The future of farming lies not merely in "Produce More,” but in "Produce Better": PM Modi at FAO
May 20th, 11:00 pm
Accepting the Agricola Medal for 2026 from the FAO, PM Modi said the recognition reflected India’s commitment to human welfare, food security and sustainable development. He dedicated the honour to Indian farmers and the country’s agricultural scientific community. He also highlighted initiatives such as ‘Per Drop More Crop’, micro-irrigation and precision farming, which are guiding India’s agricultural policies.Prime Minister receives Agricola Medal from the Food and Agriculture Organization (FAO) of the United Nations in Rome
May 20th, 10:55 pm
Accepting the Agricola Medal for 2026 from the FAO, PM Modi said the recognition reflected India’s commitment to human welfare, food security and sustainable development. He dedicated the honour to Indian farmers and the country’s agricultural scientific community. He also highlighted initiatives such as ‘Per Drop More Crop’, micro-irrigation and precision farming, which are guiding India’s agricultural policies.ବେଙ୍ଗାଲୁରୁରେ ‘ଆର୍ଟ ଅଫ୍ ଲିଭିଂ’ର 45ତମ ବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 10th, 11:05 am
ଆଜିର ଏହି ସକାଳ ଏକ ଅତ୍ୟନ୍ତ ସ୍ୱତନ୍ତ୍ର ଅନୁଭବ ଆଣିଛି। ପିଲାମାନଙ୍କ ଦ୍ୱାରା ପାଠ କରାଯାଉଥିବା ବୈଦିକ ମନ୍ତ୍ର ସହିତ ସ୍ୱାଗତ, ଭଗବାନ ଶ୍ରୀ ଗଣେଶଙ୍କ ଦର୍ଶନ, ଶ୍ରୀ ଶ୍ରୀ ରବି ଶଙ୍କର ଜୀଙ୍କ 70 ବର୍ଷ ପାଳନ ଏବଂ ଆର୍ଟ ଅଫ୍ ଲିଭିଂର 45 ବର୍ଷ , ଏହି ମୁହୂର୍ତ୍ତଗୁଡ଼ିକ ସର୍ବଦା ମୋ ସ୍ମୃତିରେ ରହିବ। ଏହି ସୁନ୍ଦର ଉତ୍ସବରେ ମୋତେ ନିମନ୍ତ୍ରଣ କରିଥିବା ଯୋଗୁଁ ମୁଁ ଆପଣ ସମସ୍ତଙ୍କ ପ୍ରତି କୃତଜ୍ଞ।କର୍ଣ୍ଣାଟକର ବେଙ୍ଗାଲୁରୁଠାରେ ଆର୍ଟ ଅଫ୍ ଲିଭିଂ ପ୍ରତିଷ୍ଠାର ୪୫ତମ ବାର୍ଷିକୀ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 10th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ବେଙ୍ଗାଲୁରୁଠାରେ ଆର୍ଟ ଅଫ ଲିଭିଂର ୪୫ତମ ବାର୍ଷିକୀ ପାଳନ ସମାରୋହରେ ଯୋଗଦେଇଛନ୍ତି। ଏହି ଅବସରର ପବିତ୍ରତା କଥା ପ୍ରକାଶ କରି ସେ କହିଥିଲେ ଯେ ପିଲାମାନଙ୍କ ବେଦବାଣୀ, ଭଗବାନ ଗଣେଶଙ୍କ ଦର୍ଶନ, ଶ୍ରୀ ଶ୍ରୀ ରବିଶଙ୍କରଙ୍କ ୭୦ତମ ବର୍ଷ ଓ ଆର୍ଟ ଅଫ ଲିଭିଂର ୪୫ତମ ବାର୍ଷିକୀ ଦ୍ବାରା ଆଜିର ସକାଳଟି ସମୃଦ୍ଧ ହୋଇଛି। “ଏସବୁ କ୍ଷଣଗୁଡ଼ିକ ସବୁବେଳ ମୋ ମାନସପଟ୍ଟରେ ରହିବ’’ ସେ କହିଥିଲେ।Assam’s progress is giving new momentum to entire Northeast: PM Modi in Guwahati
