ପାରମ୍ପରିକ କ୍ରୀଡ଼ା ମହୋତ୍ସବ ଆୟୋଜନ ଲାଗି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଓଡ଼ିଶାର ପ୍ରୟାସକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
April 23rd, 10:21 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ସମୃଦ୍ଧ କ୍ରୀଡ଼ା ପରମ୍ପରା ଓ ବିବିଧତା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଓଡ଼ିଶା ପକ୍ଷରୁ ଆୟୋଜନ କରାଯାଇଥିବା ପାରମ୍ପରିକ କ୍ରୀଡ଼ା ମହୋତ୍ସବ ଭଳି ପ୍ରୟାସକୁ ପ୍ରଶଂସା କରିଛନ୍ତି ।