ଭାରତ ଏବଂ ଭିଏତନାମ ମଧ୍ୟରେ ଉନ୍ନତ ବ୍ୟାପକ ରଣନୈତିକ ସହଭାଗୀତା ଉପରେ ମିଳିତ ବିବୃତ୍ତି
May 06th, 05:24 pm
ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଭିଏତନାମ କମ୍ୟୁନିଷ୍ଟ ପାର୍ଟିର କେନ୍ଦ୍ରୀୟ କମିଟିର ସାଧାରଣ ସମ୍ପାଦକ, ଭିଏତନାମ ସମାଜବାଦୀ ଗଣରାଜ୍ୟର ରାଷ୍ଟ୍ରପତି ଶ୍ରୀଯୁକ୍ତ ଟୋ ଲାମ୍ ମେ’୦୫ ରୁ ୦୭ ପର୍ଯ୍ୟନ୍ତ ଭାରତ ଗସ୍ତ କରିଛନ୍ତି। ମହାମହିମ ରାଷ୍ଟ୍ରପତି ଶ୍ରୀଯୁକ୍ତ ଟୋ ଲାମ୍ ଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ମଧ୍ୟ ଅଛନ୍ତି। ଏକ ଦୃଢ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ମଧ୍ୟ ସମ୍ମାନିତ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ସାମିଲ ଅଛନ୍ତି।List of Outcomes: State Visit of President of the Socialist Republic of Vietnam to India
May 06th, 03:44 pm
The state visit of President To Lam of Vietnam to India resulted in the signing of several MoUs/agreements. These cover areas such as rare earth elements, culture, digital payments, technology, medicine, education, audit and tourism. Major announcements include the elevation of bilateral ties to Enhanced Comprehensive Strategic Partnership and the new trade goal of USD 25 billion by 2030.ଭିଏତନାମ କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ଏବଂ ଭିଏତନାମ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
May 06th, 01:00 pm
ରାଷ୍ଟ୍ରପତି ତୋ ଲାମଙ୍କ ଭାରତ ଗସ୍ତ ଅବସରରେ ମୁଁ ତାଙ୍କୁ ହାର୍ଦ୍ଦିକ ସ୍ୱାଗତ ଜଣାଇ ବହୁତ ଆନନ୍ଦିତ। ଭିଏତନାମର ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବାର ଏକ ମାସ ମଧ୍ୟରେ ସେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଏବଂ ଅନେକ ବ୍ୟବସାୟିକ ନେତାଙ୍କ ସହ ଭାରତ ଗସ୍ତରେ ଆସି ଭାରତ-ଭିଏତନାମ ସମ୍ପର୍କରେ ସେ ଯେଉଁ ପ୍ରାଥମିକତା ରଖିଛନ୍ତି ତାହା ସ୍ପଷ୍ଟ ଭାବରେ ପ୍ରତିଫଳିତ ହେଉଛି।Ganga Expressway to become new lifeline of Uttar Pradesh’s development: PM Modi in Hardoi
