Prime Minister extends gratitude to World Leaders for their warm wishes on the 80th Independence Day of India

August 15th, 05:48 pm

Prime Minister Shri Narendra Modi extended his gratitude to world leaders for their warm wishes on the 80th Independence Day of India, expressing his profound appreciation for the congratulatory messages received from across the globe.

ପ୍ରଧାନମନ୍ତ୍ରୀ ସ୍ଲୋଭାକିଆ ଗଣରାଜ୍ୟର ରାଷ୍ଟ୍ରପତିଙ୍କୁ ଭେଟିଲେ

June 15th, 11:33 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରାଟିସ୍ଲାଭାସ୍ଥିତ ରାଷ୍ଟ୍ରପତି ଭବନରେ ସ୍ଲୋଭାକିଆ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ଶ୍ରୀ ପିଟର ପେଲେଗ୍ରୀନିଙ୍କୁ ଭେଟିଛନ୍ତି।

ସ୍ଲୋଭାକିଆରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ

June 15th, 02:15 am

ପ୍ରଧାନମନ୍ତ୍ରୀ ମୋଦୀ ସ୍ଲୋଭାକିଆର ବ୍ରାଟିସ୍ଲାଭାରେ ପହଞ୍ଚିଛନ୍ତି ,ଭାରତ-ସ୍ଲୋଭାକିଆ ସମ୍ପର୍କର ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ । ସେଠାରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା।

ଫ୍ରାନ୍ସ ଏବଂ ସ୍ଲୋଭାକିଆ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନ ବିବୃତ୍ତି

June 13th, 10:03 am

ଫ୍ରାନ୍ସର ରାଷ୍ଟ୍ରପତି ଶ୍ରୀ ଇମାନୁଏଲ ମାକ୍ରନ ଏବଂ ସ୍ଲୋଭାକର ପ୍ରଧାନମନ୍ତ୍ରୀ ଶ୍ରୀ ରବର୍ଟ ଫିକୋଙ୍କ ନିମନ୍ତ୍ରଣରେ ମୁଁ ୧୩ରୁ ୧୮ ଜୁନ୍ ୨୦୨୬ ପର୍ଯ୍ୟନ୍ତ ଫ୍ରାନ୍ସ ଏବଂ ସ୍ଲୋଭାକ ଗସ୍ତ କରିବି ।

Visit of Prime Minister to France and Slovakia (June 13-18, 2026)

June 09th, 07:20 pm

PM Modi will visit France from 13-14 June 2026 and again from 16-19 June 2026. During his initial visit to France, he will hold discussions with President Emmanuel Macron and jointly inaugurate the 'Bharat Innovates' event. He will then visit Slovakia from 14-16 June 2026 to hold discussions with PM Robert Fico and meet President Peter Pellegrini. The PM will once again visit France to participate in the G7 Summit and the VivaTech Summit.

ଇଣ୍ଡିଆ-ଏଆଇ ଇମ୍ପାକ୍ଟ ସମ୍ମିଳନୀ ୨୦୨୬ ଅବସରରେ ସ୍ଲୋଭାକର ରାଷ୍ଟ୍ରପତି ପିଟର ପେଲେଗ୍ରୀନିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ବୈଠକ

February 20th, 09:37 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ୧୬ ରୁ ୨୦ ଫେବୃଆରୀ ପର୍ଯ୍ୟନ୍ତ ଚାଲିଥିବା ଭାରତ-ଏଆଇ ଇମ୍ପାକ୍ଟ ସମ୍ମିଳନୀ ୨୦୨୬ ଅବସରରେ ସ୍ଲୋଭାକର ରାଷ୍ଟ୍ରପତି ଶ୍ରୀ ପିଟର ପେଲେଗ୍ରୀନିଙ୍କୁ ଭେଟିଛନ୍ତି । ଏହା ଦୁଇ ନେତାଙ୍କ ମଧ୍ୟରେ ପ୍ରଥମ ସାକ୍ଷାତ ଥିଲା ।