ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ ପରାକ୍ରମ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 23rd, 05:15 pm

ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ଲେଫ୍ଟନାଣ୍ଟ ଗଭର୍ଣ୍ଣର ଆଡମିରାଲ ଡି.କେ. ଜୋଶୀ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଆଇଏନ୍‌ଏ ଟ୍ରଷ୍ଟର ଅଧ୍ୟକ୍ଷ, ବ୍ରିଗେଡିୟର ଆର୍‌.ଏସ୍‌. ଛିକାରା ଜୀ, ଭାରତୀୟ ସ୍ୱାଧୀନତା ଆନ୍ଦୋଳନରେ ଅଂଶଗ୍ରହଣକାରୀ ଏବଂ ଆଇଏନ୍‌ଏର ଜଣେ ଚିରନ୍ତରନ ବ୍ୟକ୍ତିତ୍ୱ ଲେଫ୍ଟନାଣ୍ଟ ଆର୍‌. ମାଧବନ ଜୀ,

ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ ପରାକ୍ରମ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 23rd, 05:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ ଆୟୋଜିତ ପରାକ୍ରମ ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି। ଏହି ଅବସରରେ ଶ୍ରୀ ମୋଦୀ କହିଛନ୍ତି, ଜାନୁଆରୀ 23 ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଗୌରବମୟ ଜୟନ୍ତୀର ତାରିଖ। ନେତାଜୀଙ୍କ ବୀରତ୍ୱ ଓ ସାହସ ଆମକୁ ପ୍ରେରଣା ଦିଏ ଏବଂ ତାଙ୍କ ପ୍ରତି ଆମ ମନରେ ସମ୍ମାନ ଭରିଦେଇଥାଏ। ସେ ଜୋର ଦେଇ କହିଛନ୍ତି, ସାମ୍ପ୍ରତିକ ବର୍ଷଗୁଡ଼ିକରେ ପରାକ୍ରମ ଦିବସ ରାଷ୍ଟ୍ରର ଭାବନାକୁ ପ୍ରତିଫଳିତ କରୁଥିବା ଏକ ଗୁରୁତ୍ୱପୂର୍ଣ୍ଣ ପର୍ବ ପାଲଟିଛି। ଏହା ଏକ ଖୁସିର ଘଟଣା ଯେ ପରାକ୍ରମ ଦିବସ 23 ଜାନୁଆରୀରେ, ଜାତୀୟ ଭୋଟର ଦିବସ 25 ଜାନୁଆରୀରେ, ଗଣତନ୍ତ୍ର ଦିବସ 26 ଜାନୁଆରୀରେ, 29 ଜାନୁଆରୀରେ ବିଟିଂ ରିଟ୍ରିଟ୍ ଏବଂ 30 ଜାନୁଆରୀରେ ପୂଜ୍ୟ ବାପୁଙ୍କ ଶ୍ରାଦ୍ଧବାର୍ଷିକୀ ପାଳନ କରିବାର ଏକ ନୂତନ ପରମ୍ପରା ସୃଷ୍ଟି ହୋଇଛି । ସେ ପରାକ୍ରମ ଦିବସରେ ସମସ୍ତ ନାଗରିକଙ୍କୁ ଶୁଭକାମନା ଜଣାଇଥିଲେ।

DMK is the biggest enemy of Tamil Nadu’s culture: PM Modi in Madhuranthakam

January 23rd, 03:15 pm

PM Modi addressed a public rally in Madhuranthakam, Tamil Nadu, where he said the people of the state had given the DMK a clear mandate twice, but the party betrayed the trust of the people. He added DMK made many promises but delivered zero results, adding that people are now calling it a CMC government, one that promotes corruption, mafia, and crime.

Tamil Nadu shows massive support for NDA at PM Modi’s Madhuranthakam rally

January 23rd, 03:00 pm

PM Modi addressed a public rally in Madhuranthakam, Tamil Nadu, where he said the people of the state had given the DMK a clear mandate twice, but the party betrayed the trust of the people. He added DMK made many promises but delivered zero results, adding that people are now calling it a CMC government, one that promotes corruption, mafia, and crime.

