ଏସୀୟ କ୍ରୀଡାରେ ମହିଳା ୫୦୦୦ ମିଟରରେ ସ୍ୱର୍ଣ୍ଣ ଜିତିଥିବାରୁ ପ୍ରଧାନମନ୍ତ୍ରୀ କ୍ରୀଡାବିତ ପାରୁଲ ଚୌଧୁରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି

October 03rd, 11:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଟ୍ରାକ ଏବଂ ଫିଲ୍ଡ କ୍ରୀଡାବିତ ପାରୁଲ ଚୌଧୁରୀଙ୍କୁ ଏସୀୟ କ୍ରୀଡାରେ ମହିଳା ୫୦୦୦ ମିଟର ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଅଭିନନ୍ଦନ ଜଣାଇଛନ୍ତି ।

ଏସୀୟ କ୍ରୀଡ଼ାରେ ମହିଳା ୩୦୦୦ ମିଟର ଷ୍ଟିପଲଚେଜରେ ରୌପ୍ୟ ପଦକ ଜିତିଥିବା ପାରୁଲ ଚୌଧୁରୀଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଖୁସି

October 02nd, 10:02 pm

ଏସୀୟ କ୍ରୀଡ଼ାରେ ମହିଳା ୩୦୦୦ ମିଟର ଷ୍ଟିପଲଚେଜରେ ରୌପ୍ୟ ପଦକ ଜିତିଥିବା ପାରୁଲ ଚୌଧୁରୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।