର ରାଷ୍ଟ୍ରଦୂତ କେଇଜି ଓନୋ ଜୀ, ଅନ୍ୟ ମହାନୁଭବ, ଭାଇ ଓ ଭଉଣୀମାନେ!ନଭି ମୁମ୍ବାଇର ଅନ୍ତର୍ଜାତୀୟ ବିମାନବନ୍ଦର ଉଦଘାଟନ ସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
October 08th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନଭି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ଉଦଘାଟନ କରି, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଏବଂ ଲୋକାର୍ପଣ କରିଛନ୍ତି। ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କୁ ସ୍ୱାଗତ କରି, ପ୍ରଧାନମନ୍ତ୍ରୀ ଉପସ୍ଥିତ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ। ସେ ଏବେ ପାଳିତ ହୋଇଥିବା ବିଜୟା ଦଶମୀ ଏବଂ କୋଜାଗରୀ ପୂର୍ଣ୍ଣିମା ସମ୍ପର୍କରେ କହିଥିଲେ ଏବଂ ଆଗାମୀ ଦୀପାବଳି ଉତ୍ସବ ପାଇଁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି।Manipur is the crown jewel adorning the crest of Mother India: PM Modi in Imphal
September 13th, 02:45 pm
At the inauguration of projects worth over ₹1,200 crore in Imphal, PM Modi said a new phase of infrastructure growth has begun in Manipur. He noted that women empowerment is a key pillar of India’s development and Atmanirbhar Bharat, a spirit visible in the state. The PM affirmed his government’s commitment to peace and stability, stressing that return to a normal life is the top priority. He urged Manipur to stay firmly on the path of peace and progress.PM Modi inaugurates multiple development projects worth over Rs 1,200 crore at Imphal, Manipur
September 13th, 02:30 pm
At the inauguration of projects worth over ₹1,200 crore in Imphal, PM Modi said a new phase of infrastructure growth has begun in Manipur. He noted that women empowerment is a key pillar of India’s development and Atmanirbhar Bharat, a spirit visible in the state. The PM affirmed his government’s commitment to peace and stability, stressing that return to a normal life is the top priority. He urged Manipur to stay firmly on the path of peace and progress.ଜି-୭ ଶିଖର ସମ୍ମିଳନୀ ଅବସରରେ ଜର୍ମାନ ଚାନସେଲରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ
June 18th, 12:32 pm
କାନାଡାର କାନନସକିସରେ ଚାଲିଥିବା ଜି-୭ ସମ୍ମିଳନୀ ପରିପ୍ରେକ୍ଷୀରେ ଜର୍ମାନୀ ଚାନସେଲର ଫ୍ରେଡେରିଚ ମର୍ଜଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଛନ୍ତି । ମେ ୨୦୨୫ରେ ମର୍ଜ ଚାନସେଲର ହେବା ପରେ ଏହା ହେଉଛି ଦୁଇ ନେତାଙ୍କ ପ୍ରଥମ ବୈଠକ । ପଦ ଭାର ଗ୍ରହଣ କରିବା ପରେ ପ୍ରଥମ ସାକ୍ଷାତ କାଳରେ ପ୍ରଧାନମନ୍ତ୍ରୀ ମୋଦୀ ମର୍ଜଙ୍କୁ ତାଙ୍କ ବିପୁଳ ବିଜୟ ଲାଗି ପ୍ରଶଂସା କରିଥିଲେ । କିଛି ଦିନ ପୂର୍ବରୁ ଅହମଦାବାଦ ବିମାନ ଦୁର୍ଘଟଣା ଲାଗି ଜର୍ମାନ ସରକାର ସହାନୁଭୂତି ଓ ସମବେଦନା ପ୍ରତି ପ୍ରଧାନମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଥିଲେ ।ଆଦମପୁର ଏୟାର ବେସ୍ରେ ବୀର ବାୟୁସେନା ଓ ସୈନିକଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
May 13th, 03:45 pm
ଏହି ଜୟଘୋଷର ଶକ୍ତିକୁ ଏବେ ଏବେ ସାରା ଦୁନିଆଁ ଦେଖୁଛି। ଭାରତ ମାତା କୀ ଜୟ, ଏହା କେବଳ ଏକ ଘୋଷଣା ନୁହେଁ, ଏହା ଦେଶର ପ୍ରତିଟି ସେଇ ସୈନିକଙ୍କର ଶପଥ ଅଟେ, ଯିଏ ଦେଶମାତୃକାର ସମ୍ମାନ ଓ ମର୍ଯ୍ୟାଦା ପାଇଁ ଜୀବନକୁ ବାଜି ଲଗାଇ ଥାଏ। ଏହା ଦେଶର ପ୍ରତିଟି ନାଗରିକଙ୍କର ସ୍ୱର, ଯିଏ ଦେଶ ପାଇଁ ବଂଚିବାକୁ ଇଚ୍ଛା କରନ୍ତି, ଯିଏ କିଛି କରିବାକୁ ଇଚ୍ଛା କରନ୍ତି।ଆଦମପୁର ବାୟୁସେନା ଘାଟିଠାରେ ଦେଶର ସାହାସୀ ବାୟୁବୀର ଏବଂ ସୈନିକଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 13th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଦମପୁରସ୍ଥିତ ବାୟୁସେନା ଘାଟି ପରିଦର୍ଶନ କରିଥିଲେ ଏବଂ ଦେଶର ସାହସୀ ବାୟୁସେନା ଯୋଦ୍ଧା ଏବଂ ସୈନିକମାନଙ୍କ ସହିତ ମତ ବିନିମୟ କରିଥିଲେ। ସେମାନଙ୍କୁ ସମ୍ବୋଧିତ କରି, ସେ କହିଥିଲେ ଯେ ବିଶ୍ବ 'ଭାରତ ମାତା କି ଜୟ' ସ୍ଲୋଗାନର ଶକ୍ତି ଦେଖିଛି । ଏହା କେବଳ ଏକ ମନ୍ତ୍ର ମାତ୍ର ନୁହେଁ, ବରଂ ଭାରତ ମାତାର ମର୍ଯ୍ୟାଦା ବଜାୟ ରଖିବା ପାଇଁ ନିଜ ଜୀବନକୁ ବାଜି ଲଗାଉଥିବା ପ୍ରତ୍ୟେକ ସୈନିକଙ୍କ ଦ୍ୱାରା ନିଆଯାଉଥିବା ଏକ ବଜ୍ର ଶପଥ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ସ୍ଲୋଗାନ ପ୍ରତ୍ୟେକ ନାଗରିକଙ୍କ ସ୍ୱର, ଯିଏ ଦେଶ ପାଇଁ ବଞ୍ଚିବାକୁ ଏବଂ ଏକ ଅର୍ଥପୂର୍ଣ୍ଣ ଯୋଗଦାନ ଦେବାକୁ ଚାହେଁ। ସେ ଗୁରୁତ୍ୱାରୋପ କରିଥିଲେ ଯେ 'ଭାରତ ମାତା କୀ ଜୟ' ଯୁଦ୍ଧକ୍ଷେତ୍ର ଏବଂ ଗୁରୁତ୍ୱପୂର୍ଣ୍ଣ ମିଶନରେ ପ୍ରତିଧ୍ୱନିତ ହୋଇଥାଏ। ସେ ଉଲ୍ଲେଖ କରିଥିଲେ ଯେ ଯେତେବେଳେ ଭାରତୀୟ ସୈନିକମାନେ 'ଭାରତ ମାତା କୀ ଜୟ' ସ୍ଲୋଗାନ ଦିଅନ୍ତି, ସେତେବେଳେ ଶତ୍ରୁର ମେରୁଦଣ୍ଡ ଥରହର ହୋଇଯାଏ। ଭାରତର ସାମରିକ ଶକ୍ତି ଉପରେ ଗୁରୁତ୍ୱାରୋପ କରି ସେ କହିଥିଲେ ଯେ ଯେତେବେଳେ ଭାରତୀୟ ଡ୍ରୋନ ଶତ୍ରୁର ଦୁର୍ଗକୁ ଧ୍ୱଂସ କରେ ଏବଂ ଯେତେବେଳେ କ୍ଷେପଣାସ୍ତ୍ର ସଠିକ ଭାବରେ ଆକ୍ରମଣ କରେ, ସେତେବେଳେ ଶତ୍ରୁ କେବଳ ଗୋଟିଏ ବାକ୍ୟ ଶୁଣେ - 'ଭାରତ ମାତା କି ଜୟ'। ପ୍ରଧାନମନ୍ତ୍ରୀ ମୋଦୀ ଦୃଢ଼ତାର ସହିତ କହିଥିଲେ ଯେ ରାତିର ଅନ୍ଧାରରେ ମଧ୍ୟ, ଭାରତ ଆକାଶକୁ ଆଲୋକିତ କରିବାର କ୍ଷମତା ରଖେ, ଯାହା ଶତ୍ରୁକୁ ଆମ ଦେଶର ଅଦମ୍ୟ ଶକ୍ତିକୁ ଦେଖିବାକୁ ବାଧ୍ୟ କରେ। ସେ ଘୋଷଣା କରିଥିଲେ ଯେ ଯେତେବେଳେ ଭାରତର ସେନା ପରମାଣୁ ବ୍ଲାକମେଲର ବିପଦକୁ ଦୂର କରିବେ, ସେତେବେଳେ ସ୍ବର୍ଗ ମର୍ତ୍ତ୍ୟ ପାତାଳରେ ଗୋଟିଏ ଧ୍ବନି ପ୍ରତିଧ୍ୱନିତ ହେବ - 'ଭାରତ ମାତା କି ଜୟ'।ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
May 12th, 08:48 pm
ଆମେ ସମସ୍ତେ ଗତ କିଛିଦିନ ହେବ ଦେଶର ଶକ୍ତି ଏବଂ ସଂଯମ ଉଭୟକୁ ଦେଖିଛୁ। ସର୍ବପ୍ରଥମେ, ମୁଁ ପ୍ରତ୍ୟେକ ଭାରତୀୟଙ୍କ ତରଫରୁ ଭାରତର ପରାକ୍ରମୀ ସେନାବାହିନୀ, ସଶସ୍ତ୍ର ବଳ, ଆମର ଗୁଇନ୍ଦା ସଂସ୍ଥା, ଆମର ବୈଜ୍ଞାନିକମାନଙ୍କୁ ପ୍ରଣାମ କରୁଛି। ‘ଅପରେସନ୍ ସିନ୍ଦୁର’ର ଲକ୍ଷ୍ୟ ହାସଲ କରିବା ପାଇଁ ଆମର ସାହସୀ ସୈନିକମାନେ ଅପାର ବୀରତ୍ୱ ପ୍ରଦର୍ଶନ କରିଥିଲେ। ମୁଁ ସେମାନଙ୍କର ବୀରତ୍ୱ, ସାହସ ଏବଂ ପରାକ୍ରମକୁ ଆଜି ଆମ ଦେଶର ପ୍ରତ୍ୟେକ ମା’, ଦେଶର ପ୍ରତ୍ୟେକ ଭଉଣୀ ଏବଂ ଦେଶର ପ୍ରତ୍ୟେକ ଝିଅଙ୍କୁ ସମର୍ପିତ କରୁଛି । ମୁଁ ଏହି ପରାକ୍ରମକୁ ସମର୍ପଣ କରୁଛି ।ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 12th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ତାଙ୍କ ଅଭିଭାଷଣରେ ସେ କହିଛନ୍ତି ଯେ ଦେଶ ଗତ କିଛି ଦିନ ମଧ୍ୟରେ ଭାରତର ଶକ୍ତି ଏବଂ ସଂଯମ ଉଭୟ ଦେଖିଛି। ସେ ପ୍ରତ୍ୟେକ ଭାରତୀୟ ନାଗରିକଙ୍କ ପକ୍ଷରୁ ଦେଶର ଶକ୍ତିଶାଳୀ ସଶସ୍ତ୍ର ବାହିନୀ, ଗୁଇନ୍ଦା ସଂସ୍ଥା ଏବଂ ବୈଜ୍ଞାନିକମାନଙ୍କୁ ସାଲ୍ୟୁଟ୍ କରିଛନ୍ତି। ପ୍ରଧାନମନ୍ତ୍ରୀ ଅପରେସନ ସିନ୍ଦୂରର ଉଦ୍ଦେଶ୍ୟ ହାସଲ କରିବାରେ ଭାରତର ସାହସୀ ସୈନିକମାନଙ୍କ ଦ୍ୱାରା ପ୍ରଦର୍ଶିତ ଅଦମ୍ୟ ସାହସକୁ ପ୍ରଶଂସା କରିଛନ୍ତି, ସେମାନଙ୍କ ବୀରତ୍ୱ, ସ୍ଥିରତା ଏବଂ ଅତୁଳନୀୟ ଉତ୍ସାହକୁ ସ୍ୱୀକାର କରିଛନ୍ତି। ସେ ଏହି ସାହସକୁ ଦେଶର ପ୍ରତ୍ୟେକ ମା, ଭଉଣୀ ଏବଂ ଝିଅଙ୍କୁ ଉତ୍ସର୍ଗ କରିଛନ୍ତି।ପଡକାଷ୍ଟରେ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଓଡ଼ିଆ ଅନୁବାଦ
March 16th, 11:47 pm