April 29th, 11:35 am
PM Modi inaugurated the 594-km access-controlled Ganga Expressway in Hardoi, calling it a new lifeline for Uttar Pradesh’s development that will boost connectivity, support farmers and create industrial opportunities across multiple districts. He said the expressway will also bring the possibilities of the NCR closer and strengthen the state’s role in the journey towards Viksit Bharat.ଉତ୍ତରପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଦୀର୍ଘ ଆକ୍ସେସ୍ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 29th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଲମ୍ବ ଆକ୍ସେସ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେକୁ ଉଦଘାଟନ କରିଛନ୍ତି। ଭଗବାନ ନରସିଂହଙ୍କ ପବିତ୍ର ଭୂମି ଏବଂ ମାତ୍ର କିଛି କିଲୋମିଟର ଦୂରରେ ପ୍ରବାହିତ ମା ଗଙ୍ଗାଙ୍କ ଦିବ୍ୟ ଉପସ୍ଥିତିକୁ ପ୍ରଣିପାତ କରି ପ୍ରଧାନମନ୍ତ୍ରୀ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ସେ ଦୃଢ଼ ଭାବରେ କହିଥିଲେ ଯେ ଏ ସମଗ୍ର ଅଞ୍ଚଳ ଗଙ୍ଗାନଦୀର ଆଧ୍ୟାତ୍ମିକ ଏବଂ ପୁଷ୍ଟିକର କୃପାପ୍ରାପ୍ତ ଏକ ତୀର୍ଥସ୍ଥଳ। ଏହି ଏକ୍ସପ୍ରେସୱେ କିଛି ଘଣ୍ଟା ମଧ୍ୟରେ ପବିତ୍ର ସ୍ଥାନକୁ ଯାତ୍ରାକୁ ରୂପାନ୍ତରିତ କରିବ ବୋଲି ଉଲ୍ଲେଖ କରି ମୋଦୀ କହିଥିଲେ,ଉତ୍ତର ପ୍ରଦେଶକୁ ଏକ୍ସପ୍ରେସୱେ ମଧ୍ୟ ମା ଗଙ୍ଗାଙ୍କ ଆଶୀର୍ବାଦ।କେନ୍ଦ୍ରୀୟ ବଜେଟ ଉପରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 01st, 01:38 pm
ଆଜିର ବଜେଟ ଐତିହାସିକ । ଦେଶର ନାରୀ ଶକ୍ତିର ଏହା ଏକ ପରିଚାୟକ । ଜଣେ ମହିଳା ଅର୍ଥମନ୍ତ୍ରୀ ହିସାବରେ ନିର୍ମଳାଜୀ ସଂସଦରେ ଲଗାତର ଭାବେ ନବମଥର ପାଇଁ ବଜେଟ ଉପସ୍ଥାପନ କରି ରେକର୍ଡ ସୃଷ୍ଟି କରିଛନ୍ତି । ଏହି ବଜେଟ ଅନେକ ସମ୍ଭାବନାର ଏକ ହାଇୱେ । ବର୍ତମାନର ସ୍ୱପ୍ନସବୁକୁ ଅନୁଭବ କରି ଭାରତର ଉଜ୍ୱଳ ଭବିଷ୍ୟତର ମୂଳଦୁଆକୁ ଏହି ବଜେଟ ସୁଦୃଢ କରିଛି । ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣର ସ୍ୱପ୍ନକୁ ଏହି ବଜେଟ ପକ୍କା କରିଛି ।କେନ୍ଦ୍ର ବଜେଟ୍ ୨୦୨୬ ଉପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତବ୍ୟ
