ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳ ଉଦ୍‌ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 25th, 06:16 pm

ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ବରିଷ୍ଠ ସହଯୋଗୀ ଏବଂ ଲକ୍ଷ୍ନୌର ସାଂସଦ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଜୀ, ବିଜେପିର ଉତ୍ତର ପ୍ରଦେଶ ଅଧ୍ୟକ୍ଷ ଓ କେନ୍ଦ୍ର ପରିଷଦରେ ମୋର ସହଯୋଗୀ ଶ୍ରୀମାନ ପଙ୍କଜ ଚୌଧୁରୀ, ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, ବ୍ରଜେଶ ପାଠକ ଜୀ, ଉପସ୍ଥିତ ଅନ୍ୟ ମନ୍ତ୍ରୀଗଣ, ଜନପ୍ରତିନିଧିମାନେ, ମହିଳା ଏବଂ ସଜ୍ଜନମାନେ,

ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

December 25th, 05:23 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଲକ୍ଷ୍ନୌରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୀବନୀ ଏବଂ ଆଦର୍ଶକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ରାଷ୍ଟ୍ର ପ୍ରେରଣା ସ୍ଥଳର ଉଦଘାଟନ କରିଛନ୍ତି। ଶ୍ରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ ଅବସରର ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଲକ୍ଷ୍ନୌ ଭୂମି ଏକ ନୂତନ ପ୍ରେରଣାର ସାକ୍ଷୀ ହେବାକୁ ଯାଉଛି। ଏହା ସହ ସେ ଦେଶ ଏବଂ ବିଶ୍ୱକୁ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଥିଲେ। ଭାରତରେ ମଧ୍ୟ ଲକ୍ଷ ଲକ୍ଷ ଖ୍ରୀଷ୍ଟିଆନ ପରିବାର ଆଜି ଏହି ପର୍ବ ପାଳନ କରୁଛନ୍ତି ବୋଲି ଶ୍ରୀ ମୋଦୀ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ଖ୍ରୀଷ୍ଟମାସର ଏହି ଉତ୍ସବ ସମସ୍ତଙ୍କ ଜୀବନରେ ଖୁସି ଆଣିବା ଉଚିତ, ଯାହା ଯେଉଛି ଆମ ସମସ୍ତଙ୍କର ସାମୂହିକ ଇଚ୍ଛା।

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜୟନ୍ତୀ ଅବସରରେ ଡିସେମ୍ବର ୨୫ ତାରିଖରେ ଉତ୍ତରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

December 24th, 11:04 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜୟନ୍ତୀ ଅବସରରେ ଆସନ୍ତା ଡିସେମ୍ବର ୨୫ ତାରିଖରେ ଉତ୍ତରପ୍ରଦେଶର ଲକ୍ଷ୍ନୌ ଗସ୍ତ କରିବେ। ଅପରାହ୍ନ ପ୍ରାୟ ୨.୩୦ରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ର ପ୍ରେରଣା ସ୍ଥଳକୁ ଉଦଘାଟନ କରି ଉପସ୍ଥିତ ଜନସଭାକୁ ସମ୍ବୋଧିତ କରିବେ।

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

September 25th, 08:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଭାରତର ବୈଚାରିକ ଏବଂ ବିକାଶାତ୍ମକ ଯାତ୍ରାରେ ତାଙ୍କର ଯୋଗଦାନକୁ ପ୍ରଧାନମନ୍ତ୍ରୀ ସ୍ମରଣ କରିଛନ୍ତି ।

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

September 25th, 09:08 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦି କହିଛନ୍ତି ଯେ ବିକଶିତ ଭାରତର ସଂକଳ୍ପ ହାସଲ କରିବାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଅନ୍ତୋଦୟ ଅବଧାରଣା ଏକ ଅମୂଲ୍ୟ ଭୂମିକା ଗ୍ରହଣ କରିବ ।

ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

September 25th, 09:07 am

ଶ୍ରୀ ମୋଦୀ କହିଛନ୍ତି, ନିଜ ସମ୍ପୂର୍ଣ୍ଣ ଜୀବନ ମା’ ଭାରତୀର ସେବାରେ ଉତ୍ସର୍ଗ କରିଥିବା ଅନ୍ତୋଦାୟର ପ୍ରତିଷ୍ଠାତା ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ବ୍ୟକ୍ତିତ୍ୱ ଏବଂ କୃତିତ୍ୱ ଦେଶବାସୀଙ୍କ ପାଇଁ ସର୍ବଦା ପ୍ରେରଣାର ଉତ୍ସ ହୋଇରହିବ ।

