ଆନ୍ଧ୍ର ପ୍ରଦେଶର ଅମରାବତୀରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 02nd, 03:45 pm
ତଲ୍ଲୀ ଦୁର୍ଗା ଭବାନୀ କୋଲୁଭୂନ୍ନାଙ୍କ ଏହି ପବିତ୍ର ଭୂମିରେ ମୁଁ ସହରର ଭିତରେ ଭାଗରେ, କାଲାଭଡ଼ମକୁ, ଆନନ୍ଦମୁଗା ଅନ୍ନଦି ଅଛି ।ଆନ୍ଧ୍ରପ୍ରଦେଶର ଅମରାବତୀରେ ୫୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 02nd, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ଅମରାବତୀରେ ୫୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶ ପ୍ରକଳ୍ପର ଉଦଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ପବିତ୍ର ଅମରାବତୀ ଭୂମିରେ ଠିଆ ହୋଇ ସେ କେବଳ ଏକ ସହର ନୁହେଁ, ବରଂ ଏକ ସ୍ୱପ୍ନ ସାକାର ହେଉଥିବା ଦେଖନ୍ତି-ଏକ ନୂତନ ଅମରାବତୀ, ଏକ ନୂତନ ଆନ୍ଧ୍ର। ଅମରାବତୀ ହେଉଛି ଏପରି ଏକ ଭୂମି ଯେଉଁଠାରେ ପରମ୍ପରା ଏବଂ ପ୍ରଗତି ଏକା ସାଙ୍ଗରେ ଚାଲିଥାଏ, ଯାହା ଏହାର ବୌଦ୍ଧ ଐତିହ୍ୟର ଶାନ୍ତି ଏବଂ ଏକ ବିକଶିତ ଭାରତ ନିର୍ମାଣର ଶକ୍ତିକୁ ଗ୍ରହଣ କରିଥାଏ, ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ଆଜି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କରାଯାଇଛି ଏବଂ ଏହି ପ୍ରକଳ୍ପଗୁଡ଼ିକ କେବଳ କଂକ୍ରିଟ ଢାଞ୍ଚା ନୁହେଁ ବରଂ ଆନ୍ଧ୍ରପ୍ରଦେଶର ଆକାଂକ୍ଷା ଏବଂ ବିକାଶ ପାଇଁ ଭାରତର ଦୃଷ୍ଟିକୋଣର ଦୃଢ଼ ମୂଳଦୁଆ। ଭଗବାନ ବୀରଭଦ୍ର, ଭଗବାନ ଅମରଲିଙ୍ଗେଶ୍ୱର ଏବଂ ତିରୁପତି ବାଲାଜୀଙ୍କୁ ପ୍ରାର୍ଥନା କରି ପ୍ରଧାନମନ୍ତ୍ରୀ ମୋଦୀ ଆନ୍ଧ୍ରପ୍ରଦେଶର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ ପବନ କଲ୍ୟାଣଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଥିଲେ।Serving the people of Andhra Pradesh is our commitment: PM Modi in Visakhapatnam
January 08th, 05:45 pm
PM Modi laid foundation stone, inaugurated development works worth over Rs. 2 lakh crore in Visakhapatnam, Andhra Pradesh. The Prime Minister emphasized that the development of Andhra Pradesh was the NDA Government's vision and serving the people of Andhra Pradesh was the Government's commitment.ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 08th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ଭଗବାନ ବରାହ ଲକ୍ଷ୍ମୀ ନରସିଂହ ସ୍ୱାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଶ୍ରୀ ମୋଦୀ କହିଛନ୍ତି ଯେ ୬୦ ବର୍ଷ ର ବ୍ୟବଧାନ ପରେ ଲୋକଙ୍କ ଆଶୀର୍ବାଦରେ ଦେଶରେ କ୍ରମାଗତ ତୃତୀୟ ଥର ପାଇଁ କେନ୍ଦ୍ର ସରକାର ନିର୍ବାଚିତ ହୋଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ସରକାର ଗଠନ ପରେ ଆନ୍ଧ୍ରପ୍ରଦେଶରେ ସରକାରୀ ଭାବେ ଏହା ତାଙ୍କର ପ୍ରଥମ କାର୍ଯ୍ୟକ୍ରମ ଥିଲା। କାର୍ଯ୍ୟକ୍ରମ ପୂର୍ବରୁ ରୋଡ୍ ସୋ' ସମୟରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିବାରୁ ଶ୍ରୀ ମୋଦୀ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଥିଲେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ସେ ତାଙ୍କ ଭାଷଣ ସମୟରେ ଶ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ପ୍ରତ୍ୟେକ ଶବ୍ଦ ଏବଂ ଭାବନାକୁ ସମ୍ମାନ କରନ୍ତି । ଆନ୍ଧ୍ରପ୍ରଦେଶ ଏବଂ ଭାରତର ଜନସାଧାରଣଙ୍କ ସମର୍ଥନରେ ଶ୍ରୀ ନାଇଡୁ ତାଙ୍କ ଅଭିଭାଷଣରେ ଉଲ୍ଲେଖ କରିଥିବା ସମସ୍ତ ଲକ୍ଷ୍ୟ ହାସଲ କରିବା ପାଇଁ ପ୍ରଧାନମନ୍ତ୍ରୀ ବିଶ୍ୱାସ ବ୍ୟକ୍ତ କରିଥିଲେ ।Tremendous show of support for NDA in Andhra Pradesh’s Vijayawada
May 08th, 07:00 pm
Prime Minister Narendra Modi, joined by prominent leaders Shri Chandrababu Naidu and Shri Pawan Kalyan, spearheaded a significant roadshow through the streets of Vijayawada, Andhra Pradesh. The event garnered immense support from the public, underscoring the unified commitment and strength the NDA coalition to the state’s progress and development.Aim of NDA is to build a developed Andhra Pradesh for developed India: PM Modi in Palnadu
March 17th, 05:30 pm
Ahead of the Lok Sabha election 2024, PM Modi addressed an emphatic NDA rally in Andhra Pradesh’s Palnadu today. Soon after the election dates were announced, he commenced his campaign, stating, The bugle for the Lok Sabha election has just been blown across the nation, and today I am among everyone in Andhra Pradesh. The PM said, “This time, the election result is set to be announced on June 4th. Now, the nation is saying - '4 June Ko 400 Paar’, ' For a developed India... 400 Paar. For a developed Andhra Pradesh... 400 Paar.PM Modi campaigns in Andhra Pradesh’s Palnadu
March 17th, 05:00 pm
Ahead of the Lok Sabha election 2024, PM Modi addressed an emphatic NDA rally in Andhra Pradesh’s Palnadu today. Soon after the election dates were announced, he commenced his campaign, stating, The bugle for the Lok Sabha election has just been blown across the nation, and today I am among everyone in Andhra Pradesh. The PM said, “This time, the election result is set to be announced on June 4th. Now, the nation is saying - '4 June Ko 400 Paar’, ' For a developed India... 400 Paar. For a developed Andhra Pradesh... 400 Paar.