ସମ୍ବିଧାନ ଦିବସରେ ପ୍ୟାରିସସ୍ଥିତ ୟୁନେସ୍କୋ ମୁଖ୍ୟାଳୟରେ ଡକ୍ଟର ବି.ଆର. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ନେଇ ପ୍ରଧାନମନ୍ତ୍ରୀଙ୍କ ଗର୍ବ ପ୍ରକାଶ
November 26th, 10:51 pm
ସମ୍ବିଧାନ ଦିବସରେ ପ୍ୟାରିସ ସ୍ଥିତ ୟୁନେସ୍କୋ ମୁଖ୍ୟାଳୟରେ ଡକ୍ଟର ବାବାସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯିବା ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅତ୍ୟନ୍ତ ଗର୍ବ ପ୍ରକାଶ କରିଛନ୍ତି ।ମନ୍ କୀ ବାତ୍ ସେପ୍ଟେମ୍ବର 2025
September 28th, 11:00 am
ମୋର ପ୍ରିୟ ଦେଶବାସୀଗଣ, ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କ ସହିତ ଯୋଡିହେବା, ଆପଣ ସମସ୍ତଙ୍କଠାରୁ ଶିଖିବା, ଦେଶର ଲୋକଙ୍କ ଉପଲବ୍ଧି ବିଷୟରେ ଜାଣିବା, ପ୍ରକୃତରେ ମୋତେ ବହୁତ ସୁଖଦ ଅନୁଭୂତି ପ୍ରଦାନ କରିଥାଏ । ପରସ୍ପର ସହିତ ନିଜ କଥା ବାଣ୍ଟି, ନିଜ ମନର କଥା କହିବା ଭିତରେ ଜଣାପଡ଼ିଲାନି ଯେ, ଏହି କାର୍ଯ୍ୟକ୍ରମ ୧୨୫ ଅଧ୍ୟାୟ ପୂରଣ କରିସାରିଲାଣି । ଆଜି ହେଉଛି ଏହି କାର୍ଯ୍ୟକ୍ରମର ୧୨୬ତମ ଅଧ୍ୟାୟ ଏବଂ ଆଜିର ଦିନ ସହିତ କିଛି ବିଶେଷ କଥା ମଧ୍ୟ ଯୋଡ଼ି ହୋଇ ରହିଛି । ଆଜି ହେଉଛି ଭାରତର ଦୁଇ ମହାନ ବ୍ୟକ୍ତିଙ୍କ ଜୟନ୍ତୀ । ମୁଁ କହୁଛି ଶହୀଦ ଭଗତ ସିଂ ଏବଂ ଲତା ଦିଦିଙ୍କ କଥା ।ଶକ୍ତି ସୁରକ୍ଷା ଉପରେ G7 ଆଉଟରିଚ୍ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 18th, 11:15 am
G-7 ଶିଖର ସମ୍ମିଳନୀକୁ ଆମକୁ ନିମନ୍ତ୍ରଣ କରିବା ଏବଂ ଆମର ଭବ୍ୟ ସ୍ୱାଗତ ପାଇଁ ମୁଁ ପ୍ରଧାନମନ୍ତ୍ରୀ କାର୍ନିଙ୍କୁ ମୋର ହୃଦୟରୁ କୃତଜ୍ଞତା ଜଣାଉଛି। G-7 ଗୋଷ୍ଠୀର ୫୦ ବର୍ଷ ପୂରଣର ଐତିହାସିକ ଅବସରରେ ମୁଁ ଆମର ସମସ୍ତ ବନ୍ଧୁଙ୍କୁ ଅଭିନନ୍ଦନ ଜଣାଉଛି।ଜି7 ଆଉଟରିଚ୍ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
June 18th, 11:13 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କନାନସ୍କିସରେ ଜି-7 ଶିଖର ସମ୍ମିଳନୀର ଆଉଟରିଚ ଅଧିବେଶନରେ ଅଂଶଗ୍ରହଣ କରିଛନ୍ତି। ସେ ‘ଶକ୍ତି ସୁରକ୍ଷା: ପରିବର୍ତ୍ତିତ ବିଶ୍ୱରେ ଉପଲବ୍ଧତା ଓ ସୁଲଭତା ସୁନିଶ୍ଚିତ କରିବା ଲାଗି ବିବିଧକରଣ, ପ୍ରଯୁକ୍ତି ବିଦ୍ୟା ଏବଂ ଭିତ୍ତିଭୂମି’ ବିଷୟ ଉପରେ ଆୟୋଜିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ଏଥିସହିତ ଶ୍ରୀ ମୋଦୀ ତାଙ୍କ ନିମନ୍ତ୍ରଣ ପାଇଁ କାନାଡା ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ମାର୍କ କାର୍ନିଙ୍କୁ ଧନ୍ୟବାଦ ଜଣାଇବା ସହିତ ଜି-7 ଯାତ୍ରାର ୫୦ ବର୍ଷ ପୂରଣ ଅବସରରେ ଅଭିନନ୍ଦନ ଜଣାଇଥିଲେ।ଆମେରିକା ଉପରାଷ୍ଟ୍ରପତି ଏବଂ ତାଙ୍କ ପରିବାରକୁ ଆତିଥେୟ ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