March 13th, 05:30 pm
PM Modi inaugurated and laid foundation stones for development projects worth around ₹19,480 crore in Guwahati, Assam. He transferred more than ₹18,000 crore under the PM Kisan Samman Nidhi scheme to Annadatas across the nation and distributed land pattas to tea plantation workers in Assam. He noted that the progress of Assam is giving new momentum to the entire North East and is emerging as a model state for the nation.PM Modi launches various development works in Guwahati, Assam
March 13th, 05:00 pm
PM Modi inaugurated and laid foundation stones for development projects worth around ₹19,480 crore in Guwahati, Assam. He transferred more than ₹18,000 crore under the PM Kisan Samman Nidhi scheme to Annadatas across the nation and distributed land pattas to tea plantation workers in Assam. He noted that the progress of Assam is giving new momentum to the entire North East and is emerging as a model state for the nation.ନେସେଟରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 25th, 08:20 pm
ଏହି ବିଶିଷ୍ଟ ସଦନରେ ଉପସ୍ଥିତ ହେବା ମୋ ପାଇଁ ଏକ ସୌଭାଗ୍ୟ ଏବଂ ଗୌରବର ବିଷୟ। ମୁଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଏବଂ ଏକ ପ୍ରାଚୀନ ସଭ୍ୟତାର ପ୍ରତିନିଧି ଭାବରେ ଆଉ ଗୋଟିଏ ପ୍ରାଚୀନ ସଭ୍ୟତାକୁ ସମ୍ବୋଧିତ କରୁଛି। ମୁଁ ମୋ ସହିତ ୧୪୦ କୋଟି ଭାରତୀୟଙ୍କ ଶୁଭେଚ୍ଛା ଏବଂ ବନ୍ଧୁତା, ସମ୍ମାନ ଓ ସହଭାଗୀତାର ବାର୍ତ୍ତା ନେଇ ଆସିଛି।ଇସ୍ରାଏଲୀ ସଂସଦ ନେସେଟ୍କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
February 25th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜେରୁସାଲେମରେ ନେସେଟ (ଇସ୍ରାଏଲ୍ର ସଂସଦ)ର ଏକ ସ୍ୱତନ୍ତ୍ର ଅଧିବେଶନକୁ ସମ୍ବୋଧିତ କରିଥିଲେ । ଇସ୍ରାଏଲୀ ସଂସଦକୁ ସମ୍ବୋଧିତ କରିବାରେ ସେ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀନୂଆଦିଲ୍ଲୀରେ ପୋଙ୍ଗଲ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 14th, 11:00 am
ଆଜି, ପୋଙ୍ଗଲ ବାସ୍ତବରେ ଏକ ବିଶ୍ୱସ୍ତରୀୟ ପର୍ବ ପାଲଟିଛି । ସମଗ୍ର ବିଶ୍ୱରେ ତାମିଲ ସମ୍ପ୍ରଦାୟ ଏବଂ ତାମିଲ ସଂସ୍କୃତିକୁ ପାଳନ କରୁଥିବା ଲୋକମାନେ ଏହାକୁ ବହୁତ ଉତ୍ସାହର ସହ ପାଳନ କରନ୍ତି ଏବଂ ମୁଁ ସେମାନଙ୍କ ମଧ୍ୟରୁ ଜଣେ । ଏହା ମୋର ସୌଭାଗ୍ୟ ଯେ ଏହି ବିଶେଷ ପର୍ବ ପାଳନ କରିବା ପାଇଁ ମୁଁ ଆପଣଙ୍କ ସହ ଯୋଗ ଦେଇଛି । ତାମିଲ ଜୀବନରେ, ପୋଙ୍ଗଲ ଏକ ଆନନ୍ଦଦାୟକ ଅନୁଭୂତି, ଯାହା ଆମର କୃଷକ, ପୃଥିବୀ ଏବଂ ସୂର୍ଯ୍ୟଙ୍କ ପ୍ରତି ଏକ କୃତଜ୍ଞତାର ଭାବନା । ଏହା ଆମକୁ ପ୍ରକୃତି, ପରିବାର ଏବଂ ସମାଜ ସହ ସମନ୍ୱୟର ଗୁରୁତ୍ୱ ଶିଖାଇଥାଏ । ଏହି ସମୟରେ, ଭାରତର ଅନ୍ୟାନ୍ୟ ଅଞ୍ଚଳଗୁଡ଼ିକ ମଧ୍ୟ ଉତ୍ସବରେ ବୁଡ଼ି ରହିଛନ୍ତି - ଲୋହରୀ, ମକର ସଂକ୍ରାନ୍ତି, ମାଘ ବିହୁ ଏବଂ ଏମିତି ଅନେକ ପର୍ବ । ମୁଁ ପୋଙ୍ଗଲ ଏବଂ ଏହି ସମସ୍ତ ପର୍ବରେ ଭାରତ ଏବଂ ବିଶ୍ୱର ସମସ୍ତ ତାମିଲ ଭାଇଭଉଣୀମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି ।ନୂଆଦିଲ୍ଲୀରେ ପୋଙ୍ଗଲ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 14th, 10:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ପୋଙ୍ଗଲ ଉତ୍ସବକୁ ସମ୍ବୋଧିତ କରିଛନ୍ତି। ତାମିଲ ଭାଷାରେ ଶୁଭେଚ୍ଛା ଜଣାଇ ଶ୍ରୀ ମୋଦୀ କହିଥିଲେ ଯେ, ପୋଙ୍ଗଲ ଆଜି ଏକ ବିଶ୍ଵସ୍ତରୀୟ ପର୍ବ ପାଲଟିଛି। ଏହି ପର୍ବକୁ ତାମିଲ ସମ୍ପ୍ରଦାୟ ଏବଂ ବିଶ୍ୱବ୍ୟାପୀ ତାମିଲ ସଂସ୍କୃତିକୁ ଆଦର କରୁଥିବା ଲୋକମାନେ ଉତ୍ସାହର ସହିତ ପାଳନ କରନ୍ତି ଏବଂ ସେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ । ଏହି ବିଶେଷ ପର୍ବକୁ ସମସ୍ତଙ୍କ ସହିତ ଏକାଠି ପାଳନ କରିବା ତାଙ୍କ ପାଇଁ ସୌଭାଗ୍ୟର କଥା। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ତାମିଲ ଜୀବନରେ, ପୋଙ୍ଗଲ ଏକ ସୁଖଦ ଅଭିଜ୍ଞତା ଭଳି, ଯାହା କୃଷକ, ପୃଥିବୀ ଏବଂ ସୂର୍ଯ୍ୟଙ୍କ ପରିଶ୍ରମ ପ୍ରତି କୃତଜ୍ଞତାକୁ ମୂର୍ତ୍ତିମନ୍ତ କରିଥାଏ। ଏହା ପ୍ରକୃତି, ପରିବାର ଏବଂ ସମାଜରେ ସନ୍ତୁଳନ ରକ୍ଷା ପାଇଁ ଆମକୁ ମାର୍ଗଦର୍ଶନ କରିଥାଏ। ଏହି ସମୟରେ ଦେଶର ବିଭିନ୍ନ ଅଂଶ ମଧ୍ୟ ଲୋହରୀ, ମକର ସଂକ୍ରାନ୍ତି, ମାଘ ବିହୁ ଏବଂ ଅନ୍ୟାନ୍ୟ ପର୍ବପର୍ବାଣୀରେ ବୁଡ଼ି ରହିଛି ବୋଲି ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ। ସେ ପୋଙ୍ଗଲ ଉପଲକ୍ଷେ ଭାରତ ଏବଂ ବିଶ୍ୱବ୍ୟାପୀ ସମସ୍ତ ତାମିଲ ଭାଇଭଉଣୀମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ ଏବଂ ସମସ୍ତ ପର୍ବପର୍ବାଣୀ ପାଇଁ ଶୁଭକାମନା ଦେଇଥିଲେ।ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ ଓ ନୂଆଦିଲ୍ଲୀର ଭାରତୀୟ କୃଷି ଅନୁସନ୍ଧାନ ସଂସ୍ଥାନରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
October 11th, 12:30 pm
ମଞ୍ଚରେ ଉପସ୍ଥିତ କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଜୀ, ଆମ ସହିତ ଟେକ୍ନୋଲଜିରେ ଯୋଡ଼ି ହୋଇଥିବା ରାଜୀବ ରଂଜନ ସିଂହ ଜୀ, ଶ୍ରୀମାନ ଭାଗୀରଥ ଚୌଧରୀ ଜୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, ସାଂସଦ, ବିଧାୟକ, ଅନ୍ୟ ମହାନୁଭବ ଓ ସାରା ଦେଶରୁ ଯୋଡ଼ି ହୋଇଥିବା ମୋର ସମସ୍ତ ଚାଷୀ ଭାଇ ଓ ଭଉଣୀମାନେକୃଷି କ୍ଷେତ୍ର ପାଇଁ ୩୫,୪୪୦ କୋଟି ମୂଲ୍ୟର ଦୁଇଟି ପ୍ରମୁଖ ଯୋଜନା ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 11th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀସ୍ଥିତ ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନରେ ଆୟୋଜିତ ଏକ ସ୍ୱତନ୍ତ୍ର କୃଷି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହା ପୂର୍ବରୁ ସେ କୃଷକମାନଙ୍କ ସହିତ ମଧ୍ୟ ଆଲୋଚନା କରିଥିଲେ।Our government's intentions, policies and decisions are empowering rural India with new energy: PM