ଶାରୀରିକ ଏବଂ ମାନସିକ ସୁସ୍ଥତା ପାଇଁ ଯୋଗ ଅତ୍ୟନ୍ତ ପ୍ରଭାବଶାଳୀ ବୋଲି ବିଶ୍ୱ ସ୍ୱୀକାର କରିଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

September 25th, 11:00 am

ବିଗତ ଦିନରେ ଯେଉଁ କଥା ଆମ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି ତାହା ହେଲା ଚିତା । ଚିତା ଉପରେ କଥା ହେବା ପାଇଁ ବହୁତ ଗୁଡ଼ିଏ ଆସିଛି । ଉତ୍ତରପ୍ରଦେଶର ଅରୁଣ କୁମାର ଗୁପ୍ତା ହୁଅନ୍ତୁ କି ତେଲଙ୍ଗାନାର ଏନ୍.ରାମଚନ୍ଦ୍ରନ ରଘୁରାମ୍ ଜୀ, ଗୁଜରାଟର ରାଜନ୍ ଜୀ ହୋଇଥାଆନ୍ତୁ କିମ୍ବା ଦିଲ୍ଲୀର ସୁବ୍ରତ୍ ଜୀ । ଦେଶର କୋଣ ଅନୁକୋଣରୁ ଲୋକେ ଚିତା ଭାରତକୁ ଫେରିବା ନେଇ ଆନନ୍ଦ ପ୍ରକାଶ କରିଛନ୍ତି । ୧୩୦ କୋଟି ଭାରତବାସୀ ଆନନ୍ଦିତ, ଗର୍ବିତ । ଏହାହିଁ ହେଉଛି ଭାରତର ପ୍ରକୃତି ପ୍ରେମ । ଏ ବିଷୟରେ ଲୋକଙ୍କର ଗୋଟିଏ ହିଁ ପ୍ରଶ୍ନ, ମୋଦିଜୀ ଆମକୁ ଚିତା ଦେଖିବାର ସୁଯୋଗ କେବେ ମିଳିବ ?

ଆମ ଦଳ ରାଷ୍ଟ୍ରଭକ୍ତି ପାଇଁ ପ୍ରତିଶୃତିବଦ୍ଧ :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

February 18th, 11:45 am

ପ୍ରଧାନମନ୍ତ୍ରୀ ମୋଦୀ ଆଜି ନୂଆଦିଲ୍ଲୀଠାରେ ଭାରତୀୟ ଜନତା ଦଳର ନୂତନ ମୁଖ୍ୟାଳୟର ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଲେ ଯେ ଆମର ଦଳ ରାଷ୍ଟ୍ରଭକ୍ତି ପାଇଁ ପ୍ରତିଶୃତିବଦ୍ଧ । ବିଜେପିର.... ବିଚାର ,କାର୍ଯ୍ୟ ଏବଂ କାର୍ଯ୍ୟାନ୍ୱୟନରେ ଲୋକତନ୍ତ୍ର ରହିଛି ।

ପ୍ରଧାନମନ୍ତ୍ରୀ ମୋଦୀ ନୂଆଦିଲ୍ଲୀରେ ବିଜେପିର ନୂତନ ମୁଖ୍ୟାଳୟ ଉଦ୍ଘାଟନ କରିଛନ୍ତି

February 18th, 11:44 am

ପ୍ରଧାନମନ୍ତ୍ରୀ ମୋଦୀ ଆଜି ନୂଆଦିଲ୍ଲୀଠାରେ ଭାରତୀୟ ଜନତା ଦଳର ନୂତନ ମୁଖ୍ୟାଳୟର ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଲେ ଯେ ଆମର ଦଳ ରାଷ୍ଟ୍ରଭକ୍ତି ପାଇଁ ପ୍ରତିଶୃତିବଦ୍ଧ । ବିଜେପିର.... ବିଚାର ,କାର୍ଯ୍ୟ ଏବଂ କାର୍ଯ୍ୟାନ୍ୱୟନରେ ଲୋକତନ୍ତ୍ର ରହିଛି ।

