ଅଷ୍ଟ୍ରେଲିଆରେ ଏକ ସାମୁହିକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 09th, 03:22 pm
ଏହା ପୂର୍ବରୁ ମୁଁ ସିଡନୀରେ ଆପଣଙ୍କୁ ଦୁଇଥର ଭେଟିଛି। ମୁଁ ମେଲବୋର୍ଣ୍ଣିଆନମାନଙ୍କୁ ଭେଟିବାକୁ ମଧ୍ୟ ଅପେକ୍ଷା କରିଥିଲି, ତେଣୁ ମୁଁ ଭାବିଲି ମୁଁ ଏଥର ମେଲବୋର୍ଣ୍ଣର ଲୋକଙ୍କ ସହିତ ଗୋଟିଏ ଫ୍ଲେଟ୍ ଧଳା କଫି ପିଇବି।ଅଷ୍ଟ୍ରେଲିଆରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
July 09th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମେଲବୋର୍ଣ୍ଣର ମାର୍ଭେଲ୍ ଷ୍ଟାଡିୟମ୍ରେ ଅଷ୍ଟ୍ରେଲିଆସ୍ଥିତ ଭାରତୀୟ ସମ୍ପ୍ରଦାୟର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଥିଲେ। ଏକ ବିଶେଷ ସଦ୍ଭାବପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ମାନ୍ୟବର ଆଣ୍ଟୋନି ଆଲବାନିଜ୍ ମଧ୍ୟ ଏହି ପ୍ରବାସୀ ଭାରତୀୟ ସମ୍ପ୍ରଦାୟର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।India-Indonesia Joint Statement on the State Visit by Prime Minister of India to Indonesia
July 07th, 05:15 pm
At the invitation of Indonesian President Prabowo Subianto, PM Modi is on a State Visit to Indonesia from 6-8 July 2026. PM Modi's visit reflects the shared commitment of the two leaders to achieve a substantial upward trajectory in the India-Indonesia Comprehensive Strategic Partnership. The two leaders held discussions at Istana Merdeka in Jakarta, covering the full spectrum of bilateral relations.ଇଣ୍ଡୋନେସିଆ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା
July 07th, 02:51 pm
ନୂଆଦିଲ୍ଲୀ: ଇଣ୍ଡୋନେସିଆ ଗସ୍ତର ଏକ ଅଂଶ ସ୍ୱରୂପ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଇସ୍ତାନା ମେରଡେକା (ଇଣ୍ଡୋନେସିଆର ରାଷ୍ଟ୍ରପତି ଭବନ) ଠାରେ ଇଣ୍ଡୋନେସିଆ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ଶ୍ରୀ ପ୍ରବୋୱୋ ସୁବିଆନ୍ତୋଙ୍କ ଦ୍ୱାରା ସ୍ନେହପୂର୍ଣ୍ଣ ସ୍ୱାଗତ କରାଯାଇଥିଲା ଏବଂ ଏକ ଔପଚାରିକ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଭାରତର ୭୬ତମ ଗଣତନ୍ତ୍ର ଦିବସ ପାଳନର ମୁଖ୍ୟ ଅତିଥି ଭାବେ ଜାନୁଆରୀ ୨୦୨୫ରେ ରାଷ୍ଟ୍ରପତି ପ୍ରବୋୱୋଙ୍କ ଭାରତ ଗସ୍ତ ପରଠାରୁ ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ ଥିଲା।ପ୍ରଧାନମନ୍ତ୍ରୀ ଜୁଲାଇ ୪ରେ ରାଜସ୍ଥାନ ଏବଂ ଗୁଜରାଟ ଗସ୍ତ କରିବେ
