ଦିଲ୍ଲୀ ଯଶୋଭୂମି ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 04th, 10:45 am
ମୋ କ୍ୟାବିନେଟ ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆଜୀ, ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରଶେଖର ପ୍ରେମାସାନିଜୀ, ବିଭିନ୍ନ ରାଜ୍ୟର ପ୍ରତିନିଧିଗଣ, ବିଦେଶାଗତ ଅତିଥି, ଟେଲିକମ ସେକ୍ଟର ସହ ଜଡିତ ସମସ୍ତ ମାନ୍ୟ ଗଣ୍ୟଗଣ, ବିଭିନ୍ନ କଲେଜରୁ ଆସିଥିବା ଯୁବ ବନ୍ଧୁଗଣ, ଭଦ୍ର ମହିଳା ଓ ଅନ୍ୟମାନେ ।କୌଶଳ ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ, ୬୨୦୦୦ କୋଟି ଟଙ୍କାରୁ ଅଧିକ ଯୁବ-କୈନ୍ଦ୍ରିକ ପଦକ୍ଷେପର ଆରମ୍ଭ
October 04th, 10:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଦକ୍ଷତା ସମାବର୍ତ୍ତନ ସମାରୋହରେ ୬୨ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଯୁବ-କୈନ୍ଦ୍ରିକ ପଦକ୍ଷେପ ଆରମ୍ଭ କରିଛନ୍ତି। ଦେଶବ୍ୟାପୀ ଲକ୍ଷ ଲକ୍ଷ ଆଇଟିଆଇ ଛାତ୍ରଛାତ୍ରୀ, ବିହାରର ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ସ୍ମରଣ କରିଥିଲେ ଯେ, କିଛି ବର୍ଷ ପୂର୍ବେ ସରକାର ଆଇଟିଆଇ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଧରଣର ସମାବର୍ତ୍ତନ ସମାରୋହ ଆୟୋଜନ କରିବାର ଏକ ନୂତନ ପରମ୍ପରା ଆରମ୍ଭ କରିଥିଲେ। ସେ କହିଥିଲେ ଯେ ଆଜି ସେହି ପରମ୍ପରାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧି।Gurudev's vision for Visva Bharati is also the essence of self-reliant India: PM Modi
December 24th, 11:01 am
PM Modi addressed centenary celebrations of Visva Bharati University. In his address, PM Modi said, Gurudev Rabindranath Tagore called for a ‘swadeshi samaj’. He wanted to see self-reliance in agriculture, commerce and business, art, literature etc. Tagore wanted the entire humanity to benefit from India’s spiritual awakening. The vision for a self-reliant India is also a derivative of this sentiment. The call for a self reliant India is for the world’s benefit too.PM Modi addresses centenary celebrations of Visva Bharati University
December 24th, 11:00 am
PM Modi addressed centenary celebrations of Visva Bharati University. In his address, PM Modi said, Gurudev Rabindranath Tagore called for a ‘swadeshi samaj’. He wanted to see self-reliance in agriculture, commerce and business, art, literature etc. Tagore wanted the entire humanity to benefit from India’s spiritual awakening. The vision for a self-reliant India is also a derivative of this sentiment. The call for a self reliant India is for the world’s benefit too.ପାଟନା ବିଶ୍ୱବିଦ୍ୟାଳୟର ଶତାବ୍ଦୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
October 14th, 11:29 am
ଆମର ଏହି ପାଟନା ନଗରୀ ଗଙ୍ଗାଙ୍କ କୂଳରେ ରହିଛି ଆଉ ଗଙ୍ଗାଙ୍କ ଧାରା ହେଉଛି ଯେତିକି ପୁରୁଣା ବିହାର ହେଉଛି ସେତିକି ପୁରୁଣା ଜ୍ଞାନରଧାରା, ପରମ୍ପରାର ମାଲିକ । ଯେତିକି ପୁରୁଣା ଜ୍ଞାନଗଙ୍ଗାର ପରମ୍ପରା, ସେତିକି ଗଙ୍ଗାଧାରାର ପରମ୍ପରା ଆପଣଙ୍କ ପାଖରେ ଅଛି । ହିନ୍ଦୁସ୍ଥାନରେ ଯେବେ ମଧ୍ୟ ଚର୍ଚ୍ଚା ହୋଇଥାଏ ତ ନାଳନ୍ଦା, ବିକ୍ରମଶୀଳାକୁ କିଏ ଭୁଲି ପାରିବ । ମାନବ ଜୀବନ ସଂଶୋଧନର କ୍ଷେତ୍ର ।ପାଟନା ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ସମାରୋହ
October 14th, 11:28 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପାଟନା ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ପାଳନ ସମାରୋହରେ ଉଦବୋଧନ ଦେଇଛନ୍ତି । ସେ କହିଛନ୍ତି ଯେ, ଐତିହାସିକ ପାଟନା ବିଶ୍ୱବିଦ୍ୟାଳୟର ସମାରୋହ ଏବଂ ଛାତ୍ରଛାତ୍ରୀମାନଙ୍କ ଗହଣରେ ଯୋଗଦେଇ ସେ ନିଜକୁ ଗୌରାବାନ୍ୱିତ ମନେ କରୁଛନ୍ତି । “ମୁଁ ବିହାରର ଏହି ମହାନ ଭୂମିକୁ ପ୍ରଣାମ କରୁଛି । ଏହି ବିଶ୍ୱବିଦ୍ୟାଳୟ ଅନେକ ବରପୁତ୍ରଙ୍କୁ ଜନ୍ମ ଦେଇଛି, ଯେଉଁମାନେ କି ଦେଶ ନିର୍ମାଣରେ ଅମୂଲ୍ୟ ଅବଦାନ ଦେଇଛନ୍ତି ।”ଆସନ୍ତାକାଲି ବିହାର ଗସ୍ତ କରିବେ ପ୍ରଧାନମନ୍ତ୍ରୀ
October 13th, 04:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର 14, 2017ରେ ବିହାର ଗସ୍ତରେ ଯିବେ ।