ପଦ୍ମବିଭୂଷଣ ପଣ୍ଡିତ ଛନ୍ନୁଲାଲ ମିଶ୍ରଙ୍କ ନିଧନରେ ପ୍ରଧାନମନ୍ତ୍ରୀଙ୍କ ଶୋକ
October 02nd, 02:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଣ୍ଡିତ ଛନ୍ନୁଲାଲ ମିଶ୍ରଙ୍କ ପରଲୋକରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।ପ୍ରସିଦ୍ଧ ଶାସ୍ତ୍ରୀୟ ଗାୟକ ପଣ୍ଡିତ ଛନ୍ନୁଲାଲ ମିଶ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ର୍ରଧାନମନ୍ତ୍ରୀ
October 02nd, 09:42 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରସିଦ୍ଧ ଶାସ୍ତ୍ରୀୟ ଗାୟକ ପଣ୍ଡିତ ଛନ୍ନୁଲାଲ ମିଶ୍ରଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିବା ସହ ତାଙ୍କୁ ଭାରତୀୟ କଳା ଏବଂ ସଂସ୍କୃତିର ଆଜୀବନ ଉପାସକ ବୋଲି କହିଛନ୍ତି ।