July 03rd, 11:25 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୪ ଜୁଲାଇ ୨୦୨୬ରେ ରାଜସ୍ଥାନ ଓ ଗୁଜରାଟ ଗସ୍ତ କରିବେ । ପୂର୍ବାହ୍ନ ପ୍ରାୟ ୧୦ଟା ୪୫ରେ ପ୍ରଧାନମନ୍ତ୍ରୀ ଯୋଧପୁର ବିମାନବନ୍ଦରର ଟର୍ମିନାଲ ବିଲଡିଂ ଉଦଘାଟନ କରି ଯୋଧପୁରରେ ସଂଶୋଧିତ ଉଡାନ ଯୋଜନାର ଶୁଭାରମ୍ଭ କରିବେ । ଏହାପରେ, ମଧ୍ୟାହ୍ନ ପ୍ରାୟ ୧୨:୧୫ ମିନିଟ୍ରେ ସେ ବାଲୋତ୍ରା ଗସ୍ତ କରି ପ୍ରାୟ ୧.୦୬ ଲକ୍ଷ କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ, ଉଦଘାଟନ ଏବଂ ଶିଳାନ୍ୟାସ କରିବେ। ଏହି ଅବସରରେ ସେ ଏକ ଜନସଭାକୁ ମଧ୍ୟ ସମ୍ବୋଧିତ କରିବେ।ଫଳାଫଳ ତାଲିକା: ଷୋଡଶ ଭାରତ-ଜାପାନ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ଜାପାନ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ
July 02nd, 10:39 pm
ଏହି ସେମିକଣ୍ଡକ୍ଟର, ଗୁରୁତ୍ୱପୂର୍ଣ୍ଣ ଖଣିଜ ପଦାର୍ଥ, ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା ସମେତ ଏଆଇ, ସ୍ୱଚ୍ଛ ଶକ୍ତି ଏବଂ ଔଷଧ ସମେତ ପ୍ରମୁଖ କ୍ଷେତ୍ରଗୁଡିକରେ ମିଳିତ ସ୍ଥିରତା ବୃଦ୍ଧି ପାଇଁ ପ୍ରକଳ୍ପ-ଆଧାରିତ ସହଯୋଗକୁ ପ୍ରୋତ୍ସାହିତ କରିବ । ଭାରତ-ଜାପାନ ତଥ୍ୟ ପତ୍ର ୨.୦ ଏହି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ବର୍ଦ୍ଧିତ ଭାରତ-ଜାପାନ ମଧ୍ୟରେ ଜି୨ଜି ଏବଂ ବି୨ବି ସମ୍ପର୍କର ବର୍ଦ୍ଧିତ ପରିସରକୁ ରେଖାଙ୍କିତ କରୁଛି।ଭାରତ-ଜାପାନ ବିଜନେସ୍ ଫୋରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
July 02nd, 03:35 pm
କିଛି ସମୟ ପୂର୍ବରୁ, ଆମେ ହରିୟାଣାର ଖରଖୋଦାରେ ମାରୁତି ସୁଜୁକିର ନୂତନ ମାନୁଫାକ୍ଚରିଂ ପ୍ଲାଣ୍ଟର ଉଦ୍ଘାଟନ କରିଥିଲୁ । ଆଜି, ବିଶ୍ୱବ୍ୟାପୀ ସୁଜୁକିର ପ୍ରାୟ ଦୁଇ-ତୃତୀୟାଂଶ କାର ଭାରତରେ ତିଆରି ହେଉଛି ଏବଂ ୧୦୦ରୁ ଅଧିକ ଦେଶକୁ ରପ୍ତାନି କରାଯାଉଛି ।ଭାରତ-ଇଟାଲୀ ମିଳିତ ଘୋଷଣା
May 20th, 10:28 pm
ଉଭୟ ପ୍ରଧାନମନ୍ତ୍ରୀ ଉଚ୍ଚସ୍ତରୀୟ ଆଦାନପ୍ରଦାନର ଦୃଢ଼ ଗତିକୁ ସ୍ୱାଗତ କରିଥିଲେ ଏବଂ ବହୁପାକ୍ଷିକ କାର୍ଯ୍ୟକ୍ରମର ପାର୍ଶ୍ଵରେ ନେତାମାନଙ୍କ ବାର୍ଷିକ ବୈଠକ, ନିୟମିତ ମନ୍ତ୍ରୀସ୍ତରୀୟ ଏବଂ ପ୍ରତିଷ୍ଠାନସ୍ତରୀୟ ବୈଠକ ଆୟୋଜନ କରିବାକୁ ରାଜି ହୋଇଥିଲେ।ଭାରତ ପ୍ରଧାନମନ୍ତ୍ରୀଙ୍କ ନେଦରଲ୍ୟାଣ୍ଡ ଗସ୍ତ ସମ୍ପର୍କରେ ଭାରତ-ନେଦରଲ୍ୟାଣ୍ଡ ମିଳିତ ବିବୃତ୍ତି
May 17th, 03:45 am
ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ରବ ଜେଟେନଙ୍କ ନିମନ୍ତ୍ରଣ କ୍ରମେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬-୧୭ ମେ ୨୦୨୬ ରେ ନେଦରଲ୍ୟାଣ୍ଡକୁ ସରକାରୀ ଗସ୍ତ କରିଥିଲେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କର ନେଦରଲ୍ୟାଣ୍ଡକୁ ଦ୍ୱିତୀୟ ଗସ୍ତ ଥିଲା।ଭାରତ-ନେଦରଲ୍ୟାଣ୍ଡ ରଣନୀତିକ ଭାଗିଦାରୀର ରୋଡମ୍ୟାପ୍ [୨୦୨୬-୨୦୩୦]