ପୂଣ୍ୟ ତିଥିରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ

February 11th, 01:42 am

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଶ୍ରାଦ୍ଧ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ସ୍ମରଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ନର୍ମଦା ଆନିକଟ ପ୍ରକଳ୍ପର ଆଧାରଶିଳା ରଖିଲେ ପ୍ରଧାନମନ୍ତ୍ରୀ; ଭାରୁଚ ଜନସଭାରେ ଦେଲେ ଉଦ୍ବୋଧନ

October 08th, 03:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନର୍ମଦା ନଦୀ ଉପରେ ଭଦଭୂତ ଆନିକଟ ପ୍ରକଳ୍ପର ଶିଳାନ୍ୟାସ ପାଇଁ ଫଳକ ଉନ୍ମୋଚନ କରିଥିଲେ । ଏହି ଅବସରରେ ଭାରୁଚଠାରେ ଆୟୋଜିତ ଏକ ସମାରୋହରେ ପ୍ରଧାନମନ୍ତ୍ରୀ ଉଧନା (ସୁରତ, ଗୁଜରାଟ)ରୁ ଜୟନଗର (ବିହାର) ପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଏକ୍ସପ୍ରେସ୍ ଚଳାଚଳକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ସେ ମଧ୍ୟ ଗୁଜରାଟ ନର୍ମଦା ସାର ନିଗମ ଲିଃର ବିଭିନ୍ନ ପ୍ଲାଂଟ ଉଦଘାଟନ ଏବଂ ଶିଳାନ୍ୟାସ ପାଇଁ ଫଳକ ଉନ୍ମୋଚନ କରିଥିଲେ ।

ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀରେ ଓଏନଜିସିକୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

September 25th, 09:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମ ବାର୍ଷିକୀ ଉପଲକ୍ଷେ ଏକ ଆହ୍ୱାନ ଗ୍ରହଣ କରିବା ଲାଗି ତୈଳ ଏବଂ ପ୍ରାକୃତିକ ଗ୍ୟାସ ନିଗମ - ଓଏନଜିସିକୁ ଆମନ୍ତ୍ରଣ ଜଣାଇଥିଲେ । ସୌଭାଗ୍ୟ ଯୋଜନା ଶୁଭାରମ୍ଭ କରିବା ଅବସରରେ ଓଏନଜିସିର ଅଧିକାରୀ ଏବଂ କର୍ମଚାରୀଙ୍କୁ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ସେମାନଙ୍କୁ ଦକ୍ଷ ବୈଦ୍ୟୁତିକ ଚୁଲା ପ୍ରସ୍ତୁତ କରିବା ଦିଗରେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ଏହି ଚୁଲା ବିଦ୍ୟୁତ ଶକ୍ତିର ଉପଯୋଗ କରି ରୋଷେଇ କାର୍ଯ୍ୟ ସମ୍ପାଦନ କରିପାରିବ ।

ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 25, 2017

September 25th, 08:23 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 11, 2017

September 11th, 07:18 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

India is changing. India's standing at the global stage is rising and this is due to Jan Shakti: PM

September 11th, 11:18 am

PM Narendra Modi addressed students' convention on the theme of ‘Young India, New India.’ Recalling Swami Vivekananda’s speech in Chicago, PM Modi remarked, “Just with a few words, a youngster from India won over the world and showed the world the power of oneness.” He added that a lot could be learnt from Swami Vivekananda’s thoughts.

ସ୍ଵାମୀ ବିବେକାନନ୍ଦଙ୍କ ଚିକାଗୋ ବତ୍କୃତାର 125 ବର୍ଷ, ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଶତବାର୍ଷିକୀ ସମାରୋହ ଅବସରରେ ଛାତ୍ର ସମାବେଶକୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

