ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଜୋର୍ଡାନ ଗସ୍ତ ସମ୍ପର୍କରେ ମିଳିତ ବିବୃତ୍ତି
December 16th, 03:56 pm
ଜୋର୍ଡାନ ହାସେମାଇଟ୍ ରାଜ୍ୟର ମହାମହିମ ରାଜା ଅବଦୁଲ୍ଲା ଦ୍ୱିତୀୟ ଇବନ୍ ଅଲ୍ ହୁସେନଙ୍କ ନିମନ୍ତ୍ରଣ କ୍ରମେ, ଭାରତୀୟ ଗଣରାଜ୍ୟର ମାନ୍ୟବର ପ୍ରଧାନମନ୍ତ୍ରୀ, ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୧୫-୧୬, ୨୦୨୫ରେ ଜୋର୍ଡାନ ହାସେମାଇଟ୍ ରାଜ୍ୟ ଗସ୍ତ କରିଥିଲେ।ଭାରତ-ଜୋର୍ଡାନ ବ୍ୟବସାୟିକ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
December 16th, 12:24 pm
ଗତକାଲି ମହାମହିମଙ୍କ ସହିତ ମୋର ଆଲୋଚନାର ସାରାଂଶ ମଧ୍ୟ ଏହା ଥିଲା। ଆମେ ଭୂଗୋଳକୁ କିପରି ସୁଯୋଗରେ ଏବଂ ସୁଯୋଗକୁ କିପରି ବିକାଶରେ ପରିଣତ କରାଯାଇପାରିବା ସେ ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରିଥିଲୁ।ଭାରତ-ଜୋର୍ଡାନ ବ୍ୟବସାୟିକ ଫୋରମକୁ ପ୍ରଧାନମନ୍ତ୍ରୀ ଏବଂ ରାଜା ଅବଦୁଲ୍ଲା ଦ୍ୱିତୀୟଙ୍କ ସମ୍ବୋଧନ
December 16th, 12:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଜୋର୍ଡାନର ରାଜା ଅବଦୁଲ୍ଲା ଦ୍ୱିତୀୟ ଆଜି ଅମ୍ମାନରେ ଭାରତ-ଜୋର୍ଡାନ ବ୍ୟବସାୟିକ ଫୋରମକୁ ସମ୍ବୋଧିତ କରିଥିଲେ। ଏହି ବୈଠକରେ ଜୋର୍ଡାନର କ୍ରାଉନ ପ୍ରିନ୍ସ ହୁସେନ ଏବଂ ସେଠାକାର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ତଥା ନିବେଶ ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ। ରାଜା ଅବଦୁଲ୍ଲା ଦ୍ୱିତୀୟ ଏବଂ ପ୍ରଧାନମନ୍ତ୍ରୀ ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ସମ୍ପର୍କକୁ ସୁଦୃଢ଼ କରିବାର ଗୁରୁତ୍ୱକୁ ସ୍ୱୀକାର କରିଥିଲେ। ଉଭୟ ନେତା ପ୍ରଗତି ଏବଂ ସମୃଦ୍ଧି ହାସଲ କରିବା ପାଇଁ ଏହି କ୍ଷେତ୍ରରେ ସମ୍ଭାବନା ଏବଂ ସୁଯୋଗକୁ ଉପଯୋଗ କରିବାକୁ ଉଭୟ ପକ୍ଷର ଶିଳ୍ପପତିମାନଙ୍କୁ ଆହ୍ୱାନ କରିଛନ୍ତି। ରାଜା ଅବଦୁଲ୍ଲା ଦ୍ୱିତୀୟ କହିଛନ୍ତି ଯେ, ଜୋର୍ଡାନର ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏବଂ ଭାରତର ଆର୍ଥିକ ଶକ୍ତିକୁ ମିଶ୍ରଣ କରି ଦକ୍ଷିଣ ଏସିଆ ଏବଂ ପଶ୍ଚିମ ଏସିଆ ତଥା ଅନ୍ୟ ଅନ୍ତର୍ଜାତୀୟ ସ୍ତରରେ ଏକ ଆର୍ଥିକ କରିଡର ସୃଷ୍ଟି କରାଯାଇପାରିବ।List of Outcomes Visit of Prime Minister to Jordan
December 15th, 11:52 pm
During the meeting between PM Modi and HM King Abdullah II of Jordan, several MoUs were signed. These include agreements on New and Renewable Energy, Water Resources Management & Development, Cultural Exchange and Digital Technology.