ମୋର ଶକ୍ତି ମୋଦୀ ହେବାରେ ନୁହେଁ; ଏହା ୧୪୦ କୋଟି ଭାରତୀୟଙ୍କ ଠାରୁ ଆସିଛି, ହଜାର ହଜାର ବର୍ଷର ଆମ ଦେଶର ସମୃଦ୍ଧ ସାଂସ୍କୃତିକ ଏବଂ ଐତିହାସିକ ପରମ୍ପରାରୁ ଆସିଛି। ଏହା ହିଁ ମୋର ପ୍ରକୃତ ଶକ୍ତି । ମୁଁ ଯେଉଁଠିକୁ ବି ଯାଏ, ମୁଁ ମୋଦୀ ଭାବେ ଯାଏ ନାହିଁ- ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦ ପର୍ଯ୍ୟନ୍ତ ଆମ ସଭ୍ୟତାର ହଜାର ହଜାର ବର୍ଷ ପୁରୁଣା ମହାନ ପରମ୍ପରାକୁ ମୁଁ ସାଙ୍ଗରେ ନେଇ ଯାଇଥାଏ। ମୁଁ ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ବ କରୁଛି, ସେମାନଙ୍କ ସ୍ୱପ୍ନ ଏବଂ ସେମାନଙ୍କ ଆକାଂକ୍ଷାକୁ ପ୍ରତିନିଧିତ୍ୱ କରୁଛି । ସେଥିପାଇଁ ଯେତେବେଳେ ମୁଁ ବିଶ୍ୱର କୌଣସି ନେତାଙ୍କ ସହ ହାତ ମିଳାଉଛି, ତାହା କେବଳ ମୋଦୀଙ୍କ ହାତ ନୁହେଁ- ଏହା ୧୪୦ କୋଟି ଭାରତୀୟଙ୍କ ହାତ। ମୋର ଶକ୍ତି ମୋର ନୁହେଁ; ଏହା ହେଉଛି ଭାରତର ଶକ୍ତି । ଯେତେବେଳେ ବି ଆମେ ଶାନ୍ତି କଥା କହୁଛୁ, ବିଶ୍ୱ ଶୁଣେ, କାରଣ ଏହା ମହାତ୍ମା ଗାନ୍ଧୀଙ୍କ ଦେଶ ବୁଦ୍ଧଙ୍କ ଭୂମି। ଆମେ ସଂଘର୍ଷକୁ ନୁହେଁ; ଆମେ ଶାନ୍ତିକୁ ସମର୍ଥନ କରୁଛୁ। ଆମେ ପ୍ରକୃତି ସହିତ ସଂଘର୍ଷ ଚାହୁଁନାହୁଁ କିମ୍ବା ଜାତି ମାନଙ୍କ ମଧ୍ୟରେ ସଂଘର୍ଷ ଚାହୁଁନାହୁଁ - ଆମେ ଏପରି ଦେଶ ଯିଏ ସହଯୋଗରେ ବିଶ୍ୱାସ କରୁ । ଶାନ୍ତି ପ୍ରତିଷ୍ଠା ଦିଗରେ ଯଦି ଆମେ କୌଣସି ପ୍ରକାର ଅବଦାନ ଦେଇପାରିବା, ତେବେ ଆମେ ସବୁବେଳେ ତାହା କରିବାକୁ ଚେଷ୍ଟା କରୁଛୁ। ମୋ ଜୀବନ ଅତ୍ୟଧିକ ଦାରିଦ୍ର୍ୟରୁ ବାହାରିଥିଲା, ତଥାପି ଆମେ କେବେ ବି ଏହା ଦ୍ୱାରା ବୋଝ ଅନୁଭବ କରିନଥିଲୁ। ସାରା ଜୀବନ ଜୋତା ପିନ୍ଧିଥିବା ବ୍ୟକ୍ତି ଯଦି ହଠାତ୍ ଏହାକୁ ହରାଇଥାନ୍ତି, ତେବେ ସେମାନେ ହୁଏତ ସଂଘର୍ଷ କରିପାରନ୍ତି। କିନ୍ତୁ ଯେଉଁମାନେ କେବେ ଜୋତା ପିନ୍ଧି ନାହାନ୍ତି, ସେମାନଙ୍କ ପାଇଁ ଏଥିରୁ ବଞ୍ଚିତ ହେବାର କୌଣସି ଭାବନା ନଥାଏ- ଆମେ କେବଳ ସେମାନଙ୍କ ଭଳି ଜୀବନ ଅତିବାହିତ କରୁଛୁ।ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ୍ମ୍ୟାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତକାର
March 16th, 05:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ଼ମ୍ୟାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ କାହିଁକି ସେ ଉପବାସ କରନ୍ତି ଓ ଉପବାସ କରିବାରେ କିପରି ସକ୍ଷମ ହୁଅନ୍ତି ବୋଲି ପ୍ରଶ୍ନ କରାଯିବାରୁ ଉପବାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସମ୍ମାନ ଭାବେ ଗ୍ରହଣ କରିଥିବାରୁ ଲେକ୍ସ ଫ୍ରିଡମ୍ୟାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ କହିଥିଲେ, ଭାରତରେ ଧାର୍ମିକ ପରମ୍ପରା ଦୈନନ୍ଦିନ ଜୀବନ ସହିତ ଓତଃପ୍ରୋତ ଭାବେ ଜଡ଼ିତ। ଭାରତର ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟା ଅନୁସାରେ ହିନ୍ଦୁ ଧର୍ମ କେବଳ ଧାର୍ମିକ ବିଧି ବିଧାନ ନୁହେଁ। ବରଂ ଏହା ହେଉଛି ମଣିଷ ଜୀବନକୁ ପଥ ପ୍ରଦର୍ଶନ କରୁଥିବା ଏକ ଦର୍ଶନ। ସେ କହିଥିଲେ ଯେ, ଶୃଙ୍ଖଳିତ ଜୀବନ ପାଇଁ ଉପବାସ ହେଉଛି ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହା ଜଣକର ଅନ୍ତଃ ଓ ବାହ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା କରିଥାଏ। ପ୍ରଧାନମନ୍ତ୍ରୀ କହିଥିଲେ, ଉପବାସ ଜଣକର ଇନ୍ଦ୍ରିୟଗୁଡ଼ିକୁ ଆହୁରି ଶକ୍ତିଶାଳୀ କରିଥାଏ, ସେମାନଙ୍କୁ ଆହୁରି ସମ୍ବେଦନଶୀଳ ଓ ସଚେତନ କରିଥାଏ। ସେ ନିଜ ଅନୁଭବରୁ କହିଥିଲେ ଯେ, ଉପବାସ ସମୟରେ କୌଣସି ଟିକିଏ ସୂକ୍ଷ୍ମ କଥାକୁ ମଧ୍ୟ ଜଣେ ସ୍ପଷ୍ଟ ଭାବେ ମନେ ରଖିପାରେ। ସେ ଆହୁରି କହିଥିଲେ, ଚିନ୍ତନ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିଥାଏ ଉପବାସ। ଏହା ନୂଆ ଦୃଷ୍ଟିକୋଣ ପ୍ରଦାନ କରିବା ସହିତ ଅଭିନବ ଚିନ୍ତନ ପ୍ରକ୍ରିୟାକୁ ପ୍ରୋତ୍ସାହିତ କରିଥାଏ। ଶ୍ରୀ ମୋଦୀ ସ୍ପଷ୍ଟ କରିଥିଲେ ଯେ, କେବଳ ଖାଦ୍ୟ ନ ଖାଇବା ଉପବାସ ନୁହେଁ, ଏହା ହେଉଛି ପ୍ରସ୍ତୁତି ଓ ବିଶୁଦ୍ଧିକରଣର ଏକ ବୈଜ୍ଞାନିକ ପ୍ରକ୍ରିୟା। ସେ କହିଥିଲେ ଯେ, ଉପବାସ କରିବା ପୂର୍ବରୁ ବେଶ୍ କିଛି ଦିନ ଆୟୁର୍ବେଦିକ୍ ଓ ଯୋଗ ଜରିଆରେ ସେ ନିଜ ଶରୀରକୁ ଉପବାସ ପାଇଁ ପ୍ରସ୍ତୁତ କରନ୍ତି। ଏହି ସମୟରେ ନିୟମିତ ଓ ପର୍ଯ୍ୟାପ୍ତ ଭାବେ ପାଣି ପିଇବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଉପବାସ ଆରମ୍ଭ ହେବା ମାତ୍ରେ ଏହାକୁ ସେ ସମର୍ପଣ ଓ ଆତ୍ମଶୃଙ୍ଖଳା ଏକ କାମ ବୋଲି ବିଚାର କରନ୍ତି। ଏହା ସହିତ ଗଭୀର ଆତ୍ମଚିନ୍ତନ ଓ ଧ୍ୟାନକୁ ଗୁରୁତ୍ୱ ଦିଅନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପବାସ କରିବାର ଏହି ଅଭ୍ୟାସ ତାଙ୍କର ନିଜ ଜୀବନର ଏକ ଘଟଣାରୁ ଆରମ୍ଭ ହୋଇଥିଲା। ସ୍କୁଲରେ ପଢୁଥିବା ବେଳେ ମହାତ୍ମା ଗାନ୍ଧିଙ୍କ ପ୍ରେରଣାରୁ ହୋଇଥିବା ଏକ ଅଭିଯାନରୁ ଏହା ଆରମ୍ଭ ହୋଇଥିଲା। ଯେତେବେଳେ ସେ ପ୍ରଥମ ଥର ଉପବାସ କରିଥିଲେ, ତାଙ୍କ ଶରୀରରେ ଅଧିକ ଶକ୍ତି ଓ ଚେତନା ଆସିଥିବାର ସେ ଅନୁଭବ କରିଥିଲେ। ଏଥିରୁ ସେ ନିଶ୍ଚିତ ହେଲେ ଯେ, ଉପବାସର ଏକ ବଡ଼ ପରିବର୍ତ୍ତନକାରୀ ଶକ୍ତି ଅଛି। ସେ ଉଲ୍ଲେଖ କରିଥିଲେ, ଉପବାସ ତାଙ୍କୁ ମାନ୍ଦା କରିନଥାଏ, ବରଂ ଏହା ତାଙ୍କ କାର୍ଯ୍ୟଦକ୍ଷତାକୁ ଆହୁରି ବୃଦ୍ଧି କରିଥାଏ। ଉପବାସ ସମୟରେ ତାଙ୍କ ମନକୁ ସ୍ୱତଃପ୍ରବୃତ୍ତ ଭାବେ ସକରାତ୍ମକ ଚିନ୍ତନ ଓ ସୃଜନଶୀଳତା ଆପେ ଆପେ ଆସିଥାଏ। ନିଜକୁ ପରିପ୍ରକାଶ କରିବାରେ ଏହା ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିଥାଏ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।In Kargil, we didn't just win a war; we showcased the incredible strength of truth, restraint, and capability: PM Modi in Ladakh