April 21st, 08:56 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ଉପରାଷ୍ଟ୍ରପତି ଜେ. ଡି. ଭାନ୍ସ, ଦ୍ୱିତୀୟ ମହିଳା ଶ୍ରୀମତୀ ଉଷା ଭାନ୍ସ, ସେମାନଙ୍କ ସନ୍ତାନ ଏବଂ ଆମେରିକା ପ୍ରଶାସନର ବରିଷ୍ଠ ସଦସ୍ୟଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି।The foundation of India - France friendship is based on the spirit of deep trust, innovation, & public welfare: PM at India-France CEO Forum, Paris
February 12th, 12:45 am
Giving a boost to business ties between India and France, PM Modi and President Macron attended the CEO Forum in Paris. The PM highlighted India's rise as a global economic powerhouse fueled by stability, reforms and innovation.ଚତୁର୍ଦ୍ଦଶ ଭାରତ-ଫ୍ରାନ୍ସ ସିଇଓ ଫୋରମରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିଭାଷଣ
February 12th, 12:25 am
ବୁଧବାର ଦିନ ଅନୁଷ୍ଠିତ ହୋଇଥିବା ଚତୁର୍ଦ୍ଦଶ ଭାରତ-ଫ୍ରାନ୍ସ ସିଇଓ ଫୋରମରେ ଉଭୟ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ମିଳିତ ଭାବେ ଉଦବୋଧନ ଦେଇଛନ୍ତି । ଏହି ଫୋରମରେ ଉଭୟ ପକ୍ଷର ବିଭିନ୍ନ କମ୍ପାନୀର ଏକାଧିକ ସିଇଓ ଯୋଗ ଦେଇଥିଲେ । ଏହି ଅବସରରେ ପ୍ରତିରକ୍ଷା, ମହାକାଶ, ବିକଶିତ ପ୍ରଯୁକ୍ତି ବିଦ୍ୟା, ଭିତ୍ତିଭୂମି, କୃତ୍ରିମ ବୁଦ୍ଧିମତା, ଜୀବ ବିଜ୍ଞାନ, ଜୀବନଶୈଳୀ, ଖାଦ୍ୟ ଓ ଆତିଥେୟତା ପରି ବିଭିନ୍ନ ବିଭାଗ ଉପରେ ଆଲୋକପାତ କରାଯାଇଥିଲା ।ପ୍ୟାରିସରେ ଆମେରିକା ଉପରାଷ୍ଟ୍ରପତି ଭାନ୍ସଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
February 12th, 12:19 am
ପ୍ୟାରିସରେ ଆମେରିକା ର ଉପରାଷ୍ଟ୍ରପତି ଜେଡି ଭାନ୍ସ ଏବଂ ତାଙ୍କ ପରିବାର ସହ ପ୍ରଧାନମନ୍ତ୍ରୀ ମୋଦୀ ଏକ ବୈଠକ କରିଥିଲେ । ସେମାନେ ବିଭିନ୍ନ ପ୍ରସଙ୍ଗରେ ଚମତ୍କାର ବାର୍ତ୍ତାଳାପ କରିଥିଲେ।ଏଷ୍ଟୋନିୟାର ରାଷ୍ଟ୍ରପତିଙ୍କ ସହ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
February 11th, 06:19 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ୟାରିସରେ ଏଆଇ ଆକ୍ସନ ସମ୍ମିଳନୀରେ ଏଷ୍ଟୋନିୟାର ରାଷ୍ଟ୍ରପତି ଶ୍ରୀ ଅଲାର୍ କାରିସ୍ଙ୍କ ସହ ସାକ୍ଷାତ କରିଛନ୍ତି । ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ ଥିଲା ।India is building its own Large Language Model considering our diversity: PM Modi at AI Action Summit
February 11th, 03:15 pm
