PM pays tribute to the resilience of Partition survivors on Partition Horrors Remembrance Day
August 14th, 08:52 am
Prime Minister Shri Narendra Modi today observed Partition Horrors Remembrance Day, solemnly recalling the immense upheaval and pain endured by countless inpiduals during one of the most tragic chapters in India’s history.ଦେଶରେ ଏକତା ଓ ଭାଇଚାରା ବନ୍ଧନକୁ ସର୍ବଦା ରକ୍ଷା କରିବା ପାଇଁ ଆମର ପ୍ରତିବଦ୍ଧତାକୁ ଦୋହରାଉଛୁ : ପ୍ରଧାନମନ୍ତ୍ରୀ
August 14th, 09:51 am
ଦେଶର ବିଭାଜନ ସମୟରେ ପ୍ରଭାବିତ ହୋଇଥିବା ଲୋକମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ବିଭାଜନର ଭୟାବହ ସ୍ମୃତି ଦିବସକୁ ଚିହ୍ନଟ କରି ଶ୍ରୀ ମୋଦୀ ଏକ୍ସର ଏକ ପୋଷ୍ଟରେ ଅନେକ ଲୋକଙ୍କ ପାଇଁ ବିଭାଜନର ଭୟଙ୍କର ପ୍ରଭାବ ଏବଂ ଯନ୍ତ୍ରଣାକୁ ମନେ ପକାଇଛନ୍ତି ।କୌଣସି ଦେଶ ଏହାର ଅତୀତର ଭୟାବହତାକୁ ଅଣଦେଖା କରିବା ଠିକ୍ ନୁହେଁ: ପ୍ରଧାନମନ୍ତ୍ରୀ ମୋଦୀ
August 28th, 08:48 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନବୀକରଣ ହୋଇଥିବା ଜାଲିଆନାୱାଲା ବାଗ ସ୍ମାରାକ କମ୍ପ୍ଲେକ୍ସକୁ ଦେଶକୁ ଉତ୍ସର୍ଗ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଜାଲିଆନାୱାଲା ବାଗ ହେଉଛି ସେହି ସ୍ଥାନ ଯାହା ସର୍ଦ୍ଦାର ଉଧମ ସିଂ ଏବଂ ଭଗତ ସିଂଙ୍କ ପରି ଅଗଣିତ କ୍ରାନ୍ତିବୀରଙ୍କୁ ଦେଶର ସ୍ୱାଧୀନତା ପାଇଁ ନିଜ ଜୀବନ ବଳିଦାନ ଦେବାକୁ ସାହସ ଦେଇଥିଲା ।ଆଗକୁ ସେ ଆହୁରି କହିଛନ୍ତି, 13 ଏପ୍ରିଲ , 1919 ର ସେହି 10 ମିନିଟ୍ ଆମର ସ୍ୱାଧୀନତା ସଂଗ୍ରାମର ଅମର କାହାଣୀ ହୋଇଗଲା, ଯେଉଁଥିପାଇଁ ଆମେ ଆଜି ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରିବାକୁ ସକ୍ଷମ ହୋଇଛୁ।ପ୍ରଧାନମନ୍ତ୍ରୀ ଜାଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା କଂପ୍ଲେକ୍ସକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି
August 28th, 08:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଜଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା କଂପ୍ଲେକ୍ସକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସେ ସ୍ମାରକ ଠାରେ ସଂଗ୍ରହାଳୟ ଗ୍ୟାଲେରୀର ଉଦଘାଟନ କରିଥିଲେ । କାର୍ଯ୍ୟକ୍ରମରେ କଂପ୍ଲେକ୍ସର ନବୀକରଣ ପାଇଁ ସରକାର ନେଇଥିବା ଏକାଧିକ ବିକାଶମୂଳକ ପଦକ୍ଷେପ ପ୍ରଦର୍ଶନ କରାଯାଇଥିଲା ।