July 26th, 09:30 am
PM Modi paid homage to the bravehearts who made the supreme sacrifice in the line of duty on the occasion of 25th Kargil Vijay Diwas in Ladakh. “In Kargil, we not only won the war, we presented an incredible example of 'truth, restraint and strength”, Prime Minister Modi remarked.କାର୍ଗିଲ ବିଜୟ ଦିବସରେ ଲଦାଖରେ ଶ୍ରଦ୍ଧାଞ୍ଜଳି ଅର୍ପଣ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
July 26th, 09:20 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲଦାଖରେ ୨୫ତମ କାର୍ଗିଲ ବିଜୟ ଦିବସ ଅବସରରେ କର୍ତ୍ତବ୍ୟ ପାଳନ ସମୟରେ ସର୍ବୋଚ୍ଚ ବଳିଦାନ ଦେଇଥିବା ବୀରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେ ଶ୍ରଦ୍ଧାଞ୍ଜଳି ସମାରୋହରେ ମଧ୍ୟ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ଏନସିଓମାନଙ୍କ ଦ୍ୱାରା କାର୍ଗିଲ ଯୁଦ୍ଧ ସମ୍ପର୍କରେ ଗୌରବଗାଥାର ସୂଚନା ଶୁଣିଥିଲେ ଏବଂ ଅମର ସସ୍ମରଣ: ସ୍ମାରକୀ କୁଟୀର ପରିଦର୍ଶନ କରିଥିଲେ । ସେ ବୀର ଭୂମି ମଧ୍ୟ ପରିଦର୍ଶନ କରିଥିଲେ।ପାକିସ୍ତାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶେହବାଜ ସରିଫଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
March 05th, 10:34 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପାକିସ୍ତାନର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ସେହବାଜ ସରିଫଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।Congress shielded terrorism for vote bank: PM Modi in Ballari, Karnataka
May 05th, 07:38 pm
During the public meeting in Ballari, He also discussed the issue of terrorist conspiracies in Kerala and expressed concern over the destruction they can cause to society. He referred to a film called ‘The Kerala Story’ which is based on such conspiracies. PM Modi said, “'The Kerala Story' shows the ugly truth of terrorism and exposes terrorists' design. Congress is opposing the film made on terrorism and standing with terror tendencies. Congress has shielded terrorism for the vote bank.”PM Modi campaigns in Karnataka’s Ballari and Tumakuru
May 05th, 02:00 pm
Amidst the ongoing election campaigning in Karnataka, PM Modi's rally spree continued as he addressed two mega public meetings today in Ballari and Tumakuru. In his first rally in Ballari, PM Modi said, “BJP's Sankalpa Patra contains a roadmap to make Karnataka the top state in the country but the Congress manifesto consists of numerous false promises and is a collection of appeasement measures.”We are against war, but peace is not possible without strength: PM Modi in Kargil
October 24th, 02:52 pm
Keeping in with his tradition of spending Diwali with armed forces, the PM Modi spent this Diwali with the forces in Kargil. Addressing the brave jawans, the Prime Minister said that the reverence for the soil of Kargil always draws him towards the brave sons and daughters of the armed forces.PM celebrates Diwali with Armed Forces in Kargil
October 24th, 11:37 am
Keeping in with his tradition of spending Diwali with armed forces, the PM Modi spent this Diwali with the forces in Kargil. Addressing the brave jawans, the Prime Minister said that the reverence for the soil of Kargil always draws him towards the brave sons and daughters of the armed forces.ଆଇସିସି ଟି୨୦ ମ୍ୟାଚ ବିଜେତା ଭାରତୀୟ କ୍ରିକେଟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
October 23rd, 11:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଇସିସି ଟି୨୦ ମ୍ୟାଚରେ ପାକିସ୍ତାନ ବିରୋଧରେ ଲଢୁଆ ବିଜୟ ପାଇଁ ଭାରତୀୟ କ୍ରିକେଟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ।ପାକିସ୍ତାନରେ ବନ୍ୟା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
August 29th, 08:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପାକିସ୍ତାନରେ ବନ୍ୟା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।