In his address during the AI Action Summit in Paris, PM Modi highlighted AI’s potential and the need for global governance to ensure ethical, inclusive, and responsible use. He stressed reducing biases, AI-driven innovation in health, education, and sustainability, and the importance of skilling for future jobs. PM Modi also showcased India’s leadership in AI adoption, digital infrastructure, and its commitment to a people-centric AI future.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ୟାରିସଠାରେ ଏଆଇ ଆକ୍ସନ ଶିଖର ସମ୍ମିଳନୀର ସହ ଅଧ୍ୟକ୍ଷତା କଲେ
February 11th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ୟାରିସଠାରେ ଫ୍ରାନ୍ସ ର ରାଷ୍ଟ୍ରପତି ଶ୍ରୀ ଇମାନୁଏଲ ମାକ୍ରୋନଙ୍କ ସହ ଏଆଇ ଆକ୍ସନ ଶିଖର ସମ୍ମିଳନୀର ସହ-ଅଧ୍ୟକ୍ଷତା କରିଥିଲେ । ଫେବ୍ରୁଆରି ୬ରୁ ୭ ତାରିଖ ପର୍ଯ୍ୟନ୍ତ ବିଜ୍ଞାନ ଦିବସରୁ ଆରମ୍ଭ ହୋଇଥିବା ସପ୍ତାହବ୍ୟାପୀ ଏହି ସମ୍ମିଳନୀ ପରେ ଫେବ୍ରୁଆରି ୮ରୁ ୯ ତାରିଖ ପର୍ଯ୍ୟନ୍ତ ସାଂସ୍କୃତିକ ସପ୍ତାହ ସହ ଶେଷ ହୋଇଥିଲା। ବିଶ୍ୱସ୍ତରୀୟ ନେତା, ନୀତି ନିର୍ମାତା ଏବଂ ଶିଳ୍ପ ବିଶେଷଜ୍ଞଙ୍କ ଉପସ୍ଥିତିରେ ଏକ ଉଚ୍ଚସ୍ତରୀୟ ବିଭାଗରେ ଏହା ଶେଷ ହୋଇଥିଲା।ଭାରତର ୭୬ତମ ଗଣତନ୍ତ୍ର ଦିବସରେ ଶୁଭେଚ୍ଛା ପାଇଁ ଫ୍ରାନ୍ସର ରାଷ୍ଟ୍ରପତି ଓ ଆୟର୍ଲାଣ୍ଡର ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ
January 27th, 11:06 am
ଭାରତର ୭୬ତମ ଗଣତନ୍ତ୍ର ଦିବସରେ ଶୁଭେଚ୍ଛା ଜଣାଇଥିବାରୁ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଓ ଆୟର୍ଲାଣ୍ଡର ପ୍ରଧାନମନ୍ତ୍ରୀ ମାଇକେଲ ମାର୍ଟିନଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଧନ୍ୟବାଦ ଜଣାଇଛନ୍ତି ।Prime Minister applauds India’s best ever performance at the Paralympic Games
September 08th, 10:29 pm
The Prime Minister, Shri Narendra Modi has lauded India’s best ever performance at the Paralympic Games. The Prime Minister hailed the unwavering dedication and indomitable spirit of the nation’s para-athletes who bagged 29 medals at the Paralympic Games 2024 held in Paris.ହାଇ ଜମ୍ପରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବାରୁ ପ୍ରବୀଣ କୁମାରଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 06th, 05:22 pm
ପ୍ୟାରିସ ପାରାଲିମ୍ପିକ୍ସର ପୁରୁଷ ହାଇ ଜମ୍ପ ଟି୬୪ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ କ୍ରୀଡ଼ାବିତ ପ୍ରବୀଣ କୁମାରଙ୍କୁ ଆଜି ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।Paralympics 2024: PM Modi congratulates Kapil Parmar on winning Bronze Medal