January 04th, 11:15 am
PM Modi inaugurated Grameen Bharat Mahotsav in Delhi. He highlighted the launch of campaigns like the Swamitva Yojana, through which people in villages are receiving property papers. He remarked that over the past 10 years, several policies have been implemented to promote MSMEs and also mentioned the significant contribution of cooperatives in transforming the rural landscape.PM Modi inaugurates the Grameen Bharat Mahotsav 2025
January 04th, 10:59 am
PM Modi inaugurated Grameen Bharat Mahotsav in Delhi. He highlighted the launch of campaigns like the Swamitva Yojana, through which people in villages are receiving property papers. He remarked that over the past 10 years, several policies have been implemented to promote MSMEs and also mentioned the significant contribution of cooperatives in transforming the rural landscape.ଭିଡିଓ କନଫରେନ୍ସିଂ ଜରିଆରେ 'ଜଳ ସଞ୍ଚୟ ଜନ ଭାଗିଦାରୀ' ଅଭିଯାନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 06th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟର ସୁରଟଠାରେ 'ଜଳ ସଞ୍ଚୟ ଜନ ଭାଗିଦାରୀ' ଅଭିଯାନର ଶୁଭାରମ୍ଭ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅଧୀନରେ ବର୍ଷା ଜଳ ସଂରକ୍ଷଣ ବୃଦ୍ଧି ଏବଂ ଦୀର୍ଘକାଳୀନ ଜଳ ସ୍ଥାୟୀତା ସୁନିଶ୍ଚିତ କରିବା ପାଇଁ ସାରା ରାଜ୍ୟରେ ପ୍ରାୟ ୨୪,୮୦୦ ବର୍ଷା ଜଳ ସଂରକ୍ଷଣ ଢାଞ୍ଚା ନିର୍ମାଣ କରାଯାଉଛି ।ଭିଡିଓ କନଫରେନ୍ସିଂ ଜରିଆରେ 'ଜଳ ସଞ୍ଚୟ ଜନ ଭାଗିଦାରୀ' ଅଭିଯାନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 06th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟର ସୁରଟଠାରେ 'ଜଳ ସଞ୍ଚୟ ଜନ ଭାଗିଦାରୀ' ଅଭିଯାନର ଶୁଭାରମ୍ଭ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅଧୀନରେ ବର୍ଷା ଜଳ ସଂରକ୍ଷଣ ବୃଦ୍ଧି ଏବଂ ଦୀର୍ଘକାଳୀନ ଜଳ ସ୍ଥାୟୀତା ସୁନିଶ୍ଚିତ କରିବା ପାଇଁ ସାରା ରାଜ୍ୟରେ ପ୍ରାୟ ୨୪,୮୦୦ ବର୍ଷା ଜଳ ସଂରକ୍ଷଣ ଢାଞ୍ଚା ନିର୍ମାଣ କରାଯାଉଛି ।Our government is actively working to ensure a secure roof over every poor person's head: PM Modi