LDF and UDF have pushed Kerala into corruption, misgovernance and appeasement politics: PM Modi in Thiruvananthapuram

January 23rd, 11:47 am

Prime Minister Narendra Modi today addressed a massive public rally in Thiruvananthapuram, Kerala, where he expressed gratitude for the warm reception and overwhelming public enthusiasm. He said that every visit to Kerala fills him with affection and energy and noted that the atmosphere in Thiruvananthapuram reflected a renewed sense of hope and confidence for change in the state.

Huge crowd turns up as PM Modi addresses rally in Thiruvananthapuram, Kerala

January 23rd, 11:43 am

Prime Minister Narendra Modi today addressed a massive public rally in Thiruvananthapuram, Kerala, where he expressed gratitude for the warm reception and overwhelming public enthusiasm. He said that every visit to Kerala fills him with affection and energy and noted that the atmosphere in Thiruvananthapuram reflected a renewed sense of hope and confidence for change in the state.

PM Modi shares Sanskrit Subhashitam on Parakram Diwas, recalls Netaji’s ideals of courage and valour

January 23rd, 09:00 am

On the birth anniversary of Netaji Subhas Chandra Bose, observed as Parakram Diwas, PM Modi shared a Sanskrit verse reflecting the highest ideals of heroism. The verse conveys that true valour lies in protecting the lives of others. One who takes lives is not a hero, but one who gives life and protects the needy is the truly brave.

Prime Minister pays tribute to Netaji Subhas Chandra Bose on Parakram Diwas

January 23rd, 08:30 am

PM Modi paid tribute to Netaji Subhas Chandra Bose on his birth anniversary, observed as Parakram Diwas. He recalled Netaji’s indomitable courage, unwavering resolve and unparalleled contribution to the nation, noting that his fearless leadership and deep patriotism continue to inspire generations. The PM also highlighted the initiatives he undertook as Gujarat CM and as PM to honour Netaji’s enduring legacy.

PM Modi’s candid interaction with students on the Jayanti of Netaji Subhas Chandra Bose

January 23rd, 04:26 pm

On Parakram Diwas, PM Modi interacted with students in Parliament, discussing India’s goal of becoming a Viksit Bharat by 2047. The students highlighted Netaji Subhas Chandra Bose's inspiring leadership and his famous slogan, Give me blood, and I promise you freedom. PM Modi emphasized sustainability initiatives like electric buses to reduce the nation’s carbon footprint.

PM Modi interacts with students on Parakram Diwas

January 23rd, 03:36 pm

On Parakram Diwas, PM Modi interacted with students in Parliament, discussing India’s goal of becoming a Viksit Bharat by 2047. The students highlighted Netaji Subhas Chandra Bose's inspiring leadership and his famous slogan, Give me blood, and I promise you freedom. PM Modi emphasized sustainability initiatives like electric buses to reduce the nation’s carbon footprint.

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

January 23rd, 08:53 am

ଆଜି ପରାକ୍ରମ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେ କହିଛନ୍ତି ଯେ, ଭାରତର ସ୍ୱାଧୀନତା ଆନ୍ଦୋଳନରେ ନେତାଜୀଙ୍କ ଅବଦାନ ଅତୁଳନୀୟ ଏବଂ ସେ ସାହସ ତଥା ଧର୍ଯ୍ୟର ପ୍ରତୀକ ଥିଲେ ।

ଜାନୁଆରୀ ୨୩ ରେ ଲାଲ୍ କିଲ୍ଲାରେ ପରାକ୍ରମ ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ

January 22nd, 05:56 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୨୩ ତାରିଖ ସନ୍ଧ୍ୟା ସାଢେ ୬ ଟାରେ ଲାଲକିଲ୍ଲାଠାରେ ପରାକ୍ରମ ଦିବସ ସମାରୋହରେ ଯୋଗଦେବେ ।