May 17th, 03:15 am
ନୂଆଦିଲ୍ଲୀ: ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀ ରବ୍ ଜେଟେନ୍ ମେ’୧୬ ତାରିଖରେ ଦି ହେଗ୍ଠାରେ ଅନୁଷ୍ଠିତ ସେମାନଙ୍କ ବୈଠକ ଅବସରରେ, ଲକ୍ଷ୍ୟଭିତ୍ତିକ, ସମୟବଦ୍ଧ ପଦକ୍ଷେପ ଏବଂ ମିଳିତ କାର୍ଯ୍ୟପନ୍ଥା ଅନୁସରଣ କରି ଭାରତ-ନେଦରଲ୍ୟାଣ୍ଡ ଦ୍ୱିପାକ୍ଷିକ ସମ୍ପର୍କକୁ ଏକ 'ରଣନୀତିକ ଭାଗିଦାରୀ' ସ୍ତରକୁ ଉନ୍ନୀତ କରିବା ପାଇଁ ସହମତ ହୋଇଛନ୍ତି। ଏହି ଉଦ୍ଦେଶ୍ୟରେ, ଭାରତ ଏବଂ ନେଦରଲ୍ୟାଣ୍ଡ ଆଗାମୀ ୫ ବର୍ଷ ପାଇଁ ଭାରତ-ନେଦରଲ୍ୟାଣ୍ଡ ରଣନୀତିକ ଭାଗିଦାରୀର ରୋଡମ୍ୟାପ୍କୁ ଗ୍ରହଣ କରିଛନ୍ତି। ଉଭୟ ପକ୍ଷ ସହମତ ହୋଇଥିବା ବିଷୟଗୁଡ଼ିକୁ ନିମ୍ନରେ ଉଲ୍ଲେଖ କରାଗଲା।List of Outcomes: State Visit of President of the Socialist Republic of Vietnam to India
May 06th, 03:44 pm
The state visit of President To Lam of Vietnam to India resulted in the signing of several MoUs/agreements. These cover areas such as rare earth elements, culture, digital payments, technology, medicine, education, audit and tourism. Major announcements include the elevation of bilateral ties to Enhanced Comprehensive Strategic Partnership and the new trade goal of USD 25 billion by 2030.ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସି.ସି.ଏସ୍. ବୈଠକ ଅନୁଷ୍ଠିତ
March 22nd, 09:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ତ୍ତମାନ ଚାଲିଥିବା ପଶ୍ଚିମ ଏସିଆ ସଂଘର୍ଷ ପରିପ୍ରେକ୍ଷୀରେ ସାମ୍ପ୍ରତିକ ସ୍ଥିତି ଏବଂ ପ୍ରସ୍ତାବିତ ପ୍ରଶମନ ପଦକ୍ଷେପଗୁଡ଼ିକର ସମୀକ୍ଷା କରିବା ପାଇଁ ସୁରକ୍ଷା ସଂକ୍ରାନ୍ତ କ୍ୟାବିନେଟ କମିଟିର ଏକ ବୈଠକରେ ଅଧ୍ୟକ୍ଷତା କରିଥିଲେ।Over the last 11 years, India has changed its economic DNA: PM Modi during India-Oman Business Forum
December 18th, 04:08 pm
PM Modi addressed the India–Oman Business Forum in Muscat, highlighting centuries-old maritime ties, the India–Oman CEPA as a roadmap for shared growth, and India’s strong economic momentum. He invited Omani businesses to partner in future-ready sectors such as green energy, innovation, fintech, AI and agri-tech to deepen bilateral trade and investment.PM Modi participates in India Oman Business Forum