February 10th, 01:40 pm
Prime Minister Narendra Modi addressed ‘Viksit Bharat Viksit Gujarat’ program via video conferencing. During the programme, the Prime Minister inaugurated and performed Bhoomi Poojan of more than 1.3 lakh houses across Gujarat built under Pradhan Mantri Awas Yojana (PMAY) and other housing schemes. He also interacted with the beneficiaries of Awas Yojna. Addressing the gathering, the Prime Minister expressed happiness that people from every part of Gujarat are connected with the development journey of Gujarat.'ବିକଶିତ ଭାରତ ବିକଶିତ ଗୁଜୁରାଟ' କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
February 10th, 01:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ 'ବିକଶିତ ଭାରତ ବିକଶିତ ଗୁଜରାଟ' କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମ ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମଏୱାଇ) ଏବଂ ଅନ୍ୟାନ୍ୟ ଆବାସ ଯୋଜନା ଅଧୀନରେ ସମଗ୍ର ଗୁଜରାଟରେ ନିର୍ମିତ ୧.୩ ଲକ୍ଷରୁ ଅଧିକ ଘରର ଭୂମି ପୂଜନକୁ ପ୍ରଧାନମନ୍ତ୍ରୀ ଉଦଘାଟନ କରିଥିଲେ। ଆବାସ ଯୋଜନାର ହିତାଧିକାରୀଙ୍କ ସହ ମଧ୍ୟ ସେ ଆଲୋଚନା କରିଥିଲେ।PM Modi campaigns in Madhya Pradesh’s Betul, Shajapur and Jhabua
November 14th, 11:30 am
Amidst the ongoing election campaigning in Madhya Pradesh, Prime Minister Modi’s rally spree continued as he addressed multiple public meetings in Betul, Shajapur and Jhabua today. PM Modi said, “In the past few days, I have traveled to every corner of the state. The affection and trust towards the BJP are unprecedented. Your enthusiasm and this spirit have decided in Madhya Pradesh – ‘Phir Ek Baar, Bhajpa Sarkar’. The people of Madhya Pradesh will come out of their homes on 17th November to create history.”କର୍ଣ୍ଣାଟକର ୟାଦଗିରି ଜିଲ୍ଲାର କୋଡେକାଲରେ ବିକାଶ ମୂଳକ ପ୍ରକଳ୍ପଗୁଡ଼ିକର ଲୋକର୍ପଣ ଓ ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 19th, 12:11 pm
କର୍ଣ୍ଣାଟକର ରାଜ୍ୟପାଳ ଶ୍ରୀ ଥାୱରଚନ୍ଦ ଗହଲୋଟ ମହୋଦୟ, ମୁଖ୍ୟମନ୍ତ୍ରୀ ଶ୍ରୀ ବାସବରାଜ ବୋମାଇ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ଭଗୱନ୍ତ ଖୁବା ମହାଶୟ, କର୍ଣ୍ଣାଟକ ସରକାରଙ୍କର ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ, ଆଉ ବିଶାଳ ସଂଖ୍ୟାରେ ଆମକୁ ଆଶୀର୍ବାଦ ଦେବା ପାଇଁ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ!