ରାଜସ୍ଥାନର ବାଲୋତ୍ରାରେ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

July 04th, 12:50 pm

ଗ୍ରୀଷ୍ମ ଋତୁର ଏହି ପ୍ରଚଣ୍ଡ ଗରମ ମଧ୍ୟରେ ବିଭିନ୍ନ ସ୍ଥାନରେ ଏତେ ବଡ଼ ସଂଖ୍ୟାରେ ଲୋକଙ୍କର ଏକତ୍ରିତ ହେବା ଏବଂ ଆମ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରିବା ଏହା ପ୍ରମାଣିତ କରୁଛି ଯେ ଭାରତୀୟ ଜନତା ପାର୍ଟି ସରକାରଙ୍କ ପ୍ରୟାସ ଉପରେ ଆପଣମାନଙ୍କର ବିଶ୍ୱାସ କେତେ ଦୃଢ଼ ରହିଛି। ଏହି ସମର୍ଥନ ଏବଂ ସ୍ନେହ ପାଇଁ ମୁଁ ରାଜସ୍ଥାନର ପବିତ୍ର ମାଟି ନିକଟରେ ଚିର ଋଣୀ।

PM Modi launches multiple development projects worth around ₹1.06 lakh crore in Balotra, Rajasthan

July 04th, 12:30 pm

Addressing a public gathering in Balotra, Rajasthan, PM Modi highlighted Rajasthan's development journey, including the dedication of the Rajasthan Refinery, expansion of connectivity, water projects, renewable energy and employment initiatives. He also spoke about India's efforts to ensure energy security during the global crisis and reaffirmed the government's commitment to a self-reliant India.

ଜି-୭ ଶିଖର ସମ୍ମିଳନୀ ଅବସରରେ କାନାଡାର ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 16th, 10:36 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ କାନାଡାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ୧୬ ଜୁନ୍ ୨୦୨୬ରେ ଫ୍ରାନ୍ସର ଏଭିଆନ୍‌ରେ ଆୟୋଜିତ ଜି-୭ ଶିଖର ସମ୍ମିଳନୀ ଅବସରରେ ସାକ୍ଷାତ କରିଥିଲେ।

ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତରେ ପ୍ରଧାନମନ୍ତ୍ରୀ

May 15th, 03:59 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସଂଯୁକ୍ତ ଆରବ ଏମିରେଟ୍ସକୁ ସରକାରୀ ଗସ୍ତ କରିଛନ୍ତି। ବିମାନବନ୍ଦରରେ ୟୁଏଇର ରାଷ୍ଟ୍ରପତି ମହାମହିମ ଶେଖ ମହମ୍ମଦ ବିନ୍ ଜାୟେଦ ଅଲ୍ ନହୟାନ ତାଙ୍କୁ ସ୍ୱାଗତ କରିବା ସହ ସେଠାରେ ତାଙ୍କୁ ଭବ୍ୟ ସାମରିକ ସମ୍ମାନ ପ୍ରଦାନ କରାଯାଇଥିଲା।

ଭୂପୃଷ୍ଠ କୋଇଲା/ଲିଗ୍ନାଇଟ୍‌ ବାଷ୍ପୀକରଣ ପ୍ରକଳ୍ପର ପ୍ରୋତ୍ସାହନ ଲାଗି ୩୭,୫୦୦ କୋଟି ଟଙ୍କାର ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

May 13th, 03:29 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଭୂପୃଷ୍ଠ କୋଇଲା/ଲିଗ୍ନାଇଟ୍‌ ବାଷ୍ପୀକରଣ ପ୍ରକଳ୍ପର ପ୍ରୋତ୍ସାହନ ଲାଗି ଏକ ଯୋଜନାକୁ ମଞ୍ଜୁର କରାଯାଇଛି । ଏଥିପାଇଁ ୩୭,୫୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଏହି ଯୋଜନା ଭାରତର କୋଇଲା/ଲିଗ୍ନାଇଟ୍‌ ବାଷ୍ପୀକରଣ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ଦିଗରେ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ । ୨୦୩୦ ସୁଦ୍ଧା ୧୦୦ ନିୟୁତ ଟନ୍‌ (ଏମଟି) କୋଇଲା ବାଷ୍ପୀକରଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଏହା ଦେଶର ଇନ୍ଧନ ସୁରକ୍ଷାକୁ ସୁଦୃଢ଼ କରିବା ସହିତ ଏଲଏନଜି, ୟୁରିଆ, ଆମୋନିଆ ଏବଂ ମିଥାନଲ ଭଳି ପ୍ରମୁଖ ଉତ୍ପାଦ ଆମଦାନୀ ଉପରେ ନିର୍ଭରଶୀଳତା ହ୍ରାସ କରିବ । ବର୍ତ୍ତମାନ ଭାରତ ୫୦% ଏଲଏନଜି, ୨୦% ୟୁରିଆ, ୧୦୦% ଆମୋନିଆ ଏବଂ ୮୦ରୁ ୯୦% ମିଥାନଲ ଆମଦାନୀ କରୁଛି।

ଭାରତ-କାନାଡ଼ା ନେତାମାନଙ୍କର ମିଳିତ ବିବୃତି

March 02nd, 05:05 pm

ଭାରତର ପ୍ରଧାନମନ୍ତ୍ରୀ ମହାମହିମ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନି ଫେବୃଆରୀ ୨୭ରୁ ୨ ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ ଭାରତକୁ ସରକାରୀ ଗସ୍ତ କରିଥିଲେ। କାନାଡା ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ପ୍ରଧାନମନ୍ତ୍ରୀ କାର୍ନିଙ୍କର ପ୍ରଥମ ଭାରତ ଗସ୍ତ ଥିଲା। ଏହା ୨୦୧୮ ପରେ କାନାଡା ପ୍ରଧାନମନ୍ତ୍ରୀଙ୍କର ପ୍ରଥମ ଦ୍ୱିପାକ୍ଷିକ ଭାରତ ଗସ୍ତ। ପ୍ରଧାନମନ୍ତ୍ରୀ କାର୍ନିଙ୍କ ସହିତ କାନାଡାର ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ଆସିଥିଲେ ଯେଉଁଥିରେ ବରିଷ୍ଠ ମନ୍ତ୍ରୀ, ପ୍ରାଦେଶିକ ନେତା ଏବଂ ପ୍ରମୁଖ ସିଇଓମାନେ ସାମିଲ ଥିଲେ।

ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତ ଶକ୍ତି ସପ୍ତାହ ୨୦୨୬ର ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 27th, 10:15 am

କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ , ଗୋଆର ମୁଖ୍ୟମନ୍ତ୍ରୀ, ଅନ୍ୟ ମନ୍ତ୍ରୀଗଣ , ରାଷ୍ଟ୍ରଦୂତ, ସିଇଓ, ସମ୍ମାନିତ ଅତିଥି ଏବଂ ଅନ୍ୟ ସମସ୍ତ ମାନ୍ୟଗଣ୍ୟବ୍ୟକ୍ତି , ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !

ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତ ଶକ୍ତି ସପ୍ତାହ ୨୦୨୬ର ଉଦଘାଟନୀ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 27th, 10:08 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ଭାରତ ଶକ୍ତି ସପ୍ତାହ-୨୦୨୬’ର ଉଦଘାଟନ ସମାରୋହକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଶ୍ରୀ ମୋଦୀ କହିଛନ୍ତି ଯେ, ଶକ୍ତି ସପ୍ତାହର ଏହି ନୂତନ ସଂସ୍କରଣରେ ପ୍ରାୟ ୧୨୫ଟି ଦେଶର ପ୍ରତିନିଧି ଗୋଆରେ ଏକତ୍ରିତ ହୋଇଛନ୍ତି। ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରି ପ୍ରତିନିଧିମାନେ ଶକ୍ତି-ସୁରକ୍ଷା ଏବଂ ସ୍ଥାୟୀ ଭବିଷ୍ୟତ ବିଷୟରେ ଆଲୋଚନା କରିବା ପାଇଁ ଭାରତ ଆସିଛନ୍ତି ବୋଲି ଉଲ୍ଲେଖ କରିଛନ୍ତି।

ସେପ୍ଟେମ୍ବର ୨୦ରେ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ

September 19th, 05:22 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୦ ତାରିଖରେ ଗୁଜରାଟ ଗସ୍ତରେ ଯିବେ । ସେ ‘ସମୁଦ୍ର ସେ ସମୃଦ୍ଧି’ କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ଭାଭନଗରରେ ପୂର୍ବାହ୍ନ ପ୍ରାୟ ୧୦ଟା ୩୦ରେ ୩୪,୨୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଏହି ଅବସରରେ ଉପସ୍ଥିତ ସମାବେଶକୁ ମଧ୍ୟ ସେ ସମ୍ବୋଧିତ କରିବେ ।

ଜି୭ ବୈଠକ ଅବସରରେ କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

June 18th, 08:02 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଲବର୍ଟାର କାନାନାସ୍କିସ୍‌ରେ ଜି୭ ଶିଖର ସମ୍ମିଳନୀ ଅବସରେରେ କାନାଡାର ପ୍ରଧାନମନ୍ତ୍ରୀ ଶ୍ରୀ ମାର୍କ କାର୍ନିଙ୍କ ସହ ଏକ ଦ୍ୱିପାକ୍ଷିକ ବୈଠକରେ ଆଲୋଚନା କରିଛନ୍ତି ।

The World This Week On India

February 25th, 01:15 pm

This week, India reinforced its position as a formidable force on the world stage, making headway in artificial intelligence, energy security, space exploration, and defence. From shaping global AI ethics to securing strategic partnerships, every move reflects India's growing influence in global affairs.

