ଜନ୍ମ ବାର୍ଷିକୀରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

September 25th, 11:23 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।