Prime Minister’s meeting with Prime Minister of Finland on the margins of the 3rd India-Nordic Summit

May 19th, 06:42 pm

PM Modi met with Finland PM Petteri Orpo on the sidelines of the 3rd India-Nordic Summit in Oslo and held discussions. The two leaders emphasized the importance of strengthening collaboration between industry, research institutions and academia. They also welcomed the steady growth in bilateral trade in goods and services and reaffirmed their commitment to doubling existing bilateral trade by 2030.

Prime Minister’s Departure Statement ahead of his visit to the UAE, Netherlands, Sweden, Norway, and Italy

May 15th, 07:56 am

PM Modi is embarking on a five-nation visit to the UAE, the Netherlands, Sweden, Norway and Italy from 15-20 May 2026. During the visit, he will meet various Heads of State and hold discussions to further strengthen partnerships across key sectors. Highlights of the visit include his participation in the European Round Table for Industry in Sweden and the 3rd India-Nordic Summit in Oslo.

ପ୍ରଧାନମନ୍ତ୍ରୀଙ୍କ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ (ମେ' 15 - 20, 2026)

May 11th, 09:00 pm

ପ୍ରଧାନମନ୍ତ୍ରୀ ମୋଦୀ 15 ମେ' ରୁ 20 ମେ' , 2026 ପର୍ଯ୍ୟନ୍ତ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ କରିବେ। ଏହି ଗସ୍ତ ସମୟରେ, ସେ ୟୁଏଇ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ମତ ବିନିମୟ କରିବେ। ନେଦରଲ୍ୟାଣ୍ଡରେ, ପ୍ରଧାନମନ୍ତ୍ରୀ ରାଜା ୱିଲେମ-ଆଲେକଜାଣ୍ଡାରଙ୍କୁ ଭେଟି ପ୍ରଧାନମନ୍ତ୍ରୀ ରବ ଜେଟେନଙ୍କ ସହ ଆଲୋଚନା କରିବେ। ସ୍ୱିଡେନରେ, ସେ ପ୍ରଧାନମନ୍ତ୍ରୀ କ୍ରିଷ୍ଟରସନଙ୍କ ସହ ଆଲୋଚନା କରିବେ। ନରୱେରେ, ସେ ରାଜା ହାରାଲ୍ଡ ପଞ୍ଚମଙ୍କୁ ସାକ୍ଷାତ କରିବେ ଏବଂ ପ୍ରଧାନମନ୍ତ୍ରୀ ଜୋନାସ ଗାହର ଷ୍ଟୋରଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ। ପରେ, ସେ ପ୍ରଧାନମନ୍ତ୍ରୀ ଜୋର୍ଜିଆ ମେଲୋନିଙ୍କ ସହ ଆଲୋଚନା କରିବା ପାଇଁ ଇଟାଲୀ ଗସ୍ତ କରିବେ।

ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ଅବସରରେ ଫିନ୍‌ଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ପେଟେରୀ ଓରପୋଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

February 18th, 05:10 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୮ ଫେବୃଆରୀ ୨୦୨୬ରେ ନୂଆଦିଲ୍ଲୀରେ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ଅବସରରେ ଫିନ୍‌ଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀ ପେଟେରୀ ଓରପୋଙ୍କୁ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଫିନଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ

February 18th, 02:04 pm

ଫିନଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ପେଟେରୀ ଅର୍ପୋ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଧାନମନ୍ତ୍ରୀବିଶ୍ୱ ନେତାଙ୍କ ଠାରୁ ଅଭିନନ୍ଦନ ବାର୍ତ୍ତା ଗ୍ରହଣ କରିବା ଜାରି ରଖିଛନ୍ତି

June 10th, 12:00 pm

ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ଅବସରରେ ଅଭିନନ୍ଦନ ବାର୍ତ୍ତା ଦେଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ନେତାମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ 'ଏକ୍ସ'ରେ ବିଶ୍ୱ ନେତାଙ୍କ ବାର୍ତ୍ତାର ଉତ୍ତର ଦେଇଛନ୍ତି ଶ୍ରୀ ମୋଦି ।