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ନୂଆଦିଲ୍ଲୀ ଠାରେ ନିଜ ବାସଭବନରେ ଏନସିସି କ୍ୟାଡେଟ୍ ଏବଂ ଏନଏସଏସ ସ୍ୱେଚ୍ଛାସେବୀମାନଙ୍କୁ ସମ୍ବୋଧିତ କରିଥିବାର ମୂଳପାଠ

January 25th, 06:40 pm

ଗତ କିଛି ସପ୍ତାହ ମଧ୍ୟରେ, ମୁଁ ଯୁବ ସହକର୍ମୀମାନଙ୍କୁ ବାରମ୍ବାର ଭେଟିବାର ସୁଯୋଗ ପାଇଲି । ଏକ ମାସ ପୂର୍ବରୁ ଆମେ ‘ବୀର ବାଲ ଦିବସ’ ପାଳନ କରିଥିଲୁ, ଆମେ ବୀର ସାହସୀ ପୁଅମାନଙ୍କ ସାହସିକତା ଏବଂ ବଳିଦାନକୁ ପ୍ରଣାମ କରିବାର ସୁଯୋଗ ପାଇଲୁ । ଏହାପରେ କର୍ଣ୍ଣାଟକରେ ଚାଲିଥିବା ‘ଜାତୀୟ ଯୁବ ମହୋତ୍ସବ’ରେ ସାମିଲ ହୋଇଥିଲି । ଏହାର ମାତ୍ର ଦୁଇଦିନ ପରେ ଦେଶର ଯୁବ ଅଗ୍ନିବୀରମାନଙ୍କ ସହିତ କଥାବାର୍ତ୍ତା ହୋଇଥିଲି । ତା’ପରେ ଯୁପିୟରେ ଖେଳ ମହାକୁମ୍ଭର ଏକ କାର୍ଯ୍ୟକ୍ରମରେ ଯୁବ ଖେଳାଳିମାନଙ୍କ ସହ ଏକ ଆଲୋଚନା ହୋଇଥିଲା । ଏହାପରେ ଆଜି ମୁଁ ସଂସଦରେ ଏବଂ ପରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଆପଣଙକ୍ ନେତାଙ୍କୁ ଜାଣନ୍ତୁ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ସମଗ୍ର ଦେଶର ବିଦ୍ୟାର୍ଥୀମାନଙ୍କ ସହ ମିଶିବାର ସୁଯୋଗ ମିଳିଲା । ଗତକାଲି ମୁଁ ଦେଶର ପ୍ରତିଭାଧାରୀ ପିଲାମାନଙ୍କୁ ଭେଟିଥିଲି ଯେଉଁମାନେ ଜାତୀୟ ପୁରସ୍କାର ଜିତିଥିଲେ । ଆଜି ମୁଁ ଏହି ବିଶେଷ କାର୍ଯ୍ୟକ୍ରମରେ ଆପଣମାନେ ସମସ୍ତଙ୍କୁ ଭେଟୁଛି । କିଛି ଦିନ ପରେ ‘ପରୀକ୍ଷା ପେ ଚର୍ଚ୍ଚା’ ମାଧ୍ୟମରେ ଦେଶର ଲକ୍ଷ ଲକ୍ଷ ଯୁବକ ଏବଂ ଛାତ୍ରଙ୍କ ସହ ଯୋଗାଯୋଗ କରିବାକୁ ଯାଉଛି । ପ୍ରତିବର୍ଷ ପରି ଏଥର ମଧ୍ୟ ମୁଁ ଏନସିସି କାର୍ଯ୍ୟକ୍ରମରେ ଅଂଶ ହେବାକୁ ସୁଯୋଗ ପାଇବାକୁ ଯାଉଛି ।

ଏନସିସି କ୍ୟାଡେଟ୍ ଏବଂ ଏନଏସ୍‍ଏସ୍‍ ସ୍ୱେଚ୍ଛାସେବୀମାନଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