The World This Week On India

February 18th, 04:28 pm

This week, India reinforced its position as a formidable force on the world stage, making headway in artificial intelligence, energy security, space exploration, and defence. From shaping global AI ethics to securing strategic partnerships, every move reflects India's growing influence in global affairs.

ଭାରତ-ଶ୍ରୀଲଙ୍କା ମିଳିତ ବିବୃତି: ଭାଗିଦାରୀ ଭବିଷ୍ୟତ ପାଇଁ ଭାଗିଦାରୀକୁ ପ୍ରୋତ୍ସାହିତ କରିବା

December 16th, 03:26 pm

16 ଡିସେମ୍ବର 2024 ରେ ଭାରତ ଗସ୍ତ ସମୟରେ ଶ୍ରୀଲଙ୍କାର ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକ ନୂଆଦିଲ୍ଲୀରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ବ୍ୟାପକ ଏବଂ ଫଳପ୍ରଦ ଆଲୋଚନା କରିଥିଲେ ।

ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ୍ ବିବୃତ୍ତି

December 16th, 01:00 pm

ମୁଁ ରାଷ୍ଟ୍ରପତି ଦିଶାନାୟକଙ୍କୁ ଭାରତକୁ ସ୍ୱାଗତ କରୁଛି । ମୁଁ ଆନନ୍ଦିତ ଯେ ଆପଣ ରାଷ୍ଟ୍ରପତି ଭାବରେ ନିଜର ପ୍ରଥମ ବିଦେଶ ଗସ୍ତ ପାଇଁ ଭାରତକୁ ବାଛିଛନ୍ତି । ରାଷ୍ଟ୍ରପତି ଦିଶାନାୟକଙ୍କ ଗସ୍ତ ଆମ ସମ୍ପର୍କରେ ନୂତନ ଗତିଶୀଳତା ଏବଂ ଶକ୍ତି ସୃଷ୍ଟି କରିଛି । ଆମର ଭାଗିଦାରୀ ପାଇଁ ଆମେ ଏକ ଭବିଷ୍ୟତ ଦୃଷ୍ଟିକୋଣ ଗ୍ରହଣ କରିଛୁ । ଆମେ ଆମର ଅର୍ଥନୈତିକ ଭାଗିଦାରୀରେ ନିବେଶ ଭିତ୍ତିକ ଅଭିବୃଦ୍ଧି ଏବଂ ଯୋଗାଯୋଗ ଉପରେ ଗୁରୁତ୍ୱ ଦେଇଛୁ ଏବଂ ସ୍ଥିର କରିଛୁ ଯେ ଭୌତିକ, ଡିଜିଟାଲ ଏବଂ ଶକ୍ତି ସଂଯୋଗ ଆମର ଭାଗିଦାରୀର ମୁଖ୍ୟ ସ୍ତମ୍ଭ ହେବ । ଆମେ ଉଭୟ ଦେଶ ମଧ୍ୟରେ ବିଦ୍ୟୁତ-ଗ୍ରିଡ୍ ସଂଯୋଗ ଏବଂ ମଲ୍ଟି-ପ୍ରଡକ୍ଟ ପେଟ୍ରୋଲିୟମ ପାଇପଲାଇନ ସ୍ଥାପନ ଦିଗରେ କାର୍ଯ୍ୟ କରିବୁ । ସାମପୁର ସୌର ଶକ୍ତି ପ୍ରକଳ୍ପକୁ ତ୍ୱରାନ୍ୱିତ କରାଯିବ । ଏହାବ୍ୟତୀତ ଶ୍ରୀଲଙ୍କାର ପାୱାର ପ୍ଲାଣ୍ଟ ପାଇଁ ଏଲଏନଜି ଯୋଗାଇ ଦିଆଯିବ । ଦ୍ୱିପାକ୍ଷିକ ବାଣିଜ୍ୟକୁ ପ୍ରୋତ୍ସାହିତ କରିବା ପାଇଁ ଉଭୟ ପକ୍ଷ ଖୁବଶୀଘ୍ର ଇଟିସିଏ ସମ୍ପୂର୍ଣ୍ଣ କରିବାକୁ ପ୍ରୟାସ କରିବେ ।

କର୍ଣ୍ଣାଟକର ବେଙ୍ଗାଲୁରୁଠାରେ ଭାରତ ଉର୍ଜ୍ଜା ସପ୍ତାହ ୨୦୨୩ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

February 06th, 11:50 am

ବର୍ତମାନ ତୁର୍କୀରେ ଆସିଥିବା ବିନାଶକାରୀ ଭୂକମ୍ପ ଉପରେ ଆମ ସମସ୍ତଙ୍କର ଦୃଷ୍ଟି ଲାଗି ରହିଛି । ବହୁତ ଲୋକମାନଙ୍କର ଦୁଃଖଦ ମୃତ୍ୟୁ ଏବଂ ବହୁତ କ୍ଷୟକ୍ଷତିର ଖବର ରହିଛି । ତୁର୍କୀର ଆଖପାଖ ଦେଶଗୁଡ଼ିକରେ ମଧ୍ୟ କ୍ଷୟକ୍ଷତିର ଆଶଙ୍କା ରହିଛି । ଭାରତର 140କୋଟି ଲୋକମାନଙ୍କର ସମ୍ବେଦନା, ସମସ୍ତ ଭୂକମ୍ପ ପୀଡ଼ିତମାନଙ୍କ ସହିତ ରହିଛି । ଭାରତ ଭୂକମ୍ପ ପୀଡ଼ିତମାନଙ୍କୁ ସମସ୍ତ ଯଥାସାଧ୍ୟ ସାହାଯ୍ୟ କରିବା ପାଇଁ ତତ୍ପର ରହିଛି ।

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବେଙ୍ଗାଲୁରୁ ଠାରେ ଭାରତ ଶକ୍ତି ସପ୍ତାହ ୨୦୨୩ ଉଦଘାଟିତ

February 06th, 11:46 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୬-୦୨-୨୦୨୩) ବେଙ୍ଗାଲୁରୁ ଠାରେ ଭାରତୀୟ ଶକ୍ତି ସପ୍ତାହ (ଆଇଇଡବ୍ଲୁ)ର ଉଦଘାଟନ କରିଛନ୍ତି । ଭାରତୀୟ ତୈଳ ସଂସ୍ଥାର ପଦକ୍ଷେପ ‘ଅନବଟଲଡ’ ସ୍ୱରୂପ ପ୍ରଧାନମନ୍ତ୍ରୀ ପୋଷାକ ଉନ୍ମୋଚନ କରିଛନ୍ତି । ଏହି ପୋଷାକଗୁଡ଼ିକ ପିଇଟି ବଟଲ ପୁନଃପ୍ରକ୍ରିୟାକରଣ ଜରିଆରେ ହୋଇଛି । ସେ ମଧ୍ୟ ଭାରତୀୟ ତୈଳ ସଂସ୍ଥାର ଇନଡୋର ସୋଲାର କୁକିଂ ସିଷ୍ଟମ ଅନ୍ତର୍ଗତ ଟୁଇନ କୁକଟପ୍ ମଡେଲ ଜାତି ଉଦେଶ୍ୟରେ ଉତ୍ସର୍ଗ କରିବା ସହ ଏହାର ବାଣିଜି୍ୟକ ବ୍ୟବସ୍ଥାର ମଧ୍ୟ ଶୁଭାରମ୍ଭ କରିଛନ୍ତି ।

Bhavnagar is emerging as a shining example of port-led development: PM Modi

September 29th, 02:32 pm

PM Modi inaugurated and laid the foundation stone of projects worth over ₹5200 crores in Bhavnagar. The Prime Minister remarked that in the last two decades, the government has made sincere efforts to make Gujarat's coastline the gateway to India's prosperity. “We have developed many ports in Gujarat, modernized many ports”, the PM added.

PM Modi lays foundation stone & dedicates development projects in Bhavnagar, Gujarat

September 29th, 02:31 pm

PM Modi inaugurated and laid the foundation stone of projects worth over ₹5200 crores in Bhavnagar. The Prime Minister remarked that in the last two decades, the government has made sincere efforts to make Gujarat's coastline the gateway to India's prosperity. “We have developed many ports in Gujarat, modernized many ports”, the PM added.

PM Modi meets leading energy sector CEOs in Houston

September 22nd, 08:30 am

Prime Minister Narendra Modi held fruitful talks with leading energy sector CEOs in Houston. They held discussions on methods to harness opportunities in the energy sector.

ପ୍ରଧାନମନ୍ତ୍ରୀଙ୍କ ଭ୍ଲାଡିଭୋଷ୍ଟକ ଗସ୍ତ ଅବସରରେ ସ୍ୱାକ୍ଷରିତ ବୁଝାମଣା/ରାଜିନାମାର ତାଲିକା

September 04th, 04:49 pm

ପ୍ରଧାନମନ୍ତ୍ରୀଙ୍କ ଭ୍ଲାଡିଭୋଷ୍ଟକ ଗସ୍ତ ଅବସରରେ ସ୍ୱାକ୍ଷରିତ ବୁଝାମଣା/ରାଜିନାମାର ତାଲିକା