December 18th, 11:15 am
PM Modi addressed the India–Oman Business Forum in Muscat, highlighting centuries-old maritime ties, the India–Oman CEPA as a roadmap for shared growth, and India’s strong economic momentum. He invited Omani businesses to partner in future-ready sectors such as green energy, innovation, fintech, AI and agri-tech to deepen bilateral trade and investment.ଇଥିଓପିଆ ସଂସଦର ମିଳିତ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 17th, 12:25 pm
ପ୍ରାଚୀନ ଜ୍ଞାନ ଓ ଆଧୁନିକ ଆକାଂକ୍ଷାର ସମନ୍ୱୟ ଥିବା ଏକ ଜାତିର ହୃଦୟସ୍ଥଳ ତଥା ଗଣତନ୍ତ୍ରର ଏହି ମନ୍ଦିରକୁ ଆସିଥିବାରୁ ମୁଁ ନିଜକୁ ଗୌରବାନ୍ୱିତ ମନେକରୁଛି। ଆପଣମାନଙ୍କ ସଂସଦ, ଆପଣମାନଙ୍କ ଜନତା ଏବଂ ଆପଣମାନଙ୍କ ଗଣତାନ୍ତ୍ରିକ ଯାତ୍ରା ପ୍ରତି ଗଭୀର ସମ୍ମାନର ସହିତ ମୁଁ ଏଠାକୁ ଆସିଛି।ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
December 17th, 12:12 pm
ପ୍ରଧାନମନ୍ତ୍ରୀ ଭାରତୀୟମାନଙ୍କ ପକ୍ଷରୁ ଇଥିଓପିଆ ସାଂସଦମାନଙ୍କୁ ବନ୍ଧୁତା ଏବଂ ସଦ୍ଭାବନାର ଶୁଭେଚ୍ଛା ଜଣାଇ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ସେ କହିଥିଲେ ଯେ, ସଂସଦକୁ ସମ୍ବୋଧିତ କରିବା ଏବଂ ଗଣତନ୍ତ୍ରର ଏହି ମନ୍ଦିର ମାଧ୍ୟମରେ, ଇଥିଓପିଆର ଭବିଷ୍ୟତ ଗଠନ କରୁଥିବା ସାଧାରଣ ଜନତା - କୃଷକ, ଉଦ୍ୟୋଗୀ, ଗର୍ବିତ ମହିଳା ଏବଂ ଯୁବକମାନଙ୍କ ସହ କଥା ହେବା ଏକ ସୌଭାଗ୍ୟର ବିଷୟ। ତାଙ୍କୁ ସର୍ବୋଚ୍ଚ ପୁରସ୍କାର - ‘ଗ୍ରେଟ୍ ଅନର ନିଶାନ ଅଫ ଇଥିଓପିଆ’ ପ୍ରଦାନ କରିବା ପାଇଁ ସେ ଇଥିଓପିଆର ଜନତା ଏବଂ ସରକାରଙ୍କୁ ଧନ୍ୟବାଦ ଜଣାଇଥିଲେ। ଦୁଇଦେଶର ଗୁରୁତ୍ବପୂର୍ଣ୍ଣ ସମ୍ପର୍କ କଥା ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଯେ, ଏହି ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ ରହିଆସିଥିବା ଦୀର୍ଘକାଳୀନ ସମ୍ପର୍କ ରଣନୈତିକ ସହଭାଗୀତା ସ୍ତରକୁ ଉନ୍ନୀତ ହୋଇଛି।ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପାର୍ତ୍ତଗଳି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 28th, 03:35 pm