January 25th, 04:31 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏନସିସି କ୍ୟାଡେଟ ଏବଂ ଏନଏସ୍‍ଏସ୍‍ ସ୍ୱେଚ୍ଛାସେବୀମାନଙ୍କୁ ସମ୍ବୋଧିତ କରିଛନ୍ତି । ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ ପ୍ରଥମ ଥର ପାଇଁ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପରି ପୋଷାକ ପରିହିତ ଅନେକ ଶିଶୁ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଆସିଥିଲେ । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଜୟ ହିନ୍ଦର ମନ୍ତ୍ର ସମସ୍ତଙ୍କୁ ପ୍ରେରଣା ଯୋଗାଉଛି ।

ପରିକ୍ରମା ଦିବସ ଅବସରରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

January 23rd, 09:01 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପରିକ୍ରମା ଦିବସ ଅବସରରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଜାନୁଆରୀ ୨୩ ତାରିଖରେ ୨୧ ପରମ ବୀର ଚକ୍ର ପୁରସ୍କାର ପ୍ରାପ୍ତଙ୍କ ନାମରେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ନାମକରଣ ହୋଇନଥିବା ୨୧ ଟି ବୃହତ ଦ୍ୱୀପପୁଞ୍ଜର ନାମକରଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ

January 21st, 06:35 pm

ପରାକ୍ରମ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ୨୩ ଜାନୁଆରୀ ପୂର୍ବାହ୍ନ ୧୧ ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୨୧ ପରମ ବୀର ଚକ୍ର ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ନାମରେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ନାମକରଣ ହୋଇନଥିବା ୨୧ ଟି ବୃହତ ଦ୍ୱୀପପୁଞ୍ଜର ନାମକରଣ ସମାରୋହରେ ଅଂଶଗ୍ରହଣ କରିବେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଦ୍ୱୀପରେ ନେତାଜୀଙ୍କ ନାମରେ ସମର୍ପିତ ପାଇଁ ର୍ନିମାଣ ହେବାକୁ ଥିବା ଜାତୀୟ ସ୍ମାରକୀ ମଡେଲକୁ ମଧ୍ୟ ଉନ୍ମୋଚନ କରିବେ ।

ପ୍ରଧାନମନ୍ତ୍ରୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

January 23rd, 09:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

‘ଆଟ୍ ହୋମ୍’ କାର୍ଯ୍ୟକ୍ରମରେ ଆଦିବାସୀ ଅତିଥି, ଏନସିସି କ୍ୟାଡେଟ୍, ଏନଏସଏସ୍ ସ୍ବେଚ୍ଛାସେବୀ ଏବଂ ସାଧାରଣତନ୍ତ୍ର ଦିବସ ପ୍ରଜ୍ଞାପନ ମେଢର କଳାକାରମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଭାବବିନିମୟ

January 24th, 04:01 pm

ଆଗାମୀ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ଅଂଶଗ୍ରହଣ କରିବାକୁ ଥିବା ଆଦିବାସୀ ଅତିଥି, ସମର ଶିକ୍ଷାର୍ଥୀ ବାହିନୀ, ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ ଓ ପ୍ରଜ୍ଞାପନ ମେଢ କଳାକାରମାନଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମତ ବିନିମୟ କରିଛନ୍ତି ।

ସାଧାରଣତନ୍ତ୍ର ଦିବସ ପ୍ୟାରେଡ ଅଂଶ ଗ୍ରହଣ କରିବାକୁ ଥିବା ଆଦିବାସୀ ଅତିଥି, ସମର ଶିକ୍ଷାର୍ଥୀ, ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ ପ୍ରଜ୍ଞାପନ ମେଢ କଳାକାରଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ

January 24th, 04:00 pm

ଆଗାମୀ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ଅଂଶଗ୍ରହଣ କରିବାକୁ ଥିବା ଆଦିବାସୀ ଅତିଥି, ସମର ଶିକ୍ଷାର୍ଥୀ ବାହିନୀ, ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ ଓ ପ୍ରଜ୍ଞାପନ ମେଢ କଳାକାରମାନଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମତ ବିନିମୟ କରିଛନ୍ତି ।