February 01st, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ କେନ୍ଦ୍ର ବଜେଟ୍ ୨୦୨୬ ଉପରେ ନିଜର ମନ୍ତବ୍ୟ ରଖିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜିର ବଜେଟ୍ ଐତିହାସିକ ଏବଂ ଏହା ଦେଶର ମହିଳାମାନଙ୍କ ସଶକ୍ତ ମନୋବଳକୁ ପ୍ରତିଫଳିତ କରୁଛି। ସେ ଉଲ୍ଲେଖ କରିଥିଲେ ଯେ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଜଣେ ମହିଳା ଅର୍ଥମନ୍ତ୍ରୀ ଭାବେ କ୍ରମାଗତ ନବମ ଥର ପାଇଁ ଦେଶର ବଜେଟ୍ ଉପସ୍ଥାପନ କରି ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ବଜେଟ୍ ଅପାର ସୁଯୋଗର ଏକ ପ୍ରଶସ୍ତ ପଥ ଯାହା ବର୍ତ୍ତମାନର ସ୍ୱପ୍ନକୁ ପୂରଣ କରିବ ଏବଂ ଭାରତର ଉଜ୍ଜ୍ୱଳ ଭବିଷ୍ୟତର ମୂଳଦୁଆକୁ ସୁଦୃଢ଼ କରିବ । ସେ ଗୁରୁତ୍ୱାରୋପ କରି କହିଥିଲେ ଯେ ୨୦୪୭ ମସିହା ସୁଦ୍ଧା ଏକ ବିକଶିତ ରାଷ୍ଟ୍ରରେ ପରିଣତ ହେବା ଦିଗରେ ଭାରତର ଉଚ୍ଚ ଉଡାଣର ଆଧାର ଭାବେ ଏହି ବଜେଟ୍ କାର୍ଯ୍ୟ କରୁଛି।ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଭାରତ-ରୁଷ ବ୍ୟବସାୟ ଫୋରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 05th, 03:45 pm
ପୀୟୁଷ ଜୀ ଯେପରି ଉଲ୍ଲେଖ କରିଥିବା ବିଭିନ୍ନ ବିଷୟଗୁଡ଼ିକୁ ଏବଂ ରାଷ୍ଟ୍ରପତିଙ୍କ ଦ୍ୱାରା ବର୍ଣ୍ଣିତ ସମ୍ଭାବନାଗୁଡ଼ିକୁ ବିଚାର କରି, ଆମେ ବହୁତ କମ୍ ସମୟ ମଧ୍ୟରେ ବିଶାଳ ଲକ୍ଷ୍ୟ ମଧ୍ୟ ହାସଲ କରିପାରିବା। ବ୍ୟବସାୟ ହେଉ କିମ୍ବା କୂଟନୀତି, ଯେକୌଣସି ସହଭାଗୀର ମୂଳଦୁଆ ହେଉଛି ପାରସ୍ପରିକ ବିଶ୍ୱାସ। ଏହି ବିଶ୍ୱାସ ହେଉଛି ଭାରତ-ରୁଷ ସମ୍ପର୍କର ସବୁଠାରୁ ବଡ଼ ଶକ୍ତି। ଏହା ଆମର ମିଳିତ ପ୍ରୟାସକୁ ଦିଗଦର୍ଶନ ଏବଂ ଗତି ପ୍ରଦାନ କରେ। ଏହା ହେଉଛି ଲଞ୍ଚ ପ୍ୟାଡ୍ ଯାହା ଆମକୁ ନୂତନ ସ୍ୱପ୍ନ ଏବଂ ଆକାଂକ୍ଷାକୁ ଆଗକୁ ବଢାଇବା ପାଇଁ ପ୍ରେରଣା ଦିଏ। ଗତ ବର୍ଷ, ରାଷ୍ଟ୍ରପତି ପୁଟିନ ଏବଂ ମୁଁ ୨୦୩୦ ସୁଦ୍ଧା ଦ୍ୱିପାକ୍ଷିକ ବାଣିଜ୍ୟରେ ୧୦୦ ବିଲିୟନ ଡଲାର ଅତିକ୍ରମ କରିବାର ଲକ୍ଷ୍ୟ ରଖିଥିଲୁ। କିନ୍ତୁ ଗତକାଲିଠାରୁ ରାଷ୍ଟ୍ରପତି ପୁଟିନଙ୍କ ସହ ମୋର ଆଲୋଚନା ଏବଂ ଆମେ ଦେଖୁଥିବା ସମ୍ଭାବନାକୁ ଆଧାର କରି, ମୁଁ ଭାବୁନାହିଁ ଯେ, ଆମକୁ ଆଉ ୨୦୩୦ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିବ। ମୁଁ ତାହା ସ୍ପଷ୍ଟ ଭାବରେ ଦେଖିପାରୁଛି। ଆମେ ନିର୍ଦ୍ଧାରିତ ସମୟ ପୂର୍ବରୁ ସେହି ଲକ୍ଷ୍ୟ ହାସଲ କରିବା ପାଇଁ ଦୃଢ଼ ସଂକଳ୍ପ ସହିତ ଆଗକୁ ବଢ଼ୁଛୁ, ଏବଂ ମୋର ଆତ୍ମବିଶ୍ୱାସ ବୃଦ୍ଧି ପାଉଛି। ଶୁଳ୍କ ଏବଂ ଅଣ-ଶୁଳ୍କ ବାଧା ହ୍ରାସ କରାଯାଉଛି।