September 05th, 10:26 pm
The Prime Minister Shri Narendra Modi today congratulated athlete Kapil Parmar for winning a Bronze medal the Men's 60kg J1 event at the ongoing Paris Paralympics.ପ୍ରଥମ ଅନ୍ତରାଷ୍ଟ୍ରୀୟ ସୌର ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତ୍ତା
September 05th, 11:00 am
ସମ୍ମାନାସ୍ପଦ ପ୍ରତିନିଧିବୃନ୍ଦ, ବିଶିଷ୍ଟ ଅତିଥିଗଣ ଏବଂ ମୋର ପ୍ରିୟ ବନ୍ଧୁଗଣ, ଆପଣମାନଙ୍କୁ ସମସ୍ତଙ୍କୁ ମୁଁ ମୋର ଭବ୍ୟ ସ୍ୱାଗତ ଜ୍ଞାପନ କରୁଛି । ମୁଁ ଆପଣମାନଙ୍କ ପ୍ରଥମ ଅନ୍ତରାଷ୍ଟ୍ରୀୟ ସୌର ଉତ୍ସବକୁ ସ୍ୱାଗତ କରିବା ଅବସରରେ ଖୁବ୍ ଆନନ୍ଦ ଅନୁଭବ କରୁଛି । ଏଭଳି ଏକ ଅଭିନବ ଉପକ୍ରମ ନିମନ୍ତେ ମୁଁ ଅନ୍ତରାଷ୍ଟ୍ରୀୟ ସୌର ସଂଗଠନକୁ ମଧ୍ୟ ଅଭିନନ୍ଦନ ଜଣାଉଛି ।ପାରାଲିମ୍ପିକ୍ସ ୨୦୨୪ରେ ପୁରୁଷ ହାଇ ଜମ୍ପ୍ ଟି୪୭ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ନିଶାଦ କୁମାରଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
September 02nd, 10:50 am
ପାରାଲିମ୍ପିକ୍ସ ୨୦୨୪ରେ ପୁରୁଷ ହାଇ ଜମ୍ପ୍ ଟି୪୭ ଇଭେଣ୍ଟ୍ରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନିଶାଦ କୁମାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।୨୦୨୪ ପ୍ୟାରିସ ପାରାଅଲମ୍ପିକ୍ସ: ଦ୍ୱିତୀୟ ପଦକ ଜିତିଥିବାରୁ କ୍ରୀଡ଼ାବିତ ପ୍ରୀତି ପାଲଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 02nd, 10:50 am
ଏବେ ଚାଲିଥିବା ପ୍ୟାରିସ ପାରାଅଲିମ୍ପିକ୍ସରେ ଟ୍ରାକ୍୍ ଆଣ୍ଡ ଫିଲ୍ଡରେ କ୍ରୀଡ଼ାବିତ ପ୍ରୀତି ପାଲ ଦ୍ୱିତୀୟ ପଦକ ଜିତିଥିବାରୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ପ୍ୟାରିସ ପାରାଅଲିମ୍ପିକ୍ସ -୨୦୨୪ରେ ପି-୨ ମହିଳା ୧୦ ମିଟର ଏୟାର ପିସ୍ତଲ ଏସଏଚ୧ କ୍ରୀଡ଼ାରେ ବ୍ରୋଞ୍ଜ ବିଜୟୀ ହୋଇଥିବାରୁ ରୁବିନା ଫ୍ରାନ୍ସିସଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
August 31st, 08:19 pm
ପ୍ୟାରିସ ପାରାଅଲିମ୍ପିକ୍ସ -୨୦୨୪ରେ ପି-୨ ମହିଳା ୧୦ ମିଟର ଏୟାର ପିସ୍ତଲ ଏସଏଚ୧ କ୍ରୀଡ଼ାରେ ବ୍ରୋଞ୍ଜ ପଦକ ଜିତିଥିବାରୁ ରୁବିନା ଫ୍ରାନ୍ସିସଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।Paralympics 2024: PM Modi congratulates Manish Narwal on winning Silver Medal
August 30th, 08:55 pm
The Prime Minister, Shri Narendra Modi expressed happiness as Manish Narwal wins the Silver in the P1 Men's 10m Air Pistol SH1 event at Paris Paralympics 2024.