September 11th, 11:16 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଯୁବ ଭାରତ, ନବ ଭାରତ’ ବିଷୟବସ୍ତୁ ଉପରେ ଛାତ୍ରଛାତ୍ରୀଙ୍କ ସମ୍ମେଳନକୁ ସମ୍ବୋଧନ କଲେ । ପ୍ରଧାନମନ୍ତ୍ରୀ ମୋଦୀ ସ୍ୱାମୀ ବିବେକାନନ୍ଦଙ୍କ ଚିକାଗୋ ଅଭିଭାଷଣକୁ ସ୍ମରଣ କରି କହିଲେ ଯେ ,''ମାତ୍ର କିଛି ଶବ୍ଦରେ ,ଭାରତର ଜଣେ ଯୁବା ବିଶ୍ୱକୁ ଜିଣିପାରିଥିଲେ ଏବଂ ଏକତାର ଶକ୍ତିକୁ ଦେଖାଇପାରିଥିଲେ । ସେ କହିଲେ ଯେ ,ସ୍ୱାମୀ ବିବେକାନନ୍ଦଙ୍କ ବିଚାରରୁ ବହୁତ କିଛି ଶିଖିପାରିବା ।

ସ୍ୱାମୀ ବିବେକାନନ୍ଦଙ୍କ ଚିକାଗୋ ଅଭିଭାଷଣର 125ତମ ବର୍ଷ ପୂର୍ତ୍ତି ଏବଂ ପଣ୍ଡିତ ଦୀନଦୟାଲ୍ ଉପାଧ୍ୟାୟଙ୍କ ଜନ୍ମ ଶତବାର୍ଷିକୀ ସମାରୋହ ଉପଲକ୍ଷେ ଛାତ୍ରଛାତ୍ରୀଙ୍କ ସମ୍ମେଳନରେ ଉଦ୍ବୋଧନ ଦେବେ ପ୍ରଧାନମନ୍ତ୍ରୀ

September 10th, 07:38 pm

ସେପ୍ଟେମ୍ବର 11, 2017 ରେ ସ୍ୱାମୀ ବିବେକାନନ୍ଦଙ୍କ ଚିକାଗୋ ଅଭିଭାଷଣର 125ତମ ବର୍ଷ ପୂର୍ତ୍ତି ଏବଂ ପଣ୍ଡିତ ଦୀନଦୟାଲ୍ ଉପାଧ୍ୟାୟଙ୍କ ଜନ୍ମ ଶତବାର୍ଷିକୀ ସମାରୋହ ଉପଲକ୍ଷେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ‘ଯୁବ ଭାରତ, ନବ ଭାରତ’ ବିଷୟବସ୍ତୁ ଉପରେ ଛାତ୍ରଛାତ୍ରୀଙ୍କ ସମ୍ମେଳନରେ ଉଦ୍ବୋଧନ ଦେବେ ।

PM inaugurates Pumping Station at Bhachau; Narmada Waters released for Tappar dam

May 22nd, 06:35 pm

Prime Minister Narendra Modi inaugurated pumping station in Bhachau, Gujarat. The PM said mentioned the importance of conserving water, and added that in Kutch, people understood this quite well. Now, he said, with the Narmada waters arriving, the region would witness a transformation.

ଗୁଜରାଟର ବଚାଉଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପମ୍ପିଂ କେନ୍ଦ୍ରର ଉଦଘାଟନ; ତପ୍ପାର ବନ୍ଧକୁ ନିଷ୍କାସିତ ହେଲା ନର୍ମଦା ନଦୀର ଜଳ

May 22nd, 06:32 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ବଚାଉଠାରେ ଏକ ପମ୍ପିଂ କେନ୍ଦ୍ରକୁ ଉଦଘାଟନ କରିଛନ୍ତି । ଏହା ତପ୍ପାର ଡ୍ୟାମକୁ ନର୍ମଦା ନଦୀରୁ ଜଳ ନିଷ୍କାସନରେ ସହାୟକ ହେବ ।ଏହି ଅବସରରେ ଏକ ବିଶାଳ ସମାବେଶକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜିର ଉଦଘାଟନ ଦ୍ୱାରା କଚ୍ଛର ପ୍ରତ୍ୟେକ ନାଗରୀକ ନିଜକୁ ଗୌରବାନ୍ୱିତ ମନେକରିବେ ।

PM Narendra Modi congratulates BJP karyakartas on BJP Sthapana Diwas

April 06th, 10:42 am

Prime Minister Narendra Modi today extended greetings to the BJP karyakartas on the party’s foundation day. Shri Modi said, “We recall with pride the hardwork of generations of BJP Karyakartas who built the Party brick by brick with the endeavour to serve society.”