ଭାରତ - ରୁଷିଆ ବ୍ୟବସାୟିକ ଫୋରମରେ ରୁଷ ରାଷ୍ଟ୍ରପତିଙ୍କ ସହ ମିଳିତ ବିବୃତ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 05th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରୁଷ ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁଟିନଙ୍କ ସହ ଭାରତ – ରୁଷ ବ୍ୟବସାୟିକ ଫୋରମକୁ ସମ୍ବୋଧିତ କରିଥିଲେ। ତାଙ୍କର ବକ୍ତବ୍ୟ ଉପସ୍ଥାପନ କରି ପ୍ରଧାନମନ୍ତ୍ରୀ ମହାମହିମ ରାଷ୍ଟ୍ରପତି ପୁଟିନ, ଭାରତ ଏବଂ ବିଦେଶରୁ ଆସିଥିବା ନେତୃବୃନ୍ଦ ତଥା ସମସ୍ତ ମାନ୍ୟବର ଅତିଥିମାନଙ୍କୁ ସ୍ୱାଗତ କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଭାରତ ରୁଷ ବ୍ୟବସାୟିକ ଫୋରମ ରାଷ୍ଟ୍ରପତି ପୁଟିନଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପକୁ ପ୍ରତିଫଳିତ କରୁଛି, ଯିଏ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ଏକ ବୃହତ୍ ପ୍ରତିନିଧିମଣ୍ଡଳୀକୁ ସାଙ୍ଗରେ ଆଣିଛନ୍ତି। ପ୍ରଧାନମନ୍ତ୍ରୀ ସମସ୍ତ ଉପସ୍ଥିତ ଲୋକଙ୍କୁ ତାଙ୍କର ହୃଦୟସ୍ପର୍ଶୀ ସ୍ୱାଗତକୁ ଆଲୋକପାତ କରି ପ୍ରକାଶ କରିଥିଲେ ଯେ, ସେମାନଙ୍କ ଗହଣରେ ରହିବା ଏକ ଅତ୍ୟନ୍ତ ଆନନ୍ଦର ମୁହୂର୍ତ୍ତ। ଶ୍ରୀ ମୋଦୀ ଫୋରମରେ ଯୋଗଦାନ କରି ତାଙ୍କର ଅମୂଲ୍ୟ ଚିନ୍ତାଧାରା ବାଣ୍ଟି ଥିବାରୁ ତାଙ୍କ ବନ୍ଧୁ ରାଷ୍ଟ୍ରପତି ପୁଟିନଙ୍କୁ ଗଭୀର କୃତଜ୍ଞତା ଜଣାଇଥିଲେ। ସେ ଜୋର ଦେଇଥିଲେ ଯେ, ବ୍ୟବସାୟ ପାଇଁ ସରଳୀକୃତ ଏବଂ ପୂର୍ବାନୁମାନଯୋଗ୍ୟ ବ୍ୟବସ୍ଥା ସୃଷ୍ଟି କରାଯାଉଛି ଏବଂ ସେ ଏହା ମଧ୍ୟ ଉଲ୍ଲେଖ କରିଥିଲେ ଯେ, ଭାରତ ଏବଂ ୟୁରେସିଆନ ଅର୍ଥନୈତିକ ସଂଘ ମଧ୍ୟରେ ଏକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଉପରେ ଆଲୋଚନା ଆରମ୍ଭ ହୋଇଛି।PM Modi and Prime Minister of the United Kingdom meet with Indian and UK business leaders
July 24th, 07:38 pm