ଆଜିର ଏହି ପବିତ୍ର ଅବସର ମୋ ମନକୁ ଅତି ଆନନ୍ଦିତ କରିଛି। ସନ୍ଥ ଏବଂ ମୁନିମାନଙ୍କ ଗହଣରେ ବସିବା ନିଜର ଏକ ଆଧ୍ୟାତ୍ମିକ ଅନୁଭୂତି। ଏଠାରେ ଉପସ୍ଥିତ ବହୁ ସଂଖ୍ୟକ ଭକ୍ତ ଏହି ମଠର ଶତାବ୍ଦୀ ପୁରୁଣା ସ୍ପନ୍ଦନଶୀଳ ଶକ୍ତିକୁ ଆହୁରି ମଜବୁତ କରେ। ଏହି ସମାରୋହରେ ଆପଣମାନଙ୍କ ମଧ୍ୟରେ ଉପସ୍ଥିତ ରହିବା ପାଇଁ ମୁଁ ନିଜକୁ ଭାଗ୍ୟବାନ ମନେ କରୁଛି। ଏଠାକୁ ଆସିବା ପୂର୍ବରୁ, ମୁଁ ରାମ ମନ୍ଦିର ଏବଂ ବୀର ବିଟ୍ଠଲ ମନ୍ଦିରରେ ପ୍ରାର୍ଥନା କରିବାର ସୌଭାଗ୍ୟ ପାଇଥିଲି। ସେଠାକାର ଶାନ୍ତ ଏବଂ ଭକ୍ତିପୂର୍ଣ୍ଣ ପରିବେଶ ଏହି ସମାରୋହର ଆଧ୍ୟାତ୍ମିକ ସାରକୁ ଆହୁରି ଗଭୀର କରିଥିଲା ।ଗୋଆରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପର୍ତଗଲି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 28th, 03:30 pm
28.11.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୋଆରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପର୍ତଗଲି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ପବିତ୍ର ଅବସରରେ ତାଙ୍କର ମନ ଗଭୀର ଶାନ୍ତିରେ ପରିପୂର୍ଣ୍ଣ। ସେ ଆଲୋକପାତ କରିଥିଲେ ଯେ ସନ୍ଥମାନଙ୍କ ଉପସ୍ଥିତିରେ ବସିବା ବାସ୍ତବରେ ଏକ ଆଧ୍ୟାତ୍ମିକ ଅନୁଭୂତି। ଏଠାରେ ଉପସ୍ଥିତ ବହୁ ସଂଖ୍ୟକ ଭକ୍ତ ଏହି ମଠର ଶତାବ୍ଦୀ ପୁରୁଣା ଜୀବନ୍ତ ଶକ୍ତିକୁ ଆହୁରି ବୃଦ୍ଧି କରୁଛନ୍ତି ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଏହି ସମାରୋହରେ ଲୋକଙ୍କ ମଧ୍ୟରେ ଉପସ୍ଥିତ ରହିବା ପାଇଁ ସେ ନିଜକୁ ଭାଗ୍ୟବାନ ମନେ କରୁଛନ୍ତି। ସେ ଉଲ୍ଲେଖ କରିଥିଲେ ଯେ ଏଠାକୁ ଆସିବା ପୂର୍ବରୁ ତାଙ୍କୁ ରାମ ମନ୍ଦିର ଏବଂ ବୀର ବିଠଲ ମନ୍ଦିର ପରିଦର୍ଶନ କରିବାର ସୌଭାଗ୍ୟ ମିଳିଥିଲା। ସେ କହିଥିଲେ ଯେ ସେଠାକାର ଶାନ୍ତି ଏବଂ ପରିବେଶ ଏହି ସମାରୋହର ଆଧ୍ୟାତ୍ମିକତାକୁ ଆହୁରି ଗଭୀର କରିଛି।ପରବର୍ତ୍ତୀ ଦଶନ୍ଧି ପାଇଁ ଭାରତ- ଜାପାନ ମିଳିତ ପରିକଳ୍ପନା : ଏହି ସ୍ୱତନ୍ତ୍ର ରଣନୀତିକ ଏବଂ ବୈଶ୍ୱିକ ସହଭାଗିତା ବୃଦ୍ଧି ନିମନ୍ତେ ଆଠଗୋଟି ଦିଗ
August 29th, 07:11 pm
ଆଇନର ଶାସନ ଉପରେ ଆଧାରିତ ଏକ ମୁକ୍ତ, ଶାନ୍ତିପୂର୍ଣ୍ଣ ସମୃଦ୍ଧି ଏବଂ ବଳପୂର୍ବକ ଦଖଲମୁକ୍ତ ଭାରତ - ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରର ସମାନ ଦୃଷ୍ଟିକୋଣ ସହିତ ଭାରତ ଏବଂ ଜାପାନ, ପରିପୂରକ ସମ୍ବଳ ପ୍ରଦାନ, ପ୍ରଯୁକ୍ତିବିଦ୍ୟାର ଶକ୍ତି ଏବଂ ମୂଲ୍ୟ ପ୍ରତିଯୋଗିତା ସହିତ ଦୁଇ ଦେଶର ଅର୍ଥନୀତି ଏବଂ ବନ୍ଧୁତା ତଥା ପାରସ୍ପରିକ ସଦ୍ଭାବନାର ଦୀର୍ଘ ପରମ୍ପରା ସହିତ ଉଭୟ ରାଷ୍ଟ୍ର, ଆଗାମୀ ଏକ ଦଶନ୍ଧି ମଧ୍ୟରେ ନିଜ ନିଜର ରାଷ୍ଟ୍ର ଏବଂ ବିଶ୍ୱରେ ଘଟୁଥିବା ପରିବର୍ତ୍ତନ ତଥା ସୁଯୋଗମାନଙ୍କୁ ମିଳିତ ଭାବରେ ସନ୍ଧାନ କରିବା ନିମନ୍ତେ ପରସ୍ପରର ଅଭିପ୍ରାୟ ବ୍ୟକ୍ତ କରୁଛ, ଯାହା ଉଭୟ ରାଷ୍ଟ୍ରର ଘରୋଇ ଲକ୍ଷ୍ୟ ହାସଲ କରିବା ଦିଗରେ ସହାୟକ ଏବଂ ନିଜ ନିଜ ରାଷ୍ଟ୍ର ଏବଂ ପରବର୍ତ୍ତୀ ପିଢ଼ିର ଲୋକମାନଙ୍କୁ ପୂର୍ବାପେକ୍ଷା ଅଧିକ ନିକଟତର କରାଇବ ।