PM Modi and the UK PM Starmer met with business leaders from India and the UK. Interacting with the business leaders, they encouraged them to realise the full potential of opportunities flowing from the CETA for deepening trade, investment and innovation partnerships. Both leaders reaffirmed their commitment to supporting businesses and deepen the bonds of economic cooperation.ଚଳିତ ସପ୍ତାହରେ ଭାରତ ଉପରେ ବିଶ୍ଵ
April 22nd, 12:27 pm
କୂଟନୈତିକ ଫୋନ୍ କଲ୍ ଠାରୁ ଆରମ୍ଭ କରି ବୈଜ୍ଞାନିକ ଆବିଷ୍କାର ପର୍ଯ୍ୟନ୍ତ, ଚଳିତ ସପ୍ତାହରେ ବିଶ୍ୱ ସ୍ତରରେ ଭାରତର ଉପସ୍ଥିତି ସହଯୋଗ, ଉଦ୍ଭାବନ ଏବଂ ସାଂସ୍କୃତିକ ଗୌରବ ଦ୍ୱାରା ପରିଚିତ ଥିଲା ।ଶ୍ରୀ ଖୋଡଲଧାମ ଟ୍ରଷ୍ଟ-କ୍ୟାନସର ହସ୍ପିଟାଲର ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା
January 21st, 12:00 pm
ଆଜି ଏହି ସ୍ୱତନ୍ତ୍ର ଅବସରରେ ଖୋଡଲଧାମର ପବିତ୍ର ଭୂମି ଏବଂ ମା' ଖୋଡଲଙ୍କ ଭକ୍ତଙ୍କ ସହ ଯୋଡ଼ି ହେବା, ମୋ ପାଇଁ ଏକ ବଡ଼ ସୌଭାଗ୍ୟର କଥା । ଜନକଲ୍ୟାଣ ଓ ସେବା କ୍ଷେତ୍ରରେ ଶ୍ରୀ ଖୋଡଲଧାମ ଟ୍ରଷ୍ଟ ଆଜି ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି । ଆଜିଠାରୁ ଆମରେଲିରେ ଆରମ୍ଭ ହେଉଛି କ୍ୟାନସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟରର କାମ । ଆସନ୍ତା କିଛି ସପ୍ତାହ ମଧ୍ୟରେ ଶ୍ରୀ ଖୋଡଲଧାମ ଟ୍ରଷ୍ଟ-କାଗୱଡ ପ୍ରତିଷ୍ଠାର ୧୪ବର୍ଷ ପୂରଣ ହେଉଛି । ଏହି ଆୟୋଜନ ପାଇଁ ବହୁତ- ବହୁତ ଶୁଭକାମନା ।ଭିଡିଓ ବାର୍ତ୍ତା ଜରିଆରେ ଶ୍ରୀ ଖୋଦଲଧାମ ଟ୍ରଷ୍ଟ - କ୍ୟାନସର ହସ୍ପିଟାଲର ଶିଳାନ୍ୟାସ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
January 21st, 11:45 am
ଏହି ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ଖୋଦଲଧାମର ପବିତ୍ର ଭୂମି ଏବଂ ଖୋଦଲ ମା'ଙ୍କ ଭକ୍ତଙ୍କ ସହ ଯୋଗାଯୋଗ କରିବା ନେଇ ଅତ୍ୟନ୍ତ ସୌଭାଗ୍ୟ ପ୍ରକାଶ କରିଥିଲେ । ଶ୍ରୀ ମୋଦୀ କହିଥିଲେ ଯେ ଶ୍ରୀ ଖୋଦଲଧାମ ଟ୍ରଷ୍ଟ ଅମରେଲି ଠାରେ କର୍କଟ ଚିକିତ୍ସାଳୟ ଏବଂ ଗବେଷଣା କେନ୍ଦ୍ରର ଶିଳାନ୍ୟାସ ସହିତ ଜନକଲ୍ୟାଣ ଏବଂ ସେବା କ୍ଷେତ୍ରରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି । ଶ୍ରୀ ଖୋଦଲଧାମ ଟ୍ରଷ୍ଟ - କାଗୱାଡ ପ୍ରତିଷ୍ଠାର ୧୪ ବର୍ଷ ପୂରଣ କରିବ ଏବଂ ସେ ଉଲ୍ଲେଖ କରିବା ସହ ଶୁଭେଚ୍ଛା ଜଣାଇଛନ୍ତି ।